• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ବରିଷ୍ଠ ନାଗରିକ ମାନଙ୍କ ପାଇଁ ଆଇନ୍ ସଚେତନତା ଶିବିର ଅନୁଷ୍ଠିତ

Proprietor Abhimanyu Maharana by Proprietor Abhimanyu Maharana
October 2, 2023
in ଓଡ଼ିଶା, ଖୋର୍ଦ୍ଧା, ହୋମ୍
0
ବରିଷ୍ଠ ନାଗରିକ ମାନଙ୍କ ପାଇଁ ଆଇନ୍ ସଚେତନତା ଶିବିର ଅନୁଷ୍ଠିତ
Share on FacebookShare on TwitterWhatsapp

୧ ଅକ୍ଟୋବର ୨୦୨୩ (ଓଡ଼ିଶା ତାଜା ନ୍ୟୁଜ ) ଜଟଣୀ-ଖୋର୍ଦ୍ଧା  :-> ବରିଷ୍ଠ ନାଗରିକ ଦିବସ ଅବସରରେ ସାମାଜିକ ଅନୁଷ୍ଠାନ ସମ୍ଭାବନା ପରିବାର ପକ୍ଷରୁ ତାଲୁକ ଆଇନସେବା କମିଟି ଏବଂ ଅଖିଳ ଭାରତୀୟ ପେନସନ୍ ଭୋଗୀ ଆସୋସିଏସନ୍ ର ମିଳିତ ସହଯୋଗରେ ବରିଷ୍ଠ ନାଗରିକ ତଥା ଅବସରପ୍ରାପ୍ତ କର୍ମଚାରୀଙ୍କ ପାଇଁ କେନ୍ଦ୍ର ସରକାର ଓ ରାଜ୍ୟ ସରକାରଙ୍କ ବିଭିନ୍ନ ଆଇନଗତ ସରକାରୀ ଯୋଜନା ଅପହଞ୍ଚ ସମ୍ବନ୍ଧରେ ଏକ ସଚେତନତା କାର୍ଯ୍ୟକ୍ରମ ସ୍ଥାନୀୟ ଅଲ ଇଣ୍ଡିଆ ସେଣ୍ଟ୍ରାଲ ଗଭର୍ନମେଣ୍ଟ ପେନସନ ଆସୋସିଏସନ୍ କାର୍ଯ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି l ସମ୍ଭାବନା ପରିବାରର ଆଇନ୍ ପରାମର୍ଶଦାତା ଆଇନଜୀବୀ ଅକ୍ଷୟ କୁମାର ଦାସଙ୍କ ପରିଚାଳନାରେ ଆୟୋଜିତ ଏହି କାର୍ଯ୍ଯକ୍ରମରେ ମୁଖ୍ୟ ଅତିଥିଭାବେ ସ୍ଥାନୀୟ କନିଷ୍ଠ ଦେୱାନି ଅଦାଲତର ବିଚାରପତି ହିତାଶ୍ରୀ ବେହେରା ଓ ସମ୍ମାନୀତ ଅତିଥି ଭାବେ ଜଟଣୀ ବାର୍ ଆସୋସିଏସନର ସଂପାଦକ ବିଜୟ କୁମାର ମହାପାତ୍ର,

ଉପସଭାପତି ପ୍ରଦୀପ କୁମାର ଜେନା ପୂର୍ବତନ ସମ୍ପାଦକ ଅଧିବକ୍ତା ସଂଜୟ କୁମାର ମହାପାତ୍ର, ପେନସନ୍ ଆସୋସିଏସନର ସଭାପତି ବିକେ ସାମଲ , ସମ୍ପାଦକ ବିଜୟ ରାମ ମହାନ୍ତି ପ୍ରମୁଖ ଯୋଗ ଦେଇଥିଲେ l ପରିଣତ ବୟସରେ ବରିଷ୍ଠ ନାଗରିକ ମାନଙ୍କ କ୍ଷେତ୍ରରେ ଉପୁଜୁଥିବା ବିଭିନ୍ନ ସମସ୍ୟା, ଚାକିରିରୁ ଅବସର ଗ୍ରହଣ ପରେ ପେନସନ ବାବଦରେ ଅନେକ ସମୟରେ ହେଉଥିବା ଅସୁବିଧା ସହିତ ନ୍ୟାୟପାଳିକାରେ ସମସ୍ୟା ସମାଧାନ ଦିଗରେ କରାଯାଇଥିବା ସ୍ୱତନ୍ତ୍ର ବ୍ୟବସ୍ଥା ଉପରେ ମୁଖ୍ୟ ଅତିଥି ଓ ଅନ୍ୟାନ୍ୟ ଅତିଥି ମାନେ ବିସ୍ତୃତ ଭାବରେ ଉପସ୍ଥିତ ବରିଷ୍ଠ ନାଗରିକ ମାନଙ୍କୁ ବୁଝାଇଥିଲେ l

ଏହି ସଭାରେ ଅନ୍ୟମାନଙ୍କ ମଧ୍ୟରେ ସରକାରୀ ଅଧିବକ୍ତା ମାନସ କୁମାର ସୁବୁଦ୍ଧିଙ୍କ ସମେତ କୋର୍ଟର ସମସ୍ତ କର୍ମଚାରୀ ପ୍ରମୁଖ ଉପସ୍ଥିତ ଥିବାବେଳେ କାର୍ଯ୍ୟକ୍ରମକୁ ସଭାପତି ସନ୍ତୋଷ ହୋତା, କୋଷାଧ୍ଯକ୍ଷ ରମାକାନ୍ତ ମହାରଣା ଓ ସହ କୋଷାଧ୍ୟକ୍ଷା ନିରୂପମା ସ୍ୱାଇଁ,  ସହ ସମ୍ପାଦକ ଅମିନ ରାଉତ, ସଂଗଠନ ସମ୍ପାଦକ ଦିଲୀପ ସିଂ ଓ ଶରତ କୁମାର ରେଡି, ଉପସଭାପତି ସଞ୍ଜୟ ବରିସଲ, ଲୁସେନ ରାୟ, ପ୍ରଶାନ୍ତ ସାହୁ, ମମତା ବେହେରା, ସ୍ମିତା ପଟ୍ଟନାୟକଙ୍କ ସମେତ ଅନ୍ୟମାନେ ପରିଚାଳନା କରିଥିଲେ l କାର୍ଯ୍ୟକ୍ରମ ଶେଷରେ ସମ୍ଭାବନା ପରିବାରର ସମ୍ପାଦକ ଦେବପ୍ରସାଦ ଦାଶ ଧନ୍ୟବାଦ ଅର୍ପଣ କରିଥିଲେ l

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ହରିବୋଲ ହୁଳହୁଳିରେ ବିଛୁବାହାଲି: ପୂର୍ଣାହୁତି ପରେ ପ୍ରସାଦ ସେବନ

ହରିବୋଲ ହୁଳହୁଳିରେ ବିଛୁବାହାଲି: ପୂର୍ଣାହୁତି ପରେ ପ୍ରସାଦ ସେବନ

June 21, 2026
ନିଖିଳ ଉତ୍କଳ ବିଶ୍ବକର୍ମା ସମିତି ପକ୍ଷରୁ ଚାମେଲିଙ୍କୁ ସ୍ବାଗତ

ନିଖିଳ ଉତ୍କଳ ବିଶ୍ବକର୍ମା ସମିତି ପକ୍ଷରୁ ଚାମେଲିଙ୍କୁ ସ୍ବାଗତ

June 21, 2026
ପବିତ୍ର ଶୀତଳ ଷଷ୍ଠୀ ଅବସରରେ କଟକର ଆରାଧ୍ୟ ଦେବତା ପ୍ରଭୁ ଶ୍ରୀ ଚହଟେଶ୍ୱରଙ୍କ ବିବାହ ଉତ୍ସବ

ପବିତ୍ର ଶୀତଳ ଷଷ୍ଠୀ ଅବସରରେ କଟକର ଆରାଧ୍ୟ ଦେବତା ପ୍ରଭୁ ଶ୍ରୀ ଚହଟେଶ୍ୱରଙ୍କ ବିବାହ ଉତ୍ସବ

June 21, 2026
ଘରପୋଡି ରେ ଦୁଇ ପରିବାର ସର୍ବସ୍ବାନ୍ତ

ଘରପୋଡି ରେ ଦୁଇ ପରିବାର ସର୍ବସ୍ବାନ୍ତ

June 20, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ହରିବୋଲ ହୁଳହୁଳିରେ ବିଛୁବାହାଲି: ପୂର୍ଣାହୁତି ପରେ ପ୍ରସାଦ ସେବନ

ହରିବୋଲ ହୁଳହୁଳିରେ ବିଛୁବାହାଲି: ପୂର୍ଣାହୁତି ପରେ ପ୍ରସାଦ ସେବନ

June 21, 2026
ନିଖିଳ ଉତ୍କଳ ବିଶ୍ବକର୍ମା ସମିତି ପକ୍ଷରୁ ଚାମେଲିଙ୍କୁ ସ୍ବାଗତ

ନିଖିଳ ଉତ୍କଳ ବିଶ୍ବକର୍ମା ସମିତି ପକ୍ଷରୁ ଚାମେଲିଙ୍କୁ ସ୍ବାଗତ

June 21, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version