• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ସମସ୍ୟାରରେ ହଳଦିଗଡିଆ ପଂଚାୟତ ; ଗମନାଗମନ ଅବ୍ୟବସ୍ଥା, ଜଳୁନି ଷ୍ଟ୍ରୀଟ ଲାଇଟ ଅଭିଯୋଗ ପରେ ବି ହେଉନି ମରାମତି ଜିଲ୍ଲାପାଳ ଦୃଷ୍ଟି ଦେବାକୁ ଦାବି

Proprietor Abhimanyu Maharana by Proprietor Abhimanyu Maharana
July 7, 2020
in Uncategorized, ଓଡ଼ିଶା, ଦେଶ, ହୋମ୍
0
ସମସ୍ୟାରରେ ହଳଦିଗଡିଆ ପଂଚାୟତ ; ଗମନାଗମନ ଅବ୍ୟବସ୍ଥା, ଜଳୁନି ଷ୍ଟ୍ରୀଟ ଲାଇଟ ଅଭିଯୋଗ ପରେ ବି ହେଉନି ମରାମତି ଜିଲ୍ଲାପାଳ ଦୃଷ୍ଟି ଦେବାକୁ ଦାବି
Share on FacebookShare on TwitterWhatsapp

ଓଡିଶା ତାଜା ନ୍ୟୁଜ୍ ( ୦୭ ଜୁଲାଇ ମଙ୍ଗଳବାର) କୋରାଇ :- କୋରାଇ ବ୍ଲକ ଅନ୍ତର୍ଗତ ହଳଦିଗଡିଆ ପଂଚାୟତ ବିଭିନ୍ନ ସମସ୍ୟାରେ ଛନ୍ଦି ହୋଇ ପଡିଥିଲା ବେଳେ ଗାଁ କୁଡିକରେ ଲାଗିଥିବା ଷ୍ଟ୍ରୀଟ ଲାଇଟି ଜଳୁନି । ବସୁଧା ଯୋଜନାରେ ସବୁ ଗାଁକୁ ପାନୀୟ ଜଳ ଯୋଗାଣ ହୋଇ ନଥିଲା ବେଳେ ଏବେ ଷ୍ଟ୍ରୀଟ ଲାଇଟ ଜଳୁ ନଇଥିବାରୁ ଗ୍ରାମବାସୀ ଅନ୍ଧାରରେ । ଏନେଇ ଗ୍ରାମାବାସୀ ସ୍ଥାନୀୟ ସରପଂଚ ଓ ବିଭାଗୀୟଙ୍କ ନିକଟରେ ଅଭିଯୋଗ କଲେ ମଧ୍ୟ ମରାମତି କରାଯାଉନଥିବାରୁ ଅଧିବାସୀଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି । ୨୦୧୭ ମସିହାରେ ନୂଆ ପଂଚାୟତ ଭାବେ ୧୧ଟି ୱାର୍ଡକୁ ନେଇ ହୋଇଥିବା ହଳଦିଗଡିଆ ପଂଚାୟତ ଏବେ ନାନା ସମସ୍ୟା ମଧ୍ୟରେ ଗତିକରୁଛି । ଏଥିରେ ଶାଳକଣା, ହଳଦିଗଡିଆ, ଖିଲିପଙ୍ଖା, ପଦି, ବନ୍ତଳା, ଖଶାଗଡିଆ, ବ୍ରାହ୍ମଣିଦା, ଶିଶୁଆ ଆଦି ଗାଁ ଗୁଡିକର ମୁଖ୍ୟସମସ୍ୟା ରାସ୍ତାଘାଟ ମରାମତି ଅଭାବରୁ ବିପର୍ଯ୍ୟସ୍ତ ହୋଇଥିପଡିଥିଲା ବେଳେ ସବୁ ଗାଁକୁ ପାନୀୟ ଜଳ ଯୋଗାଣ ହୋଇ ପାରି ନାହିଁ । ଏଥି ସହିତ ଗାଁ ଗୁଡିକରେ ପଂଚାୟତ ଅର୍ଥରେ ଲାଗିଥିବା ଷ୍ଟ୍ରୀଟ ଲାଇଟି ମାସମାସ ଧରି କେତେକ ଜଳୁନାହିଁ; ପୁଣି ଆଉ କେତେ ଧପ୍‌ଧପ୍ ହେଉଛି । ବର୍ଷେ ପୂର୍ବରୁ ଏଥିରୁ କିଛି ଲାଗିଥିଲା ବେଳେ ଆଉ କିଛି ମାତ୍ର ୬ମାସ ପୂର୍ବରୁ ଲାଗିଛି ।

ହେଲେ ଏଗୁଡିକ ନିମ୍ନମାନର ଲାଇଟ ସରଞ୍ଜମ ଲାଗାଯାଇଥିବାରୁ ଅଳ୍ପଦିନ ମଧ୍ୟରେ ସେଗୁଡିକ ଖରାପ ହୋଇଯାଇଥିବା ଗ୍ରାମବାସୀ ଅଭିଯୋଗ କରିଛନ୍ତି ।ଏକୁଡିକୁ ମରାମତି କରିବା ନିମନ୍ତେ ଗ୍ରାମବାସୀ ସରପଂଚଙ୍କୁ ବାରମ୍ବାରଜଣାଇବାରୁ ସେ କହୁଛନ୍ତି ଷ୍ଟ୍ରୀଟ୍ ଲାଇଟ ଯୋଗାଣ କରିଥିବା ଠିକାଦାରଙ୍କୁ ସେ କହିଛନ୍ତି; ହେଲେ ସେ ଆସିବାକୁ କହି ଆସୁନାହିଁ । ଏନେଇ ଯୁବସମାଜସେବୀ ଭୁବନମୋହନ ମହାନ୍ତିଙ୍କ ନେତୃତ୍ୱରେ ଗ୍ରମାମବାସୀମାନେ ଜିଲାପାଳ ଯାଜପୁର, ବିଧାୟକ କୋରାଇ, ବିଡିଓ କୋରାଇଙ୍କୁ ଅଭିଯୋଗ ଜଣାଇବା ସହ ତୁରନ୍ତ ଖାଲଖମା ଭରା ଗ୍ରାମ୍ୟ ରାସ୍ତା ଓ ଅଚଳ ଷ୍ଟ୍ରୀଟ ଲାଇଟ ଗୁଡିକୁ ମରାମତିର ବ୍ୟବସ୍ଥା କରିବା ପାଇଁ ମଧ୍ୟ ନିବେଦନ କରିଛନ୍ତି । ଏନେଇ ସରପଂଚ ସବିତା ମଲିକଙ୍କୁ ପଚାରିବାରୁ ସେ କହିଲେ ଲାଇଟ ଯୋଗାଣ ଠିକାଦାରଙ୍କୁ ଫୋନକରିଥିଲି; ସେ କରୋନା ପାଇଁ ଆସିପାରୁନଥିଲା ବେଳେ ଦିନେ ଦୁଇଦିନ ମଧ୍ୟରେ ଆସି ମରାମତି କରିବାକୁ କହିଛନ୍ତି । (ରିପୋର୍ଟ – ରଶ୍ମିରେଖା ମଲ୍ଲିକ)

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
VISWASS ସ୍କୁଲ୍ ଆଣ୍ଡ କଲେଜ୍ ଅଫ୍ ନର୍ସିଂ ପକ୍ଷରୁ ଚେୟାରମ୍ୟାନ୍ ଡଃ ପ୍ରଜ୍ଞାନ ରଞ୍ଜନ ଘଡ଼ାଇଙ୍କ ଉପସ୍ଥିତିରେ B.Sc. ନର୍ସିଂ ପ୍ରଥମ ଓ ଦ୍ୱିତୀୟ ବର୍ଷର ଛାତ୍ରଛାତ୍ରୀଙ୍କ ପାଇଁ ଏକ ଆଧ୍ୟାତ୍ମିକ ଓ ପ୍ରେରଣାଦାୟକ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା

September 27, 2026
କନ୍ୟା ସନ୍ତାନ ଜନ୍ମର ଖୁସି କ୍ଷଣରେ ଶୋକ

କନ୍ୟା ସନ୍ତାନ ଜନ୍ମର ଖୁସି କ୍ଷଣରେ ଶୋକ

September 27, 2026
କଳିଙ୍ଗା ଘାଟିକୁ ବିକଳ୍ପ ରାସ୍ତା ଖୋଜା : ଭୂସ୍ଖଳନ ପରେ ୪ ଦିନ ଧରି ଯାତାୟାତ ଠପ୍‌, ଘଟଣାସ୍ଥଳରେ ପରିବହନ ମନ୍ତ୍ରୀ ଓ ପ୍ରଶାସନର ଅନୁଧ୍ୟାନ

କଳିଙ୍ଗା ଘାଟିକୁ ବିକଳ୍ପ ରାସ୍ତା ଖୋଜା : ଭୂସ୍ଖଳନ ପରେ ୪ ଦିନ ଧରି ଯାତାୟାତ ଠପ୍‌, ଘଟଣାସ୍ଥଳରେ ପରିବହନ ମନ୍ତ୍ରୀ ଓ ପ୍ରଶାସନର ଅନୁଧ୍ୟାନ

September 27, 2026
ପରମ୍ପରା ଓ ଭକ୍ତିର ସଙ୍ଗମ : ଘରେ ଘରେ ଭାଗବତ ଜନ୍ମ ଉତ୍ସବ

ପରମ୍ପରା ଓ ଭକ୍ତିର ସଙ୍ଗମ : ଘରେ ଘରେ ଭାଗବତ ଜନ୍ମ ଉତ୍ସବ

September 27, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

VISWASS ସ୍କୁଲ୍ ଆଣ୍ଡ କଲେଜ୍ ଅଫ୍ ନର୍ସିଂ ପକ୍ଷରୁ ଚେୟାରମ୍ୟାନ୍ ଡଃ ପ୍ରଜ୍ଞାନ ରଞ୍ଜନ ଘଡ଼ାଇଙ୍କ ଉପସ୍ଥିତିରେ B.Sc. ନର୍ସିଂ ପ୍ରଥମ ଓ ଦ୍ୱିତୀୟ ବର୍ଷର ଛାତ୍ରଛାତ୍ରୀଙ୍କ ପାଇଁ ଏକ ଆଧ୍ୟାତ୍ମିକ ଓ ପ୍ରେରଣାଦାୟକ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା

VISWASS ସ୍କୁଲ୍ ଆଣ୍ଡ କଲେଜ୍ ଅଫ୍ ନର୍ସିଂ ପକ୍ଷରୁ ଚେୟାରମ୍ୟାନ୍ ଡଃ ପ୍ରଜ୍ଞାନ ରଞ୍ଜନ ଘଡ଼ାଇଙ୍କ ଉପସ୍ଥିତିରେ B.Sc. ନର୍ସିଂ ପ୍ରଥମ ଓ ଦ୍ୱିତୀୟ ବର୍ଷର ଛାତ୍ରଛାତ୍ରୀଙ୍କ ପାଇଁ ଏକ ଆଧ୍ୟାତ୍ମିକ ଓ ପ୍ରେରଣାଦାୟକ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା

September 27, 2026
କନ୍ୟା ସନ୍ତାନ ଜନ୍ମର ଖୁସି କ୍ଷଣରେ ଶୋକ

କନ୍ୟା ସନ୍ତାନ ଜନ୍ମର ଖୁସି କ୍ଷଣରେ ଶୋକ

September 27, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version