• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

‘ମୋଦୀ ସରନେମ’ ମାମଲାରେ ରାହୁଲ ଗାନ୍ଧୀଙ୍କୁ ସୁପ୍ରିମକୋର୍ଟରୁ ମିଳିଲା ବଡ଼ ଆଶ୍ଵସ୍ତି

Proprietor Abhimanyu Maharana by Proprietor Abhimanyu Maharana
August 4, 2023
in ଓଡ଼ିଶା, ଦେଶ, ମହାନଗର, ହୋମ୍
0
‘ମୋଦୀ ସରନେମ’ ମାମଲାରେ ରାହୁଲ ଗାନ୍ଧୀଙ୍କୁ ସୁପ୍ରିମକୋର୍ଟରୁ ମିଳିଲା ବଡ଼ ଆଶ୍ଵସ୍ତି
Share on FacebookShare on TwitterWhatsapp

୪ ଅଗଷ୍ଟ ,୨୦୨୩ ( ଓଡ଼ିଶା ତାଜା ନ୍ୟୁଜ୍ ) ଭୁବନେଶ୍ୱର :-> ସୁରଟ ସେସନ୍ସ କୋର୍ଟଙ୍କ ଦଣ୍ଡ ଉପରେ ଶୁକ୍ରବାର ଦିନ ରୋକ ଲଗାଇଲେ ସୁପ୍ରିମକୋର୍ଟ । ଚୂଡ଼ାନ୍ତ ଶୁଣାଣି ନହେବା ପର୍ଯ୍ୟନ୍ତ ସୁରଟ ସେସନ୍ସ କୋର୍ଟଙ୍କ ରାୟ ଉପରେ ସୁପ୍ରିମକୋର୍ଟ ଏହି ରୋକ ଲଗାଇଛନ୍ତି । ମୋଦୀ ସରନେମ ମାମଲାରେ ରାହୁଲ ଗାନ୍ଧୀଙ୍କ ବିରୋଧରେ ଦୁଇ ବର୍ଷ ସଜା ଶୁଣାଇଥିଲେ ସୁରଟ ସେସନ୍ସ କୋର୍ଟ। ‘ମୋଦୀ ସରନେମ’ ମାମଲାରେ ସର୍ବାଧିକ ଦଣ୍ଡ ପ୍ରଦାନ ଲାଗି କୋର୍ଟ କେଉଁ ଆଧାର ଦେଇଛନ୍ତି ବୋଲି ଅଭିଯୋଗକାରୀ ପୂର୍ଣ୍ଣେଶ ମୋଦୀଙ୍କ ବରିଷ୍ଠ ଆଇନଜୀବୀ ମହେଶ ଜେଠମଲାନୀଙ୍କୁ ପ୍ରଶ୍ନ କରିଥିଲେ ସୁପ୍ରିମକୋର୍ଟ। ଅନ୍ୟ ପକ୍ଷରେ ଏହି ମାମଲାରେ କମ୍ ଦଣ୍ଡ ଦିଆଯାଇପାରିଥାନ୍ତା ବୋଲି ସୁପ୍ରିମକୋର୍ଟ କହିଛନ୍ତି।

୨୦୧୯ ଲୋକସଭା ନିର୍ବାଚନ ସମୟରେ କର୍ଣ୍ଣାଟକରେ ହୋଇଥିବା ଏକ ରାଲିରେ ‘ମୋଦୀ’ ସରନେମକୁ ନେଇ ରାହୁଲ ଗାନ୍ଧୀ ବିବାଦୀୟ ମନ୍ତବ୍ୟ ଦେଇଥିଲେ । ଏହାକୁ ନେଇ ବିଜେପି ବିଧାୟକ ପୂର୍ଣ୍ଣେଶ ମୋଦୀ ରାହୁଲ ଗାନ୍ଧୀଙ୍କ ବିରୋଧରେ ମାନହାନୀ ମୋକଦ୍ଦମା ରୁଜୁ କରିଥିଲେ । ଏହି ମାମଲାରେ ଚାରି ବର୍ଷ ପରେ ଗତ ମାର୍ଚ୍ଚ ୨୩ ତାରିଖରେ ସୁରଟ ସେସନ୍ସ କୋର୍ଟ ରାହୁଲ ଗାନ୍ଧୀଙ୍କୁ ଦୋଷୀ ସାବ୍ୟସ୍ତ କରି ୨ ବର୍ଷର ସଜା ଶୁଣାଇଥିଲେ । ସୁରଟ ସେସନ୍ସ କୋର୍ଟଙ୍କ ରାୟକୁ ଚ୍ୟାଲେଞ୍ଜ କରି ଗୁଜରାଟ ହାଇକୋର୍ଟଙ୍କ ଦ୍ଵାରସ୍ଥ ହୋଇଥିଲେ ରାହୁଲ ଗାନ୍ଧୀ । ସୁରଟ କୋର୍ଟ ଶୁଣାଇଥିବା ଦୁଇ ବର୍ଷର ସଜା ଉପରେ ରୋକ ଲାଗାଇବାକୁ ରାହୁଲ ଗାନ୍ଧୀ ଗୁଜରାଟ ହାଇକୋର୍ଟରେ ଆବେଦନ କରିଥିଲେ । କିନ୍ତୁ ଗତ ଜୁଲାଇ ୭ ତାରିଖରେ ରହୁଲଙ୍କ ଆବେଦନକୁ ଖାରଜ କରିଦେଇଥିଲେ ଗୁଜରାଟ ହାଇକୋର୍ଟ।

ସୁରଟ ସେସନ୍ସ କୋର୍ଟଙ୍କ ରାୟକୁ ଗୁଜରାଟ ହାଇକୋର୍ଟ ବଳବତ୍ତର ରଖିଥିବାରୁ ଏହାକୁ ଚ୍ୟାଲେଞ୍ଜ କରି ଗତ ଜୁଲାଇ ୧୫ ତାରିଖରେ ରାହୁଲ ଗାନ୍ଧୀ ସୁପ୍ରିମକୋର୍ଟଙ୍କ ଦ୍ଵାରସ୍ଥ ହୋଇ ଦୁଇ ବର୍ଷର ସଜା ଉପରେ ରୋକ ଲଗାଇବାକୁ ଆବେଦନ କରିଥିଲେ । ମୋଦୀ ସରନେମକୁ ନେଇ ଗତ ମାର୍ଚ୍ଚ ୨୩ ତାରିଖରେ ସୁରଟ ସେସନ୍ସ କୋର୍ଟ ରାହୁଲ ଗାନ୍ଧୀଙ୍କୁ ଦୋଷୀ ସାବ୍ୟସ୍ତ କରି ୨ ବର୍ଷର ସଜା ଶୁଣାଇଥିଲେ । ସୁରଟ ସେସନ୍ସ କୋର୍ଟଙ୍କ ଦଣ୍ଡବିଧାନ କାରଣରୁ ରାହୁଲଙ୍କ ସାଂସଦ ପଦ ରଦ୍ଦ କରାଯାଇଥିଲା । ଆଇନ ଅନୁଯାୟୀ ଯଦି ଜନପ୍ରତିନିଧିଙ୍କୁ କୌଣସି ମାମଲାରେ ୨ ବର୍ଷରୁ ଅଧିକ ସଜା ହୋଇଥାଏ ତେବେ ସେମାନଙ୍କର ସଦସ୍ୟତା ରଦ୍ଦ ହେବ । ଦୋଷୀ ସାବ୍ୟସ୍ତ ହୋଇଥିବା ନେତା ୬ ବର୍ଷ ପର୍ଯ୍ୟନ୍ତ ନିର୍ବାଚନ ଲଢ଼ି ପାରିବେ ନାହିଁ । ରାହୁଲ ଗାନ୍ଧୀଙ୍କ ପାଖରେ ସୁପ୍ରିମକୋର୍ଟଙ୍କ ନିକଟରେ ଆବେଦନ କରିବାର ଏକ ମାତ୍ର ବିକଳ୍ପ ରହିଥିଲା ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଡିଜେ ସାଉଣ୍ଡରେ ଅସ୍ତବ୍ୟସ୍ତ ଜନଜୀବନ : ହୃଦ୍‌ରୋଗୀଙ୍କ ପାଇଁ ବିପଦ, ମେଡିକାଲରେ ରୋଗୀଙ୍କ ଚିକିତ୍ସାରେ ବାଧା

ଡିଜେ ସାଉଣ୍ଡରେ ଅସ୍ତବ୍ୟସ୍ତ ଜନଜୀବନ : ହୃଦ୍‌ରୋଗୀଙ୍କ ପାଇଁ ବିପଦ, ମେଡିକାଲରେ ରୋଗୀଙ୍କ ଚିକିତ୍ସାରେ ବାଧା

September 20, 2026
ଜନଭାଗିଦାରୀ ରେ ସ୍ବଛତା ଦୀର୍ଘସ୍ଥାୟୀ : ଉପ ମୁଖ୍ୟମନ୍ତ୍ରୀ

ଜନଭାଗିଦାରୀ ରେ ସ୍ବଛତା ଦୀର୍ଘସ୍ଥାୟୀ : ଉପ ମୁଖ୍ୟମନ୍ତ୍ରୀ

September 20, 2026
ଆଶ୍ରୟ ପକ୍ଷରୁ ସମୁଦ୍ରକୂଳ ସଫେଇ ଓ ସଚେତନତା କାର୍ଯ୍ୟକ୍ରମ

ଆଶ୍ରୟ ପକ୍ଷରୁ ସମୁଦ୍ରକୂଳ ସଫେଇ ଓ ସଚେତନତା କାର୍ଯ୍ୟକ୍ରମ

September 20, 2026
କଣ୍ଟାବାଞ୍ଜି, ବିଶ୍ଵକର୍ମା ପୂଜାଭଷାଣି

କଣ୍ଟାବାଞ୍ଜି, ବିଶ୍ଵକର୍ମା ପୂଜାଭଷାଣି

September 20, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଡିଜେ ସାଉଣ୍ଡରେ ଅସ୍ତବ୍ୟସ୍ତ ଜନଜୀବନ : ହୃଦ୍‌ରୋଗୀଙ୍କ ପାଇଁ ବିପଦ, ମେଡିକାଲରେ ରୋଗୀଙ୍କ ଚିକିତ୍ସାରେ ବାଧା

ଡିଜେ ସାଉଣ୍ଡରେ ଅସ୍ତବ୍ୟସ୍ତ ଜନଜୀବନ : ହୃଦ୍‌ରୋଗୀଙ୍କ ପାଇଁ ବିପଦ, ମେଡିକାଲରେ ରୋଗୀଙ୍କ ଚିକିତ୍ସାରେ ବାଧା

September 20, 2026
ଜନଭାଗିଦାରୀ ରେ ସ୍ବଛତା ଦୀର୍ଘସ୍ଥାୟୀ : ଉପ ମୁଖ୍ୟମନ୍ତ୍ରୀ

ଜନଭାଗିଦାରୀ ରେ ସ୍ବଛତା ଦୀର୍ଘସ୍ଥାୟୀ : ଉପ ମୁଖ୍ୟମନ୍ତ୍ରୀ

September 20, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version