• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ପ୍ରାକୃତିକ ବିପର୍ଯ୍ୟୟରେ ସର୍ବସ୍ବାନ୍ତ ହୋଇପଡ଼ିଥିବା ଗ୍ରାମବାସୀଙ୍କ ସାହା ହେଲେ – ଗଜପତି ଏସପି

Proprietor Abhimanyu Maharana by Proprietor Abhimanyu Maharana
June 27, 2020
in Uncategorized, ଓଡ଼ିଶା, ଦେଶ, ହୋମ୍
0
ପ୍ରାକୃତିକ ବିପର୍ଯ୍ୟୟରେ ସର୍ବସ୍ବାନ୍ତ ହୋଇପଡ଼ିଥିବା ଗ୍ରାମବାସୀଙ୍କ ସାହା ହେଲେ – ଗଜପତି ଏସପି
Share on FacebookShare on TwitterWhatsapp

ଓଡିଶା ତାଜା ନ୍ୟୁଜ୍ (୨୭ ଜୁନ୍ ଶନିବାର ) ଗଜପତି :- ଆଙ୍କର-ପ୍ରାକୃତିକ ବିପର୍ଯ୍ୟୟରେ ସର୍ବସ୍ବାନ୍ତ ହୋଇପଡ଼ିଥିବା ଗ୍ରାମବାସୀଙ୍କ ସାହା ହେଲେ ଗଜପତି ଏସପି। ଗତ ବର୍ଷ ଠିକ୍ ଏହି ସମୟରେ ବର୍ଷା ଯୋଗୁଁ ପାହାଡ଼ ଧସି ବିଶେଷ କ୍ଷତିଗ୍ରସ୍ତ ହୋଇଥିଲା ଗୁମ୍ମା ବ୍ଲକର କୁଲାଙ୍ଗ ଗ୍ରାମ । ମାଟି ଅତଡାରେ ପୋତି ହୋଇ ନଷ୍ଟ ହୋଇଥିଲା ସମସ୍ତ ଘର ଦ୍ବାର। ଘଟଣାର ଏକ ବର୍ଷ ବିତିଯାଇଥିଲେ ସୁଦ୍ଧା ସରକାରଙ୍କ ବିଭିନ୍ନ ସହାୟତା ସତ୍ତ୍ବେ ସ୍ଥିତିର ସମ୍ପୂର୍ଣ୍ଣ ସୁଧାର ଆସି ପାରି ନାହି ଏହି ଗ୍ରାମରେ। ପର୍ବତ ଉପରୁ ସମତଳ ସ୍ଥାନକୁ ସ୍ଥାନାନ୍ତରିତ କରିବା ପ୍ରତିଶୃତି ଆଜି ପର୍ଯ୍ୟନ୍ତ ପୁରଣ ହୋଇପାରିନାହିଁ ।

ଏହିପରି ସମୟରେ ଅସହାୟ କ୍ଷତିଗ୍ରସ୍ତ ପରିବାର ପାଇଁ ପାଦେ ଆଗକୁ ଆସି ସହାୟତାର ହାତ ବଢାଇ ବୁଝି ନେଇଛନ୍ତି ଏମାନଙ୍କ ସମସ୍ୟା । ଗ୍ରାମକୁ ଗସ୍ତ କରି ପ୍ରଦାନ କରିଛନ୍ତି ବିଭିନ୍ନ ଆବଶ୍ୟକୀୟ ସାମଗ୍ରୀ । ପୂର୍ବରୁ ଦୁର୍ଗମ ଆଦିବାସୀ ଅଧ୍ୟୁଷିତ ସିଣ୍ଡିବୁର ଗ୍ରାମକୁ ପୋଷ୍ୟ ଗ୍ରାମ ଭାବେ ଗ୍ରହଣ କରି, ସେମାନଙ୍କ ଆବଶ୍ୟକ ସାମଗ୍ରୀ ବଣ୍ଟନ କରିବା ସହ ଗ୍ରାମକୁ ଏକ ଆଦର୍ଶ ଗ୍ରାମରେ ପରିଣତ କରିବାକୁ ପ୍ରତିଶୃତି ଦେଇଛନ୍ତି । ଏସପିଙ୍କ ଏହି କାର୍ଯ୍ୟକୁ ନେଇ ବିଭିନ୍ନ ମହଲରେ ପ୍ରଶଂସା କରାଯାଇଛି । ଆଜି ଆଉ ଏକ ବିପର୍ଯ୍ୟୟ ପ୍ରପୀଡିତ ଗ୍ରାମରେ ପହଞ୍ଚି ଅସହାୟ ଲୋକଙ୍କୁ ଭେଟି ଆଶ୍ଵାସନା ଦେବା ସହ ଶାଢ଼ୀ, ପୋଷାକ, କମ୍ବଳ, ସାବୁନ, ତେଲ, ମାସ୍କ, ସାନିଟାଇଜର, ବିସ୍କୁଟ ଆଦି ପ୍ରଦାନ କରିଛନ୍ତି ।

30ରୁ ଅଧିକ ପରିବାରର ଶତାଧିକ ଗ୍ରାମବାସୀ ଖୁସି ବ୍ୟକ୍ତ କରିବା ସହ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତରିତ ହେବା ନେଇ ସହଯୋଗ କାମନା କରିଥିଲେ । ବିଭିନ୍ନ ସମୟରେ କିଛି ନୁଆ କରି ଦେଖାଇବାର ଇଚ୍ଛା ଯୋଗୁଁ ଚର୍ଚ୍ଚାରେ ରହି ଆସୁଛନ୍ତି ଏହି ମହିୟସୀ ମହିଳା ଆଇପିଏସ୍ ଅଫିସର ସାରା ଶର୍ମା, ଗଜପତି ଏସପି ଭାବେ ଦାୟିତ୍ଵ ନେବା ପରଠାରୁ ବହୁ ଲୋକାଭିମୁଖୀ ପଦକ୍ଷେପ ଗ୍ରହଣ କରି ଜିଲ୍ଲାବାସୀଙ୍କ ମନରେ ଏକ ସ୍ବତନ୍ତ୍ର ସ୍ଥାନ ଅଧିକାର କରିନେଇଛନ୍ତି ଏହି ହୃଦୟବାନ ମହିଳା ଜଣକ । ନିଜର ପ୍ରଶାସନିକ ସେବାକୁ ସୁରୁଖୁରୁରେ ସମ୍ପାଦନ କରିବା ସହ ପାଦେ ଆଗକୁ ଆସି ଲୋକଙ୍କ ପାଖରେ ପହଞ୍ଚି ଥାନ୍ତି ଯାହାକୁ ବିଭିନ୍ନ ମହଲରେ ପ୍ରଶଂସା କରାଯାଇଛି । (ରିପୋର୍ଟ-ଗରୁଡ଼ ଧ୍ୱଜ ଚୈାଧୁରୀ ଜିଲ୍ଲା-ଗଜପତି ପାରଳାଖେମୁଣ୍ଡି)

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଶିଶୁ କଲ୍ୟାଣ ପୋଲିସ ଓ କିଶୋରୀ ମାନଙ୍କ ସହିତ ଯୋଗାଯୋଗ ସମ୍ପର୍କିତ କାର୍ଯ୍ୟକ୍ରମ

ଶିଶୁ କଲ୍ୟାଣ ପୋଲିସ ଓ କିଶୋରୀ ମାନଙ୍କ ସହିତ ଯୋଗାଯୋଗ ସମ୍ପର୍କିତ କାର୍ଯ୍ୟକ୍ରମ

May 10, 2026
ପାରଳାଖେମୁଣ୍ଡି ଆଦର୍ଶ ଥାନା ପକ୍ଷରୁ କୁଭେଣ୍ଟିକା- ଶିଶୁ କଲ୍ୟାଣ ପୋଲିସ ଓ କିଶୋରୀ ମାନଙ୍କ ସହିତ ଯୋଗାଯୋଗ ସମ୍ପର୍କିତ କାର୍ଯ୍ୟକ୍ରମ ଅନୁଷ୍ଠିତ

ପାରଳାଖେମୁଣ୍ଡି ଆଦର୍ଶ ଥାନା ପକ୍ଷରୁ କୁଭେଣ୍ଟିକା- ଶିଶୁ କଲ୍ୟାଣ ପୋଲିସ ଓ କିଶୋରୀ ମାନଙ୍କ ସହିତ ଯୋଗାଯୋଗ ସମ୍ପର୍କିତ କାର୍ଯ୍ୟକ୍ରମ ଅନୁଷ୍ଠିତ

May 10, 2026
ନିଖିଳ ଉତ୍କଳ ବିଶ୍ଵକର୍ମା ସମିତି ପକ୍ଷରୁ ରଥ କାରିଗରଙ୍କୁ ସମ୍ମାନ

ନିଖିଳ ଉତ୍କଳ ବିଶ୍ଵକର୍ମା ସମିତି ପକ୍ଷରୁ ରଥ କାରିଗରଙ୍କୁ ସମ୍ମାନ

May 10, 2026
ମୃତ ରାକେଶକୁ ନ୍ୟାୟ ଦାବିରେ – ୫ ଘଣ୍ଟା ରାସ୍ତାରୋକ

ମୃତ ରାକେଶକୁ ନ୍ୟାୟ ଦାବିରେ – ୫ ଘଣ୍ଟା ରାସ୍ତାରୋକ

May 10, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଶିଶୁ କଲ୍ୟାଣ ପୋଲିସ ଓ କିଶୋରୀ ମାନଙ୍କ ସହିତ ଯୋଗାଯୋଗ ସମ୍ପର୍କିତ କାର୍ଯ୍ୟକ୍ରମ

ଶିଶୁ କଲ୍ୟାଣ ପୋଲିସ ଓ କିଶୋରୀ ମାନଙ୍କ ସହିତ ଯୋଗାଯୋଗ ସମ୍ପର୍କିତ କାର୍ଯ୍ୟକ୍ରମ

May 10, 2026
ପାରଳାଖେମୁଣ୍ଡି ଆଦର୍ଶ ଥାନା ପକ୍ଷରୁ କୁଭେଣ୍ଟିକା- ଶିଶୁ କଲ୍ୟାଣ ପୋଲିସ ଓ କିଶୋରୀ ମାନଙ୍କ ସହିତ ଯୋଗାଯୋଗ ସମ୍ପର୍କିତ କାର୍ଯ୍ୟକ୍ରମ ଅନୁଷ୍ଠିତ

ପାରଳାଖେମୁଣ୍ଡି ଆଦର୍ଶ ଥାନା ପକ୍ଷରୁ କୁଭେଣ୍ଟିକା- ଶିଶୁ କଲ୍ୟାଣ ପୋଲିସ ଓ କିଶୋରୀ ମାନଙ୍କ ସହିତ ଯୋଗାଯୋଗ ସମ୍ପର୍କିତ କାର୍ଯ୍ୟକ୍ରମ ଅନୁଷ୍ଠିତ

May 10, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version