• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଅପରାଧ

ବିଦ୍ୟୁତ୍ କର୍ମଚାରୀଙ୍କୁ ଆକ୍ରମଣ ଘଟଣାରେ ଯୁବକ ଗିରଫ – ଲୁଟ୍ ମୋବାଇଲ ଫୋନ ଜବତ

Proprietor Abhimanyu Maharana by Proprietor Abhimanyu Maharana
July 26, 2023
in ଅପରାଧ, ଓଡ଼ିଶା, ଗଞ୍ଜାମ, ହୋମ୍
0
ବିଦ୍ୟୁତ୍ କର୍ମଚାରୀଙ୍କୁ ଆକ୍ରମଣ ଘଟଣାରେ ଯୁବକ ଗିରଫ – ଲୁଟ୍ ମୋବାଇଲ ଫୋନ ଜବତ
Share on FacebookShare on TwitterWhatsapp

୨୬ଜୁଲାଇ,୨୦୨୩ ( ଓଡ଼ିଶା ତାଜା ନ୍ୟୁଜ୍ ) ହିଞ୍ଜିଳିକାଟୁ  :- ମଙ୍ଗଳବାର ବିଦ୍ୟୁତ ବିତରଣକାରୀ ସଂସ୍ଥା ଟିପିଏସଓଡିଏଏଲ ଭିଜିଲାନ୍ସ ଟିମ୍ ପକ୍ଷରୁ ହିଞ୍ଜିଳି ଥାନା କାଞ୍ଜିଆମା ଗ୍ରାମରେ ଚଢାଉ କରାଯାଇଥିଲା । ଚଢାଉ ସମୟରେ ସଂପୃକ୍ତ ଗ୍ରାମର ରାମକୃଷ୍ଣ ସାହୁ ଚଢାଉ କର୍ମଚାରୀଙ୍କୁ ଗାଳିଗୁଲଜ କରିଥିଲେ । ପରେ ଗ୍ରାମର କିଛି ଲୋକେ ମିଶି ଟିପିଏସଓଡିଏଏଲ ଭିଜିଲାନ୍ସ ଏନଫୋର୍ସମେଣ୍ଟ ଟିମ୍‌ର ଲାଇନମ୍ୟାନ୍ ବରେନ୍ଦ୍ର କୁମାର ନିଶଙ୍କଙ୍କୁ ଏକ ସ୍କୃ-ଡ୍ରାଇଭର ସାହାର୍ଯ୍ୟରେ ଆକ୍ରମଣ କରିବା ସହ ତାଙ୍କର ମୋବାଇଲ ଫୋନକୁ ଲୁଟି ନେଇଥିଲେ ।

ଆକ୍ରମଣରେ ନିଶଙ୍କ ଗୁରୁତର ଆହତ ହୋଇଥିଲେ । ଉପସ୍ଥିତ କର୍ମଚାରୀ ଆହତଙ୍କୁ ଉଦ୍ଧାର କରି ଚିକିତ୍ସା ପାଇଁ ହିଞ୍ଜିଳିକାଟୁ ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ । ଖବର ପାଇ ହିଞ୍ଜିଳି ପୁଲିସ ଘଟଣା ସ୍ଥଳରେ ପହଞ୍ଚିବା ଦେଖି ଆକ୍ରମଣକାରୀ ମାନେ ଘଟଣା ସ୍ଥଳରୁ ଫେରାର ହୋଇ ଯାଇଥିଲେ । ଘଟଣା ନେଇ ଟିପିଏସଓଡିଏଏଲ ଭିଜିଲାନ୍ସ ଏନଫୋର୍ସମେଣ୍ଟ ସହକାରୀ ନିର୍ବାହୀ ଯନ୍ତ୍ରୀ ନନ୍ଦ କିଶୋର ଦାଶ ହିଞ୍ଜିଳି ଥାନାରେ ଅଭିଯୋଗ କରିଥିଲେ ।

ଅଭିଯୋଗ ଭିତ୍ତିରେ ହିଞ୍ଜିଳି ଥାନାରେ କେସ ନଂ- ୫୩୪/୨୩ରେ ଏକ ମାମଲା ରୁଜୁ କରି ପୁଲିସ ଘଟଣାର ତଦନ୍ତ ଚଳାଇଥିଲା । ବୁଧବାର ମୁଖ୍ୟ ଅଭିଯୁକ୍ତ ହିଞ୍ଜିଳି ଥାନା କାଞ୍ଜିଆମା ଗ୍ରାମର ରାମକୃଷ୍ଣ ସାହୁଙ୍କୁ ଗ୍ରାମ ନିକଟରୁ ଗିରଫ କରିଥିଲା । ଗିରଫ ଯୁବକଙ୍କ ଠାରୁ ଲୁଟ୍ ମୋବାଇଲ ଫୋନ ଓ ଆକ୍ରମଣରେ ବ୍ୟବହୃତ ସ୍କୃ-ଡ୍ରାଇଭରକୁ ପୁଲିସ ଜବତ କରି କୋର୍ଟ ଚାଲାଣ କରାଯାଇଥିବା ଥାନା ଭାରପ୍ରାପ୍ତ ଅଧିକାରୀ ଅଭିମନ୍ୟୁ ଦାସଙ୍କ ସୂତ୍ରରୁ ପ୍ରକାଶ ।
 
Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଭାରତରେ ନୂତନ ବିଏମଡବ୍ଲୁ ୭ ସିରିଜ୍ ରେଞ୍ଜ ଶୁଭାରମ୍ଭ ହୋଇଛି

ଭାରତରେ ନୂତନ ବିଏମଡବ୍ଲୁ ୭ ସିରିଜ୍ ରେଞ୍ଜ ଶୁଭାରମ୍ଭ ହୋଇଛି

September 24, 2026
କନ୍ଧମାଳ ମାଟିରେ ସାରସ୍ୱତ ଝଙ୍କାର : ଫୁଲବାଣୀରେ ‘ମେଘ ଉତ୍ସବ’ ରେ ଜନଜାତି ଭାଷା ଓ ସଂସ୍କୃତିର ମହାମନ୍ଥନ

କନ୍ଧମାଳ ମାଟିରେ ସାରସ୍ୱତ ଝଙ୍କାର : ଫୁଲବାଣୀରେ ‘ମେଘ ଉତ୍ସବ’ ରେ ଜନଜାତି ଭାଷା ଓ ସଂସ୍କୃତିର ମହାମନ୍ଥନ

September 24, 2026
କନ୍ଧମାଳ ଜିଲ୍ଲା ସାମ୍ବାଦିକ ସମନ୍ୱୟ ସମିତି ର ସମାବେଶ : ଏକତା ଓ ସାମ୍ବାଦିକଙ୍କ ସୁରକ୍ଷା ଉପରେ ଗୁରୁତ୍ଵାରୋପ

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଭାରତରେ ନୂତନ ବିଏମଡବ୍ଲୁ ୭ ସିରିଜ୍ ରେଞ୍ଜ ଶୁଭାରମ୍ଭ ହୋଇଛି

ଭାରତରେ ନୂତନ ବିଏମଡବ୍ଲୁ ୭ ସିରିଜ୍ ରେଞ୍ଜ ଶୁଭାରମ୍ଭ ହୋଇଛି

September 24, 2026
କନ୍ଧମାଳ ମାଟିରେ ସାରସ୍ୱତ ଝଙ୍କାର : ଫୁଲବାଣୀରେ ‘ମେଘ ଉତ୍ସବ’ ରେ ଜନଜାତି ଭାଷା ଓ ସଂସ୍କୃତିର ମହାମନ୍ଥନ

କନ୍ଧମାଳ ମାଟିରେ ସାରସ୍ୱତ ଝଙ୍କାର : ଫୁଲବାଣୀରେ ‘ମେଘ ଉତ୍ସବ’ ରେ ଜନଜାତି ଭାଷା ଓ ସଂସ୍କୃତିର ମହାମନ୍ଥନ

September 24, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version