• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

୭୭ତମ ସ୍ଵାଧୀନତା ଦିବସ ଏମକେସିଜି ଦିବ୍ୟାଙ୍ଗ ବିଦ୍ୟ।ଳୟରେ ପାଳିତ ହୋଇଯାଇଛି

Proprietor Abhimanyu Maharana by Proprietor Abhimanyu Maharana
August 17, 2023
in ଓଡ଼ିଶା, ଗଜପତି, ହୋମ୍
0
୭୭ତମ ସ୍ଵାଧୀନତା ଦିବସ ଏମକେସିଜି ଦିବ୍ୟାଙ୍ଗ ବିଦ୍ୟ।ଳୟରେ ପାଳିତ ହୋଇଯାଇଛି
Share on FacebookShare on TwitterWhatsapp

୧୬ ଅଗଷ୍ଟ ୨୦୨୩ (ଓଡ଼ିଶା ତାଜା ନ୍ୟୁଜ ) ଆର,ଉଦୟଗିରି  :-> ସ୍ଥାନୀୟ କଣ୍ଟେଇକୋଳି ମୋହନା ସ୍ଥିତ ମହାରାଜା କୃଷ୍ଣଚନ୍ଦ୍ର ଗଜପତି ଦୃଷ୍ଟିହୀନ,ବଧିର,ମାନସିକ ଅନଗ୍ରସର ଓ ମସ୍ତିସ୍କ ପକ୍ଷାଘାତ ବିଦ୍ୟ।ଳୟରେ ୭୭ ତମ ସ୍ଵାଧୀନତା ଦିବସ ଖୁବ ଆଡମ୍ବର ସହକାରେ ପାଳିତ ହୋଇଯାଇଛି ।ଆଜିର ସଭା ରେ ଅନୁଷ୍ଠାନ ର ଉପସଭାପତି ଶ୍ରୀ ମନୋଜ କୁମାର ସାହୁ ସଭାପତିତ୍ଵ କରିଥିଲେ । ଏଥିରେ ମୁଖ୍ୟ ଅତିଥି ଭାବେ ଶ୍ରୀ ଶୁଭ୍ରାଂଶୁ ପଳେଈ ତହସିଲଦାର ମୋହନା ଯୋଗ ଦେଇଥିଲେ ।ମୁଖ୍ୟ ବକ୍ତା ଭାବେ ଶ୍ରୀ ମଧୁସୂଦନ ପାଢୀ ଯୋଗ ଦେଇଥିଲେ ।ସମ୍ମାନୀୟ ଅତିଥି ଭାବେ ଶ୍ରୀ ଦଣ୍ଡ।ସି ସାହୁ (ସମ୍ପାଦକ), ମାର୍ସାଲ ନାୟକ,

ଶ୍ରୀ ସୁରେନ୍ଦ୍ର ଜେନା (କୋଷ।ଧ୍ୟକ୍ଷ),ଶ୍ରୀ ଶରତ କୁମାର ମଲ୍ଲିକ(ଉପଦେଷ୍ଟା),ଶ୍ରୀ ଦୁର୍ଜ୍ୟାଧନ କର।ଡ(ଉପଦେଷ୍ଟା),,ପରିଚାଳନା କମିଟି ର ସଭ୍ୟ ଶ୍ରୀ ବାବୁ ସାହୁ,ଜୟ ପ୍ରକାଶ ପାଇକ(ସହ –ସମ୍ପାଦକ),ଓକିଲ ସଂଘ ର ସଭାପତି ରବୀନ୍ଦ୍ର କୁମାର ନାୟକ,ଶ୍ରୀ ବଦ୍ରୀନାଥ ସିଂ,ପ୍ରେସ କ୍ଲବ ର ସଭାପତି ଲକ୍ଷ୍ମଣ ଚୌଧୁରୀ,ବିପଦର ବନ୍ଧୁ ର ସଦସ୍ୟ ଶ୍ରୀ ଗୌରହରି ପଲେଇ,ଡୋନର ଅଶୋକ କୁମାର ବେହେରା,ମହମ୍ମଦ ମୁସ୍ତାଫା,ଯୋଗ ଦେଇଥିଲେ।ମୁଖ୍ୟ ଅତିଥି ମାନ୍ୟବର ତହସିଲଦାର ପ୍ରଥମେ ମହାରାଜା କୃଷ୍ଣଚନ୍ଦ୍ର ଗଜପତି ଙ୍କ ପ୍ରତିମୂର୍ତି ରେ ପୁଷ୍ପ ମାଲ୍ୟାର୍ପଣ କରି ପତାକା ଉତ୍ତଳନ କରିଥିଲେ ।ଭାଷଣ ମଧ୍ୟମରେ ପିଲାଙ୍କୁ ବହୁ ପ୍ରଶଂସା କରି ଛାତ୍ରଛାତ୍ରୀ ମାନଙ୍କୁ ପୋଷାକ ସହିତ କୃତି ଛାତ୍ରଛାତ୍ରୀ ଙ୍କୁ ପୁରସ୍କାର ବଣ୍ଟନ କରିଥିଲେ ।ମୁଖ୍ୟ ବକ୍ତା ଶ୍ରୀ ମଧୁସୂଦନ ପାଢୀ ଦିବ୍ୟ।ଙ୍ଗ ପିଲା ମାନଙ୍କର ସାଂସ୍କୃତିକ କାର୍ଯ୍ୟକ୍ରମ ରେ ଖୁସି ହୋଇ ଛାତ୍ରଛାତ୍ରୀ ମାନଙ୍କୁ ପ୍ରଶଂସା କରିଥିଲେ। ବିଦ୍ୟ।ଳୟ ର ଯୋଗ ଶିକ୍ଷକ ଶ୍ରୀ ସୂର୍ଯ୍ୟପତି ବର୍ଧନ ଛାତ୍ରଛାତ୍ରୀ ଙ୍କୁ ପ୍ୟାରେଡ ଶିକ୍ଷା ଦେଇଥିଲେ ତତ ସହିତ ପିଲାଙ୍କୁ ନୃତ୍ୟଶିକ୍ଷା ଦେଇଥିଲେ ସସ୍ମିତା ଲିମା ,ସଙ୍ଗୀତଶିକ୍ଷା ଦେଇଥିଲେ ଏ ଯୁଧିଷ୍ଟିର ପାତ୍ର। ଅନୁଷ୍ଠାନ ର ସମ୍ପାଦକ ଶ୍ରୀ ଦଣ୍ଡାସୀ ସାହୁ ଛାତ୍ରଛାତ୍ରୀ ଙ୍କ ନୃତ୍ୟ ଓ ସଙ୍ଗୀତ ରେ ବିମୋହିତ ହୋଇ ଉଭୟ ଶିକ୍ଷକ ଓ ଶିକ୍ଷୟତ୍ରୀଙ୍କୁ ଧନ୍ୟବାଦ ଜ୍ଞାପନ ଜଣାଇଥିଲେ। ଉକ୍ତ ସଭାକୁ ବଧିର ବିଭାଗର ଅଧ୍ୟକ୍ଷ ଶ୍ରୀ ଦାମୋଦର ଦାସ ପରିଚାଳନା କରିଥିଲେ ଏବଂ ସମସ୍ତ ଶିକ୍ଷକ,ଶିକ୍ଷୟତ୍ରି ଓ କର୍ମଚାରୀ ଏଥିରେ ସହଯୋଗ କରିଥିଲେ ।। ଡୋନୋର ଶ୍ରୀ ବେହେରା ସ୍ଵାଧୀନତା ଦିବସ ଉପଲକ୍ଷେ ଛାତ୍ର ଛାତ୍ରୀ ଙ୍କୁ ନିତ୍ୟବ୍ୟବହାର୍ଜ୍ୟ ଜିନିଷ ସହିତ ମିଷ୍ଠର୍ଣ ବଣ୍ଟନ କରିଥିଲେ। ପରିଷେଶ ରେ ବିଦ୍ୟ।ଳୟର ଶିକ୍ଷକ ଶ୍ରୀ ମହେଶ୍ଵର ସାହୁ ଅତିଥିଙ୍କୁ ଧନ୍ୟବାଦ ଦେଇ ସଭା ସାଙ୍ଗ କରିଥିଲା ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଖଣ୍ଡପଡ଼ା ପଠାଣି ସାମନ୍ତ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ବନ୍ଦ କରିଛି ଜିଲ୍ଲା ପ୍ରଶାସନ

ଖଣ୍ଡପଡ଼ା ପଠାଣି ସାମନ୍ତ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ବନ୍ଦ କରିଛି ଜିଲ୍ଲା ପ୍ରଶାସନ

October 9, 2026
ଖଣ୍ଡପଡ଼ା ବ୍ଲକ ଅଧୀନ ବୋଦାସା ପଞ୍ଚାୟତରେ ପୂର୍ବତନ ବିଧାୟକ ସୌମ୍ୟରଂଜନ ପଟ୍ଟନାୟକଙ୍କ ପୌରହିତ୍ୟରେ ଏକ ସାଙ୍ଗଠନିକ ବୈଠକ ଅନୁଷ୍ଠିତ ହୋଇଯାଇଛି

ଖଣ୍ଡପଡ଼ା ବ୍ଲକ ଅଧୀନ ବୋଦାସା ପଞ୍ଚାୟତରେ ପୂର୍ବତନ ବିଧାୟକ ସୌମ୍ୟରଂଜନ ପଟ୍ଟନାୟକଙ୍କ ପୌରହିତ୍ୟରେ ଏକ ସାଙ୍ଗଠନିକ ବୈଠକ ଅନୁଷ୍ଠିତ ହୋଇଯାଇଛି

October 9, 2026
ରୋଜଗାର ନାହିଁ ଲୋକେ ଦାଦନ ମୁହାଁ….

ରୋଜଗାର ନାହିଁ ଲୋକେ ଦାଦନ ମୁହାଁ….

October 9, 2026
ୟୁକେର ୫୦ ଶ୍ରେଷ୍ଠ ଆକାଂକ୍ଷୀ ବ୍ୟବସାୟୀଙ୍କ ତାଲିକାରେ ଓଡ଼ିଆ ଉଦ୍ୟୋଗୀ ଅରୁଣ କର

ୟୁକେର ୫୦ ଶ୍ରେଷ୍ଠ ଆକାଂକ୍ଷୀ ବ୍ୟବସାୟୀଙ୍କ ତାଲିକାରେ ଓଡ଼ିଆ ଉଦ୍ୟୋଗୀ ଅରୁଣ କର

October 9, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଖଣ୍ଡପଡ଼ା ପଠାଣି ସାମନ୍ତ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ବନ୍ଦ କରିଛି ଜିଲ୍ଲା ପ୍ରଶାସନ

ଖଣ୍ଡପଡ଼ା ପଠାଣି ସାମନ୍ତ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ବନ୍ଦ କରିଛି ଜିଲ୍ଲା ପ୍ରଶାସନ

October 9, 2026
ଖଣ୍ଡପଡ଼ା ବ୍ଲକ ଅଧୀନ ବୋଦାସା ପଞ୍ଚାୟତରେ ପୂର୍ବତନ ବିଧାୟକ ସୌମ୍ୟରଂଜନ ପଟ୍ଟନାୟକଙ୍କ ପୌରହିତ୍ୟରେ ଏକ ସାଙ୍ଗଠନିକ ବୈଠକ ଅନୁଷ୍ଠିତ ହୋଇଯାଇଛି

ଖଣ୍ଡପଡ଼ା ବ୍ଲକ ଅଧୀନ ବୋଦାସା ପଞ୍ଚାୟତରେ ପୂର୍ବତନ ବିଧାୟକ ସୌମ୍ୟରଂଜନ ପଟ୍ଟନାୟକଙ୍କ ପୌରହିତ୍ୟରେ ଏକ ସାଙ୍ଗଠନିକ ବୈଠକ ଅନୁଷ୍ଠିତ ହୋଇଯାଇଛି

October 9, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version