• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦସ୍ତଖତକୁ ନେଇ ସେ କରିଛନ୍ତି ସନ୍ଦେହ : ସୌମ୍ୟ ରଞ୍ଜନ କହିଛନ୍ତି, ମୁଖ୍ୟମନ୍ତ୍ରୀଙ୍କ ଦସ୍ତଖତ ଅସଲି ନା ନକଲି

Proprietor Abhimanyu Maharana by Proprietor Abhimanyu Maharana
September 12, 2023
in ଓଡ଼ିଶା, ଖୋର୍ଦ୍ଧା, ମହାନଗର, ରାଜନୀତି, ହୋମ୍
0
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦସ୍ତଖତକୁ ନେଇ ସେ କରିଛନ୍ତି ସନ୍ଦେହ : ସୌମ୍ୟ ରଞ୍ଜନ କହିଛନ୍ତି, ମୁଖ୍ୟମନ୍ତ୍ରୀଙ୍କ ଦସ୍ତଖତ ଅସଲି ନା ନକଲି
Share on FacebookShare on TwitterWhatsapp

୧୨ ସେପ୍ଟେମ୍ବର ୨୦୨୩ (ଓଡ଼ିଶା ତାଜା ନ୍ୟୁଜ ) ବରିଷ୍ଠ ବିଜେଡି ନେତା ତଥା ଖଣ୍ଡପଡ଼ା ବିଧାୟକ ସୌମ୍ୟ ରଞ୍ଜନ ପଟ୍ଟନାୟକଙ୍କୁ ଦଳର ଉପସଭାପତି ପଦରୁ ହଟାଇ ଦିଆଯାଇଛି । ବିଜେଡି ସୁପ୍ରିମୋଙ୍କ ଦସ୍ତଖତରେ ଦୁଇ ଧାଡ଼ିଆ ନିର୍ଦ୍ଦେଶନାମା ପ୍ରକାଶ ପାଇଛି । ସେଥିରେ ସୌମ୍ୟ ରଞ୍ଜନ ପଟ୍ଟନାୟକଙ୍କୁ ଉପସଭାପତି ପଦରୁ ହଟାଇ ଦିଆଯାଇଥିବା ଉଲ୍ଲେଖ କରାଯାଇଥିବା ଦେଖିବାକୁ ମିଳିଛି । ବହିଷ୍କାର ନିର୍ଦ୍ଦେଶନାମାରେ ଥିବା ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦସ୍ତଖତକୁ ନେଇ ସେ କରିଛନ୍ତି ସନ୍ଦେହ। ଆଉ କହିଛନ୍ତି, ମୁଖ୍ୟମନ୍ତ୍ରୀଙ୍କ ଦସ୍ତଖତ ଅସଲି ନା ନକଲି।

ସୌମ୍ୟ କହିଛନ୍ତି, ସଭାପତିଙ୍କର ଏହା ଇଚ୍ଛାଧୀନ ବ୍ୟାପାର । ସଭାପତି ହିସାବରେ କାହାକୁ ସହଯୋଗୀ କାର୍ଯ୍ୟକର୍ତ୍ତା ଭାବେ ନେବେ, ତାହା ତାଙ୍କର ସମ୍ପୂର୍ଣ୍ଣ ଇଚ୍ଛାଧୀନ । ସେମାନେ ଉପସଭାପତି ଦାୟିତ୍ୱ ଦେଇଥିଲେ, ଏବେ କାର୍ଯ୍ୟରୁ ଅନ୍ତର କରିଦେଲେ । ଏଥିରେ ବିଶେଷ କିଛି ଅସ୍ୱାଭାବିକତା ନାହିଁ । ଶ୍ରୀ ପଟ୍ଟନାୟକ କହିଛନ୍ତି, ଉପସଭାପତି ପଦ ହରାଇବା ପରେ ମୁଁ କିଛି ହରାଇଛି ବୋଲି ଭାବୁନି । କାରଣ ଉପସଭାପତି ହିସାବରେ ମୁଁ କ’ଣ କରୁଥିଲି ଯେ, ହରାଇଛି ବୋଲି କହିବି । ଅନେକ ଗୁଡ଼ିଏ ପଦ ପଦବୀରେ ଆମ ଦଳର ଅନେକ ଲୋକ ଅଛନ୍ତି ।

ସେମାନେ ପ୍ରାୟତଃ କିଛି କରନ୍ତି ନାହିଁ । ତେଣୁ ସେହି ପଦଟା କେବଳ ଆଳଙ୍କାରିକ ଭାବେ ଥିଲା । ତେଣୁ ଏହାକୁ ହରାଇବା ହିସାବରେ ମୁଁ ଗ୍ରହଣ କରୁନି । କିନ୍ତୁ ଗୋଟିଏ ଉଲ୍ଲେଖନୀୟ କଥା ହେଲା, ମୋତେ ଅନ୍ତର କରିବା ପାଇଁ ଦିଆଯାଇଥିବା ନିର୍ଦ୍ଦେଶନାମାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କର ଦସ୍ତଖତ ରହିଛି । ସେହି ଦସ୍ତଖତଟି ଅସଲି ନା ନକଲି, ତାହା ସନ୍ଦେହ ହେଉଛି । ସେ ଆହୁରି କହିଛନ୍ତି, ଗୋଟିଏ ସପ୍ତାହ ତଳେ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କୁ ଭେଟିବା ପାଇଁ ଦୁଇ ମିନିଟ୍ ସମୟ ମାଗିଥିଲି । ମୋତେ ସମୟ ମିଳିଲା ନାହିଁ । କିନ୍ତୁ ତା’ ବଦଳରେ ଏ ବରଖାସ୍ତ ନିର୍ଦ୍ଦେଶନାମା ମିଳିଛି । ତେଣୁ ସେଥିରୁ ମୋର ସନ୍ଦେହ ହେଉଛି, ସେହି ଦସ୍ତଖତଟି ନକଲି ନା ଅସଲି । ଏହାଛଡ଼ା ଅନ୍ୟ କିଛି ମୋର କହିବାର ନାହିଁ ବୋଲି ଶ୍ରୀ ପଟ୍ଟନାୟକ କହିଛନ୍ତି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
HATSUN AGRO PRODUCT LTD. PARTNERS WITH GOVERNMENT OF ODISHA AND STATE BANK OF INDIA TO LAUNCH ‘GO-DHAN’ TO EMPOWER DAIRY FARMERS

‘ଗୋ-ଧନ’ ଜରିଆରେ ଓଡ଼ିଶାର ଦୁଗ୍ଧଚାଷୀଙ୍କୁ ସଶକ୍ତ କରିବ ହଟ୍‌ସନ୍ ଏଗ୍ରୋ

September 28, 2026

New Delhi hosts 3rd World Peace Conclave

ନୂଆଦିଲ୍ଲୀରେ ତୃତୀୟ ବିଶ୍ୱ ଶାନ୍ତି ସମ୍ମିଳନୀ ଆୟୋଜିତ

September 28, 2026
New Delhi hosts 3rd World Peace Conclave

New Delhi hosts 3rd World Peace Conclave

September 28, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

HATSUN AGRO PRODUCT LTD. PARTNERS WITH GOVERNMENT OF ODISHA AND STATE BANK OF INDIA TO LAUNCH ‘GO-DHAN’ TO EMPOWER DAIRY FARMERS

‘ଗୋ-ଧନ’ ଜରିଆରେ ଓଡ଼ିଶାର ଦୁଗ୍ଧଚାଷୀଙ୍କୁ ସଶକ୍ତ କରିବ ହଟ୍‌ସନ୍ ଏଗ୍ରୋ

September 28, 2026
HATSUN AGRO PRODUCT LTD. PARTNERS WITH GOVERNMENT OF ODISHA AND STATE BANK OF INDIA TO LAUNCH ‘GO-DHAN’ TO EMPOWER DAIRY FARMERS

HATSUN AGRO PRODUCT LTD. PARTNERS WITH GOVERNMENT OF ODISHA AND STATE BANK OF INDIA TO LAUNCH ‘GO-DHAN’ TO EMPOWER DAIRY FARMERS

September 28, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version