• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଗଜପତି ଜିଲ୍ଲାର ଗୌରବ : ଭାରତୀୟ ସଫ୍ଟ ବୋଲାରେ ସ୍ଥାନ ପାଇ ଏସିଆନ ଗେମ୍ସରେ ଖେଳିବା ପାଇଁ ସୁଯୋଗ ପାଇଲେ ଆଦିବାସୀ ଝିଅ ସ୍ୱେତାସିନି ଶବର

Proprietor Abhimanyu Maharana by Proprietor Abhimanyu Maharana
July 28, 2023
in ଓଡ଼ିଶା, ଗଜପତି, ହୋମ୍
0
ଗଜପତି ଜିଲ୍ଲାର ଗୌରବ : ଭାରତୀୟ ସଫ୍ଟ ବୋଲାରେ ସ୍ଥାନ ପାଇ ଏସିଆନ ଗେମ୍ସରେ ଖେଳିବା ପାଇଁ ସୁଯୋଗ ପାଇଲେ ଆଦିବାସୀ ଝିଅ ସ୍ୱେତାସିନି ଶବର
Share on FacebookShare on TwitterWhatsapp

୨୭ ଜୁଲାଇ,୨୦୨୩ ( ଓଡ଼ିଶା ତାଜା ନ୍ୟୁଜ୍ ) ପାରଳାଖେମୁଣ୍ଡି :- ଗଜପତି ଜିଲ୍ଲା ଗୁମା ବ୍ଲକ ଅନ୍ତର୍ଗତ ବଡ କଳାକୋଟ ଗ୍ରାମର ଧର୍ମେନ୍ଦ୍ର ଶବର ଓ ଶାନ୍ତି ଶବରଙ୍କ୍ ଝିଅ ସ୍ୱେତାସିନି ଶବର ଭାରତୀୟ ସଫ୍ଟ ବଲରେ ସ୍ଥାନ ପାଇ ଏସିଆନ ଗେମ୍ସରେ ଖେଳିବାର ଗୌରବ ଆଣି ଦେଇଛନ୍ତି। ଭାରତ ପ୍ରଥମ ଥର ଏହି ପ୍ରତିଯୋଗିତା ପାଇଁ ନିଜ ଦଳ ପଠାଉଛି। ଏଥିରେ ଗୁମା ବ୍ଲକ ଭଳି ଏକ ଦୁର୍ଗମ ପାହାଡ଼ିଆ ଅଞ୍ଚଳର ଜଣେ ଝିଅ ଭାରତୀୟ ଦଳରେ ପ୍ରତିନିଧିତ୍ଵ କରିବା ଗଜପତି ଜିଲ୍ଲା ଏବଂ ଓଡ଼ିଶା ରାଜ୍ୟ କୁ ଗୌରବ ଆଣିଛି । ସେ ପୂର୍ବରୁ ଭାରତୀୟ କନିଷ୍ଟ ଦଳ ପାଇଁ ୨୦୧୭ମସିହାରେ ଖେଳିଛନ୍ତି। ଏହି ପ୍ରତିଭାବାନ କ୍ରୀଡାବିତ ୨୦୨୦ମସିହାରେ ଭାରତୀୟ ବେସ ବଲ ଦଳରେ ସାମିଲ ହେବାର କୃତିତ୍ବ ହାସଲ କରିଥିଲେ I

ସେ ଭୁବନେଶ୍ୱର କିସ ଠାରେ ଅଧ୍ୟୟନ କରୁଛନ୍ତି। ସେଠାରୁ ସେ ପ୍ରଥମେ କ୍ରିଡାପ୍ରତି ଆକର୍ଷିତ ହୋଇଥିଲେ ଏବଂ ଧୀରେ ଧୀରେ ସଫଳତା ହାସଲ କରି ଆଜି ଜଣେ ଆନ୍ତର୍ଜାତିକ ସ୍ତରରେ ଖେଳାଳି ଭାବେ ମର୍ଯ୍ୟାଦା ହାସଲ କରି ଗୌରବ ଆଣିଛନ୍ତି।ଗଜପତି ଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲ୍ଲାପଳଙ୍କ ଦ୍ବାରା ତାଙ୍କୁ ସମ୍ବର୍ଦ୍ଧିତ କରାଯାଇ ଉପଢୌକନ ଓ ପୁଷ୍ପଗୁଛ ଦିଆଯାଇଛି। ଜିଲ୍ଲାପାଳ ସ୍ମୃତିରଂଜନ ପ୍ରଧାନ ତାଙ୍କୁ ସମ୍ବର୍ଦ୍ଧିତ କରି ତାଙ୍କ ଭବିଷ୍ୟ ସଫଳତା କାମନା କରି ତାଙ୍କୁ ସମସ୍ତ ପ୍ରକାର ସହଯଗ ଜିଲ୍ଲା ପ୍ରଶାସନ ଯୋଗାଇବା ପାଇଁ ପ୍ରସ୍ତୁତ ବୋଲି କହିଛନ୍ତି।

ସମ୍ବର୍ଦ୍ଧନା କାର୍ଯ୍ୟକ୍ରମରେ ଉପ ଜିଲ୍ଲାପାଳ ରାଜେନ୍ଦ୍ର ମିଞ୍ଜ, ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ଅରୁଣ କୁମାର ତ୍ରିପାଠୀ ପ୍ରମୁଖ ଉପସ୍ଥିତ ଥିଲେ I ସ୍ୱେତାସିନି ଶବର ଆଗାମୀ ଏସିଆନ ଗେମ୍ସରେ ଭାରତ କୁ ସଫଳ କରିବା ପାଇଁ ସେ ତାଙ୍କର ଶତପ୍ରତିଶତ ଅବଦାନ ଦେବେ , ଏବଂ ଭାରତ ସଫଳ ହେବବୋଲି ସେ ଦୃଢ ବିଶ୍ୱାସ ରଖିଛନ୍ତି. ଭାରତ ଏହି ପ୍ରତିଯୋଗିତା ରେ ସ୍ଵର୍ଣ୍ଣ ପଦକ ବିଜୟୀ ହାସଲ କରିବ ବୋଲି ଦୃଢ ବିଶ୍ବାସ ର ସହ ସେ କହିଛନ୍ତି. ସେ ତାଙ୍କର ସମସ୍ତ ଶ୍ରେୟ କିସ୍ ବିଶ୍ଵବିଦ୍ୟାଳୟର ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତ , ପିତା ମାତା ଏବଂ ଗୁରୁଜନଙ୍କ ଦେଇ ଅଛନ୍ତି । ଏହି ଅବସରରେ ବିଜେଡ଼ି ସଂଖ୍ୟାଲଘୁ ସମ୍ପ୍ରଦାୟର ରାଜ୍ୟ ସାଧାରଣ ସମ୍ପାଦକ ପଲ୍ଲବ ଲିମ୍ମା ସ୍ୱେତାସିନି ଶବରଙ୍କୁ କୃତଜ୍ଞତା ଜଣାଇ ଅହିଥିଲା ସ୍ୱେତାସିନି କେବଳ ଗଜପତି ର ଗୌରବ ନୁହେଁ ସେ ବର୍ତମାନ ପୁରା ଦେଶ ପାଇଁ ଗର୍ବ ଓ ଗୌରବର ବିଷୟ ହୋଇପାରିଛନ୍ତି ଏବଂ ଯୁବା କ୍ରୀଡ଼ାପ୍ରେମୀ ମାନଙ୍କ ପାଇଁ ଏକ ଉଦ୍ଧାରଣ ସାଜିଛନ୍ତି I

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଖଣ୍ଡପଡ଼ା ପଠାଣି ସାମନ୍ତ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ବନ୍ଦ କରିଛି ଜିଲ୍ଲା ପ୍ରଶାସନ

ଖଣ୍ଡପଡ଼ା ପଠାଣି ସାମନ୍ତ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ବନ୍ଦ କରିଛି ଜିଲ୍ଲା ପ୍ରଶାସନ

October 9, 2026
ଖଣ୍ଡପଡ଼ା ବ୍ଲକ ଅଧୀନ ବୋଦାସା ପଞ୍ଚାୟତରେ ପୂର୍ବତନ ବିଧାୟକ ସୌମ୍ୟରଂଜନ ପଟ୍ଟନାୟକଙ୍କ ପୌରହିତ୍ୟରେ ଏକ ସାଙ୍ଗଠନିକ ବୈଠକ ଅନୁଷ୍ଠିତ ହୋଇଯାଇଛି

ଖଣ୍ଡପଡ଼ା ବ୍ଲକ ଅଧୀନ ବୋଦାସା ପଞ୍ଚାୟତରେ ପୂର୍ବତନ ବିଧାୟକ ସୌମ୍ୟରଂଜନ ପଟ୍ଟନାୟକଙ୍କ ପୌରହିତ୍ୟରେ ଏକ ସାଙ୍ଗଠନିକ ବୈଠକ ଅନୁଷ୍ଠିତ ହୋଇଯାଇଛି

October 9, 2026
ରୋଜଗାର ନାହିଁ ଲୋକେ ଦାଦନ ମୁହାଁ….

ରୋଜଗାର ନାହିଁ ଲୋକେ ଦାଦନ ମୁହାଁ….

October 9, 2026
ୟୁକେର ୫୦ ଶ୍ରେଷ୍ଠ ଆକାଂକ୍ଷୀ ବ୍ୟବସାୟୀଙ୍କ ତାଲିକାରେ ଓଡ଼ିଆ ଉଦ୍ୟୋଗୀ ଅରୁଣ କର

ୟୁକେର ୫୦ ଶ୍ରେଷ୍ଠ ଆକାଂକ୍ଷୀ ବ୍ୟବସାୟୀଙ୍କ ତାଲିକାରେ ଓଡ଼ିଆ ଉଦ୍ୟୋଗୀ ଅରୁଣ କର

October 9, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଖଣ୍ଡପଡ଼ା ପଠାଣି ସାମନ୍ତ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ବନ୍ଦ କରିଛି ଜିଲ୍ଲା ପ୍ରଶାସନ

ଖଣ୍ଡପଡ଼ା ପଠାଣି ସାମନ୍ତ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ବନ୍ଦ କରିଛି ଜିଲ୍ଲା ପ୍ରଶାସନ

October 9, 2026
ଖଣ୍ଡପଡ଼ା ବ୍ଲକ ଅଧୀନ ବୋଦାସା ପଞ୍ଚାୟତରେ ପୂର୍ବତନ ବିଧାୟକ ସୌମ୍ୟରଂଜନ ପଟ୍ଟନାୟକଙ୍କ ପୌରହିତ୍ୟରେ ଏକ ସାଙ୍ଗଠନିକ ବୈଠକ ଅନୁଷ୍ଠିତ ହୋଇଯାଇଛି

ଖଣ୍ଡପଡ଼ା ବ୍ଲକ ଅଧୀନ ବୋଦାସା ପଞ୍ଚାୟତରେ ପୂର୍ବତନ ବିଧାୟକ ସୌମ୍ୟରଂଜନ ପଟ୍ଟନାୟକଙ୍କ ପୌରହିତ୍ୟରେ ଏକ ସାଙ୍ଗଠନିକ ବୈଠକ ଅନୁଷ୍ଠିତ ହୋଇଯାଇଛି

October 9, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version