୧୫ ଅଗଷ୍ଟ ୨୦୨୩ (ଓଡ଼ିଶା ତାଜା ନ୍ୟୁଜ) ପାଟକୁରା :-> କେନ୍ଦ୍ରାପଡ଼ା ଜିଲ୍ଲା ଗରଦପୁର ବ୍ଲକ୍ ଅନ୍ତର୍ଗତ ତେଣ୍ଡାକୁଡା ପଞ୍ଚାୟତ ଅଧିନ ଶିରିଡ଼ି ସାଇ ଚାରିଟେବୁଲ ଟ୍ରଷ୍ଟ ତରଫରୁ ସ୍ବାଧିନତା ଦିବସ ଅବସରରେ ଏକ ପ୍ରତିଭା ସମ୍ମାନ ସମାରୋହ ଅନୁଷ୍ଠିତ ହୋଇଯାଇଛି । ସକାଳେ ଜାତୀୟ ପତାକା ଉତ୍ତୋଳନ ଓ ପରେ ପରିଚାଳନା ଟ୍ରଷ୍ଟି ଡ.ରୁଦ୍ର ମହାନ୍ତିଙ୍କ ପୌରହିତ୍ୟରେ ଅନୁଷ୍ଠିତ ସଭାରେ ଓଡ଼ିଶା ପ୍ରଶାସନିକ ସେବା ରେ ସଫଳତା ପାଇଥିବା ବସନ୍ତପୁର ଗ୍ରାମର ମନୋଜ ମହାପାତ୍ର ଏବଂ ସଂଯୁକ୍ତା ମହାପାତ୍ର ଙ୍କ ସୁକନ୍ୟା ସମୀକ୍ଷା ମହାପାତ୍ର ଓ ନିଟରେ ସଫଳତା ପାଇଥିବା















