• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଟାଟା ଷ୍ଟିଲ୍ ପକ୍ଷରୁ ଶିଶୁ କର୍କଟ ସଚେତନତା କାର୍ଯ୍ୟକ୍ରମ ଆୟୋଜିତ

Proprietor Abhimanyu Maharana by Proprietor Abhimanyu Maharana
September 23, 2023
in ଓଡ଼ିଶା, ବାଣିଜ୍ୟ, ମହାନଗର, ଯାଜପୁର, ହୋମ୍
0
Tata Steel Organised Childhood Cancer Awareness Session
Share on FacebookShare on TwitterWhatsapp

 କାର୍ଯ୍ୟକ୍ରମରେ ୧୫୦ରୁ ଅଧିକ ଲୋକଙ୍କ ଅଂଶଗ୍ରହଣ

 ସେପ୍ଟେମ୍ବରକୁ ଶିଶୁ କର୍କଟ ରୋଗ ସଚେତନତା ମାସ ଭାବେ ପାଳନ କରାଯାଉଛି

୨୨ ସେପ୍ଟେମ୍ବର ୨୦୨୩ (ଓଡ଼ିଶା ତାଜା ନ୍ୟୁଜ ) ଭୁବନେଶ୍ୱର/ ସୁକିନ୍ଦା :- ଖଣି ପାରିପାର୍ଶ୍ବିକ ଲୋକଙ୍କ କଲ୍ୟାଣ ପାଇଁ ନିଜ ପ୍ରତିବଦ୍ଧତାକୁ ଦୋହରାଇ ଟାଟା ଷ୍ଟିଲ୍ ପକ୍ଷରୁ ସୁକିନ୍ଦା କ୍ରୋମାଇଟ୍ ଖଣି ପରିସରରେ ଶିଶୁ କର୍କଟ ରୋଗକୁ ନେଇ ଏକ ସଚେତନତା କାର୍ଯ୍ୟକ୍ରମ ଆୟୋଜନ କରାଯାଇଛି। ଏହି କାର୍ଯ୍ୟକ୍ରମରେ ଅଂଚଳର କିଶୋରକିଶୋରୀ ଓ ଅଭିଭାବକଙ୍କ ସମେତ ୧୫୦ରୁ ଅଧିକ ଲୋକ ଅଂଶଗ୍ରହଣ କରିିଥିଲେ।

ଶିଶୁ କର୍କଟ ରୋଗ ଉପରେ ସଚେତନ କରିବା ଲକ୍ଷ୍ୟ ନେଇ ଟାଟା ଷ୍ଟିଲ୍‌ର ସହକାରୀ ମଣ୍ଡଳ ପ୍ରବନ୍ଧକ (କର୍ମଚାରୀ କଲ୍ୟାଣ) ଡକ୍ଟର ଏଭେଲିନା ପ୍ରଶାନ୍ତ ମଜୁମଦାର କାର୍ଯ୍ୟକ୍ରମରେ ଏହି ବିଷୟ ଉପରେ ଆଲୋଚନା କରିଥିଲେ ଏବଂ ସମଗ୍ର ବିଶ୍ୱରେ ଏହି ଗମ୍ଭୀର ସ୍ୱାସ୍ଥ୍ୟ ସମସ୍ୟା ସମ୍ପର୍କିତ ବିଭିନ୍ନ ପ୍ରଶ୍ନର ଉତ୍ତର ପ୍ରଦାନ କରିଥିଲେ। ଡକ୍ଟର ମଜୁମଦାର ଲୋକଙ୍କ ମଧ୍ୟରେ ଥିବା ଶିଶୁ କର୍କଟ ରୋଗ ସମ୍ପର୍କିତ ଭ୍ରାନ୍ତଧାରଣା ଦୂର କରିବା ସହ ଏହା ଉପରେ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ଉପସ୍ଥାପନ କରିଥିଲେ। ଲୁକେମିଆ, ଲିମ୍ଫୋମାସ, ବ୍ରେନ୍ କ୍ୟାନସର, ସଲିଡ୍ ଟ୍ୟୁମର ଏବଂ ଏହାର ବିପଦ ସଙ୍କେତ ବିଷୟରେ ଲୋକମାନଙ୍କୁ ସେ ଅବଗତ କରିଥିଲେ।

ଏହି ଅବସରରେ ଏକ ବାହ୍ୟ ରୋଗୀ ପରାମର୍ଶ କାର୍ଯ୍ୟକ୍ରମ ମଧ୍ୟ ଆୟୋଜନ କରାଯାଇଥିଲା ଯେଉଁଠାରେ ବିଭିନ୍ନ ସ୍ୱାସ୍ଥ୍ୟ ସମସ୍ୟା ଉପରେ ଆଖାପାଖ ଅଂଚଳର ଗ୍ରାମବାସୀମାନେ ଡାକ୍ତରଙ୍କ ପରାମର୍ଶ ନେଇଥିଲେ।

କାର୍ଯ୍ୟକ୍ରମ ସମ୍ପର୍କରେ ଟାଟା ଷ୍ଟିଲ୍‌ର ଫେରୋ ଆଲଏଜ୍ ଆଣ୍ଡ୍ ମିନେରାଲ୍ ଡିଭିଜନର ଏକ୍‌ଜିକ୍ୟୁଟିଭ୍ ଇନ୍‌-ଚାର୍ଜ ପଙ୍କଜ ସତିଜା କହିଛନ୍ତି ଯେ, “ଉଚ୍ଚ ଆୟ ବର୍ଗ ଓ ନିମ୍ନ ମଧ୍ୟମ ଆୟବର୍ଗର ଦେଶଗୁଡ଼ିକ ମଧ୍ୟରେ କର୍କଟ ପୀଡ଼ିତ ଶିଶୁଙ୍କ ବଂଚିବା ହାର ଭିତରେ ତାରତମ୍ୟ ଅଧିକ ରହିଛି ଏବଂ ଏହି ଦୂରାରୋଗ୍ୟ ରୋଗରେ ପୀଡ଼ିତ ପିଲାମାନଙ୍କ ଆରୋଗ୍ୟରେ ଥିବା ଅନ୍ତରକୁ ଦୂର କରିବା ଲାଗି ଏହା ହେଉଛି ଉପଯୁକ୍ତ ସମୟ।’’

ଟାଟା ଷ୍ଟିଲ୍ ଫାଉଣ୍ଡେସନ ସହଯୋଗରେ ଆୟୋଜନ କରାଯାଇଥିବା ଏହି ସଚେତନତା କାର୍ଯ୍ୟକ୍ରମରେ କର୍ମଚାରୀ, ସେମାନଙ୍କ ପରିବାର ଓ ସ୍ଥାନୀୟ ଗୋଷ୍ଠୀ ସମୁଦାୟର ସଦସ୍ୟମାନେ ଭାଗନେଇ ଶିଶୁ କର୍କଟ ରୋଗର ସଙ୍କେତ, ଲକ୍ଷଣ ଏବଂ ଉପଲବ୍ଧ ସହାୟତା ବିଷୟରେ ଜାଣିବାକୁ ପାଇଥିଲେ। ଏହି କାର୍ଯ୍ୟକ୍ରମରେ ସ୍ଥାନୀୟ ଲୋକମାନଙ୍କ ପ୍ରତ୍ୟକ୍ଷ ଅଂଶଗ୍ରହଣ, ଶିଶୁ କର୍କଟ ରୋଗ ବିରୋଧରେ ଲଢ଼େଇର ଏକ ମିଳିତ ଦାୟିତ୍ୱକୁ ସୁଦୃଢ଼ କରିପାରିଥିଲା।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ରାଷ୍ଟୀୟ ସ୍ୱୟଂ ସେବକ ସଂଘ ତରଫରୁ ବୁଦ୍ଧିଜୀବୀ ସମ୍ମିଳନୀ

ରାଷ୍ଟୀୟ ସ୍ୱୟଂ ସେବକ ସଂଘ ତରଫରୁ ବୁଦ୍ଧିଜୀବୀ ସମ୍ମିଳନୀ

April 26, 2026
କାର କୁ ବଞ୍ଚାଇବାକୁ ଯାଇ ଯାତ୍ରୀବାହୀ ବସ ଦୁର୍ଘଟଣା : ଅଳ୍ପକେ ବର୍ତିଲେ ୪୦ ରୁ ଉର୍ଦ୍ଧ ଯାତ୍ରୀ

କାର କୁ ବଞ୍ଚାଇବାକୁ ଯାଇ ଯାତ୍ରୀବାହୀ ବସ ଦୁର୍ଘଟଣା : ଅଳ୍ପକେ ବର୍ତିଲେ ୪୦ ରୁ ଉର୍ଦ୍ଧ ଯାତ୍ରୀ

April 26, 2026
ଆମଣ ଗ୍ରାମରେ ୫୬ତମ ବିଶ୍ଵଶାନ୍ତି ମହାଯଜ୍ଞ ଉପଲକ୍ଷେ କଳସ ଶୋଭାଯାତ୍ରା

ଆମଣ ଗ୍ରାମରେ ୫୬ତମ ବିଶ୍ଵଶାନ୍ତି ମହାଯଜ୍ଞ ଉପଲକ୍ଷେ କଳସ ଶୋଭାଯାତ୍ରା

April 26, 2026
ଜିଲ୍ଲାସ୍ତରୀୟ ମହାରାଜ ଶ୍ରୀ କୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେବଙ୍କ ୧୩୫ତମ ଜୟନ୍ତୀ ଉତ୍ସବ ମହାସମାରୋହରେ ପାଳିତ

ଜିଲ୍ଲାସ୍ତରୀୟ ମହାରାଜ ଶ୍ରୀ କୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେବଙ୍କ ୧୩୫ତମ ଜୟନ୍ତୀ ଉତ୍ସବ ମହାସମାରୋହରେ ପାଳିତ

April 26, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ରାଷ୍ଟୀୟ ସ୍ୱୟଂ ସେବକ ସଂଘ ତରଫରୁ ବୁଦ୍ଧିଜୀବୀ ସମ୍ମିଳନୀ

ରାଷ୍ଟୀୟ ସ୍ୱୟଂ ସେବକ ସଂଘ ତରଫରୁ ବୁଦ୍ଧିଜୀବୀ ସମ୍ମିଳନୀ

April 26, 2026
କାର କୁ ବଞ୍ଚାଇବାକୁ ଯାଇ ଯାତ୍ରୀବାହୀ ବସ ଦୁର୍ଘଟଣା : ଅଳ୍ପକେ ବର୍ତିଲେ ୪୦ ରୁ ଉର୍ଦ୍ଧ ଯାତ୍ରୀ

କାର କୁ ବଞ୍ଚାଇବାକୁ ଯାଇ ଯାତ୍ରୀବାହୀ ବସ ଦୁର୍ଘଟଣା : ଅଳ୍ପକେ ବର୍ତିଲେ ୪୦ ରୁ ଉର୍ଦ୍ଧ ଯାତ୍ରୀ

April 26, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version