• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ରାଷ୍ଟ୍ରୀୟ ପୋଷଣ ସପ୍ତାହ : ବେଦାନ୍ତ ଆଲୁମିନିୟମ କ୍ଷୁଧାମୁକ୍ତ ସମାଜ ଗଠନ ପାଇଁ ପ୍ରୟାସ ଜାରି ରଖିଛି

Proprietor Abhimanyu Maharana by Proprietor Abhimanyu Maharana
September 12, 2023
in ଓଡ଼ିଶା, ଖୋର୍ଦ୍ଧା, ମହାନଗର, ହୋମ୍
0
ରାଷ୍ଟ୍ରୀୟ ପୋଷଣ ସପ୍ତାହ : ବେଦାନ୍ତ ଆଲୁମିନିୟମ କ୍ଷୁଧାମୁକ୍ତ ସମାଜ ଗଠନ ପାଇଁ ପ୍ରୟାସ ଜାରି ରଖିଛି
Share on FacebookShare on TwitterWhatsapp

ଆଗାମୀ ବେଦାନ୍ତ ଦିଲ୍ଲୀ ହାଫ ମାରାଥନ ୨୦୨୩ରେ କଂପାନି ଏହି ଅବସରରେ ଅନେକ ସଚେତନତା କାର୍ଯ୍ୟକ୍ରମ ପରିଚାଳନା କରିଛି .

୧୨ ସେପ୍ଟେମ୍ବର ୨୦୨୩ (ଓଡ଼ିଶା ତାଜା ନ୍ୟୁଜ ) ଭୁବନେଶ୍ୱର :-> ବେଦାନ୍ତ ଆଲୁମିନିୟମ ଭାରତର ବୃହତ ଆଲୁମିନିୟମ ଉତ୍ପାଦକ ରାଷ୍ଟ୍ରୀୟ ପୋଷଣ ସପ୍ତାହ ପାଳନ କରି ଏହାର କର୍ମଚାରୀ, ସେମାନଙ୍କ ପରିବାର ଓ ଗୋଷ୍ଠୀର ସଦସ୍ୟମାନଙ୍କୁ ପୁଷ୍ଟିକର ଅଭ୍ୟାସର ଆବଶ୍ୟକତା ଉପରେ ସଚେତନ କରାଇଥିଲା । ଗୋଷ୍ଠୀର ଯୋଗଦାନ ଓ ଏହି ପଦକ୍ଷେପରେ ଅଂଶଗ୍ରହଣକୁ ବଢାଇବା ଲାଗି କମ୍ପାନି ଏହାର ସଚେତନତା ପ୍ରୟାସକୁ ରନ ଫର ଜିରୋ ହଙ୍ଗର (କ୍ଷୁଧା ମୁକ୍ତ ପାଇଁ ଯାତ୍ରା ) ଅଭିଯାନ ସହ ଏକୀକୃତ କରିଛି ଓ ଏଥିପାଇଁ ଦିଲ୍ଲୀ ହାଫ ମାରାଥନ ୨୦୨୩ର ଏକ ସାମାଜିକ ପ୍ରଭାବର ପ୍ରସାର ଯୋଜନା ଲକ୍ଷ୍ୟ ରଖିଛି ।

ରାଷ୍ଟ୍ରୀୟ ପୋଷଣ ସପ୍ତାହ ଅବସରରେ କମ୍ପାନି ଏହାର କାର୍ଯ୍ୟକ୍ରମରେ ଏହି ପଦକ୍ଷେପକୁ ସମର୍ଥନ କରିବା ଲାଗି ବହୁ ପ୍ରକାର କାର୍ଯ୍ୟକ୍ରମ ଆୟୋଜନ କରିଥିଲା । ଓଡ଼ିଶାର ଝାରସୁଗୁଡ଼ାରେ ଥିବା ଆଲୁମିନିୟମ ସ୍ମେଲଟର, ଲାଂଜିଗଡ଼ର ବିଶ୍ୱସ୍ତରୀୟ ଆଲୁମିନା ରିଫାଇନାରୀ ଓ ଛତିଶଗଡ଼ର ଭାରତର ଆଇକନିକ ଆଲୁମିନିୟମ ଉତ୍ପାଦକ ବାଲକୋରେ ଏହାର ପ୍ରସାର କରିଥିଲା । ସୁସ୍ଥ ଖାଦ୍ୟ ଅଭ୍ୟାସ ଓ ଶାରୀରିକ ଭାବେ ସୁସ୍ଥ ରହି ସକ୍ରିୟ ଜୀବନଶୈଳୀକୁ ଆଗେଇନେବା ଉପରେ ସଚେତନତା ସୃଷ୍ଟି କରିବା ଉଦ୍ଦେଶ୍ୟରେ ଏକ ସାଇକ୍ଲୋଥନ ଆୟୋଜନ କରାଯାଇଥିଲା । ଅଲ ଇଣ୍ଡିଆ ମାରୱାଡ଼ି ଯୁବ ମଂଚ ସହ ମିଳତ ସହଯୋଗରେ ୧୫୦୦ରୁ ଅଧିକ ଯୁବକ ଏହି କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ ।

ଲାଞ୍ଜିଗଡ଼ରେ କମ୍ପାନି ଶିଶୁ ସ୍ୱାସ୍ଥ୍ୟ ଉପରେ ସଚେତନତା ସୃଷ୍ଟି ଲାଗି ଏକ ସୁସ୍ଥ ଶିଶୁ ପ୍ରତିଯୋଗିତା ଆୟୋଜିତ ହୋଇଥିଲା, ମା’ ମାନଙ୍କ ପାଇଁ ଉପକାରୀ ପାରଂପାରିକ ଖାଦ୍ୟ ରେସିପି ପ୍ରଦର୍ଶିତ ହୋଇଥିଲା ଓ ଚାରା ରୋପଣ ଅଭିଯାନ ମଧ୍ୟ ପରିଚାଳିତ ହୋଇଥିଲା । ବାଲକୋରେ ୪୦୦ରୁ ଅଧିକ କର୍ମଚାରୀ ଏବଂ ବ୍ୟବସାୟିକ ସହଯୋଗୀ ମର୍ଣ୍ଣିଂ ୱାକାଥନ ଓ ହେଲଥ ୱାକରେ ଅଂଶଗ୍ରହଣ କରିଥିଲେ । ରନ ଫର ଜିରୋ ହଙ୍ଗର (କ୍ଷୁଧା ମୁକ୍ତ ଯାତ୍ରା) ପାଇଁ ସେମାନେ ୨୦୦୦ କିଲୋମିଟର ଚାଲିଥିଲେ । ସେପ୍ଟେମ୍ବର ମାସରେ କଂପାନି ମା’ ମାନଙ୍କ ପାଇଁ ଉପଯୁକ୍ତ ପୋଷଣ, ରକ୍ତହୀନତା ଓ ପୌଷ୍ଟିକ ଖାଦ୍ୟର ମହତ୍ୱ ବିଷୟକ ଅଧିବେଶନ, କୁଇଜ ଓ ରେସିପି ପ୍ରତିଯୋଗିତା ଆୟୋଜିତ ହୋଇଥିଲା ।

ଏହି ଅବସରରେ ଶ୍ରୀ ସୁନୀଲ ଗୁପ୍ତା, ସିଓଓ, ବେଦାନ୍ତ ଲିମିଟେଡ-ଆଲୁମିନିୟମ ବ୍ୟବସାୟ କହିଥିଲେଯେ ବେଦାନ୍ତ ଆଲୁମିନିୟମରେ ଆମେ ସମାଜରେ ଉନ୍ନତି ଆଣିବାରେ ସାମୁହିକ ଯୋଗଦାନକୁ ଆଗକୁ ବଢାଇବା ଲାଗି ଆନ୍ତରିକତାର ସହ ଉତ୍ସର୍ଗୀକୃତ । ମହିଳା ଓ ଶିଶୁମାନଙ୍କ ପାଇଁ, ସ୍ୱାସ୍ଥ୍ୟ ଓ ଶିକ୍ଷା କ୍ଷେତ୍ରରେ ସାମାଜିକ ବ୍ୟବଧାନକୁ ଦୂର କରିବା ଲାଗି ଆମେ ପ୍ରୟାସ କରୁ । ରାଜେଶ କୁମାର ସିଇଓ ତଥା ପୂର୍ଣ୍ଣକାଳୀନ ନିର୍ଦ୍ଦେଶକ, ବାଲକୋ କହିଥିଲେଯେ ଆମର ପ୍ରତିବଦ୍ଧତାକୁ ପ୍ରସାରିତ କରୁଥିବା ଲୋକଙ୍କୁ ଏକତ୍ର କରି ଆମ ଦେଶର ପୁଷ୍ଟିହୀନତାର ମୁକାବିଲା ପାଇଁ କ୍ଷୁଧା ମୁକ୍ତି ପାଇଁ ଯାତ୍ରା ପଦକ୍ଷେପର ପରିକଳ୍ପନା କରାଯାଇଛି । ଦିଲ୍ଲୀରେ ଏଥିପାଇଁ ଆୟୋଜିତ ହାଫ ମାରଥନର ସଫଳତା କାମନା କରୁଛୁ । ଆମେ ସ୍ଥାନୀୟ ଗୋଷ୍ଠୀର କଲ୍ୟାଣ ପାଇଁ ସର୍ବଦା ପ୍ରୟାସୀ ।

ବେଦାନ୍ତ ଆଲୁମିନିୟମର ସାମାଜିକ ପ୍ରୟାସ ମାଧ୍ୟମରେ ଶିକ୍ଷା ଓ ସ୍ୱାସ୍ଥ୍ୟ ଯତ୍ନରେ ଉନ୍ନତି ଆଣିବା ପ୍ରୟାସ କରାଯାଉଛି । ଯେଉଁଥିରେ ଶିଶୁ ଓ ମହିଳାମାନଙ୍କ ସ୍ୱାସ୍ଥ୍ୟକୁ ଗୁରୁତ୍ୱ ଦିଆଯାଇଥାଏ । ଏହାର ଅତ୍ୟାଧୁନିକ ଅଙ୍ଗନବାଡ଼ି ନନ୍ଦଘର ଜରିଆରେ ମହିଳା ଓ ଶିଶୁ , ଗର୍ଭବତୀ ମହିଳା ଓ ନୂଆ ମା’ମାନଙ୍କ ପ୍ରତି ଯତ୍ନ ନିଆଯାଉଛି । ବର୍ତମାନ ଏହାର ଦ୍ୱିତୀୟ ସଂସ୍କରଣରେ ବେଦାନ୍ତ ଦିଲ୍ଲୀ ଠାରେ ହାଫ ମାରାଥନ ୨୦୨୩ ଆୟୋଜନ କରିବ । ଏହା ୧୫ ଅକ୍ଟୋବର ୨୦୨୩ରେ ଅନୁଷ୍ଠିତ ହେବ । ରନ ଫର ଜିରୋ ହଙ୍ଗର ଆହ୍ୱାନର ଏକ ଅଂଶ ଭାବରେ ଏହା ସମାଜକୁ ଏକ ସଚେତନତାର ବାର୍ତା ପ୍ରଦାନ କରିବ । ଏହାକୁ ମଧ୍ୟ ନନ୍ଦଘର ଜରିଆରେ ପ୍ରସାରିତ କରାଯିବ । ସମାଜରେ କେହି ଶିଶୁ କ୍ଷୁଧାରେ ରହିବେ ନାହିଁ ଏହାକୁ ସୁନିଶ୍ଚିତ କରିବା ଲକ୍ଷ୍ୟରେ ଉକ୍ତ କାର୍ଯ୍ୟକ୍ରମ ପରିଚାଳିତ ହେବ ।  ବେଦାନ୍ତର ଦିଲ୍ଲୀରେ ଆୟୋଜିତ ହେବାକୁ ଥିବା ହାଫ ମାରାଥନରେ ଭାଗନେବାକୁ ଆଗ୍ରହୀ ୱେବସାଇଟ ମାଧ୍ୟମରେ ବା ମୋବାଇଲ ଅପ ଡାଉନଲୋଡ କରି ନିଜର ନାମ ପଞ୍ଜିକରଣ କରିପାରିବେ ।

Website– https://bit.ly/482IvX3

App:Play Store- https://bit.ly/3EuAexB|App Store- https://apple.co/4878tZk

ବେଦାନ୍ତ ଆଲୁମିନିୟମ ବ୍ୟବସାୟ ହେଉଛି ବେଦାନ୍ତ ଲିମିଟେଡ଼ର ଏକ ଅଂଶ ଯିଏକି ଭାରତର ଅଗ୍ରଣୀ ଆଲୁମିନିୟମ ନିର୍ମାତା ପ୍ରାୟତଃ ଏହା ଭାରତର ଅର୍ଦ୍ଧେକ ଆଲୁମିନିୟମ ଉତ୍ପାଦନକାରୀ ଓ ଆର୍ଥିକ ବର୍ଷ ୨୩ ରେ ୨.୨୯ ନିୟୁତ ଟନ୍ ଆଲୁମିିନିୟମ ଉତ୍ପାଦନ କରିଥିବା ସଂସ୍ଥା । ବେଦାନ୍ତ ଆଲୁମିନିୟମର ର‌୍ୟାଙ୍କ ଡାଓ ଜୋନସ ସସଟାନବିଲିଟି ଇଣ୍ଡେକ୍ସ ୨୦୨୨ରେ ୨ୟ ର‌୍ୟାଙ୍କ ଧାରୀ ଓ ସ୍ଥାୟୀ ବିକାଶ ଅବଲମ୍ବନକାରୀ ସଂସ୍ଥା । ବେଦାନ୍ତ ମୂଲ୍ୟଯୁକ୍ତ ଆଲୁମିନିୟମ ଉତ୍ପାଦ ନିର୍ମାଣ କରିବାରେ ଅଗ୍ରଣୀ ଭୂମିକା ନିର୍ବାହ କରିବା ସହ ଔଦ୍ୟୋଗିକ କ୍ଷେତ୍ରରେ ସର୍ବବୃହତ ଜ୍ଞାନକୌଶଳକୁ ଆପଣାଇ ବିଶ୍ୱ ଶ୍ରେଣୀୟ ସ୍ମେଲ୍‌ଟର, ପାୱାର ପ୍ଲାଂଟ ଓ ଆଲୁମିନା ରିଫାଇନାରୀ କାର୍ଯ୍ୟ କରୁଛି । ଏକ ସବୁଜ ଭବିଷ୍ୟତ ପାଇଁ ମେଟାଲ ଅଫ୍ ଦି ଫ୍ୟୁଚର ଭାବରେ ଆଲୁମିନିୟମର ପ୍ରୟୋଗକୁ ପ୍ରସାରିତ କରିବା ପାଇଁ କମ୍ପାନୀ ତାର ଲକ୍ଷ୍ୟ ପୂରଣ କରୁଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ବର୍ଷାରେ ଓଦା ହୋଇ ଚାଲିଲେ : ମହାପ୍ରଭୁଙ୍କ ନାମରେ କମ୍ପିଲା ବଡଦାଣ୍ଡ

ବର୍ଷାରେ ଓଦା ହୋଇ ଚାଲିଲେ : ମହାପ୍ରଭୁଙ୍କ ନାମରେ କମ୍ପିଲା ବଡଦାଣ୍ଡ

June 20, 2026
ଗୌଡ଼ବାଡ଼ ସାହିରେ ସ୍ବଚ୍ଛ ଭାରତ କାର୍ଯ୍ୟକ୍ରମ

ଗୌଡ଼ବାଡ଼ ସାହିରେ ସ୍ବଚ୍ଛ ଭାରତ କାର୍ଯ୍ୟକ୍ରମ

June 20, 2026
ପୁରୀ ରେ ବିକାଶର ଧାରା ଓଡିଶା ସାରା କାର୍ଯ୍ୟକ୍ରମ ରେ ସାମିଲ ହେଲେ ଶିଳ୍ପ, ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ମନ୍ତ୍ରୀ

ପୁରୀ ରେ ବିକାଶର ଧାରା ଓଡିଶା ସାରା କାର୍ଯ୍ୟକ୍ରମ ରେ ସାମିଲ ହେଲେ ଶିଳ୍ପ, ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ମନ୍ତ୍ରୀ

June 20, 2026
ବିଦାୟ କାଳୀନ ସମ୍ବର୍ଦ୍ଧନା ସଭା  

ବିଦାୟ କାଳୀନ ସମ୍ବର୍ଦ୍ଧନା ସଭା  

June 20, 2026

Recent News

ବର୍ଷାରେ ଓଦା ହୋଇ ଚାଲିଲେ : ମହାପ୍ରଭୁଙ୍କ ନାମରେ କମ୍ପିଲା ବଡଦାଣ୍ଡ

ବର୍ଷାରେ ଓଦା ହୋଇ ଚାଲିଲେ : ମହାପ୍ରଭୁଙ୍କ ନାମରେ କମ୍ପିଲା ବଡଦାଣ୍ଡ

June 20, 2026
ଗୌଡ଼ବାଡ଼ ସାହିରେ ସ୍ବଚ୍ଛ ଭାରତ କାର୍ଯ୍ୟକ୍ରମ

ଗୌଡ଼ବାଡ଼ ସାହିରେ ସ୍ବଚ୍ଛ ଭାରତ କାର୍ଯ୍ୟକ୍ରମ

June 20, 2026
ପୁରୀ ରେ ବିକାଶର ଧାରା ଓଡିଶା ସାରା କାର୍ଯ୍ୟକ୍ରମ ରେ ସାମିଲ ହେଲେ ଶିଳ୍ପ, ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ମନ୍ତ୍ରୀ

ପୁରୀ ରେ ବିକାଶର ଧାରା ଓଡିଶା ସାରା କାର୍ଯ୍ୟକ୍ରମ ରେ ସାମିଲ ହେଲେ ଶିଳ୍ପ, ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ମନ୍ତ୍ରୀ

June 20, 2026
ବିଦାୟ କାଳୀନ ସମ୍ବର୍ଦ୍ଧନା ସଭା  

ବିଦାୟ କାଳୀନ ସମ୍ବର୍ଦ୍ଧନା ସଭା  

June 20, 2026
Odisha Taza News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ବର୍ଷାରେ ଓଦା ହୋଇ ଚାଲିଲେ : ମହାପ୍ରଭୁଙ୍କ ନାମରେ କମ୍ପିଲା ବଡଦାଣ୍ଡ

ବର୍ଷାରେ ଓଦା ହୋଇ ଚାଲିଲେ : ମହାପ୍ରଭୁଙ୍କ ନାମରେ କମ୍ପିଲା ବଡଦାଣ୍ଡ

June 20, 2026
ଗୌଡ଼ବାଡ଼ ସାହିରେ ସ୍ବଚ୍ଛ ଭାରତ କାର୍ଯ୍ୟକ୍ରମ

ଗୌଡ଼ବାଡ଼ ସାହିରେ ସ୍ବଚ୍ଛ ଭାରତ କାର୍ଯ୍ୟକ୍ରମ

June 20, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version