• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଚନ୍ଦ୍ରଯାନ – ୩ ଅନ୍ୟତମ ମଙ୍ଗୁଆଳ ଭୁବନ ର ଡ.ଶରତ ଦାଶ ଙ୍କୁ ଅଭିନନ୍ଦନ ଓ ଶୁଭେଚ୍ଛା

Proprietor Abhimanyu Maharana by Proprietor Abhimanyu Maharana
August 24, 2023
in ଓଡ଼ିଶା, ଢେଙ୍କାନାଳ, ହୋମ୍
0
ଚନ୍ଦ୍ରଯାନ – ୩ ଅନ୍ୟତମ ମଙ୍ଗୁଆଳ ଭୁବନ ର ଡ.ଶରତ ଦାଶ ଙ୍କୁ ଅଭିନନ୍ଦନ ଓ ଶୁଭେଚ୍ଛା
Share on FacebookShare on TwitterWhatsapp

୨୪ ଅଗଷ୍ଟ ୨୦୨୩ (ଓଡ଼ିଶା ତାଜା ନ୍ୟୁଜ ) ଭୁବନ :-> ଭାରତୀୟ ମହାକାଶ ଗବେଷଣା ସଂସ୍ଥା ( ଇସ୍ରୋ) ଚନ୍ଦ୍ରଯାନ-୩ ଲ୍ୟାଣ୍ଡର କୁ ଚନ୍ଦ୍ରର ଦକ୍ଷିଣ ମେରୁରେ ସଫଳତାର ସହ ନିରାପଦ ଅବତରଣ କରି ଇତିହାସ ରହିଛି । ବିଶ୍ଵର ପ୍ରଥମ ଦେଶ ଭାବେ ଚନ୍ଦ୍ରର ଦକ୍ଷିଣ ମେରୂରେ ଅବତରଣ କରିଛି ଭାରତ । ଏଥି ପାଇଁ ସାରା ବିଶ୍ବରୁ ଅଭିନନ୍ଦନ ଓ ପ୍ରଶଂସା ର ସୁଅ ଛୁଟିଛି। ସବୁରି ମୁହଁରେ ଭାରତୀୟ ବୈଜ୍ଞାନିକ ଙ୍କ ପ୍ରଶଂସା । ଚନ୍ଦ୍ରଯାନ -୩ ର ସଫଳତା ପାଇଁ ଯେଉଁ ବୈଜ୍ଞାନିକ ମାନେ ମଙ୍ଗ ଧରିଥିଲେ ସେଥିମଧ୍ୟରୁ ଡ. ଶରତ ଦାଶ ଅନ୍ୟତମ ।

ଢେ଼ଙ୍କାନାଳ ଜିଲ୍ଲା ଭୁବନ ବ୍ଲକ ଅନ୍ତର୍ଗତ ମର୍ଥାପୁର ପଞ୍ଚାୟତ ଗୋବିନ୍ଦପୁର ଗ୍ରାମର ଗୋବିନ୍ଦ ଚନ୍ଦ୍ର ଦାଶ ଓ ସୁଲୋଚନା ଦାଶ ଙ୍କ ବଡ଼ ପୁଅ ହେଉଛନ୍ତି ଶରତ ଦାଶ। ସେମାନେ ଦୁଇ ଭାଇ ଓ ଦୁଇ ଭଉଣୀ। ତାଙ୍କ ବାପା ଗୋବିନ୍ଦ ଚନ୍ଦ୍ର ଦାଶ କୋଇଲା ଖଣି ର ପଦସ୍ଥ ଅଧିକାରୀ ଭାବେ ଏବେ ତାଳଚେର ଅଧିବାସୀ ।

ଚନ୍ଦ୍ରଯାନ -୩ ଟିମ୍ ଡ.ଶରତ ଦାଶ ଭୁବନ କୁ ଗୌରବ ଆଣି ଦେଇଥିବାରୁ ଭୁବନ ବ୍ଲକ ଅଧ୍ୟକ୍ଷା ଶ୍ରୀମତୀ ସିପ୍ରା ବରାଳ,ପୂର୍ବତନ ଅଧ୍ୟକ୍ଷ ଧର୍ମାନନ୍ଦ ବରାଳ, ଏନ୍ ଏ ସି ନଗରପାଳ ଶୁଭେନ୍ଦୁ କୁମାର ସାହୁ,କାମାକ୍ଷାନଗର ବିଧାୟକ ତଥା ରାଜ୍ୟ ଖଣି ,ଇସ୍ପାତ ଓ ପୂର୍ତ୍ତ ବିଭାଗ ମନ୍ତ୍ରୀ ପ୍ରଫୁଲ୍ଲ କୁମାର ମଲ୍ଲିକ , ସାଂସଦ ମହେଶ ସାହୁ ଙ୍କ ସମେତ ବିଭିନ୍ନ ମହଲ ରୁ ଶରତ ଙ୍କୁ ଅଭିନନ୍ଦନ ଓ ଶୁଭେଚ୍ଛା ଜ୍ଞାପନ କରାଯାଇଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଖଜା ଦୋକାନ ଓ ଭାଟିରେ ଚଢ଼ାଉ କ୍ବିଣ୍ଟାଲ କ୍ବିଣ୍ଟାଲ ଖଜା, ପୋଡାତେଲ ଓ ବାସୀ ଚିନିସିରା ଜବତ

ଖଜା ଦୋକାନ ଓ ଭାଟିରେ ଚଢ଼ାଉ କ୍ବିଣ୍ଟାଲ କ୍ବିଣ୍ଟାଲ ଖଜା, ପୋଡାତେଲ ଓ ବାସୀ ଚିନିସିରା ଜବତ

September 18, 2026
ଝାଡେଶ୍ବରୀ ମନ୍ଦିର ନିକଟ ରାସ୍ତା ଜଳାର୍ଣ୍ଣବ ପର୍ଯ୍ଯଟକ ହନ୍ତସନ୍ତ

ଝାଡେଶ୍ବରୀ ମନ୍ଦିର ନିକଟ ରାସ୍ତା ଜଳାର୍ଣ୍ଣବ ପର୍ଯ୍ଯଟକ ହନ୍ତସନ୍ତ

September 18, 2026
ସଂଯୁକ୍ତ ଆରବ ଏମିରଟ୍ସ (ୟୁ ଏ ଇ ) ଗସ୍ତ ସାରି ଓଡ଼ିଶା ଫେରିଲେ ମୁଖ୍ୟମନ୍ତ୍ରୀ ଓଡ଼ିଶାକୁ ଆସିବ ୨.୪୩ ଲକ୍ଷ କୋଟିର ନିବେଶ – ସୃଷ୍ଟି ହେବ ୯ ଲକ୍ଷ ନିଯୁକ୍ତି

ସଂଯୁକ୍ତ ଆରବ ଏମିରଟ୍ସ (ୟୁ ଏ ଇ ) ଗସ୍ତ ସାରି ଓଡ଼ିଶା ଫେରିଲେ ମୁଖ୍ୟମନ୍ତ୍ରୀ ଓଡ଼ିଶାକୁ ଆସିବ ୨.୪୩ ଲକ୍ଷ କୋଟିର ନିବେଶ – ସୃଷ୍ଟି ହେବ ୯ ଲକ୍ଷ ନିଯୁକ୍ତି

September 18, 2026
କଲରାପତରିଆ ବାଘ ଛାଲ ବିକ୍ରି ଯୋଜନା ପଣ୍ଡ : ଜଣେ ଗିରଫ – ୨ଟି କଲରାପତରିଆ ଛାଲ ଜବତ

କଲରାପତରିଆ ବାଘ ଛାଲ ବିକ୍ରି ଯୋଜନା ପଣ୍ଡ : ଜଣେ ଗିରଫ – ୨ଟି କଲରାପତରିଆ ଛାଲ ଜବତ

September 18, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଖଜା ଦୋକାନ ଓ ଭାଟିରେ ଚଢ଼ାଉ କ୍ବିଣ୍ଟାଲ କ୍ବିଣ୍ଟାଲ ଖଜା, ପୋଡାତେଲ ଓ ବାସୀ ଚିନିସିରା ଜବତ

ଖଜା ଦୋକାନ ଓ ଭାଟିରେ ଚଢ଼ାଉ କ୍ବିଣ୍ଟାଲ କ୍ବିଣ୍ଟାଲ ଖଜା, ପୋଡାତେଲ ଓ ବାସୀ ଚିନିସିରା ଜବତ

September 18, 2026
ଝାଡେଶ୍ବରୀ ମନ୍ଦିର ନିକଟ ରାସ୍ତା ଜଳାର୍ଣ୍ଣବ ପର୍ଯ୍ଯଟକ ହନ୍ତସନ୍ତ

ଝାଡେଶ୍ବରୀ ମନ୍ଦିର ନିକଟ ରାସ୍ତା ଜଳାର୍ଣ୍ଣବ ପର୍ଯ୍ଯଟକ ହନ୍ତସନ୍ତ

September 18, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version