• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ପାରଳାଖେମୁଣ୍ଡି ଠାରେ ଗଜପତି ଜିଲ୍ଲା ବିଜୁ ମହିଳା ଜନତା ଦଳର ପରିବର୍ଦ୍ଧିତ କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ

Proprietor Abhimanyu Maharana by Proprietor Abhimanyu Maharana
August 18, 2023
in ଓଡ଼ିଶା, ଗଜପତି, ରାଜନୀତି, ହୋମ୍
0
ପାରଳାଖେମୁଣ୍ଡି ଠାରେ ଗଜପତି ଜିଲ୍ଲା ବିଜୁ ମହିଳା ଜନତା ଦଳର ପରିବର୍ଦ୍ଧିତ କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ
Share on FacebookShare on TwitterWhatsapp

୧୮ଅଗଷ୍ଟ ୨୦୨୩ (ଓଡ଼ିଶା ତାଜା ନ୍ୟୁଜ ) ପାରଳାଖେମୁଣ୍ଡି :-> ଗଜପତି ଜିଲ୍ଲାର ସଦର ମହକୁମା ପାରଳାଖେମୁଣ୍ଡି ଠାରେ ଗଜପତି ଜିଲ୍ଲା ବିଜୁ ମହିଳା ଜନତା ଦଳର ପରିବର୍ଦ୍ଧିତ କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ l ଆଦିବାସୀ ପାରମ୍ପରିକ ନାଚଗୀତର ତାଳରେ ତାଳ ଦେଇ ଖୁସି ପରିପ୍ରକାଶ କରିଛନ୍ତି ଗଜପତି ଜିଲ୍ଲାର ମହିଳା ନେତ୍ରୀଗଣ। ମୂଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ମହାନତା ବଳରେ ଜଣେ ସାଧାରଣ ମହିଳା ପଲ୍ଲୀରୁ ଦିଲ୍ଲୀ ଦରବାରକୁ ଯାଇପାରୁଛି । ଏଭଳି ଏକ ଆଦର୍ଶ ସାଂସଦ ପ୍ରମିଳା ବିଶୋଇ, ବ୍ରହ୍ମପୁର ସାଂସଦ ଚନ୍ଦ୍ର ଶେଖର ସାହୁ, ବିଜୁ ମହିଳା ଜନତା ଦଳର ସଚିବ କସ୍ତୁରୀ ମହାପାତ୍ର ତଥା ରାଜ୍ୟ ସ୍ତରୀୟ ବହୁ ତୁଙ୍ଗ ମହିଳା ନେତୃ ବୃନ୍ଦଙ୍କୁ ନିକଟରେ ପାଇ ଖୁସିରେ ବିଭୋର ବିଜୁ ମହିଳା ଜନତା ଦଳର ନେତ୍ରୀ ଗଣ ସହ ଏହି କାର୍ଯ୍ୟକ୍ରମ ରେ ଅନ୍ୟମାନଙ୍କ ମଧ୍ୟରେ ହାଇଟେକ୍ ଗ୍ରୁପ ଅଧକ୍ଷ ଡ:ତିରୁପତି ପାଣିଗ୍ରାହୀ,

ଜିଲ୍ଲା ପରିଷଦ ଅଧକ୍ଷ ଗାବରା ତିରୁପତି ରାଓ, ବିଜେଡି ଯୁବ ନେତା ରୁପେଶ ପାଣିଗ୍ରାହୀ, ଜୁବ ବିଜେଡି ଜିଲ୍ଲା ସଭାପତି ଏସ ଲିଙ୍ଗରାଜ,ମାରୁତ ପାଳ, ରାଜ୍ୟ ସଂଖ୍ୟା ଲଘୁ ସମ୍ପାଦକ ପଲବ ଲିମା ପ୍ରମୁଖ ଉପସ୍ଥିତ ଥିଲେ । ଗଜପତି ଜିଲ୍ଲା ବିଜୁ ମହିଳା ଜନତା ଦଳର ପରିବର୍ଦ୍ଧିତ କାର୍ଯ୍ୟକାରିଣୀ ବୈଠକରେ ଦେଖିବାକୁ ମିଳିଛି ଏହି ଦୃଶ୍ୟ। ମହିଳା ଆଜି ସୀମିତ ହୋଇ ରହିନାହିଁ। ମହିଳାଙ୍କ ଅଭିବୃଦ୍ଧି ଦିଗରେ ରାଜ୍ୟ ସରକାରଙ୍କ ଆଭିମୁଖ୍ୟ ସବୁଠି ପ୍ରଶଂସନୀୟ। ମହିଳା ସଶକ୍ତିକରଣ କ୍ଷେତ୍ରରେ ସବୁଠୁ ଆଗରେ ଓଡ଼ିଶା।ମିଶନ ଶକ୍ତି ମାଧ୍ୟମରେ ସୁଦୃଢ ହୋଇଛନ୍ତି ମହିଳା।

କହିବାକୁ ଗଲେ ସାରା ରାଜ୍ୟରେ ଖୁସି ଅଛନ୍ତି ମହିଳା ସମାଜ। ଆଜି ପାରଳାଖେମୁଣ୍ଡି ବିଜୁ କଲ୍ୟାଣ ମଣ୍ଡପ ଠାରେ ଆୟୋଜିତ ହୋଇଯାଇଛି ବିଜୁ ମହିଳା ଜନତା ଦଳର କାର୍ଯ୍ୟକାରିଣୀ ବୈଠକ। ଏଥିରେ ଉପସ୍ଥିତ ମହିଳା ନେତୃବୃନ୍ଦ ତଥା ଦଳର ବରିଷ୍ଠ ନେତାମାନେ ମହିଳାଙ୍କ ବିକାଶ କ୍ଷେତ୍ରରେ ରାଜ୍ୟ ସରକାର ତଥା ମୂଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅବଦାନ ସମ୍ପର୍କରେ ବିସ୍ତୃତ ଉପସ୍ଥାପନ କରିଛନ୍ତି। ଆଗକୁ ସାଧାରଣ ନିର୍ବାଚନ ରହିଥିବା ବେଳେ ସରକାରଙ୍କ ସମସ୍ତ ଜନହିତକର ଯୋଜନା ଗୁଡ଼ିକ ଘରେ ଘରେ ପହଞ୍ଚିବାକୁ ସଙ୍କଳ୍ପ ନେଇଥିଲେ ମହିଳା ନେତ୍ରୀଗଣ। କାର୍ଯ୍ୟକ୍ରମରେ ଜିଲ୍ଲାର ସମସ୍ତ ପଞ୍ଚାୟତ ସ୍ତରରୁ ଶତାଧିକ ମହିଳା ନେତ୍ରୀଗଣ ଯୋଗ ଦେଇଥିବା ବେଳେ ଜିଲ୍ଲାର ସମସ୍ତ ବିଜେଡ଼ି ନେତୃବୃନ୍ଦ ଉପସ୍ଥିତ ଥିଲେ l .

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
HATSUN AGRO PRODUCT LTD. PARTNERS WITH GOVERNMENT OF ODISHA AND STATE BANK OF INDIA TO LAUNCH ‘GO-DHAN’ TO EMPOWER DAIRY FARMERS

‘ଗୋ-ଧନ’ ଜରିଆରେ ଓଡ଼ିଶାର ଦୁଗ୍ଧଚାଷୀଙ୍କୁ ସଶକ୍ତ କରିବ ହଟ୍‌ସନ୍ ଏଗ୍ରୋ

September 28, 2026

New Delhi hosts 3rd World Peace Conclave

ନୂଆଦିଲ୍ଲୀରେ ତୃତୀୟ ବିଶ୍ୱ ଶାନ୍ତି ସମ୍ମିଳନୀ ଆୟୋଜିତ

September 28, 2026
New Delhi hosts 3rd World Peace Conclave

New Delhi hosts 3rd World Peace Conclave

September 28, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

HATSUN AGRO PRODUCT LTD. PARTNERS WITH GOVERNMENT OF ODISHA AND STATE BANK OF INDIA TO LAUNCH ‘GO-DHAN’ TO EMPOWER DAIRY FARMERS

‘ଗୋ-ଧନ’ ଜରିଆରେ ଓଡ଼ିଶାର ଦୁଗ୍ଧଚାଷୀଙ୍କୁ ସଶକ୍ତ କରିବ ହଟ୍‌ସନ୍ ଏଗ୍ରୋ

September 28, 2026
HATSUN AGRO PRODUCT LTD. PARTNERS WITH GOVERNMENT OF ODISHA AND STATE BANK OF INDIA TO LAUNCH ‘GO-DHAN’ TO EMPOWER DAIRY FARMERS

HATSUN AGRO PRODUCT LTD. PARTNERS WITH GOVERNMENT OF ODISHA AND STATE BANK OF INDIA TO LAUNCH ‘GO-DHAN’ TO EMPOWER DAIRY FARMERS

September 28, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version