• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଅପରାଧ

କଉଡିଖଣି ଛକରେ ଦୁର୍ଘଟଣା : ଟ୍ରକ୍ ଧକ୍କାରେ ବାଇକ ଆରୋହୀ ଗୁରୁତର – ଅନ୍ୟ ଜଣେ ଆହତ

Proprietor Abhimanyu Maharana by Proprietor Abhimanyu Maharana
August 10, 2023
in ଅପରାଧ, ଓଡ଼ିଶା, ଖୋର୍ଦ୍ଧା, ହୋମ୍
0
କଉଡିଖଣି ଛକରେ ଦୁର୍ଘଟଣା : ଟ୍ରକ୍ ଧକ୍କାରେ ବାଇକ ଆରୋହୀ ଗୁରୁତର – ଅନ୍ୟ ଜଣେ ଆହତ
Share on FacebookShare on TwitterWhatsapp

ଓଭରଵ୍ରିଜ ନିର୍ମାଣ ଦାବି ରେ ଉତ୍ୟକ୍ତ ଲୋକଙ୍କ ରାସ୍ତା ରୋକ

୧୦ ଅଗଷ୍ଟ ୨୦୨୩ ( ଓଡ଼ିଶା ତାଜାନ୍ୟୁଜ୍ ) ନାଚୁଣୀ  :-> ଦୀର୍ଘ ବର୍ଷ ହେଲା ଅସମ୍ପୂର୍ଣ୍ଣ ଅବସ୍ଥାରେ ରହିଥିବା ୧୬ ନଂ ଜାତୀୟ ରାଜପଥ କଉଡିଖଣି ଛକ ଉପରେ ଗୁରୁବାର ସ°ଧ୍ୟାରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଯାଇଛି । ଏଥିରେ କଉଡିଖଣି ଛକ ଅନତି ଦୂରରେ ଟ୍ରକ୍ ଧକ୍କାରେ ବାଇକ ଆରୋହୀ ଗୁରୁତର ଓ ଅନ୍ୟ ସାଥି ଆହତ ହୋଇଛନ୍ତି । ନାଚୁଣୀ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଆମ୍ବୁଲାନ୍ସରେ ଗୁରୁତର ଅବସ୍ଥାରେ ଥିବା ବାଇକ୍ ଆରୋହୀ ଯୁଵକ ଓ ତାଙ୍କ ସାଥି ଙ୍କୁ ଉଦ୍ଧାର କରି ଟାଙ୍ଗୀ ସରକାରୀ ଡାକ୍ତରଖାନା ପଠାଇଛି ।

ଖବରରୁ ପ୍ରକାଶ, ଆଜି ସ°ଧ୍ୟା ୬ ଟା ରେ ପୋଲସରାରୁ ଭୁବନେଶ୍ଵର ଅଭିମୁଖେ ଉକ୍ତ ବାଇକ୍ ଆରୋହୀ ଯୁବକ ( ପ୍ରାୟ ୩୨ ବର୍ଷ) ତାଙ୍କର ଜଣେ ସାଥିଙ୍କ ସହ ହିରୋହଣ୍ଡା ବାଇକ୍          ( ନଂ -ଓ ଡି ୦୭ ଇ ୩୬୦୮) ରେ ଘଟଣା ସ୍ଥଳ ୧୬ ନଂ ଜାତୀୟ ରାଜପଥ କଉଡିଖଣି ଛକ ଅତିକ୍ରମ କରୁଥିବାବେଳେ ପଛରୁ ଆସୁଥିବା ଉକ୍ତ ଟ୍ରକ୍ ( ନଂ- ଓ ଡି ୧୪ କ୍ୟୁ ୧୦୪୯) ବାଇକ୍ ଆରୋହୀ ଙ୍କୁ ଧକ୍କା ଦେଇଥିଲା ।

ଏଥିରେ ବାଇକ୍ ଆରୋହୀ ଟ୍ରକ୍ ଚକା ତଳେ ପଡି ଯାଇ ଗୁରୁତର ଆହତ ହୋଇଥିଲେ । ଦୁର୍ଘଟଣା ଘଟିବା ପରେ ସ୍ଥାନୀୟ କଉଡିଖଣି ଛକରେ ଉତ୍ତେଜନା ଦେଖାଦେଇଛି। ମରଣଯନ୍ତା କଉଡିଖଣି ଛକ ରେ ଓଭରବ୍ରିଜ ନିର୍ମାଣ ଦାବିରେ ନିକଟସ୍ଥ ଵଡପଦର ଗ୍ରାମବାସୀଙ୍କ ସହିତ ସ୍ଥାନୀୟ ଜନସାଧାରଣ ଟାୟାର ଜାଳି ରାସ୍ତା ଅବରୋଧ ଜାରି ରଖିଛନ୍ତି ।

ନାଚୁଣୀ ଥାନା ଅଧିକାରୀ ଚନ୍ଦ୍ର ଶେଖର ଜେନା ସଦଳଵଳ ଘଟଣା ସ୍ଥଳରେ ଉପସ୍ଥିତ ରହି ପରିସ୍ଥିତି ଉପରେ ନଜର ରଖିିଛି। ଜିଲ୍ଲା ପାଳ ଘଟଣା ସ୍ଥଳରେ ପହଞ୍ଚି ଆବଶ୍ୟକ ପଦକ୍ଷେପ ନେବାକୁ ଉତ୍ୟକ୍ତ ଲୋକମାନେ ଦାବି ରଖି ରାସ୍ତା ଅବରୋଧ ଏଯାଏଁ ଜାରି ରଖିଛନ୍ତି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ପୁଲିସକୁ ଚକମା ଦେଉଛନ୍ତି ଚୋର, ଲୁଟେରା

ପୁଲିସକୁ ଚକମା ଦେଉଛନ୍ତି ଚୋର, ଲୁଟେରା

May 10, 2026
ଅଙ୍କୁରା ହସପିଟାଲ, ଭୁବନେଶ୍ୱର ବିଶ୍ୱ ଲୁପସ୍‌ ଦିବସ ୨୦୨୬ରେ ସଚେତନତା କାର୍ଯ୍ୟକ୍ରମ ଆୟୋଜନ କଲା

Ankura Hospital, Bhubaneswar Organised Awareness Program on World Lupus Day 2026

May 10, 2026
ଓଡ଼ିଆ ଚଳଚ୍ଚିତ୍ର “ନଅ ବାୟା” ର ଶୁଭ ମହୁରତ

ଓଡ଼ିଆ ଚଳଚ୍ଚିତ୍ର “ନଅ ବାୟା” ର ଶୁଭ ମହୁରତ

May 10, 2026
ଶ୍ରୀଜଗନ୍ନାଥ ରସାମୃତ’ ପୁସ୍ତକ ଉନ୍ମୋଚିତ

ଶ୍ରୀଜଗନ୍ନାଥ ରସାମୃତ’ ପୁସ୍ତକ ଉନ୍ମୋଚିତ

May 10, 2026

Recent News

ପୁଲିସକୁ ଚକମା ଦେଉଛନ୍ତି ଚୋର, ଲୁଟେରା

ପୁଲିସକୁ ଚକମା ଦେଉଛନ୍ତି ଚୋର, ଲୁଟେରା

May 10, 2026
ଅଙ୍କୁରା ହସପିଟାଲ, ଭୁବନେଶ୍ୱର ବିଶ୍ୱ ଲୁପସ୍‌ ଦିବସ ୨୦୨୬ରେ ସଚେତନତା କାର୍ଯ୍ୟକ୍ରମ ଆୟୋଜନ କଲା

Ankura Hospital, Bhubaneswar Organised Awareness Program on World Lupus Day 2026

May 10, 2026
ଓଡ଼ିଆ ଚଳଚ୍ଚିତ୍ର “ନଅ ବାୟା” ର ଶୁଭ ମହୁରତ

ଓଡ଼ିଆ ଚଳଚ୍ଚିତ୍ର “ନଅ ବାୟା” ର ଶୁଭ ମହୁରତ

May 10, 2026
ଶ୍ରୀଜଗନ୍ନାଥ ରସାମୃତ’ ପୁସ୍ତକ ଉନ୍ମୋଚିତ

ଶ୍ରୀଜଗନ୍ନାଥ ରସାମୃତ’ ପୁସ୍ତକ ଉନ୍ମୋଚିତ

May 10, 2026
Odisha Taza News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ପୁଲିସକୁ ଚକମା ଦେଉଛନ୍ତି ଚୋର, ଲୁଟେରା

ପୁଲିସକୁ ଚକମା ଦେଉଛନ୍ତି ଚୋର, ଲୁଟେରା

May 10, 2026
ଅଙ୍କୁରା ହସପିଟାଲ, ଭୁବନେଶ୍ୱର ବିଶ୍ୱ ଲୁପସ୍‌ ଦିବସ ୨୦୨୬ରେ ସଚେତନତା କାର୍ଯ୍ୟକ୍ରମ ଆୟୋଜନ କଲା

Ankura Hospital, Bhubaneswar Organised Awareness Program on World Lupus Day 2026

May 10, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version