• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଜଳବନ୍ଦୀ ରେ ବରମୂଳ ଗ୍ରାମ : ଘରେ ଘରେ ପାଣି ପଶି ଥିବାରୁ ଜନ ଜୀବନ ଅସ୍ତ ବ୍ଯସ୍ତ

Proprietor Abhimanyu Maharana by Proprietor Abhimanyu Maharana
September 5, 2023
in ଓଡ଼ିଶା, ନୟାଗଡ଼ ନିଉଜ୍, ହୋମ୍
0
ଜଳବନ୍ଦୀ ରେ ବରମୂଳ ଗ୍ରାମ : ଘରେ ଘରେ ପାଣି ପଶି ଥିବାରୁ ଜନ ଜୀବନ ଅସ୍ତ ବ୍ଯସ୍ତ
Share on FacebookShare on TwitterWhatsapp

ଘଟଣା ସୋସିଆଲ୍ ମିଡିଆରେ ଖବର ପ୍ରସାରଣ ହେଲେ ମଧ୍ୟ କୈଣସି ସରକାରୀ ବା ପ୍ରଶାସନ ର ଖାତିରି ନାହିଁ ।

୫ ସେପ୍ଟେମ୍ବର ୨୦୨୩ (ଓଡ଼ିଶା ତାଜା ନ୍ୟୁଜ ) ରଣପୁର :-> ରଣପୁର ବ୍ଳକ ଗୋପାଳ ପୁର ପଞ୍ଚାୟତ ଅଧିନସ୍ଥ ବଡବରମୃଳ ଗ୍ରାମ ର ଅବସ୍ଥା ଖରାପ । ଗ୍ରାମ ଭିତରେ ଏକ ବନ୍ଯା ଦେଖି ବାକୁ ମିଳିଥିଲା । ଘରେ ଘରେ ପାଣି ପଶି ଥିବାରୁ ଜନ ଜୀବନ ଅସ୍ତ ବ୍ଯସ୍ତ । ଚାନ୍ଦପୁର ରୁ ସୁନାଖଳା ରାସ୍ତା ମଧ୍ୟରେ ବରମୂଳ ଛକ ରୁ ପାମ୍ପଡା ରାସ୍ତା ଉପରେ କଲ୍ ଭଟ୍ କାମ ଅଧାପନ୍ତରିଆ ହୋଇ ପଡିଛି । ମୁଖ୍ୟ ରାସ୍ତା ପାଣି ସବୁ ଗ୍ରାମରେ ପଶିବାରୁ ପାଣି ଜମା ହୋଇ ରହିଲା ।

ଲୋକ ମାନେ ଘରୁ ବହାରି ପାରୁନାହାନ୍ତି । ଏସବୁ ଘଟଣା ସୋସିଆଲ୍ ମିଡିଆରେ ଖବର ପ୍ରସାରଣ ହେଲେ ମଧ୍ୟ କୈଣସି ସରକାରୀ ବା ପ୍ରଶାସନ ର ଖାତିରି ନାହିଁ । ଜନସାଧାରଣ ଅସନ୍ତୋଷ ପ୍ରକାଶ କରୁଛନ୍ତି । ଯଦି ସରକାର ପଦକ୍ଷେପ ନ ନିଅନ୍ତି । ଆଗାମୀ ଦିନ ରେ ଆନ୍ଦୋଳନ ଜୋର୍ ହେବ ବୋଲି ଜିଲ୍ଲା କଂଗ୍ରେସ ସାଧରଣ ସମ୍ପାଦକ ବାଳକୃଷ୍ଣ ଷଡ଼ଙ୍ଗୀ ଚେତାବନୀ ଦେଇଛନ୍ତି । 

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
“ଚିନ୍ମୟ ମିଶନ ପକ୍ଷରୁ ଯୁବ ସଶକ୍ତିକରଣ କାର୍ଯ୍ୟକ୍ରମ”

“ଚିନ୍ମୟ ମିଶନ ପକ୍ଷରୁ ଯୁବ ସଶକ୍ତିକରଣ କାର୍ଯ୍ୟକ୍ରମ”

June 29, 2026
ମହୀତମା ପୀଠରେ ମହାମିଳନ : ଏକାଠି ହେଲା ନଅ ରାଜ୍ୟ ଗୋପଗୋପାଳ ସମାଜ

ମହୀତମା ପୀଠରେ ମହାମିଳନ : ଏକାଠି ହେଲା ନଅ ରାଜ୍ୟ ଗୋପଗୋପାଳ ସମାଜ

June 28, 2026
ସମଲେଶ୍ୱରୀ ପୀଠରେ “ସାତବହନୀ” ଭଜନ ସନ୍ଧ୍ୟା : ଲୋକଗୀତ ଓ ଲୋକବାଦ୍ୟର ଅପୂର୍ବ ସମ୍ମିଶ୍ରଣ

ସମଲେଶ୍ୱରୀ ପୀଠରେ “ସାତବହନୀ” ଭଜନ ସନ୍ଧ୍ୟା : ଲୋକଗୀତ ଓ ଲୋକବାଦ୍ୟର ଅପୂର୍ବ ସମ୍ମିଶ୍ରଣ

June 28, 2026
ତିନିରଥର ସିଂହାସନ ବେଦୀ ନିର୍ମାଣ ଶେଷ ପର୍ଯ୍ୟାୟରେ : ବେଦୀରେ ପଟା ପଡ଼ିବା କାର୍ଯ୍ୟ ଜାରୀ

ତିନିରଥର ସିଂହାସନ ବେଦୀ ନିର୍ମାଣ ଶେଷ ପର୍ଯ୍ୟାୟରେ : ବେଦୀରେ ପଟା ପଡ଼ିବା କାର୍ଯ୍ୟ ଜାରୀ

June 28, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

“ଚିନ୍ମୟ ମିଶନ ପକ୍ଷରୁ ଯୁବ ସଶକ୍ତିକରଣ କାର୍ଯ୍ୟକ୍ରମ”

“ଚିନ୍ମୟ ମିଶନ ପକ୍ଷରୁ ଯୁବ ସଶକ୍ତିକରଣ କାର୍ଯ୍ୟକ୍ରମ”

June 29, 2026
ମହୀତମା ପୀଠରେ ମହାମିଳନ : ଏକାଠି ହେଲା ନଅ ରାଜ୍ୟ ଗୋପଗୋପାଳ ସମାଜ

ମହୀତମା ପୀଠରେ ମହାମିଳନ : ଏକାଠି ହେଲା ନଅ ରାଜ୍ୟ ଗୋପଗୋପାଳ ସମାଜ

June 28, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version