• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ସରକାରୀ ଉଚ୍ଚ ବିଦ୍ୟାଳୟ, କେ.ଏମ. ଭାଲିଆସାହିଠାରେ ଚନ୍ଦ୍ରୟାନ ପ୍ରଦର୍ଶିତ

Proprietor Abhimanyu Maharana by Proprietor Abhimanyu Maharana
August 25, 2023
in ଓଡ଼ିଶା, ଗଜପତି, ହୋମ୍
0
ସରକାରୀ ଉଚ୍ଚ ବିଦ୍ୟାଳୟ, କେ.ଏମ. ଭାଲିଆସାହିଠାରେ ଚନ୍ଦ୍ରୟାନ ପ୍ରଦର୍ଶିତ
Share on FacebookShare on TwitterWhatsapp

୨୪ ଅଗଷ୍ଟ ୨୦୨୩ (ଓଡ଼ିଶା ତାଜା ନ୍ୟୁଜ ) ଆର,ଉଦୟଗିରି :->  ଆର, ଉଦୟଗିରି ବ୍ଲକର କେ.ଏମ.ଭାଲିଆସାହି 23 ଅଗଷ୍ଟ 2023 ରିଖ ସନ୍ଧ୍ୟା 6.04 ସମୟରେ ଇସ୍ରୋ ତରଫରୁ ପରୀକ୍ଷଣ କରାଯାଇଥିବା ଚନ୍ଦ୍ରୟାନ-3 ଚନ୍ଦ୍ରପୃଷ୍ଠରେ ଅବତରଣ କରିବାରେ ସଫଳ ହୋଇଥିଲା l ଏଥିସହ ଚନ୍ଦ୍ରପୃଷ୍ଠର ଦକ୍ଷିଣ ଅକ୍ଷରେ ଅବତରଣ କରିବାରେ ଭାରତ ପ୍ରଥମ ଦେଶ ଭାବେ ବିରଳ ସଫଳତା ହାସଲ କରିଛି l ଇସ୍ରୋ ବୈଜ୍ଞାନିକମାନଙ୍କର ବଳିଷ୍ଠ ଉଦ୍ୟମରେ ଉଲ୍ଲସିତ ହୋଇ ଭାରତର ପ୍ରଧାନମନ୍ତ୍ରୀ ଶ୍ରୀଯୁକ୍ତ ନରେନ୍ଦ୍ର ମୋଦି ସେମାନଙ୍କୁ ଭୁୟସୀ ପ୍ରଶଂସା କରିଥିଲେ l

ଏହି ସଫଳତା ଉପଲକ୍ଷେ ସରକାରୀ ଉଚ୍ଚ ବିଦ୍ୟାଳୟ, କେ.ଏମ. ଭାଲିଆସାହିଠାରେ ଏକ ସାଧାରଣ ବୈଠକ ଅନୁଷ୍ଠିତ ହୋଇଯାଇଛି l ଏହି ଚନ୍ଦ୍ରୟାନ ବିଷୟରେ ଛାତ୍ରଛାତ୍ରୀମାନଙ୍କ ସବିଶେଷ ଧାରଣା ପ୍ରଦାନ ପାଇଁ ବିଦ୍ୟାଳୟର ବିଜ୍ଞାନ ଶିକ୍ଷୟତ୍ରୀ ସୁଶ୍ରୀ ପ୍ରଜ୍ଞାଦୀପ୍ତା ପାଇକ ଏବଂ କଳା ବିଭାଗର ଶିକ୍ଷକ ଶ୍ରୀଯୁକ୍ତ ସନ୍ତୋଷ ନାଇକଙ୍କ ସହଯୋଗ ତଥା ବିଦ୍ୟାଳୟର ପ୍ରଧାନଶିକ୍ଷକ ଶ୍ରୀଯୁକ୍ତ ରାମଚନ୍ଦ୍ର ଦଳବେହେରାଙ୍କ ପ୍ରରୋଚନା କ୍ରମେ ଚନ୍ଦ୍ରୟାନ-3 ର ଏକ ଅବିକଳ ନକଲ ତିଆରି କରାଯାଇ ଛାତ୍ରଛାତ୍ରୀମାନଙ୍କୁ ପ୍ରଦର୍ଶନ କରାଯାଇଥିଲା l ଏହାର ପ୍ରେରଣର ଲକ୍ଷ୍ୟ, ଉଦ୍ଦେଶ୍ୟ ଆଦି ବିଷୟରେ ଛାତ୍ରଛାତ୍ରୀମାନଙ୍କୁ ଅବଗତ କରାଯାଇଥିଲା l ଏହାଦ୍ୱାରା ଛାତ୍ରଛାତ୍ରୀମାନଙ୍କ ମନ ମଧ୍ୟରେ ଭବିଷ୍ୟତରେ ବୈଜ୍ଞାନିକ ହେବାର ଉତ୍କଣ୍ଠା ପ୍ରକାଶ ପାଇଥିଲା l ତତ ସହିତ ବିଦ୍ୟାଳୟର ସମସ୍ତ ଶିକ୍ଷକଶିକ୍ଷୟତ୍ରୀ ଉପସ୍ଥିତ ରହି କାର୍ଯ୍ୟକ୍ରମକୁ ସଫଳ ରୂପାୟନ କରିଥିଲେ l

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଖଣ୍ଡପଡ଼ା ପଠାଣି ସାମନ୍ତ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ବନ୍ଦ କରିଛି ଜିଲ୍ଲା ପ୍ରଶାସନ

ଖଣ୍ଡପଡ଼ା ପଠାଣି ସାମନ୍ତ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ବନ୍ଦ କରିଛି ଜିଲ୍ଲା ପ୍ରଶାସନ

October 9, 2026
ଖଣ୍ଡପଡ଼ା ବ୍ଲକ ଅଧୀନ ବୋଦାସା ପଞ୍ଚାୟତରେ ପୂର୍ବତନ ବିଧାୟକ ସୌମ୍ୟରଂଜନ ପଟ୍ଟନାୟକଙ୍କ ପୌରହିତ୍ୟରେ ଏକ ସାଙ୍ଗଠନିକ ବୈଠକ ଅନୁଷ୍ଠିତ ହୋଇଯାଇଛି

ଖଣ୍ଡପଡ଼ା ବ୍ଲକ ଅଧୀନ ବୋଦାସା ପଞ୍ଚାୟତରେ ପୂର୍ବତନ ବିଧାୟକ ସୌମ୍ୟରଂଜନ ପଟ୍ଟନାୟକଙ୍କ ପୌରହିତ୍ୟରେ ଏକ ସାଙ୍ଗଠନିକ ବୈଠକ ଅନୁଷ୍ଠିତ ହୋଇଯାଇଛି

October 9, 2026
ରୋଜଗାର ନାହିଁ ଲୋକେ ଦାଦନ ମୁହାଁ….

ରୋଜଗାର ନାହିଁ ଲୋକେ ଦାଦନ ମୁହାଁ….

October 9, 2026
ୟୁକେର ୫୦ ଶ୍ରେଷ୍ଠ ଆକାଂକ୍ଷୀ ବ୍ୟବସାୟୀଙ୍କ ତାଲିକାରେ ଓଡ଼ିଆ ଉଦ୍ୟୋଗୀ ଅରୁଣ କର

ୟୁକେର ୫୦ ଶ୍ରେଷ୍ଠ ଆକାଂକ୍ଷୀ ବ୍ୟବସାୟୀଙ୍କ ତାଲିକାରେ ଓଡ଼ିଆ ଉଦ୍ୟୋଗୀ ଅରୁଣ କର

October 9, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଖଣ୍ଡପଡ଼ା ପଠାଣି ସାମନ୍ତ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ବନ୍ଦ କରିଛି ଜିଲ୍ଲା ପ୍ରଶାସନ

ଖଣ୍ଡପଡ଼ା ପଠାଣି ସାମନ୍ତ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ବନ୍ଦ କରିଛି ଜିଲ୍ଲା ପ୍ରଶାସନ

October 9, 2026
ଖଣ୍ଡପଡ଼ା ବ୍ଲକ ଅଧୀନ ବୋଦାସା ପଞ୍ଚାୟତରେ ପୂର୍ବତନ ବିଧାୟକ ସୌମ୍ୟରଂଜନ ପଟ୍ଟନାୟକଙ୍କ ପୌରହିତ୍ୟରେ ଏକ ସାଙ୍ଗଠନିକ ବୈଠକ ଅନୁଷ୍ଠିତ ହୋଇଯାଇଛି

ଖଣ୍ଡପଡ଼ା ବ୍ଲକ ଅଧୀନ ବୋଦାସା ପଞ୍ଚାୟତରେ ପୂର୍ବତନ ବିଧାୟକ ସୌମ୍ୟରଂଜନ ପଟ୍ଟନାୟକଙ୍କ ପୌରହିତ୍ୟରେ ଏକ ସାଙ୍ଗଠନିକ ବୈଠକ ଅନୁଷ୍ଠିତ ହୋଇଯାଇଛି

October 9, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version