• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ପାରଳାଖେମୁଣ୍ଡି ଠାରେ ଗୁରାଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ପକ୍ଷରୁ ଜାତୀୟ ତମାଖୁ ନିୟନ୍ତ୍ରଣ କାର୍ଯ୍ୟକ୍ରମ ଅନୁଷ୍ଠିତ

Proprietor Abhimanyu Maharana by Proprietor Abhimanyu Maharana
July 28, 2023
in ଓଡ଼ିଶା, ଗଜପତି, ହୋମ୍
0
ପାରଳାଖେମୁଣ୍ଡି ଠାରେ ଗୁରାଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ପକ୍ଷରୁ ଜାତୀୟ ତମାଖୁ ନିୟନ୍ତ୍ରଣ କାର୍ଯ୍ୟକ୍ରମ ଅନୁଷ୍ଠିତ
Share on FacebookShare on TwitterWhatsapp

୨୭ ଜୁଲାଇ,୨୦୨୩ ( ଓଡ଼ିଶା ତାଜା ନ୍ୟୁଜ୍ ) ପାରଳାଖେମୁଣ୍ଡି :- ଗଜପତି ଜିଲ୍ଲାର ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ମହେନ୍ଦ୍ରଗିରି ପୌର ସରକାରୀ ଉଚ୍ଚ ବିଦ୍ୟାଳୟର ସଭାଗୃହ ଠାରେ ଗୁରାଣ୍ଡୀ ସ୍ଥିତ ଗୋଷ୍ଟି ସ୍ୱାସ୍ଥ୍ୟ କେନ୍ଦ୍ର ପକ୍ଷରୁ ଜାତୀୟ ତମାଖୁ ନିୟନ୍ତ୍ରଣ କାର୍ଯ୍ୟକ୍ରମ ଅନ୍ତର୍ଗତରେ ବିଦ୍ୟାଳୟର ଛାତ୍ରଛାତ୍ରୀ ମାନଙ୍କୁ ନେଇ ତମାଖୁ ମୁକ୍ତ ଶିକ୍ଷାୟତନ କାର୍ଯ୍ୟାବଳୀ ସମ୍ପର୍କିତ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ବିଦ୍ୟାଳୟର ପ୍ରଧାନଶିକ୍ଷକ ଶ୍ରୀ ପୂର୍ଣ୍ଣଚନ୍ଦ୍ର ପ୍ରଧାନଙ୍କ ସଭାପତିତ୍ବରେ ଏହି କାର୍ଯ୍ୟକ୍ରମରେ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରର ଭାରାପ୍ରାପ୍ତ ମେଡିକାଲ ଅଫିସର ଶ୍ରୀ ପତିତପାବନ ବାରୀକ ମୁଖ୍ୟଅତିଥି ଭାବେ ଯୋଗ ଦେଇ ବିଦ୍ୟାଳୟରେ ଯେଉଁ ଛୋଟ ପିଲାମାନେ ପାଠ ପଢୁଛନ୍ତି , ସେମାନେ ଆଗାମୀ ଦିନରେ ଯେଭଳି କୁ ସଙ୍ଗରେ ନ ପଡ଼ି ତମାଖୁ ଦ୍ରବ୍ୟ ଠାରୁ ସମ୍ପୂର୍ଣ ଭାବେ ଦୂରେଇ ରହିବେ ସେ ସମ୍ପର୍କରେ କହି ତମାଖୁ ସେବନର ଭୟାବହତା ଓ ଅପକାରିତା ସହ ଏହା ସେବନ କରିବା ଦ୍ୱାରା ସ୍ୱାସ୍ଥ୍ୟ ଓ ମାନସିକତାରେ କେଉଁ ପ୍ରକାର ହାନି ସମସ୍ୟା ଦେଖା ଯାଇଥାଏ ସେ ସମ୍ପର୍କରେ କହି ସଚେତନ କରାଇ ଥିଲେ ।

ଅନ୍ୟମାନଙ୍କ ମଧ୍ୟରେ ଏହି କାର୍ଯ୍ୟକ୍ରମରେ ସ୍ୱାସ୍ଥ୍ୟ କେନ୍ଦ୍ରର ସ୍ୱାସ୍ଥ୍ୟ ସମ୍ପ୍ରସାରଣ ଅଧିକାରୀ ମମତା ପାଢ଼ୀ ଯୋଗଦେଇ କାର୍ଯ୍ୟକ୍ରମର ଆଭିମୁଖ୍ୟ ସମ୍ପର୍କରେ କହି କୋଟପା ଆଇନ ପ୍ରକାରେ ବିଦ୍ୟାଳୟର ୧୦୦ ୟାର୍ଡସ୍ ଭିତରେ କୌଣସି ପ୍ରକାର ତମାଖୁ ବିକ୍ରିବଟା ରହିବା କୁ ପିଲାମାନଙ୍କୁ ତମାଖୁ ପ୍ରତି ପ୍ରଲୋଭିତ ଓ ପ୍ରୋତ୍ସାହିତ କରିବା ଏକ ଦଣ୍ଡନୀୟ ଅପରାଧ ବୋଲି କହିଥିଲେ । ପରେ ବିଦ୍ୟାଳୟକୁ ତମାଖୁ ମୁକ୍ତ ଅଂଚଳ ଭାବେ ଘୋଷଣା କରାଯିବା ସହ ଉପସ୍ଥିତ ଛାତ୍ରଛାତ୍ରୀ ମାନଙ୍କୁ ଭବିଷ୍ୟତରେ ତମାଖୁ ବ୍ୟବହାର ଠାରୁ ସମ୍ପୂର୍ଣ ଭାବେ ଦୂରେଇ ରହିବା ସହ ଏହାର ଆପକାରିତା ଓ ଭୟାବହତା ଉପରେ ଅନ୍ୟକୁ କହି ସଚେତନତା କରିବା ଉଦ୍ଦେଶ୍ୟ ନେଇ ଶପଥ ପାଠ କରିଥିଲେ । ଏହି କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ଆୟୁଷ ଡାକ୍ତର ଲିପ୍ସା ମିଶ୍ର ଏବଂ ବିଦ୍ୟାଳୟର ଆଲୁମିନ ଶ୍ରୀ ଭଗବତ ପାଢ଼ୀ ପ୍ରମୁଖ ମଞ୍ଚାସିନ ଅତିଥି ଭାବେ ଯୋଗଦେଇ ତମାଖୁ ସେବନର ଭୟାବହତା ଓ ଅପକାରିତାର ବିଭିନ୍ନ ଦିଗ ସମ୍ପର୍କରେ କହିଥିଲେ । ଶେଷରେ ତମାଖୁ ସେବନର ଭୟାବହତା ଉପରେ ଛାତ୍ରଛାତ୍ରୀ ମାନଙ୍କ ମଧ୍ୟରେ ଏକ କୁଇଜ ପ୍ରତିଯୋଗିତା ଓ ପ୍ରଶ୍ନୋତ୍ତର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । କୃତି ଛାତ୍ରଛାତ୍ରୀ ମାନଙ୍କୁ ମାନପତ୍ର ଓ ପୁରସ୍କାର ବଣ୍ଟନ କରା ଯାଇଥିଲା । ଏହି କାର୍ଯ୍ୟକ୍ରମକୁ ବିଦ୍ୟାଳୟର ଆଲୁମିନ ଶ୍ରୀ ବିଚିତ୍ରା ନନ୍ଦ ବେବର୍ତ୍ତା ସଂଯୋଜନା କରିଥିବା ବେଳେ ଶେଷରେ ବିଦ୍ୟାଳୟର ବରିଷ୍ଠ ଶିକ୍ଷୟତ୍ରୀ ଶ୍ରୀମତୀ ବବିତା ରାଉତ ଉପସ୍ଥିତ ସମସ୍ତଙ୍କୁ ଧନ୍ୟବାଦ୍ ଅର୍ପଣ କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ପଡିଆ ପୋଲିସ ପକ୍ଷ୍ୟରୁ ଜୁଭେନ୍ଟିକା ଓ ସଡ଼କ ସୁରକ୍ଷା କାର୍ଯ୍ୟକ୍ରମ, ଯୋଗ ଦେଲେ ବିଧାୟକ

ପଡିଆ ପୋଲିସ ପକ୍ଷ୍ୟରୁ ଜୁଭେନ୍ଟିକା ଓ ସଡ଼କ ସୁରକ୍ଷା କାର୍ଯ୍ୟକ୍ରମ, ଯୋଗ ଦେଲେ ବିଧାୟକ

October 11, 2026
ପଡ଼ିଆରେ ବ୍ଲକସ୍ତରୀୟ ‘ସେବା ସେତୁ’ କାର୍ଯ୍ୟକ୍ରମ ଅନୁଷ୍ଠିତ

ପଡ଼ିଆରେ ବ୍ଲକସ୍ତରୀୟ ‘ସେବା ସେତୁ’ କାର୍ଯ୍ୟକ୍ରମ ଅନୁଷ୍ଠିତ

October 11, 2026
 ବ୍ଲକ ସ୍ତରୀୟ ପଡ଼ୋଶୀ ଯୁବ ସମ୍ବିଧାନ କାର୍ଯକ୍ରମ

 ବ୍ଲକ ସ୍ତରୀୟ ପଡ଼ୋଶୀ ଯୁବ ସମ୍ବିଧାନ କାର୍ଯକ୍ରମ

October 11, 2026
ମହାଳୟା ଅମାବାସ୍ୟାରେ ପିତୃପୁରୁଷଙ୍କ ପିଣ୍ଡଦାନ କଲେ ହଜାର ହଜାର ଶ୍ରଦ୍ଧାଳୁ

ମହାଳୟା ଅମାବାସ୍ୟାରେ ପିତୃପୁରୁଷଙ୍କ ପିଣ୍ଡଦାନ କଲେ ହଜାର ହଜାର ଶ୍ରଦ୍ଧାଳୁ

October 11, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ପଡିଆ ପୋଲିସ ପକ୍ଷ୍ୟରୁ ଜୁଭେନ୍ଟିକା ଓ ସଡ଼କ ସୁରକ୍ଷା କାର୍ଯ୍ୟକ୍ରମ, ଯୋଗ ଦେଲେ ବିଧାୟକ

ପଡିଆ ପୋଲିସ ପକ୍ଷ୍ୟରୁ ଜୁଭେନ୍ଟିକା ଓ ସଡ଼କ ସୁରକ୍ଷା କାର୍ଯ୍ୟକ୍ରମ, ଯୋଗ ଦେଲେ ବିଧାୟକ

October 11, 2026
ପଡ଼ିଆରେ ବ୍ଲକସ୍ତରୀୟ ‘ସେବା ସେତୁ’ କାର୍ଯ୍ୟକ୍ରମ ଅନୁଷ୍ଠିତ

ପଡ଼ିଆରେ ବ୍ଲକସ୍ତରୀୟ ‘ସେବା ସେତୁ’ କାର୍ଯ୍ୟକ୍ରମ ଅନୁଷ୍ଠିତ

October 11, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version