• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

୧୪ଟି ନୂତନ ସ୍ବତନ୍ତ୍ର ଉନ୍ନୟନ ପରିଷଦର ପାଇଁ ନିଯୁକ୍ତ ହେଲେ ଅଧ୍ୟକ୍ଷ : ନୟାଗଡ – ଜାନକୀ ଦେହୁରୀ

Proprietor Abhimanyu Maharana by Proprietor Abhimanyu Maharana
August 2, 2023
in ଓଡ଼ିଶା, ମହାନଗର, ରାଜନୀତି, ହୋମ୍
0
୧୪ଟି ନୂତନ ସ୍ବତନ୍ତ୍ର ଉନ୍ନୟନ ପରିଷଦର ପାଇଁ ନିଯୁକ୍ତ ହେଲେ ଅଧ୍ୟକ୍ଷ : ନୟାଗଡ – ଜାନକୀ ଦେହୁରୀ
Share on FacebookShare on TwitterWhatsapp

୧ ଅଗଷ୍ଟ ,୨୦୨୩ ( ଓଡ଼ିଶା ତାଜା ନ୍ୟୁଜ୍ ) ଭୁବନେଶ୍ବର :-> ୧୪ଟି ନୂତନ ସ୍ବତନ୍ତ୍ର ଉନ୍ନୟନ ପରିଷଦ (Special Development Council) ପାଇଁ ରାଜ୍ୟ ସରକାର ଅଧ୍ୟକ୍ଷ ନିଯୁକ୍ତ କରିଛନ୍ତି । ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ଅନୁମୋଦନକ୍ରମେ ଏହି ନିଯୁକ୍ତି ଦିଆଯାଇଛି ।

୧୪ ଜଣ ନୂତନ ଅଧ୍ୟକ୍ଷ ହେଲେ :–

1. ଅନୁଗୁଳ ଜିଲ୍ଲା – ଶ୍ରୀ ସଦାଶିବ ନାୟକ
2. ବାଲେଶ୍ବର – ଶ୍ରୀ ମଦନ ମୋହନ ମାଝୀ
3. ବଲାଙ୍ଗୀର – ଶ୍ରୀ ବ୍ରଜମୋହନ ବିଶୋଇ
4. ବୌଦ୍ଦ – ଶ୍ରୀ ଭଗବାନ କହଁର
5. ଢେଙ୍କାନାଳ – ଶ୍ରୀ ସୁରେନ୍ଦ୍ର ହେମ୍ବ୍ରମ
6. ଯାଜପୁର – ଶ୍ରୀ ଲମ୍ବୋଦର ମୁଣ୍ଡା
7. କଳାହାଣ୍ଡି – ଶ୍ରୀ ଶିବାଜୀ ମାଝୀ
8. ନୂଆପଡା – ଶ୍ରୀ ଭଗତରାମ ମାଝୀ
9. ସମ୍ବଲପୁର – ଶୋଭାରାମ ପ୍ରଧାନ
10. ଦେବଗଡ – ପାଞ୍ଜିଆ ଭୋଇ
11. ବରଗଡ – ସୁଶୀଳା ଭୋଇ
12. ଝାରସୁଗୁଡା – ମୋହନ କିଶାନ
13. ନୟାଗଡ – ଜାନକୀ ଦେହୁରୀ
14. ଗଞ୍ଜାମ – ବିଦ୍ୟାଧର ଜାନୀ

ସୂଚନାଯୋଗ୍ୟ ଯେ ୨୦୧୭ ମସିହାରୁ ୯ଟି ଜିଲ୍ଲାରେ ସ୍ବତନ୍ତ୍ର ଉନ୍ନୟନ ପରିଷଦ କାର୍ଯ୍ୟକାରୀ ହେଉଥିଲା। ନିକଟରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଏହାକୁ ଆଉ ୧୪ଟି ଜିଲ୍ଲାକୁ ସଂପ୍ରସାରିତ କରିବା ପାଇଁ ନିଷ୍ପତ୍ତି ନେଇଥିଲେ । ଏହି ପରିଷଦ ଗୁଡିକ ଜରିଆରେ ରାଜ୍ୟର ଜନଜାତି ମାନଙ୍କର କଳା, ସଂସ୍କୃତି ଓ ଐତିହ୍ୟର ସଂରକ୍ଷଣ ଓ ସୁରକ୍ଷା ପାଇଁ ପଦକ୍ଷେପ ନିଆଯାଉଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
“ଚିନ୍ମୟ ମିଶନ ପକ୍ଷରୁ ଯୁବ ସଶକ୍ତିକରଣ କାର୍ଯ୍ୟକ୍ରମ”

“ଚିନ୍ମୟ ମିଶନ ପକ୍ଷରୁ ଯୁବ ସଶକ୍ତିକରଣ କାର୍ଯ୍ୟକ୍ରମ”

June 29, 2026
ମହୀତମା ପୀଠରେ ମହାମିଳନ : ଏକାଠି ହେଲା ନଅ ରାଜ୍ୟ ଗୋପଗୋପାଳ ସମାଜ

ମହୀତମା ପୀଠରେ ମହାମିଳନ : ଏକାଠି ହେଲା ନଅ ରାଜ୍ୟ ଗୋପଗୋପାଳ ସମାଜ

June 28, 2026
ସମଲେଶ୍ୱରୀ ପୀଠରେ “ସାତବହନୀ” ଭଜନ ସନ୍ଧ୍ୟା : ଲୋକଗୀତ ଓ ଲୋକବାଦ୍ୟର ଅପୂର୍ବ ସମ୍ମିଶ୍ରଣ

ସମଲେଶ୍ୱରୀ ପୀଠରେ “ସାତବହନୀ” ଭଜନ ସନ୍ଧ୍ୟା : ଲୋକଗୀତ ଓ ଲୋକବାଦ୍ୟର ଅପୂର୍ବ ସମ୍ମିଶ୍ରଣ

June 28, 2026
ତିନିରଥର ସିଂହାସନ ବେଦୀ ନିର୍ମାଣ ଶେଷ ପର୍ଯ୍ୟାୟରେ : ବେଦୀରେ ପଟା ପଡ଼ିବା କାର୍ଯ୍ୟ ଜାରୀ

ତିନିରଥର ସିଂହାସନ ବେଦୀ ନିର୍ମାଣ ଶେଷ ପର୍ଯ୍ୟାୟରେ : ବେଦୀରେ ପଟା ପଡ଼ିବା କାର୍ଯ୍ୟ ଜାରୀ

June 28, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

“ଚିନ୍ମୟ ମିଶନ ପକ୍ଷରୁ ଯୁବ ସଶକ୍ତିକରଣ କାର୍ଯ୍ୟକ୍ରମ”

“ଚିନ୍ମୟ ମିଶନ ପକ୍ଷରୁ ଯୁବ ସଶକ୍ତିକରଣ କାର୍ଯ୍ୟକ୍ରମ”

June 29, 2026
ମହୀତମା ପୀଠରେ ମହାମିଳନ : ଏକାଠି ହେଲା ନଅ ରାଜ୍ୟ ଗୋପଗୋପାଳ ସମାଜ

ମହୀତମା ପୀଠରେ ମହାମିଳନ : ଏକାଠି ହେଲା ନଅ ରାଜ୍ୟ ଗୋପଗୋପାଳ ସମାଜ

June 28, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version