• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ମକରଝୋଳ କ୍ଲଷ୍ଟର ନବନିଯୁକ୍ତ ସିଆରସିସିଙ୍କୁ ସମ୍ବର୍ଦ୍ଧନା

Proprietor Abhimanyu Maharana by Proprietor Abhimanyu Maharana
August 24, 2023
in ଓଡ଼ିଶା, ଗଞ୍ଜାମ, ହୋମ୍
0
ମକରଝୋଳ କ୍ଲଷ୍ଟର ନବନିଯୁକ୍ତ ସିଆରସିସିଙ୍କୁ ସମ୍ବର୍ଦ୍ଧନା
Share on FacebookShare on TwitterWhatsapp

୨୪ ଅଗଷ୍ଟ ୨୦୨୩ (ଓଡ଼ିଶା ତାଜା ନ୍ୟୁଜ ) ହିଞ୍ଜିଳିକାଟୁ :-> ହିଞ୍ଜିଳିକାଟୁ ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ମକରଝୋଳ କ୍ଲଷ୍ଟରର ନୂତନ ସିଆରସିସି ଭାବେ ପ୍ରସନ୍ନ କୁମାର ସେଠୀଙ୍କୁ ନିଯୁକ୍ତି ମିଳିଛି ।ଏହି ପରିପ୍ରେକ୍ଷୀରେ ମକରଝୋଳ କ୍ଲଷ୍ଟର ପରିସରଭୁକ୍ତ ୬ଟି ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଓ ଶିକ୍ଷୟିତ୍ରୀ ନୂତନ ସିଆରସିସି ପ୍ରସନ୍ନ ସେଠୀଙ୍କୁ ଉଛ୍ୱସିତ ସମ୍ବର୍ଦ୍ଧନା ଜଣାଇଥିଲେ।ନବନିଯୁକ୍ତ ସିଆରସିସି ଶ୍ରୀ ସେଠୀଙ୍କୁ ପୁଷ୍ପଗୁଚ୍ଛ ପ୍ରଦାନ କରି ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇ ଅତ୍ୟନ୍ତ ଖୁସି ପ୍ରକଟ କରିଥିଲେ।ସମ୍ବର୍ଦ୍ଧନା ପ୍ରଦାନ ବେଳେ ଗୋପୀନାଥପୁର ଉଚ୍ଚ ପ୍ରାଥମିକ ପ୍ରଧାନ ଶିକ୍ଷକ ଉଲ୍ଲାସ ଚନ୍ଦ୍ର ବେହେରା,ପଲ୍ଲୀ ପଦ୍ମନାଭପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପ୍ରଧାନ ଶିକ୍ଷୟିତ୍ରୀ ଗୋଲାପ ମହାନ୍ତି,ମକରଝୋଳ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପ୍ରଧାନ ଶିକ୍ଷକ ଭଗବାନ ସେଠୀ,ସମରଝୋଳ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପ୍ରଧାନ ଶିକ୍ଷକ ଅଜୟ କୁମାର ବେବର୍ତ୍ତା,

ରଙ୍ଗୁଣୀପଲ୍ଲୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପ୍ରଧାନ ଶିକ୍ଷୟିତ୍ରୀ ସଂଗୀତା ମିଶ୍ର ଓ ବଡଖଣ୍ଡି ଉଚ୍ଚ ବିଦ୍ୟାଳୟ ପ୍ରଧାନ ଶିକ୍ଷକ ଜଗନ୍ନାଥ ଗୌଡ଼ ପ୍ରମୁଖ ଉପସ୍ଥିତ ଥିଲେ।ସିଆରସିସି ଭାବେ କାର୍ଯ୍ୟଭାର ଗ୍ରହଣ କଲାପରେ ଶିକ୍ଷାର୍ଥୀ,ଶିକ୍ଷକ, ଶିକ୍ଷୟିତ୍ରୀ,ବିଦ୍ୟାଳୟ ପରିଚାଳନା କମିଟି ସଦସ୍ୟ ଏବଂ ଅଭିଭାବକଙ୍କ ସହ ଉତ୍ତମ ସମ୍ପର୍କ,ସମନ୍ୱୟ ଓ ସହଯୋଗ ବଜାୟ ରଖି ନିଜ ଦାୟିତ୍ୱ ଓ କର୍ତ୍ତବ୍ୟବୋଧ ସୁଚାରୁରୂପେ ସମ୍ପାଦନା କରିବା ସହ ସମ୍ପୃକ୍ତ ବିଦ୍ୟାଳୟ ଗୁଡିକରେ ଶିକ୍ଷାର ଗୁଣାତ୍ମକ ମାନବୃଦ୍ଧି,ଉତ୍ତମ ଶୈକ୍ଷିକ ପରିବେଶ ସହ ବିଭିନ୍ନ ଅଭାବ,ଅସୁବିଧା ପ୍ରତି ଧ୍ୟାନ ଦେଇ ଆବଶ୍ୟକତା ପୂରଣ ଦିଗରେ ବିଭିନ୍ନ ପ୍ରଶାସନିକ ଅଧିକାରୀଙ୍କ ଦିଗଦର୍ଶନ ଅନୁସାରେ କାର୍ଯ୍ୟ ସମ୍ପାଦନା ପ୍ରୟାସ ଜାରି ରଖିବେ ବୋଲି ସେ ପ୍ରତିକ୍ରିୟାରେ ପ୍ରକାଶ କରିଛନ୍ତି।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

CSIR-IMMT strengthens industry partnerships with Engineers India Limited and LOHUM to accelerate indigenous critical minerals technologies

ସ୍ୱଦେଶୀ ଗୁରୁତ୍ୱପୂର୍ଣ୍ଣ ଖଣିଜ ପ୍ରଯୁକ୍ତିର ବିକାଶକୁ ତ୍ୱରାନ୍ୱିତ କରିବା ଳକ୍ଷ ନେଇ ସିଏସ୍‌ଆଇଆର୍‌-ଆଇଏମ୍‌ଏମ୍‌ଟି ଇଞ୍ଜିନିୟର୍ସ ଇଣ୍ଡିଆ ଲିମିଟେଡ୍ ଏବଂ ଲୋହମ୍‌ ମଧ୍ୟରେ ଶିଳ୍ପ ସହଭାଗିତା

July 27, 2026

ଲବଣଗିରି ପାହାଡ଼ରେ ଶ୍ରୀ ଜଗନ୍ନାଥ ମନ୍ଦିରରେ ବାହୁଡ଼ାଯାତ୍ରା ଅନୁଷ୍ଠିତ ହୋଇଯାଇଛି

ମହାପ୍ରଭୁଙ୍କ ଅଧରଚୁମ୍ବୀ ତୁମ୍ବାକୃତି ମାଟିହାଣ୍ଡିରେ ଅର୍ପଣ ହେଲା ଅଧରପଣା

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

CSIR-IMMT strengthens industry partnerships with Engineers India Limited and LOHUM to accelerate indigenous critical minerals technologies

ସ୍ୱଦେଶୀ ଗୁରୁତ୍ୱପୂର୍ଣ୍ଣ ଖଣିଜ ପ୍ରଯୁକ୍ତିର ବିକାଶକୁ ତ୍ୱରାନ୍ୱିତ କରିବା ଳକ୍ଷ ନେଇ ସିଏସ୍‌ଆଇଆର୍‌-ଆଇଏମ୍‌ଏମ୍‌ଟି ଇଞ୍ଜିନିୟର୍ସ ଇଣ୍ଡିଆ ଲିମିଟେଡ୍ ଏବଂ ଲୋହମ୍‌ ମଧ୍ୟରେ ଶିଳ୍ପ ସହଭାଗିତା

July 27, 2026
CSIR-IMMT strengthens industry partnerships with Engineers India Limited and LOHUM to accelerate indigenous critical minerals technologies

CSIR-IMMT strengthens industry partnerships with Engineers India Limited and LOHUM to accelerate indigenous critical minerals technologies

July 27, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version