• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଇଣ୍ଡିଗୋ ଉଚ୍ଚ ମାଧ୍ୟମିକ ବିଜ୍ଞାନ ଓ ବାଣିଜ୍ୟ ବିଦ୍ୟାଳୟ ପରିସରରେ ଗାନ୍ଧିଜୀ ଓ ଶାସ୍ତ୍ରୀଜୀଙ୍କ ଜୟନ୍ତୀ ପାଳିତ

Proprietor Abhimanyu Maharana by Proprietor Abhimanyu Maharana
October 3, 2023
in ଓଡ଼ିଶା, କଟକ, ହୋମ୍
0
ଇଣ୍ଡିଗୋ ଉଚ୍ଚ ମାଧ୍ୟମିକ ବିଜ୍ଞାନ ଓ ବାଣିଜ୍ୟ ବିଦ୍ୟାଳୟ ପରିସରରେ ଗାନ୍ଧିଜୀ ଓ ଶାସ୍ତ୍ରୀଜୀଙ୍କ ଜୟନ୍ତୀ ପାଳିତ
Share on FacebookShare on TwitterWhatsapp

୩ ଅକ୍ଟୋବର ୨୦୨୩ (ଓଡ଼ିଶା ତାଜା ନ୍ୟୁଜ ) କଟକ :->କଟକ ସ୍ଥିତ ଇଣ୍ଡିଗୋ ଉଚ୍ଚ ମାଧ୍ୟମିକ ବିଜ୍ଞାନ ଓ ବାଣିଜ୍ୟ ବିଦ୍ୟାଳୟ ପରିସରରେ ଗାନ୍ଧିଜୀ ଓ ଶାସ୍ତ୍ରୀଜୀଙ୍କ ଜୟନ୍ତୀ ପାଳିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ବିଦ୍ୟାଳୟର ଅଧ୍ୟକ୍ଷ ଡକ୍ଟର ଭାଗବତ ଶୁକ୍ଳଙ୍କ ଅଧ୍ୟକ୍ଷତା କରି କହିଥିଲେ ଅହିଂସା ଓ ସତ୍ୟର ପୂଜାରୀ ଥିଲେ ଗାନ୍ଧିଜୀ ଏବଂ ସାଧାରଣ ଜୀବନ ବିତାଇ ଅସାଧାରଣ ନେତା ଥିଲେ ଲାଲ୍ ବାହାଦୁର ଶାସ୍ତ୍ରୀ । ଏହି କାର୍ଯ୍ୟକ୍ରମରେ ଅନୁଷ୍ଠାନର ସମ୍ପାଦକ ଭବାନୀ ପ୍ରସାଦ ମିଶ୍ର ସ୍ବାଗତ ଭାଷଣ ପ୍ରଦାନ କରି କହିଲେ ଭାରତୀୟ ତିନି ଜଣଙ୍କ ନିକଟରେ କୃତଜ୍ଞତା ଜ୍ଞାପନ କରେ ,

ସେମାନେ ହେଲେ ବାପା , ମାଆ ଏବଂ ଗାନ୍ଧୀଜୀ । ମୁଖ୍ୟ ଅତିଥି ଭାବରେ ଯୋଗଦେଇ ବିଶିଷ୍ଟ ଗାନ୍ଧୀବାଦୀ ପ୍ରବକ୍ତା ଡକ୍ଟର ବିଶ୍ବଜିତ ରାୟ କହିଥିଲେ ଗାନ୍ଧିଜୀ ଜଣେ ମଣିଷ ନଥିଲେ , ଗାନ୍ଧିଜୀ ଥିଲେ ବିଶ୍ବର ଆଦର୍ଶ ଏବଂ ବିଚାର ଧାରା । ଏବଂ ସେଇ ବିଚାର ଧାରାରେ ଅନୁପ୍ରାଣିତ ହୋଇ ବିଶ୍ବର ପ୍ରତ୍ୟେକ ଦେଶରେ ଜଣେ ଜଣେ ଗାନ୍ଧୀ ଅବତାର ନେବା ସହିତ ଭାରତର ପ୍ରତ୍ୟେକ ଅଞ୍ଚଳରେ ଜଣେ ଜଣେ ଆଞ୍ଚଳିକ ଗାନ୍ଧୀ ଭାବରେ ନାମିତ ହୋଇଛନ୍ତି । ଆହୁରି ମଧ୍ୟ କହିଥିଲେ ଗାନ୍ଧିଜୀଙ୍କୁ ମହାତ୍ମାରେ ପରିଣତ ହେବା କଥା ଉଠିଲେ , ଓଡ଼ିଶାର ସତ୍ୟବାଦୀ ବନବିଦ୍ୟାଳୟର କଥା ଉଠେ ।

ବରେଣ୍ୟ ଅତିଥି ଗାନ୍ଧିବାଦୀ ହିନ୍ଦୀ କବି ଶ୍ରୀଯୁକ୍ତ ହରିହର ସେନ୍ ମର୍ମସ୍ପର୍ଶୀ କବିତା ମାଧ୍ୟମରେ କହିଥିଲେ ଗାନ୍ଧିଜୀ ମରି ନାହାନ୍ତି , ବରଂ ପ୍ରତ୍ୟେକ ଦିନ ଜଣେ ଜଣେ ଗାନ୍ଧୀ ଭାରତରେ ଅବତୀର୍ଣ୍ଣ ହେଉଛନ୍ତି , ଏବଂ ଶାସ୍ତ୍ରୀଜୀଙ୍କ ନିର୍ଲୋଭ ଏବଂ ନିରଳସ ଜୀବନ ସମ୍ପର୍କରେ ଆଲୋଚନା କରିଥିଲେ । ଏହି କାର୍ଯ୍ୟକ୍ରମରେ ଅଧ୍ୟାପକ ଶସ୍ମିତା ସାହୁ ପ୍ରଦ୍ୟୁମ୍ନ କୁମାର ମିଶ୍ର ଆଜିର ଦିବସ ସମ୍ପର୍କରେ ଆଲୋଚନା କରିଥିଲେ । ଏହି କାର୍ଯ୍ୟକ୍ରମକୁ ହିମାଂଶୁ ଶେଖର ଖୁଣ୍ଟିଆ , ବଳଭଦ୍ର ଦାସ , ମୀନି ସେଠୀ , ମମତା ଜେନା , ବବିତା ସାହୁ , ଦୀପକ ଜେନା ଏବଂ ଅନୀତା ମହାନ୍ତି ପ୍ରମୁଖ ପରିଚାଳନା କରିଥିଲେ । ବିଭୁ ପ୍ରସାଦ ନାୟକ ଧନ୍ୟବାଦ ଅର୍ପଣ କରିଥିଲେ ‌।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ : ପେନାଲଟିକ ସୁଟ ଜରିଆରେ ପାଦେରୀପଡା ଓ ସୁଣ୍ଡରୁମିଲା ଦଳ ବିଜୟୀ

ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ : ପେନାଲଟିକ ସୁଟ ଜରିଆରେ ପାଦେରୀପଡା ଓ ସୁଣ୍ଡରୁମିଲା ଦଳ ବିଜୟୀ

August 8, 2026
ଫୁଲଚାଷୀଙ୍କ ତଣ୍ଟି କାଟି ହତ୍ୟା ଉଦ୍ୟମ, ଅଜଣା ଦୁର୍ବୃତ୍ତ ଚମ୍ପଟ

ଫୁଲଚାଷୀଙ୍କ ତଣ୍ଟି କାଟି ହତ୍ୟା ଉଦ୍ୟମ, ଅଜଣା ଦୁର୍ବୃତ୍ତ ଚମ୍ପଟ

August 8, 2026
ପିସିଆର ଦ୍ୱାରା ନିଖୋଜ ନାବାଳିକାଙ୍କୁ ଉଦ୍ଧାର କରି ପୁରୀ ସାଖୀକୁ ହସ୍ତାନ୍ତର

ପିସିଆର ଦ୍ୱାରା ନିଖୋଜ ନାବାଳିକାଙ୍କୁ ଉଦ୍ଧାର କରି ପୁରୀ ସାଖୀକୁ ହସ୍ତାନ୍ତର

August 8, 2026
ସିଦ୍ଧମହାବୀର ଲାଇଟି ଆରୋବି ତଳେ ଅଧିକ କାମ ବାକି ରହିଛି

ସିଦ୍ଧମହାବୀର ଲାଇଟି ଆରୋବି ତଳେ ଅଧିକ କାମ ବାକି ରହିଛି

August 8, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ : ପେନାଲଟିକ ସୁଟ ଜରିଆରେ ପାଦେରୀପଡା ଓ ସୁଣ୍ଡରୁମିଲା ଦଳ ବିଜୟୀ

ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ : ପେନାଲଟିକ ସୁଟ ଜରିଆରେ ପାଦେରୀପଡା ଓ ସୁଣ୍ଡରୁମିଲା ଦଳ ବିଜୟୀ

August 8, 2026
ଫୁଲଚାଷୀଙ୍କ ତଣ୍ଟି କାଟି ହତ୍ୟା ଉଦ୍ୟମ, ଅଜଣା ଦୁର୍ବୃତ୍ତ ଚମ୍ପଟ

ଫୁଲଚାଷୀଙ୍କ ତଣ୍ଟି କାଟି ହତ୍ୟା ଉଦ୍ୟମ, ଅଜଣା ଦୁର୍ବୃତ୍ତ ଚମ୍ପଟ

August 8, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version