• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ପିତୃମାତୃହୀନ ଓ ଏକକ ଅଭିଭାବକ ଶିଶୁଙ୍କ ଚିହ୍ନଟକରଣ ନିମନ୍ତେ ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ୍ ତରଫରୁ ମୋହନା ବ୍ଲକ ର ସମସ୍ତ ଅଙ୍ଗନବାଡି କର୍ମୀଙ୍କୁ ପ୍ରାକ ତାଲିମ ପ୍ରଦାନ

Proprietor Abhimanyu Maharana by Proprietor Abhimanyu Maharana
September 6, 2023
in ଓଡ଼ିଶା, ଗଜପତି, ହୋମ୍
0
ପିତୃମାତୃହୀନ ଓ ଏକକ ଅଭିଭାବକ ଶିଶୁଙ୍କ ଚିହ୍ନଟକରଣ ନିମନ୍ତେ ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ୍ ତରଫରୁ ମୋହନା ବ୍ଲକ ର ସମସ୍ତ ଅଙ୍ଗନବାଡି କର୍ମୀଙ୍କୁ ପ୍ରାକ ତାଲିମ ପ୍ରଦାନ
Share on FacebookShare on TwitterWhatsapp

୬ ସେପ୍ଟେମ୍ବର ୨୦୨୩ (ଓଡ଼ିଶା ତାଜା ନ୍ୟୁଜ ) ଆର, ଉଦୟଗିରି  :-> ମୋହନା ବ୍ଲକର ପିତୃମାତୃହୀନ ଶିଶୁ ମ।ନେ ବିପଦ ସଙ୍କୁଳ ଅବସ୍ତାରେ ରହୁଥିବା କଥା ବିଭିନ୍ନ ସମୟରେ ଗଣମାଧ୍ୟମ ଦ୍ବାରା ପ୍ରକାଶିତ ହେବାଫଳରେ ଗଜପତି ଜିଲ୍ଲାପାଳ ଏହାକୁ ଅତି ଗୁରୁତ୍ବ ଭାବେ ଗ୍ରହଣକରି ପିତୃମାତୃହୀନ ଓ ଏକକ ଅଭିଭାବକ ଶିଶୁଙ୍କ ପୁନଃ ଚିହ୍ନଟକରଣ ନିମନ୍ତେ ନିର୍ଦେଶ ଦେଇଛନ୍ତି । ସୂଚନା ଥାଉକି ୨୦୧୯ ମସିହାରେ ପ୍ରଥମ ଥରପାଇଁ ପିତୃମାତୃହିନ ଶିଶୁ ମାନଙ୍କୁ ସାରା ଜିଲ୍ଲାରେ ଚିହ୍ନଟକରଣ କରାଯାଇଥିଲା । ଉପରୋକ୍ତ ବିଷୟଟି ସମ୍ବେଦନଶୀଳ ହୋଇଥିବାରୁ ଏବଂ ଏହି ଚିହ୍ନଟକରଣ ପ୍ରକ୍ରିୟାଟି ଅଙ୍ଗନବାଡି କର୍ମୀଙ୍କ ଦ୍ବାରା କରାଯିବା ପାଇଁ ରାଜ୍ୟ ସରକାରଙ୍କ ଦ୍ବାରା ପ୍ରସ୍ତାବ ଥିବାରୁ, ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ୍ ତରଫରୁ ଗତ ତା ୨୧ ଠାରୁ ୨୫ ଅଗଷ୍ଠ ୨୦୨୩ ରିଖ ପର୍ଯନ୍ତ ଦୀର୍ଘ ୫ ଦିନ ଧରି ମୋହନା ବ୍ଲକ କଲ୍ୟାଣ ମଣ୍ଡପ ସଭାଗୃହ ଠାରେ ବ୍ଲକର ସମସ୍ତ ଅଙ୍ଗନବାଡି କର୍ମୀମାନଙ୍କୁ ନେଇ ପିତୃମାତୃହିନ ଶିଶୁଙ୍କ ଚିହ୍ନଟ ପାଇଁ ପ୍ରାକ ତାଲିମ ପ୍ରଦାନ କରାଯାଇଛି ।

ତାଲିମ ଦେବାର ମୁଖ୍ୟ ଉଦ୍ଦେଶ ହେଉଛି ଯେ ଅଙ୍ଗନବାଡି କର୍ମୀମାନେ ନିଜ ନିଜ ଅଞ୍ଚଳରେ ଥିବା ପିତୃମାତୃହୀନ ଓ ଏକକ ଅଭିଭାବକ ଥିବା ଶିଶୁଙ୍କୁ କିପରି ଚିହ୍ନଟ କରିବେ ଏବଂ ସେମାନଙ୍କର ସବିଶେଷ ତଥ୍ୟ କିପରି ପ୍ରଦାନ କରାଯିବା ତାହାରି ଉପରେ ଜିଲ୍ଲା ପ୍ରଶାସନ ପାଞ୍ଚ ଦିନିଆ ପ୍ରାକ ତାଲିମ ଆୟୋଜନ କରିଥିଲେ, ଯେଉଥିରେ କି ୬୨୨ ଜଣ ଅଙ୍ଗନବଡି କର୍ମୀ ତାଲିମ ନେବା ପରେ କାର୍ଯ୍ୟ ଆରମ୍ଭ କରିଛନ୍ତି । ଚିହ୍ନଟ ପରେ ଶିଶୁମାନଙ୍କୁ ରାଜ୍ୟ ସରକାରଙ୍କ ବିଭିନ୍ନ ଯୋଜନାରେ ଅନ୍ତର୍ଭୁକ୍ତ କରାଯାଇ ତୁରନ୍ତ ଥଇଥାନ କରାଯିବାପାଇଁ ବ୍ୟବସ୍ଥା କରାଯିବ ବୋଲି ଜିଲ୍ଲା ଶିଶୁ ସୁରକ୍ଷ। ୟୁନିଟ୍ ତରଫରୁ ନିସ୍ପତି ହୋଇଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଚାରି ଦଫା ଦାବିନେଇ ଓଡିଶା ବନ୍ଦ

ଚାରି ଦଫା ଦାବିନେଇ ଓଡିଶା ବନ୍ଦ

October 8, 2026
ବିରିଡି ବ୍ଲକ ରେ ସେବା ସଂକଳ୍ପ ଅଭିଯାନ

ବିରିଡି ବ୍ଲକ ରେ ସେବା ସଂକଳ୍ପ ଅଭିଯାନ

October 8, 2026
ଇଣ୍ଡିଆ ମେଣ୍ଟ ର “୮ ଅକ୍ଟୋବର ଓଡ଼ିଶା ବନ୍ଦ କୁ ରଣପୁର ଓ ସୁନାଖଳା ଠାରେ ବିପୁଳ ସମର୍ଥନ

ଇଣ୍ଡିଆ ମେଣ୍ଟ ର “୮ ଅକ୍ଟୋବର ଓଡ଼ିଶା ବନ୍ଦ କୁ ରଣପୁର ଓ ସୁନାଖଳା ଠାରେ ବିପୁଳ ସମର୍ଥନ

October 8, 2026
ଖୋର୍ଦ୍ଧାରୋଡ଼ ମଣ୍ଡଳରେ ବରିଷ୍ଠ ମଣ୍ଡଳ ବାଣିଜ୍ୟ ପ୍ରବନ୍ଧକ ଶ୍ରୀ ଅନିଲ କୁମାର ଏସ୍‌ଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା

Farewell Felicitation Held for Sr. Divisional Commercial Manager, Anil Kumar S, IRTS at Khurda Road Division

October 8, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଚାରି ଦଫା ଦାବିନେଇ ଓଡିଶା ବନ୍ଦ

ଚାରି ଦଫା ଦାବିନେଇ ଓଡିଶା ବନ୍ଦ

October 8, 2026
ବିରିଡି ବ୍ଲକ ରେ ସେବା ସଂକଳ୍ପ ଅଭିଯାନ

ବିରିଡି ବ୍ଲକ ରେ ସେବା ସଂକଳ୍ପ ଅଭିଯାନ

October 8, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version