• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଖୋର୍ଦ୍ଧାର ଟାଙ୍ଗୀରେ ପଦଯାତ୍ରା ଓ ଜନସଭାରେ ଯୋଗ ଦେଲେ ରାଜ୍ୟ ସଭାପତି “ବିଜେଡି ମୁକ୍ତ ଓଡିଶା” ପାଇଁ ସଂକଳ୍ପ ନେଇଛନ୍ତି ଓଡିଶାବାସୀ : ମନମୋହନ ସାମଲ

Proprietor Abhimanyu Maharana by Proprietor Abhimanyu Maharana
July 28, 2023
in ଓଡ଼ିଶା, ଖୋର୍ଦ୍ଧା, ମହାନଗର, ରାଜନୀତି, ହୋମ୍
0
ଖୋର୍ଦ୍ଧାର ଟାଙ୍ଗୀରେ ପଦଯାତ୍ରା ଓ ଜନସଭାରେ ଯୋଗ ଦେଲେ ରାଜ୍ୟ ସଭାପତି “ବିଜେଡି ମୁକ୍ତ ଓଡିଶା” ପାଇଁ ସଂକଳ୍ପ ନେଇଛନ୍ତି ଓଡିଶାବାସୀ : ମନମୋହନ ସାମଲ
Share on FacebookShare on TwitterWhatsapp

 ବିଜେଡିର ନେତାମାନେ ସଚିବ ଓ ଅଫିସରଙ୍କ ଚାଟୁକାରିତା କରୁଛନ୍ତି, ତାଙ୍କ ସଭା ପାଇଁ ଚେୟାର ଓ ଟେଂଟ କଥା ବୁଝୁଛନ୍ତି

 ଓଡିଶାର ସାମଗ୍ରିକ ବିକାଶ ପାଇଁ ମୋଦି ସରକାର ହାତ ଖୋଲି ଟଙ୍କା ଦେଉଛନ୍ତି, କିନ୍ତୁ ଦୁର୍ନୀତି ଓ ଭ୍ରଷ୍ଟାଚାରରେ ବୁଡି ରହିଥିବା ବିଜେଡି ସରକାର କାରଣରୁ ବିକାଶ ବାଧାପ୍ରାପ୍ତ ହୋଇଛି

 ନିର୍ବାଚନ ଆସିଲେ ‘ମିଛ ଓ ପ୍ରତାରଣ’ କରି ବିଜେଡି ଭୋଟ ନେଇଥାଏ ଏବଂ ନିର୍ବାଚନ ପରେ ଦେଇଥିବା ପ୍ରତିଶୃତିକୁ ଭୁଲିଯାଏ

୨୮ଜୁଲାଇ,୨୦୨୩ ( ଓଡ଼ିଶା ତାଜା ନ୍ୟୁଜ୍ ) ଭୁବନେଶ୍ୱର/ଖୋର୍ଦ୍ଧା :- ଯଶସ୍ୱୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶାସନ କ୍ଷମତାକୁ ଆସିବା ପରେ ଅନେକ ବିକାଶ ମୂଳକ ଯୋଜନାକୁ ସଫଳତାର ସହ କାର୍ଯ୍ୟାନ୍ୱୟନ କରିଛନ୍ତି । ଗରୀବକଲ୍ୟାଣ ହେଉଛି ମୋଦି ସରକାରଙ୍କ ପ୍ରାଥମିକତା । ବାସଗୃହ, ପାନୀୟ ଜଳ, ବିଜୁଳି ଭଳି ମୈାଳିକ ଆବଶ୍ୟକତାକୁ ପୂରଣ କରିବା ପାଇଁ ମୋଦି ସରକାର ସଂକଳ୍ପବଦ୍ଧ । ଏଥି ସହ ଭିତିଭୂମି, ଶିକ୍ଷା, ସ୍ୱାସ୍ଥ୍ୟ, କୃଷିର ବିକାଶକୁ ମଧ୍ୟ ପ୍ରାଧାନ୍ୟ ଦେଇଛନ୍ତି ମୋଦି ସରକାର ।

ଓଡିଶାର ସାମଗ୍ରିକ ବିକାଶ ପାଇଁ ମୋଦି ସରକାର ହାତ ଖୋଲି ଟଙ୍କା ଦେଉଛନ୍ତି, କିନ୍ତୁ ଦୁର୍ନୀତି ଓ ଭ୍ରଷ୍ଟାଚାରରେ ବୁଡି ରହିଥିବା ବିଜେଡି ସରକାର କାରଣରୁ ବିକାଶ ବାଧାପ୍ରାପ୍ତ ହୋଇଛି । ଦୀର୍ଘ ୨୩ ବର୍ଷ ଧରି ବିଜେଡି ସରକାରରେ କେବଳ ଦଳୀୟ କର୍ମୀ ଓ ଠିକାଦାରଙ୍କୁ ପୋଷି ଅଜସ୍ର ଟଙ୍କା ହଡପ୍ କରାଯାଇଛି । ସରଳ ଓ ନିରୀହ ଓଡିଶାବାସୀ ରାଜ୍ୟ ସରକାରଙ୍କ ଠକାମିର ଶିକାର ହୋଇ ହନ୍ତସନ୍ତ ହେଉଛନ୍ତି । ଦୁର୍ନୀତିଗସ୍ତ ବିଜେଡି ସରକାରକୁ ଓଡିଶାବାସୀ ଆଦୌ ବରଦାସ୍ତ କରିବେ ନାହିଁ ।

ବିଜେଡିକୁ ଶାସନ କ୍ଷମତାରେ ଆଣିଥିବା ଓଡିଶାବାସୀ ଏବେ “ବିଜେଡି ମୁକ୍ତ ଓଡିଶା” ପାଇଁ ସଂକଳ୍ପ ନେଇଛନ୍ତି ବୋଲି ରାଜ୍ୟ ସଭାପତି ଶ୍ରୀ ମନମୋହନ ସାମଲ କହିଛନ୍ତି । କେନ୍ଦ୍ରରେ ମୋଦି ସରକାରର ୯ବର୍ଷ ପୂର୍ତି ଅବସରରେ ଆଜି ଖୋର୍ଦ୍ଧା ଜିଲ୍ଲା ଟାଙ୍ଗୀଠାରେ ଏକ ବିଶାଳ ଜନସଭା ଅନୁଷ୍ଠିତ ହୋଇଯାଇଛି । ରାଜ୍ୟ ସଭାପତି ଶ୍ରୀ ସାମଲ, ସାଂସଦ ଅପରାଜିତା ଷଡଙ୍ଗୀ, ଜିଲ୍ଲା ସଭାପତି ରଶ୍ମୀରଂଜନ ମହାପାତ୍ର, ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ କାଳୁ ଖଣ୍ଡାୟତରାୟ, ସୁବାଷ ଜେନା, କୃଷକ ମୋର୍ଚ୍ଚା ରାଜ୍ୟ ଉପସଭାପତି ଶ୍ରୀରଂଜନ ମଙ୍ଗରାଜ ପ୍ରମୁଖ ଓ କାର୍ଯ୍ୟକର୍ତାଙ୍କ ଗହଣରେ ପଦଯାତ୍ରାରେ ଯାଇ ସଭାସ୍ଥଳରେ ପହଂଚିବା ପରେ ସ୍ଥାନୀୟ ନେତୃବୃନ୍ଦ ଓ କାର୍ଯ୍ୟକର୍ତା ବିପୁଳ ସ୍ୱାଗତ ଜଣାଇଥିଲେ ।

ଟାଙ୍ଗୀ ଗସ୍ତ ସମୟରେ ରାଜ୍ୟ ସଭାପତି ଶ୍ରୀ ସାମଲଙ୍କୁ ଗଙ୍ଗପଡା, ଗଡ ଖୋର୍ଦ୍ଧା ଓ ଚାନ୍ଦପୁରଠାରେ ମଧ୍ୟ କାର୍ଯ୍ୟକର୍ତାମାନେ ସ୍ୱାଗତ ସମ୍ବର୍ଦ୍ଧନା ଜଣାଇଥିଲେ । ଗଡଖୋର୍ଦ୍ଧାସ୍ଥିତ ପଂଚପାଇକ ପ୍ରତିମୂର୍ତିରେ ମାଲ୍ୟାର୍ପଣ କରି ଶ୍ରଦ୍ଧାଞ୍ଜଳୀ ଜ୍ଞାପନ କରିଥିଲେ ରାଜ୍ୟ ସଭାପତି ଶ୍ରୀ ସାମଲ । ଅପାର ସମ୍ଭାବନାର ରାଜ୍ୟ ହେଉଛି ଓଡିଶା । ଓଡ଼ିଶାରେ ପର୍ଯ୍ୟାପ୍ତ ଖଣିଜ ଓ ଜଳ ସମ୍ପଦ ରହିଛି । ଓଡ଼ିଶାରେ ସବୁ କିଛି ଥିବା ସତ୍ୱେ ଦୁର୍ନୀତି ଓ ଭ୍ରଷ୍ଟାଚାର କାରଣରୁ ବିକାଶ ବାଧାପ୍ରାପ୍ତ ହୋଇଛି ।

“ଓଡିଶା ଧନୀ ଓ ଓଡ଼ିଶାର ଲୋକ ଗରୀବ” କହି ଆମ ମନକୁ ବୁଝାଯାଉଛି । ପର୍ଯ୍ୟଟନର ବିକାଶ ହେଲେ ଓଡ଼ିଶା ୧ନଂ ରାଜ୍ୟ ହେବ । କୃଷିପ୍ରଧାନ ଓଡିଶା ରାଜ୍ୟର ଚାଷୀମାନେ ଆଜି ନାହିଁନଥିବା ଦୁର୍ଦ୍ଦଶାର ସମ୍ମୁଖୀନ ହେଉଛନ୍ତି । ୨୩ ବର୍ଷର ଶାସନରେ ବିଜେଡି ସରକାର ଜଳସେଚନ ପାଇଁ କୈାଣସି ପଦକ୍ଷେପ ନନେବା ଅତ୍ୟନ୍ତ ଦୁର୍ଭାଗ୍ୟଜନକ ।

ଜନପ୍ରତିନିଧି ଭାବେ ବିଜେଡିର ନେତା, ମନ୍ତ୍ରୀ ଓ ବିଧାୟକମାନେ ନିଜ ଦାୟୀତ୍ୱକୁ ଭୁଲି ଯାଇ ସଚିବ, ଅଫିସରଙ୍କ ଚାଟୁକାରିତା କରୁଛନ୍ତି ଏବଂ ତାଙ୍କ ମିଟିଂ ଓ ସଭା ପାଇଁ ଚେୟାର ଓ ଟେଂଟ କଥା ବୁଝୁଛନ୍ତି । ବିଜେଡିର ସମସ୍ତ ନେତା, ମନ୍ତ୍ରୀ ଓ ବିଧାୟକ ବର୍ତମାନ ଗୃହବନ୍ଦୀ ବୋଲି ଶ୍ରୀ ସାମଲ କହିଛନ୍ତି । ନିର୍ବାଚନ ଆସିଲେ ‘ମିଛ ଓ ପ୍ରତାରଣ’ କରି ବିଜେଡି ଭୋଟ ନେଇଥାଏ ଏବଂ ନିର୍ବାଚନ ପରେ ଦେଇଥିବା ପ୍ରତିଶୃତିକୁ ଭୁଲିଯାଏ ।

ଦୀର୍ଘ ୨୩ ବର୍ଷ ଧରି ଓଡିଶାବାସୀଙ୍କୁ ନିରନ୍ତର ଭାବେ ପ୍ରତାରଣା କରିଆସୁଥିବା ବିଜେଡି ଶାସନରେ ଓଡିଶାର ବିକାଶ ଅସମ୍ଭବ । ଓଡିଶା ପାଇଁ ବିଜେପିର ଡବଲ୍ ଇଂଜିନ ସରକାର ଏକାନ୍ତ ଆବଶ୍ୟକ । ଗତ ୨୩ ବର୍ଷ ଧର ଅଟକି ପଡିଥିବା ଓଡିଶାର ବିକାଶ ବିଜେପି ସରକାରର ମାତ୍ର ୫ ବର୍ଷରେ ପୁରଣ ହେବ । ବ୍ୟାପକ ଜଳସେଚନର ବ୍ୟବସ୍ଥା କରାଯିବା ସହିତ ରାଜ୍ୟରେ କୃଷି ଭିତିକ ଶିଳ୍ପ ସ୍ଥାପନ କରାଯିବ । ଚାଷୀର ଆୟକୁ ଦ୍ୱିଗୁଣିତ କରାଯିବ । ଟାଙ୍ଗୀ ଅଂଚଳ ସମେତ ଓଡିଶାବାସୀଙ୍କ ମୌଳିକ ସମସ୍ୟାର ସମାଧାନ ହେବା ବିଜେପିର ପ୍ରାଥମିକତା ବୋଲି ଶ୍ରୀ ସାମଲ କହିଛନ୍ତି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
“ଚିନ୍ମୟ ମିଶନ ପକ୍ଷରୁ ଯୁବ ସଶକ୍ତିକରଣ କାର୍ଯ୍ୟକ୍ରମ”

“ଚିନ୍ମୟ ମିଶନ ପକ୍ଷରୁ ଯୁବ ସଶକ୍ତିକରଣ କାର୍ଯ୍ୟକ୍ରମ”

June 29, 2026
ମହୀତମା ପୀଠରେ ମହାମିଳନ : ଏକାଠି ହେଲା ନଅ ରାଜ୍ୟ ଗୋପଗୋପାଳ ସମାଜ

ମହୀତମା ପୀଠରେ ମହାମିଳନ : ଏକାଠି ହେଲା ନଅ ରାଜ୍ୟ ଗୋପଗୋପାଳ ସମାଜ

June 28, 2026
ସମଲେଶ୍ୱରୀ ପୀଠରେ “ସାତବହନୀ” ଭଜନ ସନ୍ଧ୍ୟା : ଲୋକଗୀତ ଓ ଲୋକବାଦ୍ୟର ଅପୂର୍ବ ସମ୍ମିଶ୍ରଣ

ସମଲେଶ୍ୱରୀ ପୀଠରେ “ସାତବହନୀ” ଭଜନ ସନ୍ଧ୍ୟା : ଲୋକଗୀତ ଓ ଲୋକବାଦ୍ୟର ଅପୂର୍ବ ସମ୍ମିଶ୍ରଣ

June 28, 2026
ତିନିରଥର ସିଂହାସନ ବେଦୀ ନିର୍ମାଣ ଶେଷ ପର୍ଯ୍ୟାୟରେ : ବେଦୀରେ ପଟା ପଡ଼ିବା କାର୍ଯ୍ୟ ଜାରୀ

ତିନିରଥର ସିଂହାସନ ବେଦୀ ନିର୍ମାଣ ଶେଷ ପର୍ଯ୍ୟାୟରେ : ବେଦୀରେ ପଟା ପଡ଼ିବା କାର୍ଯ୍ୟ ଜାରୀ

June 28, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

“ଚିନ୍ମୟ ମିଶନ ପକ୍ଷରୁ ଯୁବ ସଶକ୍ତିକରଣ କାର୍ଯ୍ୟକ୍ରମ”

“ଚିନ୍ମୟ ମିଶନ ପକ୍ଷରୁ ଯୁବ ସଶକ୍ତିକରଣ କାର୍ଯ୍ୟକ୍ରମ”

June 29, 2026
ମହୀତମା ପୀଠରେ ମହାମିଳନ : ଏକାଠି ହେଲା ନଅ ରାଜ୍ୟ ଗୋପଗୋପାଳ ସମାଜ

ମହୀତମା ପୀଠରେ ମହାମିଳନ : ଏକାଠି ହେଲା ନଅ ରାଜ୍ୟ ଗୋପଗୋପାଳ ସମାଜ

June 28, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version