No Result
View All Result
୩ ଅକ୍ଟୋବର ୨୦୨୩ (ଓଡ଼ିଶା ତାଜା ନ୍ୟୁଜ ) ଆର,ଉଦୟଗିରି :-> ଯାତ୍ରୀବାହୀ ବସ୍ଟି ଲଦିଗୁଡ଼ାରୁ ମୋହନା ଅଭିମୁଖେ ଯାଉଥିଲା । ଏହି ସମୟରେ ଇନ୍ଦ୍ରପୁର ଘାଟିରେ ବସ୍ଟି ଭାରସାମ୍ୟ ହରାଇ ଓଲଟି ପଡ଼ିଥିଲା । ସ୍ଥାନୀୟ ଲୋକେ ଓ ପୁଲିସ ସମସ୍ତ ଆହତଙ୍କୁ ଉଦ୍ଧାର କରି ବିରିକୋଟ ମେଡିକାଲ୍ ଭର୍ତି କରିଥିଲେ ।ସେଠାରେ ପ୍ରାଥମିକ ଚିକିତ୍ସାପରେ ଯାତ୍ରୀମାନଙ୍କୁ ମୋହନା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଛି !

ଭାରସାମ୍ୟ ହରାଇ ଘାଟିରେ ଓଲଟି ପଡ଼ିଲା ଯାତ୍ରୀଵାହୀ ବସ୍ । ଦୁର୍ଘଟଣାରେ ୧୫ ଯାତ୍ରୀ ଆହତ ହୋଇଛନ୍ତି। ଏପରି ଦୁର୍ଘଟଣା ଘଟିଛି ଗଜପତି ଜିଲ୍ଲା ଅଡବା ଥାନା ଅନ୍ତର୍ଗତ କୁଡ଼ିକିମା ଗାଁ ନିକଟସ୍ଥ ଇନ୍ଦ୍ରପୁର ଘାଟିରେ। ଆହତଙ୍କ ମଧ୍ୟରେ ୭ଜଣ ଅବସ୍ଥା ଗୁରୁତର ରହିଛି। ସମସ୍ତ ଆହତଙ୍କ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି!

No Result
View All Result