• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ରା.ଉଦୟଗିରି ବ୍ଲକସ୍ତରୀୟ କ୍ରୀଡା ଓ ଆଥଲେଟିକ୍ସ ଚୟନ ଶିବିର ଉଦଯାପନୀ ଉତ୍ସବ

Proprietor Abhimanyu Maharana by Proprietor Abhimanyu Maharana
September 6, 2023
in ଓଡ଼ିଶା, ଗଜପତି, ମହାନଗର, ହୋମ୍
0
ରା.ଉଦୟଗିରି ବ୍ଲକସ୍ତରୀୟ କ୍ରୀଡା ଓ ଆଥଲେଟିକ୍ସ ଚୟନ ଶିବିର ଉଦଯାପନୀ ଉତ୍ସବ
Share on FacebookShare on TwitterWhatsapp

୬ ସେପ୍ଟେମ୍ବର ୨୦୨୩ (ଓଡ଼ିଶା ତାଜା ନ୍ୟୁଜ ) ଆର,ଉଦୟଗିରି :-> ଶନିବାର ଦିନ ଆର, ଉଦୟଗିରି ବ୍ଲକ ସରକାରୀ ଉଚ୍ଚ ବିଦ୍ୟାଳୟ, ଛେଳିଗଡଠାରେ ବ୍ଲକସ୍ତରୀୟ କ୍ରୀଡା ଓ ଆଥଲେଟିକ୍ସ ଚୟନ ଶିବିର ଉଦଯାପନୀ ଉତ୍ସବ ଅନୁଷ୍ଠିତ ହୋଇଯାଇଛି l ଏହି ପ୍ରତିଯୋଗିତା 2 ଦିନ ଧରି ଚାଲୁ ରହିଥିଲା l ଏହି ପ୍ରତିଯୋଗିତାରେ 750ରୁ ଉର୍ଦ୍ଧ୍ୱ ଛାତ୍ରଛାତ୍ରୀ ଅଂଶଗ୍ରହଣ କରିଥିଲେ l ଏଥିରେ ବ୍ଲକରୁ ସରକାରୀ ଉଚ୍ଚ ବିଦ୍ୟାଳୟ ସମେତ ଆଦର୍ଶ ବିଦ୍ୟାଳୟର ପ୍ରତିଯୋଗୀମାନେ ଅଂଶଗ୍ରହଣ କରିବା ସହ ତନ୍ମଧ୍ୟରୁ 100ରୁ ଉର୍ଦ୍ଧ୍ୱ ଯୋଗ୍ୟ ବିବେଚିତ ହୋଇ ଆସନ୍ତା 8 ସେପ୍ଟେମ୍ବରରେ ଗାରାବନ୍ଧରେ ହେବାକୁ ଥିବା ଜିଲ୍ଲାସ୍ତରୀୟ କ୍ରୀଡା ପ୍ରତିଯୋଗିତାରେ ଭାଗ ନେବେ l

ଆଜିର ଏହି ଉଦଯାପନୀ ଉତ୍ସବରେ ବ୍ଲକ ଶିକ୍ଷାଧିକାରି ଶ୍ରୀଯୁକ୍ତ ବୀରେନ୍ଦ୍ର ମଣ୍ଡଳ ଓ ଅତିରିକ୍ତ ଶିକ୍ଷାଧିକାରି ଶ୍ରୀଯୁକ୍ତ ଯୁଧିଷ୍ଠିର ବେହେରା ମୁଖ୍ୟ ଅତିଥି ରୂପେ ଯୋଗଦାନ କରି ଛାତ୍ର ଜୀବନରେ କ୍ରୀଡା ଓ ଶାରୀରିକ ଶିକ୍ଷାର ମହତ୍ୱ ଉପରେ ଗୁରୁତ୍ୱାରୋପ କରିବା ସହ ପ୍ରତିଯୋଗୀମାନଙ୍କୁ ଉତ୍ସାହିତ କରିଥିଲେ l ଏହି କାର୍ଯ୍ୟକ୍ରମକୁ ସ୍ଥାନୀୟ ସରକାରୀ ଉଚ୍ଚ ବିଦ୍ୟାଳୟର ସହକାରୀ ଶିକ୍ଷକ ଶ୍ରୀଯୁକ୍ତ ବନମାଳୀ ବଡରଇତ,

କ୍ରୀଡାଶିକ୍ଷକ ଶ୍ରୀଯୁକ୍ତ ସୁଶାନ୍ତ କୁମାର ପ୍ରଧାନ ଏବଂ ରାମଗିରି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର କ୍ରୀଡା ଶିକ୍ଷକ ଶ୍ରୀଯୁକ୍ତ ମାଧବ ଖୁଣ୍ଟିଆ ପ୍ରମୁଖ ଭୂମିକା ନେଇ ସଫଳ କରାଇଥିଲେ l ଏତଦ ସମେତ ବିଦ୍ୟାଳୟର ଅନ୍ୟ ସମସ୍ତ ଶିକ୍ଷକଶିକ୍ଷୟତ୍ରୀ ଓ ଅନ୍ୟ ବିଦ୍ୟାଳୟରୁ ଆସିଥିବା କ୍ରୀଡା ଶିକ୍ଷକ ମାନଙ୍କ ସମ୍ପୂର୍ଣ ସହଯୋଗରେ ଉଦଯାପନୀ ଉତ୍ସବର ସଫଳ ପରିସମାପ୍ତି ଘଟିଥିଲା l ଏହି କାର୍ଯ୍ୟକ୍ରମ ଜିଲ୍ଲା ଶିକ୍ଷାଧିକାରୀଙ୍କ ପୂର୍ଣ୍ଣ ସହଯୋଗରେ ଅନୁଷ୍ଠିତ ହୋଇଥିଲା l

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ତିନିରଥର ସିଂହାସନ ବେଦୀ ନିର୍ମାଣ ଶେଷ ପର୍ଯ୍ୟାୟରେ : ବେଦୀରେ ପଟା ପଡ଼ିବା କାର୍ଯ୍ୟ ଜାରୀ

ତିନିରଥର ସିଂହାସନ ବେଦୀ ନିର୍ମାଣ ଶେଷ ପର୍ଯ୍ୟାୟରେ : ବେଦୀରେ ପଟା ପଡ଼ିବା କାର୍ଯ୍ୟ ଜାରୀ

June 28, 2026
ଭାରତର ସର୍ବବୃହତ ଆନିମେସନ୍‌ ଟ୍ରେଲର ଉନ୍ମୋଚନ ସହିତ ମହାପ୍ରଭୁ ଜଗନ୍ନାଥ ଇତିହାସ ରଚିଲେ

ଭାରତର ସର୍ବବୃହତ ଆନିମେସନ୍‌ ଟ୍ରେଲର ଉନ୍ମୋଚନ ସହିତ ମହାପ୍ରଭୁ ଜଗନ୍ନାଥ ଇତିହାସ ରଚିଲେ

June 28, 2026
ପୁନଃଅବସ୍ଥାପିତ ହେଲେ ବରିଷ୍ଠ ଅଧ୍ୟାପକ ଡ଼ ବାନାମ୍ବର ପୃଷ୍ଟି

ପୁନଃଅବସ୍ଥାପିତ ହେଲେ ବରିଷ୍ଠ ଅଧ୍ୟାପକ ଡ଼ ବାନାମ୍ବର ପୃଷ୍ଟି

June 28, 2026
ରାଜସୁନାଖଳା ଫାଣ୍ଡିରେ ଯୋଗ ଦେଲେ ନୂତନ ଅଧିକାରୀ

ରାଜସୁନାଖଳା ଫାଣ୍ଡିରେ ଯୋଗ ଦେଲେ ନୂତନ ଅଧିକାରୀ

June 28, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ତିନିରଥର ସିଂହାସନ ବେଦୀ ନିର୍ମାଣ ଶେଷ ପର୍ଯ୍ୟାୟରେ : ବେଦୀରେ ପଟା ପଡ଼ିବା କାର୍ଯ୍ୟ ଜାରୀ

ତିନିରଥର ସିଂହାସନ ବେଦୀ ନିର୍ମାଣ ଶେଷ ପର୍ଯ୍ୟାୟରେ : ବେଦୀରେ ପଟା ପଡ଼ିବା କାର୍ଯ୍ୟ ଜାରୀ

June 28, 2026
ଭାରତର ସର୍ବବୃହତ ଆନିମେସନ୍‌ ଟ୍ରେଲର ଉନ୍ମୋଚନ ସହିତ ମହାପ୍ରଭୁ ଜଗନ୍ନାଥ ଇତିହାସ ରଚିଲେ

ଭାରତର ସର୍ବବୃହତ ଆନିମେସନ୍‌ ଟ୍ରେଲର ଉନ୍ମୋଚନ ସହିତ ମହାପ୍ରଭୁ ଜଗନ୍ନାଥ ଇତିହାସ ରଚିଲେ

June 28, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version