• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ନୀଳଗିରି ବିଧାୟକ ଆକ୍ରାନ୍ତ ହେବା ପରେ ଏବେ ସାଲେପୁର ବିଧାୟକ କରୋନାରେ ସଂକ୍ରମିତ ହୋଇଛନ୍ତି

Proprietor Abhimanyu Maharana by Proprietor Abhimanyu Maharana
July 8, 2020
in Uncategorized, ଓଡ଼ିଶା, କରୋନା, ଦେଶ, ହୋମ୍
0
ଓଡ଼ିଶାରେ ୨, ୮୭,୦୯୦ଟି ନମୁନା ପରୀକ୍ଷା କରାଯାଇଛି । ୮,୬୦୧ ଜଣ ପଜିଟିଭ୍‌ ଚିହ୍ନଟ  । ୫,୯୩୪ ଜଣ ସଂପୂର୍ଣ୍ଣ ସୁସ୍ଥ । ୩୪ ଜଣ କୋଭିଡ୍‌-୧୯ ରୋଗୀଙ୍କର ମୃତ୍ୟୁ ହୋଇଛି  ।
Share on FacebookShare on TwitterWhatsapp
CREATOR: gd-jpeg v1.0 (using IJG JPEG v62), quality = 75

ଓଡିଶା ତାଜା ନ୍ୟୁଜ୍ (୦୮ ଜୁଲାଇ ବୁଧବାର ) କଟକ ଜିଲ୍ଲା ସାଲେପୁର :- ନୀଳଗିରି ବିଧାୟକ କରୋନାରେ ଆକ୍ରାନ୍ତ ହେବା ପରେ ଏବେ କଟକ ଜିଲ୍ଲାର ସାଲେପୁର ବିଧାୟକ ପ୍ରଶାନ୍ତ ବେହେରା କରୋନାରେ ସଂକ୍ରମିତ ହୋଇ କଟକ ଅଶ୍ୱିନୀ କୋଭିଡ ହସ୍ପିଟାଲରେ ଭର୍ତି ହୋଇଛନ୍ତି, ତାଙ୍କ ସହିତ ତାଙ୍କ ପିଏସ୍‌ଓ ଏବଂ ଡ୍ରାଇଭର୍‌ ମଧ୍ୟ ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି । ବିଧାୟକ ଶ୍ରୀ ବେ‌ହେରା କରୋନାରେ ଆକ୍ରାନ୍ତ ପ୍ରଶାସନର ମୁଣ୍ଡବିନ୍ଧା କାରଣ ହୋଇଛି, ମିଳିଥିବା ସୂଚନା ଅନୁସାରେ ଶ୍ରୀ ବେହେରା ବିଭିନ୍ନ ମନ୍ତ୍ରୀ, ପଦସ୍ଥ ସରକାରୀ ଅଧିକାରୀ, କଟକ, ଟାଙ୍ଗୀ-ସାଲେପୁର ଅଂଚଳର କର୍ମୀ ମାନଙ୍କ ସଂସ୍ପର୍ଶରେ ଆସିଛନ୍ତି ।

ସେ ଗତ କିଛିଦିନ ପୂର୍ବେ ପିକୋଳ ପଂଚାୟତରେ ଭୋଜି ଭାତରେ ଯୋଗଦେଇଥିଲେ, ଏଥିସହ ଗତମାସରେ ‘ଲକ୍ଷ୍ମୀ’ ଯୋଜନା କାର୍ଯ୍ୟକ୍ରମରେ ମଧ୍ୟ ଯୋଗ ଦେବା ଘଟଣା ସମସ୍ତଙ୍କୁ ଚିନ୍ତାରେ ପକାଇଛି ତାଙ୍କ ସହ କେଉଁମାନେ ସଂସ୍ପର୍ଶରେ ଆସିଛନ୍ତି ପ୍ରଶାସନ ପକ୍ଷରୁ ଖୋଳତାଡ଼ ଆରମ୍ଭ ହୋଇଛି । ବିଧାୟକଙ୍କ ପିଏସ୍‌ଓ ମଧ୍ୟ କରୋନାରେ ସଂକ୍ରମିତ ହୋଇଛନ୍ତି । ତାଙ୍କ ଘର ନିଶ୍ଚିନ୍ତକୋଇଲି ଅଂଚଳରେ ହୋଇଥିବାରୁ ସ୍ଥାନୀୟ ଅଂଚଳରେ ମଧ୍ୟ ଆତଙ୍କ ସୃଷ୍ଟି ହୋଇଛି । ସେହିଭଳି, ତାଙ୍କ ଡ୍ରାଇଭର୍‌ ମଧ୍ୟ ସଂକ୍ରମିତ ହୋଇଛନ୍ତି। ଉଭୟଙ୍କ କଣ୍ଟାକ୍ଟ ଟ୍ରେସିଂ ଆରମ୍ଭ କରାଯାଇଥିବାବେଳେ ବିଧାୟକଙ୍କ ସମେତ ଅନ୍ୟ ୨ ଜଣଙ୍କୁ ଅଶ୍ବିନୀ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । (ରିପୋର୍ଟ ଲଷ୍ମୀଧର ଖୁଣ୍ଟିଆ)

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ପୁରୀ ରେ ବରିଷ୍ଠ ନିର୍ବାଚନ ଡେପୁଟି କମିଶନର : କ୍ଷେତ୍ର ପରିଦର୍ଶନ ସହ ଏସଆଇଆର କାର୍ଯ୍ୟ ର କଲେ ସମୀକ୍ଷା

ପୁରୀ ରେ ବରିଷ୍ଠ ନିର୍ବାଚନ ଡେପୁଟି କମିଶନର : କ୍ଷେତ୍ର ପରିଦର୍ଶନ ସହ ଏସଆଇଆର କାର୍ଯ୍ୟ ର କଲେ ସମୀକ୍ଷା

June 17, 2026
ଓସିଏସରେ ୧୫୯ ସ୍ଥାନ ଅଧିକାର କରିଥିବା ରଣପୁର ଅଂଚଳର ଶ୍ୱେତା ସୁଚରିତାଙ୍କୁ ରାଜୀବ ଗାନ୍ଧୀ ପ୍ରତିଭା ସମ୍ମାନ-୨୦୨୬

ଓସିଏସରେ ୧୫୯ ସ୍ଥାନ ଅଧିକାର କରିଥିବା ରଣପୁର ଅଂଚଳର ଶ୍ୱେତା ସୁଚରିତାଙ୍କୁ ରାଜୀବ ଗାନ୍ଧୀ ପ୍ରତିଭା ସମ୍ମାନ-୨୦୨୬

June 16, 2026
ଜୋନାଲ-ସ୍ତରୀୟ ଯୁବ ସଂସଦ ପ୍ରତିଯୋଗିତାରେ ଓଡ଼ିଶାକୁ ପ୍ରତିନିଧିତ୍ୱ କରିବ ଏକଲବ୍ୟ ଆଦର୍ଶ ବିଦ୍ୟାଳୟର ଛାତ୍ରଛାତ୍ରୀ

ଜୋନାଲ-ସ୍ତରୀୟ ଯୁବ ସଂସଦ ପ୍ରତିଯୋଗିତାରେ ଓଡ଼ିଶାକୁ ପ୍ରତିନିଧିତ୍ୱ କରିବ ଏକଲବ୍ୟ ଆଦର୍ଶ ବିଦ୍ୟାଳୟର ଛାତ୍ରଛାତ୍ରୀ

June 16, 2026
ପ୍ରଗତି ମହିଳା ସଙ୍ଗଠନ ଆନୁକୂଲ୍ୟରେ ରଜ ଉତ୍ସବ ପାଳନ

ପ୍ରଗତି ମହିଳା ସଙ୍ଗଠନ ଆନୁକୂଲ୍ୟରେ ରଜ ଉତ୍ସବ ପାଳନ

June 16, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ପୁରୀ ରେ ବରିଷ୍ଠ ନିର୍ବାଚନ ଡେପୁଟି କମିଶନର : କ୍ଷେତ୍ର ପରିଦର୍ଶନ ସହ ଏସଆଇଆର କାର୍ଯ୍ୟ ର କଲେ ସମୀକ୍ଷା

ପୁରୀ ରେ ବରିଷ୍ଠ ନିର୍ବାଚନ ଡେପୁଟି କମିଶନର : କ୍ଷେତ୍ର ପରିଦର୍ଶନ ସହ ଏସଆଇଆର କାର୍ଯ୍ୟ ର କଲେ ସମୀକ୍ଷା

June 17, 2026
ଓସିଏସରେ ୧୫୯ ସ୍ଥାନ ଅଧିକାର କରିଥିବା ରଣପୁର ଅଂଚଳର ଶ୍ୱେତା ସୁଚରିତାଙ୍କୁ ରାଜୀବ ଗାନ୍ଧୀ ପ୍ରତିଭା ସମ୍ମାନ-୨୦୨୬

ଓସିଏସରେ ୧୫୯ ସ୍ଥାନ ଅଧିକାର କରିଥିବା ରଣପୁର ଅଂଚଳର ଶ୍ୱେତା ସୁଚରିତାଙ୍କୁ ରାଜୀବ ଗାନ୍ଧୀ ପ୍ରତିଭା ସମ୍ମାନ-୨୦୨୬

June 16, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version