• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଦୁର୍ଗମ ନୁଆଗଡ଼ ବ୍ଲକ ରେ ବାଜିଲା ଶଙ୍ଖନାଦ, ବିଜେଡ଼ି ର ମିଶ୍ରଣ ପର୍ବରେ ଯୋଗଦେଲେ ଶତାଧିକ କର୍ମୀ

Proprietor Abhimanyu Maharana by Proprietor Abhimanyu Maharana
August 31, 2023
in ଓଡ଼ିଶା, ଗଜପତି, ହୋମ୍
0
ଦୁର୍ଗମ ନୁଆଗଡ଼ ବ୍ଲକ ରେ ବାଜିଲା ଶଙ୍ଖନାଦ, ବିଜେଡ଼ି ର ମିଶ୍ରଣ ପର୍ବରେ ଯୋଗଦେଲେ ଶତାଧିକ କର୍ମୀ
Share on FacebookShare on TwitterWhatsapp

୩୧ଅଗଷ୍ଟ ୨୦୨୩ (ଓଡ଼ିଶା ତାଜା ନ୍ୟୁଜ ) ଆର, ଉଦୟଗିରି  :-> ଗତକାଲି ଗଜପତି ଜିଲ୍ଲା ନୁଆଗଡ଼ ବ୍ଲକ୍ ର ଦୁର୍ଗମ ଇଲାକା ଭାବେ ପରିଚିତ ଅନୁଗୁର ଗ୍ରାମପଞ୍ଚାୟତ ଅନ୍ତର୍ଗତ ଅନୁପୁର ଗ୍ରାମରେ ସୁନ୍ଦରଡ଼।ଙ୍ଗ ସରପଞ୍ଚ ତଥା ବରିଷ୍ଠ ନେତା ପ୍ରେମ୍ ମାଝୀ, ଓ ବ୍ଲକ୍ ସଭାପତି ଯହନ ମାଝୀ ଙ୍କ ନେତ୍ରୁତ୍ୱରେ ଗ୍ରାମର ୫୦ଗୋଟି ପରିବାରର ଜନସଂଖ୍ୟା ୨୫୦ ଜଣ ଗ୍ରାମବାସୀ ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସ୍ୱଛ ଶାସନ ରେ ଅନୁପ୍ରାଣୀତ ହୋଇ ଙ୍କଗ୍ରେସ ଦଳ ଛାଡି ବିଜୁ ଜନତା ଦଳରେ ସାମିଲ ହୋଇଛନ୍ତି ।ଉକ୍ତ ମିଶ୍ରଣ ପର୍ବରେ ମୁଖ୍ୟ ଅତିଥି ଭାବେ ଜିଲ୍ଲା ବିଜେଡ଼ି ସଭାପତି ଜଗବନ୍ଧୁ ଦାସ, ଜିଲ୍ଲା ପରିଷଦ ଅଧ୍ୟକ୍ଷ ଗାବରା ତିରୁପତି ରାଓ, ଜିଲ୍ଲା ବିଜେଡ଼ି ଉପସଭାପତି ତଥା ସ୍ୱତନ୍ତ୍ର ଆଦିବାସୀ ଉନ୍ନୟନ ପରିଷଦ ସଭ୍ୟ ଜେମ୍ସ୍ ରାଇକା, ସବିତା ଗମାଙ୍ଗ,

ଏମ ପି ପ୍ରତିନିଧି ରିଙ୍କୁ ପାଣି, ସ୍ଥାନୀୟ ପଞ୍ଚାୟତର ସରପଞ୍ଚ, ସମିତି ସଭ୍ୟ, ଟାଣ୍ଡ୍ରାଙ୍ଗ୍ ଗ୍ରାମର ଯୁବନେତା ପବିତ୍ର ପ୍ରଧାନ, ତଥା ବହୁ ବରିଷ୍ଠ କନିଷ୍ଠ ବହୁ ବିଜୁ ପରିବାରର ମାନ୍ୟଗଣ୍ୟ ବ୍ୟକ୍ତି ବିଶେଷ ଉପସ୍ଥିତ ଥିଲେ।ଗ୍ରାମବାସୀ ଙ୍କ ମତ ଅନୁସାରେ ସେମାନେ ଆଜକୁ ଦୀର୍ଘ ବର୍ଷ ହେଲା ଙ୍କଗ୍ରେସ ଗଡ଼ ଭାବେ ପରିଚିତ ଏହି ଗ୍ରାମଟି ରହିଥିଲା।କିନ୍ତୁ ପରିତାପର ବିଷୟ ଆମ ନିର୍ବାଚନ ମଣ୍ଡଳୀ ରେ ଙ୍କଗ୍ରେସ ବିଧାୟକ ଥାଇ ମଧ୍ୟ ଗ୍ରାମରେ କୌଣସି ଉନ୍ନୟନ ମୂଳକ କାର୍ଯ୍ୟ ହୋଇନାହିଁ ।

ଯାହାକି ଏଇ ଗ୍ରାମ ପାଇଁ ଦୁର୍ଭାଗ୍ୟଜନକ,କିନ୍ତୁ ମାନ୍ୟବର ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦୁର ଦ୍ରୃଷ୍ଟିରୁ ଗ୍ରାମ ପାଖ ଦେଇ ରାସ୍ତା ନିର୍ମାଣ, ଟାୱାର ନିର୍ମାଣ,5t ସ୍କୁଲ ନିର୍ମାଣ, ଏହି ସବୁ ଜନହିତକାରୀ ଯୋଜନା ର ଆଭିମୁଖ୍ୟ ନେଇ ସେହି ଗ୍ରାମବାସୀ ନିଜ ମତ ଅନୁସାରେ ବିଜୁଜନତା ଦଳରେ ସାମିଲ ହୋଇଛନ୍ତି ।ତତ୍ ସହିତ ଆଗାମୀ ଦିନରେ ତଳ ସ୍ତରରୁ ଦଳକୁ ସକ୍ରିୟ କରାଇ ଦଳସହ ଏକ ମନ ଏକ ପ୍ରାଣ ହୋଇ କାମ କରିବାକୁ ଉକ୍ତ ଗ୍ରାମର ଚାଳକ, ସମ୍ପାଦକ, ମହିଳା ଚାଳକ ତଥା ଗ୍ରାମର କର୍ମ କତ୍ତା ସମସ୍ତ ବୁଦ୍ଧିଜୀବୀ ମାନେ ସଙ୍କଳ୍ପ ନେଇଛନ୍ତି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଖଣ୍ଡପଡ଼ା ପଠାଣି ସାମନ୍ତ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ବନ୍ଦ କରିଛି ଜିଲ୍ଲା ପ୍ରଶାସନ

ଖଣ୍ଡପଡ଼ା ପଠାଣି ସାମନ୍ତ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ବନ୍ଦ କରିଛି ଜିଲ୍ଲା ପ୍ରଶାସନ

October 9, 2026
ଖଣ୍ଡପଡ଼ା ବ୍ଲକ ଅଧୀନ ବୋଦାସା ପଞ୍ଚାୟତରେ ପୂର୍ବତନ ବିଧାୟକ ସୌମ୍ୟରଂଜନ ପଟ୍ଟନାୟକଙ୍କ ପୌରହିତ୍ୟରେ ଏକ ସାଙ୍ଗଠନିକ ବୈଠକ ଅନୁଷ୍ଠିତ ହୋଇଯାଇଛି

ଖଣ୍ଡପଡ଼ା ବ୍ଲକ ଅଧୀନ ବୋଦାସା ପଞ୍ଚାୟତରେ ପୂର୍ବତନ ବିଧାୟକ ସୌମ୍ୟରଂଜନ ପଟ୍ଟନାୟକଙ୍କ ପୌରହିତ୍ୟରେ ଏକ ସାଙ୍ଗଠନିକ ବୈଠକ ଅନୁଷ୍ଠିତ ହୋଇଯାଇଛି

October 9, 2026
ରୋଜଗାର ନାହିଁ ଲୋକେ ଦାଦନ ମୁହାଁ….

ରୋଜଗାର ନାହିଁ ଲୋକେ ଦାଦନ ମୁହାଁ….

October 9, 2026
ୟୁକେର ୫୦ ଶ୍ରେଷ୍ଠ ଆକାଂକ୍ଷୀ ବ୍ୟବସାୟୀଙ୍କ ତାଲିକାରେ ଓଡ଼ିଆ ଉଦ୍ୟୋଗୀ ଅରୁଣ କର

ୟୁକେର ୫୦ ଶ୍ରେଷ୍ଠ ଆକାଂକ୍ଷୀ ବ୍ୟବସାୟୀଙ୍କ ତାଲିକାରେ ଓଡ଼ିଆ ଉଦ୍ୟୋଗୀ ଅରୁଣ କର

October 9, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଖଣ୍ଡପଡ଼ା ପଠାଣି ସାମନ୍ତ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ବନ୍ଦ କରିଛି ଜିଲ୍ଲା ପ୍ରଶାସନ

ଖଣ୍ଡପଡ଼ା ପଠାଣି ସାମନ୍ତ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ବନ୍ଦ କରିଛି ଜିଲ୍ଲା ପ୍ରଶାସନ

October 9, 2026
ଖଣ୍ଡପଡ଼ା ବ୍ଲକ ଅଧୀନ ବୋଦାସା ପଞ୍ଚାୟତରେ ପୂର୍ବତନ ବିଧାୟକ ସୌମ୍ୟରଂଜନ ପଟ୍ଟନାୟକଙ୍କ ପୌରହିତ୍ୟରେ ଏକ ସାଙ୍ଗଠନିକ ବୈଠକ ଅନୁଷ୍ଠିତ ହୋଇଯାଇଛି

ଖଣ୍ଡପଡ଼ା ବ୍ଲକ ଅଧୀନ ବୋଦାସା ପଞ୍ଚାୟତରେ ପୂର୍ବତନ ବିଧାୟକ ସୌମ୍ୟରଂଜନ ପଟ୍ଟନାୟକଙ୍କ ପୌରହିତ୍ୟରେ ଏକ ସାଙ୍ଗଠନିକ ବୈଠକ ଅନୁଷ୍ଠିତ ହୋଇଯାଇଛି

October 9, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version