• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

୪୩ ବର୍ଷରେ ପଦାର୍ପଣ : ଭଙ୍ଗା ଗୃହରେ ବିପଦ ସଂଙ୍କୁଳ ଅଵସ୍ଥାରେ ବାରଣ୍ଡା ରେ ଚାଲିଛି ଶିକ୍ଷାଦାନ – ପ୍ରଶାସନ ର ନିଘା ନାହିଁ

Proprietor Abhimanyu Maharana by Proprietor Abhimanyu Maharana
October 3, 2023
in Uncategorized, କନ୍ଧମାଳ, ହୋମ୍
0
୪୩ ବର୍ଷରେ ପଦାର୍ପଣ : ଭଙ୍ଗା ଗୃହରେ ବିପଦ ସଂଙ୍କୁଳ ଅଵସ୍ଥାରେ ବାରଣ୍ଡା ରେ ଚାଲିଛି ଶିକ୍ଷାଦାନ – ପ୍ରଶାସନ ର ନିଘା ନାହିଁ
Share on FacebookShare on TwitterWhatsapp

୨ ଅକ୍ଟୋବର ୨୦୨୩ (ଓଡ଼ିଶା ତାଜା ନ୍ୟୁଜ ) କନ୍ଧମାଳ :-> ଭଙ୍ଗା ଶ୍ରେଣୀ ଗୃହରେ ବିପଦ ସଂକୁଳ ଅଵସ୍ଥାରେ ଏବଂ ବାରଣ୍ଡା ରେ ଭବିଷ୍ୟତ ଗଢା ଚାଲିଛି l ଏଭଳି ଏକ ଦୃଶ୍ୟ ଦେଖିବାକୁ ମିଳିଛି କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ବ୍ଳକରେ l ସିନ୍ଦ୍ରିଗାଁ ଗ୍ରାମ ପଞ୍ଚାୟତ ର ମେଣ୍ଡିପାଙ୍ଗା ପ୍ରାଥମିକ ବିଦ୍ୟାଳୟ ବର୍ତ୍ତମାନ ୪୩ ବର୍ଷରେ ପଦାର୍ପଣ କରିଥିବା ବେଳେ ଶ୍ରେଣୀ ଗୃହ ଭଗ୍ନ ଅବସ୍ଥାରେ ରହିଛି l ବିପଦ ପୂର୍ଣ୍ଣ ଭାବେ ଶ୍ରେଣୀ ଗୃହ ଥିବାରୁ ଗୋଟିଏ କୋଠରୀ ରେ ପ୍ରଥମ ରୁ ପଞ୍ଚମ ଯାଏଁ ପାଞ୍ଚଟି ଶ୍ରେଣୀକୁ ପଢ଼ାନ୍ତି ଦୁଇ ଶିକ୍ଷକ l ୧୯୮୦ ମସିହା ରେ ସ୍ଥାପିତ ହେଇଥିବା ଏହି ବିଦ୍ୟାଳୟ ରେ ସର୍ବମୋଟ ୨୩ ଜଣ ଛାତ୍ର ଛାତ୍ରୀ ଅଧ୍ୟୟନ କରନ୍ତି l ସ୍ଥାନ ଅଭାବରୁ ଖରା ବର୍ଷା ଶୀତ ଦିନେ ବାରଣ୍ଡାରେ ବାଧ୍ୟ ହୋଇ ପାଠପଢା ଚାଲିଛି ବୋଲି ପ୍ରଧାନ ଶିକ୍ଷକ ସୁବାଷ ଚନ୍ଦ୍ର ବେହେରା କହିଛନ୍ତି l ସରକାର ‘ସଭିଏ ପଢନ୍ତୁ ଓ ସଭିଏ ବଢନ୍ତୁ” ନାରା ଦେଇ ଶିକ୍ଷା କୁ ସାର୍ବଜନୀନ କରି ରାଜକୋଷରୁ କୋଟି କୋଟି ଅର୍ଥ ବ୍ୟୟ ବରାଦ କରୁଥିବା ବେଳେ ରାଜନୈତିକ ଇଚ୍ଛା ଶକ୍ତିର ଅଭାବ ହେଉ ଅବା ବ୍ଲକ୍ ପ୍ରଶାସନ ର ଚରମ ଅବହେଳା ଯୋଗୁଁ ଦୁର୍ଦ୍ଦଶା ଭୋଗୁଛନ୍ତି l

ଶିକ୍ଷକ ଅଭିଭାବକ କୋମଳମତି ଶିଶୁ ମାନେ ଭୟ ଓ ଆତଙ୍କ ରେ ରହିଛନ୍ତି l କିଛିଦିନ ତଳେ ସେହି ଗ୍ରାମ ପଞ୍ଚାୟତ ର କିଲୁପଡ଼ା ପ୍ରାଥମିକ ବିଦ୍ୟାଳୟ ରେ ସ୍କୁଲ୍ ଛାତ ଭୁଶୁଡ଼ି ଯିବାରୁ ଅଳ୍ପକେ ମୃତ୍ୟୁମୁଖରୁ ବର୍ତ୍ତି ଯାଇଥିଲେ ଛାତ୍ର ଛାତ୍ରୀ ତଥାପି ବ୍ଲକ୍ ପ୍ରଶାସନ ବିଭାଗୀୟ ଅଧିକାରୀ ଙ୍କ ଚେତା ପଶୁନି l କିଲୁପଡ଼ା ସ୍କୁଲ ଛାତ ଭୁଶୁଡ଼ିବା ଘଟଣା ପରେ ଭୟ ରେ ଅଭିଭାବକ ପିଲାଙ୍କୁ ସ୍କୁଲକୁ ଛାଡ଼ୁ ନାହାନ୍ତି l ମରାମତି ଅଭାବରୁ ସ୍କୁଲ୍ ଛାତ କେତେବେଳେ ଯେ ଭୁଷୁଡି ପଡ଼ିବ କହିହେବ ନାହିଁ l ଏନେଇ ବିଦ୍ୟାଳୟ କର୍ତ୍ତୃପକ୍ଷ ବିଭାଗୀୟ ଅଧିକାରୀ ବ୍ଲକ୍ ପ୍ରଶାସନ କୁ ବହୁବାର ଲିଖିତ ଅଭିଯୋଗ କରିଥିଲେ ବି କାହାର ନିଘା ନାହିଁ ବୋଲି ସହକାରୀ ଶିକ୍ଷକ ସୁରେଶ ଚନ୍ଦ୍ର ଦାସ ପ୍ରକାଶ କରିଛନ୍ତି l

ସେହିଭଳି ପିଲାଙ୍କ ମଧ୍ୟାହ୍ନ ଭୋଜନ ରୋଷେଇ ମଧ୍ୟ ଭଙ୍ଗା ଘରେ ଚାଲିଛି ବୋଲି ପାଚିକା ସିନନ୍ତୀ ମଲିକ କହିଛନ୍ତି l ନଳକୂପ ଅଚଳ ଅବସ୍ଥାରେ ରହିଛି ଫଳରେ ଚୁଆଁ ପାଣିରେ ପ୍ରସ୍ତୁତ ହେଉଛି ମଧ୍ୟାହ୍ନ ଭୋଜନ, ପିଲାମାନେ ବାଧ୍ୟ ହୋଇ ଚୁଆଁ ପାଣିକୁ ପାନୀୟ ଜଳ ଭାବେ ବ୍ୟବହାର କରନ୍ତି ବୋଲି ଅଭିଭାବିକା ସୁଶିଳା ମଲିକ ପ୍ରକାଶ କରିଛନ୍ତି l ପ୍ରଶାସନ କଣ ଆଉ ଏକ ଦୁର୍ଘଟଣା କୁ ଅପେକ୍ଷା କରିଛି କି’ ବୋଲି ବୁଦ୍ଧିଜୀବୀ ମହଲ ରେ ପ୍ରଶ୍ନ ଉଠୁଛି l ତେବେ ପରିତ୍ୟକ୍ତ ସ୍କୁଲ୍ ଘର କୁ ଭାଙ୍ଗି ପ୍ରଶାସନ କେବେ ନୂତନ କୋଠା ନିର୍ମାଣ କରୁଛି ତାହା ଅଞ୍ଚଳବାସୀ ତଥା ଅଭିଭାବକ ଅପେକ୍ଷା କରିଛନ୍ତି l

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
କୋରାପୁଟ ବାଦଲିପାହାଡ଼ ଜଙ୍ଗଲରୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଓ ବିସ୍ଫୋରକ ଜବତ

କୋରାପୁଟ ବାଦଲିପାହାଡ଼ ଜଙ୍ଗଲରୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଓ ବିସ୍ଫୋରକ ଜବତ

June 23, 2026
ମାଁ ବନଦୁର୍ଗା ଦେବୀଙ୍କ ନୂତନ ମନ୍ଦିର ଓ ବିଗ୍ରହ ପ୍ରାଣ ପ୍ରତିଷ୍ଠା ଉତ୍ସବ

ମାଁ ବନଦୁର୍ଗା ଦେବୀଙ୍କ ନୂତନ ମନ୍ଦିର ଓ ବିଗ୍ରହ ପ୍ରାଣ ପ୍ରତିଷ୍ଠା ଉତ୍ସବ

June 23, 2026
ବାଲିଗୁଡା ଏନଏସି ରେ ହୋଇଥିବା ଦୁର୍ନୀତି ର ଉଚ୍ଚ ସ୍ତରୀୟ ତଦନ୍ତ ଦାବୀ ନେଇ ଦୁଇ କାଉନସିଲର ଙ୍କ ଅନିଦ୍ଧିଷ୍ଟକାଳ ପାଇଁ ଧାରଣା

ବାଲିଗୁଡା ଏନଏସି ରେ ହୋଇଥିବା ଦୁର୍ନୀତି ର ଉଚ୍ଚ ସ୍ତରୀୟ ତଦନ୍ତ ଦାବୀ ନେଇ ଦୁଇ କାଉନସିଲର ଙ୍କ ଅନିଦ୍ଧିଷ୍ଟକାଳ ପାଇଁ ଧାରଣା

June 23, 2026
ରାଜ୍ୟସଭା ନିର୍ବାଚନରେ ବିଧାୟକଙ୍କ କ୍ରସ ଭୋଟିଂ ପ୍ରସଙ୍ଗ ସଭ୍ୟପଦ ରଦ୍ଦ ଆବେଦନ ଖାରଜ କରି ଗଣତନ୍ତ୍ରକୁ ହତ୍ୟା କରିଛନ୍ତି ବାଚସ୍ପତି : ବିଜେଡି

ରାଜ୍ୟସଭା ନିର୍ବାଚନରେ ବିଧାୟକଙ୍କ କ୍ରସ ଭୋଟିଂ ପ୍ରସଙ୍ଗ ସଭ୍ୟପଦ ରଦ୍ଦ ଆବେଦନ ଖାରଜ କରି ଗଣତନ୍ତ୍ରକୁ ହତ୍ୟା କରିଛନ୍ତି ବାଚସ୍ପତି : ବିଜେଡି

June 22, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

କୋରାପୁଟ ବାଦଲିପାହାଡ଼ ଜଙ୍ଗଲରୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଓ ବିସ୍ଫୋରକ ଜବତ

କୋରାପୁଟ ବାଦଲିପାହାଡ଼ ଜଙ୍ଗଲରୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଓ ବିସ୍ଫୋରକ ଜବତ

June 23, 2026
ମାଁ ବନଦୁର୍ଗା ଦେବୀଙ୍କ ନୂତନ ମନ୍ଦିର ଓ ବିଗ୍ରହ ପ୍ରାଣ ପ୍ରତିଷ୍ଠା ଉତ୍ସବ

ମାଁ ବନଦୁର୍ଗା ଦେବୀଙ୍କ ନୂତନ ମନ୍ଦିର ଓ ବିଗ୍ରହ ପ୍ରାଣ ପ୍ରତିଷ୍ଠା ଉତ୍ସବ

June 23, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version