• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଛତିଶଗଡ ରାଜ୍ୟପାଳଙ୍କ ଦ୍ଵାରା ହାଇଟେକ୍ ଗ୍ରୁପର ଅଧକ୍ଷ ଡ.ତିରୁପତି ପାଣିଗ୍ରାହୀ କଳିଙ୍ଗ ଗୌରବ ୨୦୨୩ ଉପାଧିରେ ସମ୍ମାନିତ

Proprietor Abhimanyu Maharana by Proprietor Abhimanyu Maharana
August 21, 2023
in ଓଡ଼ିଶା, ଗଜପତି, ହୋମ୍
0
ଛତିଶଗଡ ରାଜ୍ୟପାଳଙ୍କ ଦ୍ଵାରା ହାଇଟେକ୍ ଗ୍ରୁପର ଅଧକ୍ଷ ଡ.ତିରୁପତି ପାଣିଗ୍ରାହୀ କଳିଙ୍ଗ ଗୌରବ ୨୦୨୩ ଉପାଧିରେ ସମ୍ମାନିତ
Share on FacebookShare on TwitterWhatsapp

୨୦ ଅଗଷ୍ଟ ୨୦୨୩ (ଓଡ଼ିଶା ତାଜା ନ୍ୟୁଜ ) ପାରଳାଖେମୁଣ୍ଡି :-> ଗଜପତି ଜିଲ୍ଲାର ସଦର ମହକୁମା ପାରଳାଖେମୁଣ୍ଡି ରୁ ଯାଇ ଭୁବନେଶ୍ୱରରେ ଓଡ଼ିଶାରେ ପ୍ରଥମ ଘୋରେଇ ହାଇଟେକ୍ ମେଡିକାଲ କଲେଜ ପ୍ରତିଷ୍ଠା କରି ସୁନାମ ଅର୍ଜନ କରିଥଲେ ଡ: ତିରୁପତି ପାଣିଗ୍ରାହୀ l ଶିକ୍ଷା ଓ ସ୍ଵାସ୍ଥ୍ୟ କ୍ଷେତ୍ରରେଅତୁଳନୀୟ ଅବଦାନ ପାଇଁ ହାଇଟେକ୍ ଗ୍ରୁପର ଅଧକ୍ଷ ଡ: ତିରୁପତି ପାଣିଗ୍ରାହୀଙ୍କୁ “କଳିଙ୍ଗ ଗୌରବ ୨୦୨୩”ଉପାଧିରେ ସମ୍ମାନିତ କରାଯାଇ ଥିବାରୁ ସମଗ୍ର ଗଜପତି ଜିଲ୍ଲାରେ ଖୁସିର ଲହରୀ ଖେଳି ଯାଇଛି ।ଚଳିତ ବର୍ଷ ଓଡିଶା ର ଏକ ଘୋରେଇ ଓଡ଼ିଆ ଟିଭି ଚାନେଲ ଏମ.ବି.ସି.ଟିଭି ସଂସ୍ଥା ଦ୍ୱାରା ଆୟୋଜିତ ଏକ କାର୍ଯ୍ୟକ୍ରମରେ ଛତିଶଗଡ଼ ରାଜ୍ୟପାଳ ଶ୍ରୀ ବିଶ୍ବଭୂଷଣ ହରିଚନ୍ଦନ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ହାଇଟେକ ଗ୍ରୁପର ଅଧ୍ୟକ୍ଷ ଡ:ତିରୁପତି ପାଣିଗ୍ରାହୀ ଙ୍କୁ କଳିଙ୍ଗ ଗୌରବ୨୦୨୩ ସମ୍ମାନିତ କରିଥିଲେ l

ଆୟୋଜିତ ଏକ କାର୍ଯ୍ୟକ୍ରମ ।ଏହି ଗୌରବ ପାଇବା ପାରେ ଶ୍ରୀ ପାଣିଗ୍ରାହୀ କହିଛନ୍ତି କି ଏଠି ଜାତି, ଧର୍ମ, ଧନୀ ଗରିବ ସମସ୍ତ ଙ୍କ ଶିକ୍ଷା ପାଇ ଶିକ୍ଷିତ ହେବା ମୌଳିକ ଅଧିକାର ଅଟେ, ଏଣୁ ସମସ୍ତ ଙ୍କୁ ଶିକ୍ଷା ସ୍ୱାସ୍ଥ୍ୟ ସୁବିଧା ପହଞ୍ଚାଇବା ମୋର ଲକ୍ଷ୍ୟ । “କଳିଙ୍ଗ ଗୌରବ ୨୦୨୩” ଉପାଧିରେ ସମ୍ମାନିତ ହୋଇଥିବା ଯୋଗୁ ତାଙ୍କୁ ଜିଲ୍ଲା ପରିଷଦ ଅଧ୍ୟକ୍ଷ ଶ୍ରୀ ଜି. ତିରୁପତି ରାଓ, ବ୍ଲକ ଅଧ୍ୟାକ୍ଷା ଶ୍ରୀମତୀ ଵାଲା ସାୟାମ୍ମା, ଗୋଷାଣୀ ବ୍ଲକ ଅଧ୍ୟକ୍ଷ ବିର ରାଜୁ, ଜିଲ୍ଲାପରିଷଦ ସଭ୍ୟ ବାଲାରାଜୁ,ଏନ ଏ ସି ଅଧ୍ୟାକ୍ଷା ଶ୍ରୀମତୀ ଏମ. ସୁଧାରାଣୀ, ଉପାଧ୍ୟକ୍ଷ ରାଘୁରାମ ସାହୁ, ବ୍ଲକ ବିଜେଡି ସଭାପତି ଅଖିଳ ପାତ୍ର, ସରପଞ୍ଚ ସଞ୍ଜୟ ମିଶ୍ର, ଯୁବ ନେତା ପ୍ରବୀଣ କୁମାର ସମାଜସେବୀ ତଥା ଶିକ୍ଷାବିତ ଜଗଦୀଶ ପାତ୍ର ପ୍ରମୁଖ ହାଇଟେକ୍ ଗ୍ରୁପର ଅଧକ୍ଷ ଡ:ପାଣିଗ୍ରାହୀ ଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଖଣ୍ଡପଡ଼ା ପଠାଣି ସାମନ୍ତ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ବନ୍ଦ କରିଛି ଜିଲ୍ଲା ପ୍ରଶାସନ

ଖଣ୍ଡପଡ଼ା ପଠାଣି ସାମନ୍ତ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ବନ୍ଦ କରିଛି ଜିଲ୍ଲା ପ୍ରଶାସନ

October 9, 2026
ଖଣ୍ଡପଡ଼ା ବ୍ଲକ ଅଧୀନ ବୋଦାସା ପଞ୍ଚାୟତରେ ପୂର୍ବତନ ବିଧାୟକ ସୌମ୍ୟରଂଜନ ପଟ୍ଟନାୟକଙ୍କ ପୌରହିତ୍ୟରେ ଏକ ସାଙ୍ଗଠନିକ ବୈଠକ ଅନୁଷ୍ଠିତ ହୋଇଯାଇଛି

ଖଣ୍ଡପଡ଼ା ବ୍ଲକ ଅଧୀନ ବୋଦାସା ପଞ୍ଚାୟତରେ ପୂର୍ବତନ ବିଧାୟକ ସୌମ୍ୟରଂଜନ ପଟ୍ଟନାୟକଙ୍କ ପୌରହିତ୍ୟରେ ଏକ ସାଙ୍ଗଠନିକ ବୈଠକ ଅନୁଷ୍ଠିତ ହୋଇଯାଇଛି

October 9, 2026
ରୋଜଗାର ନାହିଁ ଲୋକେ ଦାଦନ ମୁହାଁ….

ରୋଜଗାର ନାହିଁ ଲୋକେ ଦାଦନ ମୁହାଁ….

October 9, 2026
ୟୁକେର ୫୦ ଶ୍ରେଷ୍ଠ ଆକାଂକ୍ଷୀ ବ୍ୟବସାୟୀଙ୍କ ତାଲିକାରେ ଓଡ଼ିଆ ଉଦ୍ୟୋଗୀ ଅରୁଣ କର

ୟୁକେର ୫୦ ଶ୍ରେଷ୍ଠ ଆକାଂକ୍ଷୀ ବ୍ୟବସାୟୀଙ୍କ ତାଲିକାରେ ଓଡ଼ିଆ ଉଦ୍ୟୋଗୀ ଅରୁଣ କର

October 9, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଖଣ୍ଡପଡ଼ା ପଠାଣି ସାମନ୍ତ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ବନ୍ଦ କରିଛି ଜିଲ୍ଲା ପ୍ରଶାସନ

ଖଣ୍ଡପଡ଼ା ପଠାଣି ସାମନ୍ତ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ବନ୍ଦ କରିଛି ଜିଲ୍ଲା ପ୍ରଶାସନ

October 9, 2026
ଖଣ୍ଡପଡ଼ା ବ୍ଲକ ଅଧୀନ ବୋଦାସା ପଞ୍ଚାୟତରେ ପୂର୍ବତନ ବିଧାୟକ ସୌମ୍ୟରଂଜନ ପଟ୍ଟନାୟକଙ୍କ ପୌରହିତ୍ୟରେ ଏକ ସାଙ୍ଗଠନିକ ବୈଠକ ଅନୁଷ୍ଠିତ ହୋଇଯାଇଛି

ଖଣ୍ଡପଡ଼ା ବ୍ଲକ ଅଧୀନ ବୋଦାସା ପଞ୍ଚାୟତରେ ପୂର୍ବତନ ବିଧାୟକ ସୌମ୍ୟରଂଜନ ପଟ୍ଟନାୟକଙ୍କ ପୌରହିତ୍ୟରେ ଏକ ସାଙ୍ଗଠନିକ ବୈଠକ ଅନୁଷ୍ଠିତ ହୋଇଯାଇଛି

October 9, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version