• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ବିକାଶ ଧାରାରେ ଆଉ ପାଦେ ଆଗକୁ ଆଗେଇଛି ଦଶପଲ୍ଲା : ବାଣୀଗୋଛା ପଞ୍ଚାୟତ ତାକୁଡ଼ାଠାରେ – ୩୩/୧୧ କେଭି ସବଷ୍ଟେସନ କୁ ଉଦ୍ଘାଟନ କରିଥିଲେ – ଶକ୍ତିମନ୍ତ୍ରୀ ଶ୍ରୀ ପ୍ରତାପ କେଶରୀ ଦେବ

Proprietor Abhimanyu Maharana by Proprietor Abhimanyu Maharana
September 21, 2023
in ଓଡ଼ିଶା, ନୟାଗଡ଼ ନିଉଜ୍, ହୋମ୍
0
ବିକାଶ ଧାରାରେ ଆଉ ପାଦେ ଆଗକୁ ଆଗେଇଛି ଦଶପଲ୍ଲା : ବାଣୀଗୋଛା ପଞ୍ଚାୟତ ତାକୁଡ଼ାଠାରେ – ୩୩/୧୧ କେଭି ସବଷ୍ଟେସନ କୁ ଉଦ୍ଘାଟନ କରିଥିଲେ – ଶକ୍ତିମନ୍ତ୍ରୀ ଶ୍ରୀ ପ୍ରତାପ କେଶରୀ ଦେବ
Share on FacebookShare on TwitterWhatsapp

ପ୍ରଶଂସା ସାଉଁଟି ଚାଲିଛନ୍ତି ଦଶପଲ୍ଲା ବିଧାୟକ ରମେଶ ଚନ୍ଦ୍ର ବେହେରା

୨୦ ସେପ୍ଟେମ୍ବର ୨୦୨୩ (ଓଡ଼ିଶା ତାଜା ନ୍ୟୁଜ ) ଦଶପଲ୍ଲା :-> ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହାୟତା ରାଶିପ୍ରଦାନ ଏବଂ ଦଶପଲ୍ଲା ବିଧାୟକ ଶ୍ରୀ ରମେଶ ଚନ୍ଦ୍ର ବେହେରାଙ୍କ ନେତୃତ୍ୱ ଦ୍ଵାରା ଆଦିବାସୀ ଅଧ୍ୟୁଷିତ ଅଞ୍ଚଳରେ ବିକାଶ ଧାରାରେ ଆଉପାଦେ ଯୋଡ଼ି ହୋଇଛି ୩୩/୧୧ କେଭି ଇଲେକ୍ଟ୍ରି ସବଷ୍ଟେସନ । ସୂଚନା ଅନୁସାରେ ଆଦିବାସୀ ବହୁଳ ଅଞ୍ଚଳ ଦଶପଲ୍ଲା ବ୍ଲକ ସ୍ଥିତ ବାଣୀଗୋଛା ପଞ୍ଚାୟତରେ ଦୀର୍ଘଦିନ ହେବ ବିଜୁଳି ସମସ୍ୟା ହେବା ସହିତ ଅନେକ ସମସ୍ୟା ଉପୁଜୁଥିଲା ।

ଏହି ସବୁ ସମସ୍ୟା କୁ ଦୃଷ୍ଟିରେରଖି ଦଶପଲ୍ଲା ବିଧାୟକ ତଥା ନୟାଗଡ଼ ଜିଲ୍ଲା ବିଜେଡ଼ି ସଭାପତି ଶ୍ରୀ ରମେଶ ଚନ୍ଦ୍ର ବେହେରା ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ । ଏହାପରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଆଦିବାସୀ ବହୁଳ ବାଣୀଗୋଛା ପଞ୍ଚାୟତରେ ୩୩/୧୧ କେଭିର ସବ୍ ଷ୍ଟେସନ କରିବା ପାଇଁ ଅର୍ଥମଞ୍ଜୁର କରିଥିଲେ ।

ତେବେ ଆଜି ଦଶପଲ୍ଲା ବିଧାୟକ ରମେଶ ବେହେରା ଙ୍କ ନେତୃତ୍ୱରେ ହଜାର ହଜାର କର୍ମୀ ଯୋଗଦେଇଥିଲେ । ଅନ୍ୟପକ୍ଷରେ ଆଜିର ଏହି ଉଦ୍ଘାଟନୀ ଉତ୍ସବରେ ମୁଖ୍ୟଅତିଥି ରୂପେ ଶକ୍ତିମନ୍ତ୍ରୀ ପ୍ରତାପ କେଶରୀ ଦେବ ଆନୁଷ୍ଠାନିକ ଭାବରେ ବାଣୀଗୋଛା ପଞ୍ଚାୟତ ଅନ୍ତର୍ଗତ ତାକୁଡ଼ାଠାରେ ନିର୍ମାଣ ହୋଇଥିବା ୩୩/୧୧ କେଭି ସବଷ୍ଟେସନ କୁ ଉଦ୍ଘାଟନ କରିଥିଲେ ।

ଏହି କାର୍ଯ୍ୟକ୍ରମରେ ଦଶପଲ୍ଲା ବ୍ଲକ ବିଜେଡ଼ି ସଭାପତି ସୁଦାମ ଚରଣ ନାୟକ,ପୂର୍ବତନ ବ୍ଲକ ଅଧ୍ୟକ୍ଷ ଉପେନ୍ଦ୍ର କୁମାର ସାହୁ,ପୂର୍ବତନ ବ୍ଲକ ଉପାଧ୍ୟକ୍ଷ ବସନ୍ତ କୁମାର୍ ସାହୁ ,ଦଶପଲ୍ଲା ନିର୍ବାଚନ ମଣ୍ଡଳୀର ୩ ଗୋଟି ବ୍ଲକର ଅଧ୍ୟକ୍ଷା ,ଜିଲ୍ଲା ପରିଷଦ ସଭ୍ୟ ହରିଶ୍ଚନ୍ଦ୍ର ଜାନୀ, ବସନ୍ତ କୁମାର ପ୍ରଧାନ ଙ୍କ ସମେତ ବହୁ ନେତୃମଣ୍ଡଳୀ ଯୋଗଦେଇଥିବା ଜଣାପଡ଼ିଛି। ଆଜି ଏହି ସବଷ୍ଟେସନ ଟି ଶୁଭଉଦ୍ଘାଟନ ହୋଇଥିବା ବେଳେ ଅଞ୍ଚଳବାସୀ ବହୁ ଖୁସି ହୋଇଥିଲେ ।

କାରଣ ଏହି ସବଷ୍ଟେସନଟି ଚାଲୁହେବା ପରେ ଦଶପଲ୍ଲା ନିର୍ବାଚନ ମଣ୍ଡଳୀର ୭ ଗୋଟି ପଞ୍ଚାୟତର ପ୍ରାୟ ଶତାଧିକ ଗ୍ରାମର ଗ୍ରାମବାସୀ ଉପକୃତହେବା ସହ ଲୋ – ଭୋଲ୍ଟେଜ, ବାରମ୍ବାର ବିଦ୍ୟୁତ୍ କାଟ ଏଭଳି କିଛି ଗୁରୁତ୍ୱପୂର୍ଣ୍ଣ ସମସ୍ୟା ରହିବନାହିଁ ମତବ୍ୟକ୍ତ କରିଛନ୍ତି ଅଞ୍ଚଳବାସୀ । ତା ସହ ଦଶପଲ୍ଲା ନିର୍ବାଚନ ମଣ୍ଡଳୀ ବିକାଶରେ ଦିନକୁ ଦିନ ଆଗକୁ ଆଗେଇଚାଲିଥିବା କହି ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ଦଶପଲ୍ଲା ବିଧାୟକ ଶ୍ରୀ ରମେଶ ଚନ୍ଦ୍ର ବେହେରାଙ୍କୁ ଭୂୟସି ପ୍ରଶଂସା କରିବା ସହ ଧନ୍ୟବାଦ୍ ଜଣାଇଥିବା ଜଣାପଡ଼ିଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ତିନିରଥର ସିଂହାସନ ବେଦୀ ନିର୍ମାଣ ଶେଷ ପର୍ଯ୍ୟାୟରେ : ବେଦୀରେ ପଟା ପଡ଼ିବା କାର୍ଯ୍ୟ ଜାରୀ

ତିନିରଥର ସିଂହାସନ ବେଦୀ ନିର୍ମାଣ ଶେଷ ପର୍ଯ୍ୟାୟରେ : ବେଦୀରେ ପଟା ପଡ଼ିବା କାର୍ଯ୍ୟ ଜାରୀ

June 28, 2026
ଭାରତର ସର୍ବବୃହତ ଆନିମେସନ୍‌ ଟ୍ରେଲର ଉନ୍ମୋଚନ ସହିତ ମହାପ୍ରଭୁ ଜଗନ୍ନାଥ ଇତିହାସ ରଚିଲେ

ଭାରତର ସର୍ବବୃହତ ଆନିମେସନ୍‌ ଟ୍ରେଲର ଉନ୍ମୋଚନ ସହିତ ମହାପ୍ରଭୁ ଜଗନ୍ନାଥ ଇତିହାସ ରଚିଲେ

June 28, 2026
ପୁନଃଅବସ୍ଥାପିତ ହେଲେ ବରିଷ୍ଠ ଅଧ୍ୟାପକ ଡ଼ ବାନାମ୍ବର ପୃଷ୍ଟି

ପୁନଃଅବସ୍ଥାପିତ ହେଲେ ବରିଷ୍ଠ ଅଧ୍ୟାପକ ଡ଼ ବାନାମ୍ବର ପୃଷ୍ଟି

June 28, 2026
ରାଜସୁନାଖଳା ଫାଣ୍ଡିରେ ଯୋଗ ଦେଲେ ନୂତନ ଅଧିକାରୀ

ରାଜସୁନାଖଳା ଫାଣ୍ଡିରେ ଯୋଗ ଦେଲେ ନୂତନ ଅଧିକାରୀ

June 28, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ତିନିରଥର ସିଂହାସନ ବେଦୀ ନିର୍ମାଣ ଶେଷ ପର୍ଯ୍ୟାୟରେ : ବେଦୀରେ ପଟା ପଡ଼ିବା କାର୍ଯ୍ୟ ଜାରୀ

ତିନିରଥର ସିଂହାସନ ବେଦୀ ନିର୍ମାଣ ଶେଷ ପର୍ଯ୍ୟାୟରେ : ବେଦୀରେ ପଟା ପଡ଼ିବା କାର୍ଯ୍ୟ ଜାରୀ

June 28, 2026
ଭାରତର ସର୍ବବୃହତ ଆନିମେସନ୍‌ ଟ୍ରେଲର ଉନ୍ମୋଚନ ସହିତ ମହାପ୍ରଭୁ ଜଗନ୍ନାଥ ଇତିହାସ ରଚିଲେ

ଭାରତର ସର୍ବବୃହତ ଆନିମେସନ୍‌ ଟ୍ରେଲର ଉନ୍ମୋଚନ ସହିତ ମହାପ୍ରଭୁ ଜଗନ୍ନାଥ ଇତିହାସ ରଚିଲେ

June 28, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version