• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

୪୨ମୌଜାରେ “ମୋ ପରିବେଶ”, “ମୋ ଦାୟିତ୍ୱ” କାର୍ଯ୍ୟକ୍ରମ ଅନୁଷ୍ଠିତ

Proprietor Abhimanyu Maharana by Proprietor Abhimanyu Maharana
August 10, 2023
in ଓଡ଼ିଶା, କଟକ, ହୋମ୍
0
୪୨ମୌଜାରେ “ମୋ ପରିବେଶ”, “ମୋ ଦାୟିତ୍ୱ” କାର୍ଯ୍ୟକ୍ରମ ଅନୁଷ୍ଠିତ
Share on FacebookShare on TwitterWhatsapp

୧୦ ଅଗଷ୍ଟ ୨୦୨୩ ( ଓଡ଼ିଶା ତାଜାନ୍ୟୁଜ୍ ) କଟକ ସଦର :-> ପ୍ରକୃତି ବନ୍ଧୁ ନବ କିଶୋର ପଣ୍ଡାଙ୍କ ଆହ୍ବାନ କ୍ରମେ କଟକ ଜିଲ୍ଲାର ଅଗ୍ରଣୀ ସାମାଜିକ ଅନୁଷ୍ଠାନ ଦୟାନିଧି ପ୍ରତିଭା ବିକାଶ ପ୍ରତିଷ୍ଠାନ ପକ୍ଷରୁ ଶ୍ରୀରାମ କାଠଯୋଡ଼ି ନଦୀକୂଳ ସ୍ଥିତ ବଂଶୀଧର ପଣ୍ଡା ସ୍ମାରକୀ ଉଦ୍ୟାନ ଠାରେ “ମୋ ପରିବେଶ”, “ମୋ ଦାୟୀତ୍ଵ” ଓ ସୁରକ୍ଷା ବଳୟ ମଧ୍ୟରେ ଚିରାଚରିତ ବନ ସୃଷ୍ଟି ପାଇଁ ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ସାମାଜିକ କର୍ମୀ ବସନ୍ତ କୁମାର ପଣ୍ଡାଙ୍କ ସଂଯୋଜନାରେ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ୪୨ମୌଜା ଥାନା ଆଇ.ଆଇ.ସି ଗିରିଶ ଚନ୍ଦ୍ର ମହାରଣା, ମୁଖ୍ୟ ବକ୍ତା ଭାବେ ବେଣ୍ଟକାର ପୋଷ୍ଟ ଅଫିସ ପି.ଏ. ଅମ୍ରିତେଶ କୁମାର ,

ସମ୍ମାନୀୟ ଅତିଥି ଭାବେ ଦୟାନିଧି ପ୍ରତିଭା ବିକାଶ ପ୍ରତିଷ୍ଠାନର ସାଧାରଣ ସମ୍ପାଦକ ନାରାୟଣ ଚନ୍ଦ୍ର ମହାନ୍ତି, ବ୍ରହ୍ମପୁର ଗ୍ରାମ ପଞ୍ଚାୟତ ସରପଞ୍ଚ ରବିନାରାୟଣ ପ୍ରଧାନ ଯୋଗ ଦେଇ ପରିବେଶ ସୁରକ୍ଷାକୁ ସମସ୍ତେ ବ୍ରତ ଭାବରେ ଗ୍ରହଣ କରିବାକୁ ମତ ଦେଇଥିଲେ। ଏହି ଅବସରରେ ଆଜିର ଦିବସରେ ୪୨ ମୌଜା ଥାନାରେ ଆଇ.ଆଇ.ସି ଭାବରେ ଯୋଗଦାନର ଏକବର୍ଷ ପୂର୍ତ୍ତି ଉପଲକ୍ଷେ ଶ୍ରୀ ଗିରିଶ ଚନ୍ଦ୍ର ମହାରଣାଙ୍କୁ ମାନପତ୍ର ଓ ଉପଢ଼ୌକନ ପ୍ରଦାନ କରାଯାଇ ସମ୍ବର୍ଦ୍ଧିତ କରାଯାଇଥିଲା। କାର୍ଯ୍ୟକ୍ରମରେ ପ୍ରକୃତି ବନ୍ଧୁ ନବକିଶୋର ପଣ୍ଡାଙ୍କୁ ପରିବେଶ ରତ୍ନ,

ଚିତ୍ରଶିଳ୍ପୀ ଶୁକଦେବ ମହାରଣା, ଲକ୍ଷ୍ମୀଧର ନାୟକ ,ସୁରେନ୍ଦ୍ରନାଥ ସାହୁ, ପତିତପାବନ ମହାପାତ୍ର ପ୍ରମୁଖଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା। ଅନ୍ୟ ମାନଙ୍କ ମଧ୍ୟରେ ପଣ୍ଡିତ ଶ୍ରୀ ଜଗନ୍ନାଥ ଆଚାର୍ଯ୍ୟ, ଶୁଭମ୍ ବିଦ୍ୟା ନିକେତନ ପ୍ରତିଷ୍ଠାତା ପ୍ରସନ୍ନ ଗୋଛାୟତ, ବେଣ୍ଟକାର ପୋଷ୍ଟ ମାଷ୍ଟର ବି.ଚନ୍ଦ୍ରଶେଖର, ୪୨ ମୌଜା ଓଡ଼ିଶା ଆଦର୍ଶ ବିଦ୍ୟାଳୟ ଶିକ୍ଷକ ଅଜିତ କୁମାର ନାଟିଆ, ଉପେନ୍ଦ୍ର ବାରିକ୍, ସୂର୍ଯ୍ୟମଣି ନାୟକ, ଚିନ୍ତାମଣି ସାହୁ, ଆଦିତ୍ୟ କର, ଦୁଃଖୀ ଶ୍ୟାମ ଜେନା, ଟୁକୁ ସେନାପତି, କାର୍ତ୍ତିକ ପଣ୍ଡା, ମାନସ ପଣ୍ଡା,ଚନ୍ଦନ ପଣ୍ଡା,ଲିପୁ ପଣ୍ଡା, ଭଗବତୀ ପ୍ରସାଦ ପତି, ଦେବାଶିଷ ଦିକ୍ଷୀତ, ଚିତ୍ତରଞ୍ଜନ ବାରିକ ପ୍ରମୁଖ ଅଂଶ ଗ୍ରହଣ କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
Odiapreneur 3.0 State-Level Hackathon Inaugurated at IIT Bhubaneswar

Odiapreneur 3.0 State-Level Hackathon Inaugurated at IIT Bhubaneswar

October 1, 2026
ମାଉଲି ମା କୃଷକ ଉତ୍ପାଦକ କମ୍ପାନୀର ବାର୍ଷିକ ସାଧାରଣ ସଭା

ମାଉଲି ମା କୃଷକ ଉତ୍ପାଦକ କମ୍ପାନୀର ବାର୍ଷିକ ସାଧାରଣ ସଭା

October 1, 2026
ଅନାବିଳ ବ୍ୟକ୍ତିତ୍ଵ ଡଃ କିଶୋର କୁମାର ପଣ୍ଡା

ଅନାବିଳ ବ୍ୟକ୍ତିତ୍ଵ ଡଃ କିଶୋର କୁମାର ପଣ୍ଡା

October 1, 2026
ମାଲଗୋଦାମ ପୋଲିସର ବଡ ସଫଳତା : ଜୀପି କଏଲ୍ ଚୋରୀ ମାମଲାରେ ୨ଗିରଫ,୧୭ ବଣ୍ଡଲ କଏଲ୍ ଜବତ

ମାଲଗୋଦାମ ପୋଲିସର ବଡ ସଫଳତା : ଜୀପି କଏଲ୍ ଚୋରୀ ମାମଲାରେ ୨ଗିରଫ,୧୭ ବଣ୍ଡଲ କଏଲ୍ ଜବତ

October 1, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

Odiapreneur 3.0 State-Level Hackathon Inaugurated at IIT Bhubaneswar

Odiapreneur 3.0 State-Level Hackathon Inaugurated at IIT Bhubaneswar

October 1, 2026
ମାଉଲି ମା କୃଷକ ଉତ୍ପାଦକ କମ୍ପାନୀର ବାର୍ଷିକ ସାଧାରଣ ସଭା

ମାଉଲି ମା କୃଷକ ଉତ୍ପାଦକ କମ୍ପାନୀର ବାର୍ଷିକ ସାଧାରଣ ସଭା

October 1, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version