ଓଡିଶା ତାଜା ନ୍ୟୁଜ୍ (୦୧ ଜୁଲାଇ ବୁଧବାର ),କେନ୍ଦୁଝର :- ବର୍ତମାନ କିଛି ସମୟ ପୂର୍ବରୁ କେନ୍ଦୁଝର ଜିଲ୍ଲା ଦେଇ ଯାଇଥିବା ୫୨୦ ନମ୍ୱର ଜାତୀୟ ରାଜପଥର ନାରଦପୁର ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଫଳରେ ବିଜେଡି ନେତା କୁଶ ଆପଟଙ୍କ ଗାଡ଼ି ଚାଳକଙ୍କ ମୃତ୍ୟୁ ଘଟିଥିବା ବେଳେ ସ୍ତ୍ରୀ ଓ ଝିଅଙ୍କ ସମେତ ୭ ଜଣ ଗୁରୁତର ହୋଇଛନ୍ତି । ସମସ୍ତଙ୍କୁ ଯୋଡ଼ା ଟାଟା ଷ୍ଟିଲ୍ ହସ୍ପିଟାଲ୍ରେ ଭର୍ତ୍ତି କରାଯାଇଛି ।














