• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ପ୍ରାଥମିକ ଶିକ୍ଷକ ସଂଘ ରଣପୁର : ବିଦ୍ୟାଳୟରେ କାର୍ଯ୍ୟରତ ସମସ୍ତ ବର୍ଗର ପ୍ରାଥମିକ ଶିକ୍ଷକ ମାନଙ୍କ ଦାବୀ ପୂରଣ ନିମନ୍ତେ ପ୍ରଦାନ କରାଗଲା

Proprietor Abhimanyu Maharana by Proprietor Abhimanyu Maharana
August 5, 2023
in ଓଡ଼ିଶା, ନୟାଗଡ଼ ନିଉଜ୍, ଶିକ୍ଷା ଓ ନିଯୁକ୍ତି, ହୋମ୍
0
ପ୍ରାଥମିକ ଶିକ୍ଷକ ସଂଘ ରଣପୁର : ବିଦ୍ୟାଳୟରେ କାର୍ଯ୍ୟରତ ସମସ୍ତ ବର୍ଗର ପ୍ରାଥମିକ ଶିକ୍ଷକ ମାନଙ୍କ ଦାବୀ ପୂରଣ ନିମନ୍ତେ ପ୍ରଦାନ କରାଗଲା
Share on FacebookShare on TwitterWhatsapp

୫ ଅଗଷ୍ଟ ,୨୦୨୩ ( ଓଡ଼ିଶା ତାଜା ନ୍ୟୁଜ୍ ) ରଣପୁର :- ନିଖିଳ ଉତ୍କଳ ପ୍ରାଥମିକ ଶିକ୍ଷକ ଫେଡେରେସନ ଆପଣଙ୍କ ଅବଗତି ନିମନ୍ତେ ଜଣାଉଅଛିକି କି ଗତ ୨୦୨୨ ନଭେମ୍ବର ମାସ ୨୭ ତାରିଖରେ ରାଜ୍ୟରେ ଏକ ଲକ୍ଷ ରୁ ଉର୍ଦ୍ଧ ପ୍ରାଥମିକ ଶିକ୍ଷକ ନିମ୍ନ ଲିଖିତ ଦାବୀ ହାସଲ ନିମନ୍ତେ ଆନ୍ଦୋଳନ କରିଥିଲେ।

ତତ୍କାଳୀନ ମାନନୀୟ ମୁଖ୍ୟ ଶାସନ ସଚିବଙ୍କ ପତ୍ର ସଂଖ୍ୟା ୧୦୯ ସି ଏସ ତା ୩୦/୧୧/୨୦୨୨ ରିଖ ଅନୁଯାୟୀ ଶିକ୍ଷକ ପ୍ରତିନିଧି ମାନଙ୍କ ସହିତ ଆଲୋଚନା କରି ଦାବି ଗୁଡ଼ିକ ପୂରଣ କରିବା ପାଇଁ ପ୍ରତିଶୃତି ଦେଇଥିଲେ । କିନ୍ତୁ ଦୁଃଖ ଓ ପରିତାପର ବିଷୟ ଆଜକୁ ଆଠ ମାସରୁ ଉର୍ଦ୍ଧ ସମୟ ବିତିଯାଇଥିଲେ ମଧ୍ୟ ପ୍ରାଥମିକ ଶିକ୍ଷକ ମାନଙ୍କର ନିମ୍ନ ଲିଖିତ ଦାବି ଏଯାବତ୍ ପୂରଣ କରାଯାଇ ନାହିଁ।

ଏଣୁ ଆପଣ ନିମ୍ନ ଲିଖିତ ଦାବି ସମୂହକୁ ବିଚାରକୁ ନେଇ ଦାବି ପୂରଣ କରିବା ଦିଗରେ ପଦକ୍ଷେପ ନେବାକୁ ନିବେଦନ କରୁଛୁ ନଚେତ୍ ଆସନ୍ତା ଅଗଷ୍ଟ ମାସ ୧୬ ତାରିଖରୁ ଓଡ଼ିଶାର ସମସ୍ତ ବର୍ଗର ପ୍ରାଥମିକ ଶିକ୍ଷକ ମାନେ ସମୂହ ଛୁଟିରେ ରହି କାର୍ଯ୍ୟ ବନ୍ଦ ଆନ୍ଦୋଳନ ରେ ସାମିଲ ହେବାକୁ ବାଧ୍ୟ ହେବେ।

ଦାବୀ ସମୂହ :-

* ମାନ୍ୟବର ମୁଖ୍ୟମନ୍ତ୍ରୀ ରାଜ୍ୟର ଠିକା ନିଯୁକ୍ତି ଉଚ୍ଛେଦ କରିଥିବାରୁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗରେ କାର୍ଯ୍ୟରତ କନିଷ୍ଠ ଶିକ୍ଷକ ମାନଙ୍କୁ ନିୟମିତ କରିବା ସହିତ ଶିକ୍ଷା କର୍ମୀ ଓ ଶିକ୍ଷା ସହାୟକଙ୍କ ଠିକା କାର୍ଯ୍ୟକାଳକୁ ନୋସନାଲ ଇନକ୍ରୀମେଣ୍ଟ୍ ପ୍ରଦାନ କରି ମୂଳ ଚାକିରୀ ରେ ଗଣନା କରିବା ସହିତ ଏକ୍ସ କ୍ୟାଡର ଉଚ୍ଛେଦ କରାଯାଉ,କଳା ଓ କ୍ରୀଡା ଶିକ୍ଷକ ମାନଙ୍କୁ ନିୟମିତ ଶିକ୍ଷକର ମାନ୍ୟତା ପ୍ରଦାନ କରାଯାଉ।

* ସମସ୍ତ ବର୍ଗର ପ୍ରାଥମିକ ଶିକ୍ଷକ ମାନଙ୍କୁ କେନ୍ଦ୍ରୀୟ ହାରରେ ବେତନ ( ମୂଳ ବେତନ ଲେଭେଲ୍ ୯ ଗ୍ରେଡ ପେ ୪୨୦୦ ଅନୁଯାୟୀ ) ପ୍ରଦାନ କରାଯାଉ।

* ନୂତନ ପେନସନ ପ୍ରଥା ଉଚ୍ଛେଦ କରି ପୁରୁଣା ପେନସନ ବ୍ୟବସ୍ଥା ପୁନଃ ପ୍ରଚଳନ କରାଯାଉ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
“ଦେଶ ବିଦେଶ” ର ସ୍ଵନକ୍ଷେତ୍ର ଦିବସ ପାଳିତ 

“ଦେଶ ବିଦେଶ” ର ସ୍ଵନକ୍ଷେତ୍ର ଦିବସ ପାଳିତ 

May 8, 2026
Advento Communications Honored for Excellence in  PR Services

Advento Communications Honored for Excellence in PR Services

May 8, 2026
ଭୁବନେଶ୍ୱରରେ ଆୟୋଜିତ ହେବ ଇଷ୍ଟର୍ଣ୍ଣ ଇଣ୍ଡିଆ ରିଜିଓନାଲ ଷ୍ଟୁଡେଣ୍ଟ୍‌ସ କନ୍‌ଫେରେନ୍ସ-୨୦୨୬

Eastern India Regional Students’ Conference–2026 to be Held at Bhubaneswar

May 8, 2026
ଭୁବନେଶ୍ୱରରେ ଆୟୋଜିତ ହେବ ଇଷ୍ଟର୍ଣ୍ଣ ଇଣ୍ଡିଆ ରିଜିଓନାଲ ଷ୍ଟୁଡେଣ୍ଟ୍‌ସ କନ୍‌ଫେରେନ୍ସ-୨୦୨୬

ଭୁବନେଶ୍ୱରରେ ଆୟୋଜିତ ହେବ ଇଷ୍ଟର୍ଣ୍ଣ ଇଣ୍ଡିଆ ରିଜିଓନାଲ ଷ୍ଟୁଡେଣ୍ଟ୍‌ସ କନ୍‌ଫେରେନ୍ସ-୨୦୨୬

May 8, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

“ଦେଶ ବିଦେଶ” ର ସ୍ଵନକ୍ଷେତ୍ର ଦିବସ ପାଳିତ 

“ଦେଶ ବିଦେଶ” ର ସ୍ଵନକ୍ଷେତ୍ର ଦିବସ ପାଳିତ 

May 8, 2026
Advento Communications Honored for Excellence in  PR Services

Advento Communications Honored for Excellence in PR Services

May 8, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version