• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ସ୍ମିତା ତୋର ସ୍ମୃତି ରେ ସ୍ମିତା ..

Proprietor Abhimanyu Maharana by Proprietor Abhimanyu Maharana
September 17, 2023
in ଓଡ଼ିଶା, ବଲାଙ୍ଗିର, ହୋମ୍
0
ସ୍ମିତା ତୋର ସ୍ମୃତି ରେ ସ୍ମିତା ..
Share on FacebookShare on TwitterWhatsapp

୧୬ସେପ୍ଟେମ୍ବର ୨୦୨୩ (ଓଡ଼ିଶା ତାଜା ନ୍ୟୁଜ ) ତୁ ଗଲାପରେ କାଠ ଓ ନିଆଁ ଠାରୁ ପାଣି ଓ ପବନ ଯାଏଁ ସବୁଥିରେ ଡର ମୋର । ଗାଡ଼ିର ଶବ୍ଦ ଓ ଦୁରର କଥା ଏପରି କି ନିଜ ପାଦ ତଳର ବାଦାମ ଚୋପା ଫାଟବା ଶବ୍ଦରେ ମୁଁ ଚମକି ପଡୁଛି ବାରମ୍ବାର । ମୁଁ ଶୁଣୁଛି .. ଆଜିକାଲି କୁଆଡେ଼ କଲେଜ ରେ ଖୁବ ବର୍ଷା ଓ ଝଡ଼ । ଶିକ୍ଷକ ଠୁ ସହପାଠୀ ଯାଏ ସଭିଏ ଲୁହଲୁହାଣ । କଲେଜ ର ବଗିଚା ରେ ଫୁଟୁନାହିଁ ଫୁଲ ,ପକ୍ଷୀ ଆଉ ଗାଉ ନାହୁ ଗୀତ ଚେକା ଚେକା ହୋଇ ଭାଙ୍ଗିପଡ଼ୁଛି ବିତ୍ତିର୍ଣ୍ଣ ଆକାଶ । କାରୁଣ୍ୟ ଏକ ସଫେଦ ରେ ଆପଦ ମସ୍ତକ ଆଚ୍ଛାଦିତ ସମଗ୍ର କଲେଜ ।

ତୁ ଯେଉଁଠୁ ଅଛୁ ମାଆ ସେଇଠିଁ ଥା ଭଲରେ ଥା । ସମସ୍ତ ସୁଖକୁ ଗୋଟିଏ ମୁହୂର୍ତ୍ତ ରେ ଗାଏବ କରିଥିବା । ପୃଥିବୀ ଆମର ଦରକାର ନାହିଁ । ଆକାଶ ରେ ସବୁଦିନ ପାଇଁ ତାରା ହୋଇ ଥା । ଏକା ବୋଲି ନିଜକୁ କେବେ ଭାବିନୁ ମାଆ । ମୁଁ ଯେବେ ତାରା ହେବି ଫୁଲ ଗଛ ହୋଇ ଜନ୍ମ୍ ହେବି । ମୁଁ ତୋର କବର ପାଖରେ ଯେତେ ଖରା ଯେତେ ବର୍ଷା ଶୀତ ସବୁ ଯେତେ । ଢାଙ୍କିଦେବୀ ତୋତେ ଖାଲି ଫୁଲରେ ଫୁଲରେ । ଅରୁଣ କୁମାର ପଟ୍ଟନାୟକ ଅବସରପ୍ରାପ୍ତ ପ୍ରଧ୍ୟାପକ ,ଜବାହାରଲାଲ କଲେଜ ପାଟଣାଗଡ଼ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ସିପ୍ରାରାଣୀ ମାଟ୍ରିକ ପରୀକ୍ଷାରେ ବୋଲଗଡ଼ରେ ଶୀର୍ଷରେ

ସିପ୍ରାରାଣୀ ମାଟ୍ରିକ ପରୀକ୍ଷାରେ ବୋଲଗଡ଼ରେ ଶୀର୍ଷରେ

May 5, 2026
ପଶ୍ଚିମବଙ୍ଗରେ ବିଜେପି ର ବିପୁଳ ବିଜୟ ପରେ ବାଲିଗୁଡା ନଗର ବିଜେପି ପକ୍ଷରୁ ବିଜୟ ଉତ୍ସବ ପାଳନ

ପଶ୍ଚିମବଙ୍ଗରେ ବିଜେପି ର ବିପୁଳ ବିଜୟ ପରେ ବାଲିଗୁଡା ନଗର ବିଜେପି ପକ୍ଷରୁ ବିଜୟ ଉତ୍ସବ ପାଳନ

May 4, 2026
ଶିକାର କରିବାକୁ ଡାକି ନେଇ ଯୁବକ କୁ ଗୁଳି କରି ହତ୍ୟା ଘଟଣା : ଦୁଇ ଜଣ ଗିରଫ – ଦୁଇ ଦେଶୀ ବନ୍ଧୁକ ଜବତ

ଶିକାର କରିବାକୁ ଡାକି ନେଇ ଯୁବକ କୁ ଗୁଳି କରି ହତ୍ୟା ଘଟଣା : ଦୁଇ ଜଣ ଗିରଫ – ଦୁଇ ଦେଶୀ ବନ୍ଧୁକ ଜବତ

May 4, 2026
Brutal Crime in Nasrapur Sparks Outrage : Accused Arrested

Brutal Crime in Nasrapur Sparks Outrage : Accused Arrested

May 4, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ସିପ୍ରାରାଣୀ ମାଟ୍ରିକ ପରୀକ୍ଷାରେ ବୋଲଗଡ଼ରେ ଶୀର୍ଷରେ

ସିପ୍ରାରାଣୀ ମାଟ୍ରିକ ପରୀକ୍ଷାରେ ବୋଲଗଡ଼ରେ ଶୀର୍ଷରେ

May 5, 2026
ପଶ୍ଚିମବଙ୍ଗରେ ବିଜେପି ର ବିପୁଳ ବିଜୟ ପରେ ବାଲିଗୁଡା ନଗର ବିଜେପି ପକ୍ଷରୁ ବିଜୟ ଉତ୍ସବ ପାଳନ

ପଶ୍ଚିମବଙ୍ଗରେ ବିଜେପି ର ବିପୁଳ ବିଜୟ ପରେ ବାଲିଗୁଡା ନଗର ବିଜେପି ପକ୍ଷରୁ ବିଜୟ ଉତ୍ସବ ପାଳନ

May 4, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version