• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ସିଏମସି ୫୮ ନମ୍ବର ୱ।ର୍ଡ଼ କୁମ୍ଭରାଜପୁର ଗ୍ରାମରେ ବିଜେଡି ପକ୍ଷରୁ ସଚେତନତା ବୈଠକ

Proprietor Abhimanyu Maharana by Proprietor Abhimanyu Maharana
August 27, 2023
in ଓଡ଼ିଶା, କଟକ, ହୋମ୍
0
ସିଏମସି ୫୮ ନମ୍ବର ୱ।ର୍ଡ଼ କୁମ୍ଭରାଜପୁର ଗ୍ରାମରେ ବିଜେଡି ପକ୍ଷରୁ ସଚେତନତା ବୈଠକ
Share on FacebookShare on TwitterWhatsapp

୨୭ ଅଗଷ୍ଟ ୨୦୨୩ (ଓଡ଼ିଶା ତାଜା ନ୍ୟୁଜ ) କଟକ :-> କଟକ ସଦର ବିଧାୟକ ଚନ୍ଦ୍ର ସାରଥୀ ବେହେରାଙ୍କ ପକ୍ଷରୁ ସିଏମସି ୫୮ ନମ୍ବର ୱାର୍ଡକୁ ମଞ୍ଜୁର କରିଥିବା ଅର୍ଥ , ୱାର୍ଡର ବିଭିନ୍ନ ଗ୍ରାମରେ କିଭଳି ଖର୍ଚ୍ଚ କରାଯିବ ସେନେଇ ଏକ ସଚେତନତା ବୈଠକ, ଆଜି ୫୮ ନମ୍ବର ୱାର୍ଡ କୁମ୍ଭରାଜପୁର ସ୍ଥିତ ବ୍ରହ୍ମେଶ୍ୱର ମହାଦେବଙ୍କ ପୀଠରେ ଅନୁଷ୍ଠିତ ହୋଇଥିଲା । ୱାର୍ଡ ବିଜେଡି ସଭାପତି ବିକ୍ରମ କେଶରୀ ଶତପଥୀଙ୍କ ଅଧ୍ୟକ୍ଷତାରେ ଆୟୋଜିତ ସଚେତନତା ବୈଠକରେ, ପୂର୍ବତନ କର୍ପୋରେଟର କୌଶିକ ଜେନା ,

କଟକ ନଗର ବିଜେଡି ସଂପାଦିକା ଶିବାନୀ ଜେନା , ନଗର ବିଜେଡ଼ି ସଂପାଦକ ସୁଶାନ୍ତ କୁମାର ମହାନ୍ତି, ପ୍ରହଲ୍ଲାଦ କର, ଅଜିତ କୁମାର ରାଉତ, ମହେଶ୍ବର ଭଟ୍ଟ , ନଟବର କର, ସ୍ମିତା ରାଣୀ ନାୟକ ପ୍ରମୁଖ ଉପସ୍ଥିତ ଜନସାଧାରଣଙ୍କୁ, ସରକାରଙ୍କ ପକ୍ଷରୁ ୱ।ର୍ଡ଼ର ବିଭିନ୍ନ ଗ୍ରାମରେ ହେବାକୁଥିବା ରାସ୍ତା , ଡ଼୍ରେନ ,ମନ୍ଦିର , କମ୍ୟୁନିଟି ହଲ ଆଦି କାର୍ଯ୍ୟ ପାଇଁ ବିଧାୟକ ଅର୍ଥ ମଞ୍ଜୁର କରିଛନ୍ତି ।

ଉକ୍ତ ଅର୍ଥରେ ହେବାକୁ ଥିବା କାର୍ଯ୍ୟ ସଂପର୍କରେ ଉପସ୍ଥିତ ଜନସାଧାରଣଙ୍କୁ ବୁଝାଇଥିଲେ । ବିଜେଡି ସରକାରଙ୍କପକ୍ଷରୁ କରାଯାଉଥିବା ବିଭିନ୍ନ ଉନ୍ନୟନ କାର୍ଯ୍ୟ ବିଷୟରେ ସଚେତନ କରାଇଥିଲେ । ପ୍ରତ୍ୟେକ ବିଜେଡି କର୍ମୀ ଜନସାଧାରଣଙ୍କୁ ସରକାରଙ୍କ ସଫଳ କାର୍ଯ୍ୟ ସଂପର୍କରେ ସଚେତନ କରିବାକୁ ପରାମର୍ଶ ଦେଇଥିଲେ । ଆୟୋଜିତ ସଚେତନତା ବୈଠକରେ ନଟବର କର, ସୁକାନ୍ତ କିଶୋର କର, ଜିତେନ କୁମାର କର, ପବିତ୍ର ମୋହନ ଶତପଥୀ, ହରେକୃଷ୍ଣ ଜେନା, ମିହିର କୁମାର କର, ଗୋବିନ୍ଦ ଚନ୍ଦ୍ର ଭଟ୍ଟ, ତିଳୋତ୍ତମା ଭଟ୍ଟ,

ପ୍ରଭାତ କୁମାର ଜେନା, ଝରଣା ରାଉତ, ମହେନ୍ଦ୍ର କୁଅଁର, କ୍ଷୀତିଷ ଚନ୍ଦ୍ର ମିଶ୍ର ପ୍ରମୁଖ ଉପସ୍ଥିତ ଥିଲେ । କୁମ୍ଭରାଜପୁର ଗ୍ରାମର ବ୍ରହ୍ମେଶ୍ୱର ମନ୍ଦିର, ୧୬ ନମ୍ବର ଜାତୀୟ ରାଜପଥରୁ କୁମ୍ଭରାଜପୁର ଗ୍ରାମକୁ ଯାତ୍ରାୟତ ହେଉଥିବା ଫୁଲନଖରା ଡିଷ୍ଟିଵ୍ୟୁଟାରୀ କେନାଲ ଉପରେ ଥିବା ବିପଦ ପୁର୍ଣ୍ଣ ବ୍ରିଜକୁ ଭଙ୍ଗାଯାଇ , ନୂତ ବ୍ରିଜ ନିର୍ମାଣ କରାଯିବା ସଂପର୍କରେ ଏକ ଦାବିପତ୍ର ଗ୍ରାମ ବାସୀଙ୍କ ପକ୍ଷରୁ, କଟକ ସଦର ବିଧାୟକଙ୍କୁ ଦେବାପାଇଁ ପୂର୍ବତନ କର୍ପୋରେଟର କୌଶିକ ଜେନାଙ୍କ ଜରିଆରେ ପ୍ରଦାନ କରାଯାଇଥିଲା ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ମା’ ବରୁଣେଇ ହୋଟେଲରେ ମିଳୁଛି  ଅପମିଶ୍ରଣ ଖାଦ୍ୟ : ପ୍ରଶାସନ ଜାଣି ଶୁଣି ଅନ୍ଧ

ମା’ ବରୁଣେଇ ହୋଟେଲରେ ମିଳୁଛି ଅପମିଶ୍ରଣ ଖାଦ୍ୟ : ପ୍ରଶାସନ ଜାଣି ଶୁଣି ଅନ୍ଧ

June 24, 2026
FTII and NTWB (Govt. Of India) to Host “UTKARSH 2026” — All Odisha Business Summit in Bhubaneswar on 28 June 2026

ଭୁବନେଶ୍ୱରରେ “ଉତ୍କର୍ଷ ୨୦୨୬”  ଅଲ୍  ଓଡ଼ିଶା ବ୍ୟବସାୟ ସମ୍ମିଳନୀ ଆୟୋଜନ କରିବେ ଭାରତ ସରକାରଙ୍କ ଏଫଟିଆଇଆଇ ଏବଂ ଏନଟିଡବ୍ଲୁବି

June 23, 2026

ଧନକଉଡ଼ା ସହରାଞ୍ଚଳ ଆୟୁଷ୍ମାନ ଆରୋଗ୍ୟ ମନ୍ଦିରରେ ଆନ୍ତର୍ଜାତିକ ଯୋଗ ଦିବସ ପାଳିତ

ଧନକଉଡ଼ା ସହରାଞ୍ଚଳ ଆୟୁଷ୍ମାନ ଆରୋଗ୍ୟ ମନ୍ଦିରରେ ଆନ୍ତର୍ଜାତିକ ଯୋଗ ଦିବସ ପାଳିତ

June 23, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ମା’ ବରୁଣେଇ ହୋଟେଲରେ ମିଳୁଛି  ଅପମିଶ୍ରଣ ଖାଦ୍ୟ : ପ୍ରଶାସନ ଜାଣି ଶୁଣି ଅନ୍ଧ

ମା’ ବରୁଣେଇ ହୋଟେଲରେ ମିଳୁଛି ଅପମିଶ୍ରଣ ଖାଦ୍ୟ : ପ୍ରଶାସନ ଜାଣି ଶୁଣି ଅନ୍ଧ

June 24, 2026
FTII and NTWB (Govt. Of India) to Host “UTKARSH 2026” — All Odisha Business Summit in Bhubaneswar on 28 June 2026

ଭୁବନେଶ୍ୱରରେ “ଉତ୍କର୍ଷ ୨୦୨୬”  ଅଲ୍  ଓଡ଼ିଶା ବ୍ୟବସାୟ ସମ୍ମିଳନୀ ଆୟୋଜନ କରିବେ ଭାରତ ସରକାରଙ୍କ ଏଫଟିଆଇଆଇ ଏବଂ ଏନଟିଡବ୍ଲୁବି

June 23, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version