• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଭୁବନରେ ମାନବାଧିକାର କମିଶନଙ୍କ ତିନି ଜଣିଆ ଟିମ ର ତଦନ୍ତ : ଦଳିତ ବ୍ୟକ୍ତି ଙ୍କୁ ବେଆଇନ ଉଚ୍ଛେଦ ଘଟଣା

Proprietor Abhimanyu Maharana by Proprietor Abhimanyu Maharana
August 7, 2023
in ଓଡ଼ିଶା, ଢେଙ୍କାନାଳ, ହୋମ୍
0
ଭୁବନରେ ମାନବାଧିକାର କମିଶନଙ୍କ ତିନି ଜଣିଆ ଟିମ ର ତଦନ୍ତ : ଦଳିତ ବ୍ୟକ୍ତି ଙ୍କୁ ବେଆଇନ ଉଚ୍ଛେଦ ଘଟଣା
Share on FacebookShare on TwitterWhatsapp

୭ ଅଗଷ୍ଟ ,୨୦୨୩ ( ଓଡ଼ିଶା ତାଜାନ୍ୟୁଜ୍ ) ଭୁବନ :- ଗତ ଜୁନ ମାସ ୧୨ ତାରିଖରେ ଭୁବନ ଏନ୍ ଏ ସି କାର୍ଯ୍ୟାଳୟ ପଛପଟରେ ଦୀର୍ଘଦିନ ହେଲା ସରକାରୀ ଜାଗା ଜବର ଦଖଲ କରି ରହୁଥିବା ଦଳିତ ସମ୍ପ୍ରଦାୟ ବ୍ୟକ୍ତି ହୃଦାନନ୍ଦ ଗୋଚ୍ଛାୟତ ଙ୍କୁ କୌଣସି ସୂଚନା ନୋଟିସ ନଦେଇ ଭୁବନ ତହସିଲଦାରଙ୍କ ଉପସ୍ଥିତିରେ ପୋଲିସ ଫୋର୍ସ ଜରିଆରେ ବଳପୂର୍ବକ ଉଚ୍ଛେଦ କରାଯାଇଥିଲା ।

ଘଟଣା ଦିନ ହୃଦାନନ୍ଦ ଅସୁସ୍ଥ ଥିବା ସତ୍ତ୍ବେ ଏନ୍ ଏ ସି ପ୍ରଶାସନ ଜୋର ଜବର୍ ଦସ୍ତ ତାଙ୍କୁ ବେଦଖଲ କରି ସେହି ଜାଗାରେ ନିଅଁ ଖୋଳି ପାଚେରୀ ତିଆରି କରିଥିଲା । ଅସୁସ୍ଥ ହୃଦାନନ୍ଦ ଙ୍କୁ ପ୍ରଥମେ ଭୁବନ ପରେ ଢେ଼ଙ୍କାନାଳ ରୁ କଟକ ବଡ଼ ଡ଼ାକ୍ତରଖାନାରେ ଭର୍ତି କରାଯାଇଥିଲା । ସେଠାରୁ ସୁସ୍ଥ ହୋଇ ଫେରିବା ପରେ ବିନା କୌଣସି ନୋଟିସ ରେ ପ୍ରଶାସନ ଆକ୍ରୋଶ ମୂଳକ ଭାବରେ ଜବର ଦଖଲ ଉଚ୍ଛେଦ କରିଥିବା ନେଇ ହୃଦାନନ୍ଦ ରାଜ୍ୟ ମାନବାଧିକାର କମିଶନଙ୍କର ଦ୍ବାରସ୍ଥ ହୋଇଥିଲେ ।

ତେବେ ମାନବାଧିକାର କମିଶନ ନ୍ୟାୟାଳୟ ଙ୍କର ଆଦେଶ କ୍ରମେ ଆଜି ରାଜ୍ୟ ମାନବାଧିକାର କମିଶନଙ୍କର ଏକ ୩ ଜଣିଆ ଟିମ୍ ପହଞ୍ଚି ଜବରଦଖଲ ଉଚ୍ଛେଦ ଘଟଣା ର ତଦନ୍ତ କରିଥିଲେ । ସୂଚନାଯୋଗ୍ୟ ଯେ, ହୃଦାନନ୍ଦ ଏହା ପୂର୍ବରୁ ବହୁବାର ଏନ୍ ଏ ସି ନିର୍ବାହୀ ଅଧିକାରୀ ଙ୍କୁ ଭେଟି ଜାଗା ମିଶନ ରେ ତାଙ୍କୁ ଜାଗା ଓ ଆବାସ ଯୋଜନା ରେ ଘର ଯୋଗାଇ ଦେବାକୁ ନିବେଦନ କରି କରି ହତାଶ ହୋଇ ଏନ୍ ଏ ସି କାର୍ଯ୍ୟାଳୟ ପଛପଟେ ରହୁଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଏକ ଯକ୍ଷ୍ମାମୁକ୍ତ ଭାରତ – କେବଳ ଏକ ଅଭିଯାନ ନୁହେଁ, ଏହା ଆମ ସମସ୍ତଙ୍କ ପାଇଁ ଏକ ଦାୟିତ୍ବ : ସଚେତନତା ଶୋଭାଯାତ୍ରା ଅନୁଷ୍ଠିତ

ଏକ ଯକ୍ଷ୍ମାମୁକ୍ତ ଭାରତ – କେବଳ ଏକ ଅଭିଯାନ ନୁହେଁ, ଏହା ଆମ ସମସ୍ତଙ୍କ ପାଇଁ ଏକ ଦାୟିତ୍ବ : ସଚେତନତା ଶୋଭାଯାତ୍ରା ଅନୁଷ୍ଠିତ

September 18, 2026
ପାର୍ବଣ ପାଇଁ ପୁରୀ ପୋଲିସ ର ଫୁଟ ପେଟ୍ରୋଲିଙ୍ଗ : ଜନତା ଙ୍କ ସୁରକ୍ଷା ମୂଳ ଲକ୍ଷ୍ୟ

ପାର୍ବଣ ପାଇଁ ପୁରୀ ପୋଲିସ ର ଫୁଟ ପେଟ୍ରୋଲିଙ୍ଗ : ଜନତା ଙ୍କ ସୁରକ୍ଷା ମୂଳ ଲକ୍ଷ୍ୟ

September 18, 2026
ଉପଖଣ୍ଡ ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଙ୍କ ବାର୍ତ୍ତା

ଉପଖଣ୍ଡ ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଙ୍କ ବାର୍ତ୍ତା

September 18, 2026
ଖଜା ଦୋକାନ ଓ ଭାଟିରେ ଚଢ଼ାଉ କ୍ବିଣ୍ଟାଲ କ୍ବିଣ୍ଟାଲ ଖଜା, ପୋଡାତେଲ ଓ ବାସୀ ଚିନିସିରା ଜବତ

ଖଜା ଦୋକାନ ଓ ଭାଟିରେ ଚଢ଼ାଉ କ୍ବିଣ୍ଟାଲ କ୍ବିଣ୍ଟାଲ ଖଜା, ପୋଡାତେଲ ଓ ବାସୀ ଚିନିସିରା ଜବତ

September 18, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଏକ ଯକ୍ଷ୍ମାମୁକ୍ତ ଭାରତ – କେବଳ ଏକ ଅଭିଯାନ ନୁହେଁ, ଏହା ଆମ ସମସ୍ତଙ୍କ ପାଇଁ ଏକ ଦାୟିତ୍ବ : ସଚେତନତା ଶୋଭାଯାତ୍ରା ଅନୁଷ୍ଠିତ

ଏକ ଯକ୍ଷ୍ମାମୁକ୍ତ ଭାରତ – କେବଳ ଏକ ଅଭିଯାନ ନୁହେଁ, ଏହା ଆମ ସମସ୍ତଙ୍କ ପାଇଁ ଏକ ଦାୟିତ୍ବ : ସଚେତନତା ଶୋଭାଯାତ୍ରା ଅନୁଷ୍ଠିତ

September 18, 2026
ପାର୍ବଣ ପାଇଁ ପୁରୀ ପୋଲିସ ର ଫୁଟ ପେଟ୍ରୋଲିଙ୍ଗ : ଜନତା ଙ୍କ ସୁରକ୍ଷା ମୂଳ ଲକ୍ଷ୍ୟ

ପାର୍ବଣ ପାଇଁ ପୁରୀ ପୋଲିସ ର ଫୁଟ ପେଟ୍ରୋଲିଙ୍ଗ : ଜନତା ଙ୍କ ସୁରକ୍ଷା ମୂଳ ଲକ୍ଷ୍ୟ

September 18, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version