• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଅନ୍ତିମପର୍ଯ୍ୟାୟ ରେ ରଣପୁର ନୂତନ କୋର୍ଟ ବିଲ୍ଡିଂ କାର୍ଯ୍ୟ : ହାଇକୋର୍ଟ ଜଷ୍ଟିସ ଡଃ ବିଦ୍ୟୁତ ରଞ୍ଜନ ଷଡଙ୍ଗୀଙ୍କ ପରିଦର୍ଶନ

Proprietor Abhimanyu Maharana by Proprietor Abhimanyu Maharana
July 22, 2023
in ଓଡ଼ିଶା, ନୟାଗଡ଼ ନିଉଜ୍, ହୋମ୍
0
ଅନ୍ତିମପର୍ଯ୍ୟାୟ ରେ ରଣପୁର ନୂତନ କୋର୍ଟ ବିଲ୍ଡିଂ କାର୍ଯ୍ୟ : ହାଇକୋର୍ଟ ଜଷ୍ଟିସ ଡଃ ବିଦ୍ୟୁତ ରଞ୍ଜନ ଷଡଙ୍ଗୀଙ୍କ ପରିଦର୍ଶନ
Share on FacebookShare on TwitterWhatsapp

୨୨ ଜୁଲାଇ,୨୦୨୩ ( ଓଡ଼ିଶା ତାଜା ନ୍ୟୁଜ୍ ) ରଣପୁର :- ନୟାଗଡ ଜିଲ୍ଲା ଅଧିନସ୍ଥ ରଣପୁର କୋର୍ଟର ନୂତନ ବିଲ୍ଡିଂ କାର୍ଯ୍ୟ ପ୍ରାୟ ୪ କୋଟି ବ୍ୟୟରେ ନିର୍ମାଣ ଚାଲିଥିବା ବେଳେ ଏହା ଅନ୍ତିମ ପର୍ଯ୍ୟାୟରେ ପଂହଚିଥିବା ଜଣାଯାଇଛି । ଏହି କାର୍ଯ୍ୟ କୁ ତୁରନ୍ତ ସାରିବା ପାଇଁ ନିର୍ଦ୍ଦେଶ ଥିବା ବେଳେ ରଣପୁର ବିଚାର ବିଭାଗୀୟ ଅଧିକାରୀ ଗୌରୀଶଙ୍କର ପଣ୍ଡା ଏହି କାର୍ଯ୍ୟକୁ ତଦାରଖ କରି ଆସୁଛନ୍ତି ।

ହାଇକୋର୍ଟ ଜଷ୍ଟିସ ଡଃ ବିଦ୍ୟୁତ ରଞ୍ଜନ ଷଡଙ୍ଗୀ, ବିଲ୍ଡିଂ କମିଟି ରେଜିଷ୍ଟ୍ରାର, ଖୋର୍ଦ୍ଧା ଜିଲ୍ଲା ଜଜ ଓ ନୟାଗଡ ଜିଲ୍ଲା ଜଜ୍ ଆନନ୍ଦ ମୋହନ ମହାରଣା ଉକ୍ତ ବିଲ୍ଡିଂ କାର୍ଯ୍ୟ ପରିଦର୍ଶନ ରେ ଆସି କାର୍ଯ୍ୟ ନିର୍ବାହୀ ସଂସ୍ଥାକୁ ତୁରନ୍ତ ସାରିବା ପାଇଁ ନିର୍ଦ୍ଦେଶ ଦେଇଥିଲେ ।

ଚଳିତ ମାସ ଶେଷ ସୁଦ୍ଧା ଏହି କୋର୍ଟ ବିଲ୍ଡିଂ ର ଶୁଭ ଉଦଘାଟନ କାର୍ଯ୍ୟ ଅନୁଷ୍ଠିତ ହେବାକୁ ଥିବାରୁ ରଣପୁର ବାର ଆସୋସିଏସନ ର ସମସ୍ତ ଆଇନଜିବୀ ମାନେ ଏହି କାର୍ଯ୍ୟ ଅନୁଧ୍ୟାନ କରିବା ସହ ଚଳିତ ମାସ ୨୫ ତାରିଖ ସୁଦ୍ଧା ସମସ୍ତ କାର୍ଯ୍ୟ ସାରିବା ପାଇଁ ଠିକାଦାର ଓ ନିର୍ବାହୀ ଅଧିକାରୀ ଙ୍କୁ ଚରମ ବାଣୀ ଶୁଣାଇଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ଅଭିଭାବକ-ଶିକ୍ଷକ ଓ ବିଦ୍ୟାଳୟ ପରିଚାଳନା କମିଟି ବୈଠକ : ଶିକ୍ଷାର ମାନ ଓ ଛାତ୍ରଛାତ୍ରୀଙ୍କ ସୁରକ୍ଷା ଉପରେ ଗୁରୁତ୍ୱ

October 17, 2026
ମିଶନ ଜିରୋ ଗଞ୍ଜେଇ ଚାଷ ଅଭିଯାନ ଆରମ୍ଭ : କନ୍ଧମାଳରେ ପୋଲିସର ବଡ଼ ଧରପଗଡ଼ – ୩୦ ଏକର ଗଞ୍ଜେଇ ଚାଷ ନଷ୍ଟ , ୯ ଗିରଫ

ଆଦିବାସୀ ମହାବିଦ୍ୟାଳୟରେ ଏବିଭିପି ପ୍ରାର୍ଥୀଙ୍କ ବାଜିମାତ : ସଭାପତି ଭାବେ ଶ୍ରୀଧର ସିଅ, ସମ୍ପାଦକ ଭାବେ ଅଭୟ ପାଟମାଝି ବିଜୟୀ

ନବରାତ୍ରର ପଞ୍ଚମ ଦିନରେ ମା’ ପାଟଖଣ୍ଡାଙ୍କ ସ୍କନ୍ଦମାତା ବେଶ : ଭକ୍ତିମୟ ପରିବେଶରେ ଚାଲିଛି ମା’ଙ୍କ ନବରାତ୍ର ପୂଜା

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଅଭିଭାବକ-ଶିକ୍ଷକ ଓ ବିଦ୍ୟାଳୟ ପରିଚାଳନା କମିଟି ବୈଠକ : ଶିକ୍ଷାର ମାନ ଓ ଛାତ୍ରଛାତ୍ରୀଙ୍କ ସୁରକ୍ଷା ଉପରେ ଗୁରୁତ୍ୱ

ଅଭିଭାବକ-ଶିକ୍ଷକ ଓ ବିଦ୍ୟାଳୟ ପରିଚାଳନା କମିଟି ବୈଠକ : ଶିକ୍ଷାର ମାନ ଓ ଛାତ୍ରଛାତ୍ରୀଙ୍କ ସୁରକ୍ଷା ଉପରେ ଗୁରୁତ୍ୱ

October 17, 2026
ମିଶନ ଜିରୋ ଗଞ୍ଜେଇ ଚାଷ ଅଭିଯାନ ଆରମ୍ଭ : କନ୍ଧମାଳରେ ପୋଲିସର ବଡ଼ ଧରପଗଡ଼ – ୩୦ ଏକର ଗଞ୍ଜେଇ ଚାଷ ନଷ୍ଟ , ୯ ଗିରଫ

ମିଶନ ଜିରୋ ଗଞ୍ଜେଇ ଚାଷ ଅଭିଯାନ ଆରମ୍ଭ : କନ୍ଧମାଳରେ ପୋଲିସର ବଡ଼ ଧରପଗଡ଼ – ୩୦ ଏକର ଗଞ୍ଜେଇ ଚାଷ ନଷ୍ଟ , ୯ ଗିରଫ

October 17, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version