• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଆମଦର୍ହ ଗାଁ ରେ ଶିକ୍ଷକ ଦାବି ରେ ସ୍କୁଲ ରେ ତାଳା ପକାଇ ଧାରଣା ରେ ବସିଲେ ଛାତ୍ରଛାତ୍ର ଓ ଅଭିଭାବକ

Proprietor Abhimanyu Maharana by Proprietor Abhimanyu Maharana
October 5, 2023
in ଓଡ଼ିଶା, ବଲାଙ୍ଗିର, ହୋମ୍
0
ଆମଦର୍ହ ଗାଁ ରେ ଶିକ୍ଷକ ଦାବି ରେ ସ୍କୁଲ ରେ ତାଳା ପକାଇ ଧାରଣା ରେ ବସିଲେ ଛାତ୍ରଛାତ୍ର ଓ ଅଭିଭାବକ
Share on FacebookShare on TwitterWhatsapp

୫ ଅକ୍ଟୋବର ୨୦୨୩ (ଓଡ଼ିଶା ତାଜା ନ୍ୟୁଜ ) ପାଟଣାଗଡ଼ :-> ବଲାଙ୍ଗିର ଜିଲ୍ଲା ପାଟଣାଗଡ଼ ବ୍ଳକ ଘୁଚେପାଲି ପଞ୍ଚାୟତ ଆମଦର୍ହ ଗାଁ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ‌ରେ ଶିକ୍ଷକ ଅଭାବକୁ ନେଇ ଛାତ୍ର ଛାତ୍ରୀ ଓ ଅଭିଭାବକ ମାନେ ସ୍କୁଲ ଗେଟ ରେ ତାଳା ପକାଇ ଧାରଣା ରେ ବସିଛନ୍ତି । ଖବର ପାଇ ବିଇଓ ଙ୍କ ନିର୍ଦ୍ଧେଶ କ୍ରମେ ସିଆରସିସି ଧାରଣା ସ୍ଥଳକୁ ପହଞ୍ଚି ଆସନ୍ତା କାଳି ଜଣେ ଶିକ୍ଷକ ଙ୍କୁ ଡେପୁଟେସନ ରେ ପଠାଯିବ ବୋଲି ପ୍ରତିଶୃତୀ ଦେଇଥିଲେ ।ଶିକ୍ଷକ ନିଯୁକ୍ତି ନ ହେବା ପର୍ଯ୍ୟନ୍ତ ଆନ୍ଦୋଳନ କାରୀ ମାନେ ଧାରଣା ରୁ ଉଠିବୁ ନାହି ବୋଲି ରୋକ ଠୋକ ମନାକରି ଦେଇଥିଲେ । ସୂଚନା ଅନୁସାରେ ଆମଦର୍ହ ଉଚ୍ଚପ୍ରାମିକ ବିଦ୍ୟାଳୟ ରେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ଥିବା ବେଳେ ୮୦ ଜଣ ଛାତ୍ରଛାତ୍ରୀ ଅଧ୍ୟୟନରତ ଅଋଛନ୍ତି ।

ସ୍କୁଲ ରେ ଦୁଇ ଜଣ ଶିକ୍ଷକ ଥିବାରୁ ପାଠପଢ଼ା ରେ ବ୍ୟାଘାତ ସୃଷ୍ଟି ହେଉଛି । ଏହି ସମସ୍ୟାର ସମାଧାନ ପାଇଁ ଅଭିଭାବକ ମାନେ ବ୍ଳକ ଓ ଜିଲ୍ଲା ଶିକ୍ଷାଧିକାରୀ ସମେତ ଉପଜିଲ୍ଲାପାଳ ଙ୍କୁ ଲିଖିତ ଭାବରେ ଅବଗତ କରାଇଥିଲେ ।ପ୍ରଶାସନ ସେମାନ ଙ୍କୁ ପ୍ରତିଶୃତି ଦେବା ସହ ଦିନ ଗଡ଼ାଇ ଆସୁଥିଲା । ଯାହାର ପ୍ରତିବାଦ ସ୍ବରୁପ ଆଜି ସ୍କୁଲ ର ଛାତ୍ର ଛାତ୍ରୀ ଓ ଅଭିଭାବକ ମାନେ ସ୍କୁଲ ଗେଟ ରେ ତାଳା ପକାଇ ଧାରଣାରେ ବସି ପଡିଥିଲେ ।

ଏହାବ୍ୟତୀତ ଏହି ସ୍କୁଲ ରେ ପାଇଖାନା ଓ ବିଦ୍ୟୁତ ସଂଯୋଗ ନଥିବାରୁ ଛାତ୍ରଛାତ୍ରୀ ମାନେ ଅନେକ ସମସ୍ୟାର ସମ୍ମୁଖିନ ହେଉଛନ୍ତି । ଖବର ଲେଖା ହେବା ପର୍ଯ୍ୟନ୍ତ ଧାରଣ ଜାରି ରହିଥିବା ବେଳେ ଏହିସବୁ ସମସ୍ୟାର ସମାଧାନ ନ ହେବା ପର୍ଯ୍ୟନ୍ତ ସ୍କୁଲକାର୍ଯ୍ୟ ବନ୍ଦ‌ରହିବ ବୋଲି ଅଭିଭାବକ ମାନଙ୍କ ଠାରୁ ଜଣାପଡିଛି । ଏନେଇ ବିଇଓ ଶଙ୍କର ପ୍ରସାଦ ମାଝୀ ଙ୍କୁ ପଚାରିବାରୁ ଆସନ୍ତି କାଲି ଜଣେ ଶିକ୍ଷକ ଙ୍କୁ ଡେପୂଟେସନ ରେ ପଠାଇବା ସହ ଖୁବ୍ ଶିଘ୍ର ପାଇଖାନା ର ବ୍ୟବସ୍ଥା ସହ ବିଦ୍ୟୁତ ସଂଯୋଗ କରାଯିବ ବୋଲି କହିଥିଲେ । ଏଥିପ୍ରତି ପ୍ରତୀ ଜିଲ୍ଲାପାଳ ଦୃଷ୍ଟିଦେବାକୁ ଅଭିଭାବକ ମାନେ ଦାବି କରିଛନ୍ତି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ମୁଁ ହାରି ନାହିଁ : ତେଣୁ ରାଜ ଭବନ ଯିବି ନାହିଁ – ମୁଁ ଇସ୍ତଫା ଦେବି ନାହିଁ – ଦିଦି

ମୁଁ ହାରି ନାହିଁ : ତେଣୁ ରାଜ ଭବନ ଯିବି ନାହିଁ – ମୁଁ ଇସ୍ତଫା ଦେବି ନାହିଁ – ଦିଦି

May 5, 2026
ଏପ୍ରିଲ୍ ମାସରେ ୧୮ ଲକ୍ଷ ଲୋକଙ୍କୁ ୫ କି.ଗ୍ରା ଗ୍ୟାସ୍ ସିଲିଣ୍ଡର ଗଲା କୁଆଡ଼େ ..?  – ମହାସଂଘ

ଏପ୍ରିଲ୍ ମାସରେ ୧୮ ଲକ୍ଷ ଲୋକଙ୍କୁ ୫ କି.ଗ୍ରା ଗ୍ୟାସ୍ ସିଲିଣ୍ଡର ଗଲା କୁଆଡ଼େ ..? – ମହାସଂଘ

May 5, 2026
ଟ୍ରାଇଡେଂଟ ଗୃପ ପକ୍ଷରୁ ତକ୍ଷଶିଳା – ୨୦୨୬ ନିଯୁକ୍ତି କାର୍ଯ୍ୟକ୍ରମ

ଟ୍ରାଇଡେଂଟ ଗୃପ ପକ୍ଷରୁ ତକ୍ଷଶିଳା – ୨୦୨୬ ନିଯୁକ୍ତି କାର୍ଯ୍ୟକ୍ରମ

May 5, 2026
ସମସ୍ତେ ମିଳିମିଶି ଲୋକଙ୍କ ମୌଳିକ ସମସ୍ୟାର ସମାଧାନ କରି ଏକାମ୍ର ନିର୍ବାଚନ ମଣ୍ଡଳୀ ଓ ରାଜ୍ୟ କୁ ବିକଶିତ କରିବା ଅଭିମୁଖେ ଆଗେଇ ନେବାକୁ ଆମେ ସଂକଳ୍ପ ନେବା – ବାବୁ ସିଂ

ସମସ୍ତେ ମିଳିମିଶି ଲୋକଙ୍କ ମୌଳିକ ସମସ୍ୟାର ସମାଧାନ କରି ଏକାମ୍ର ନିର୍ବାଚନ ମଣ୍ଡଳୀ ଓ ରାଜ୍ୟ କୁ ବିକଶିତ କରିବା ଅଭିମୁଖେ ଆଗେଇ ନେବାକୁ ଆମେ ସଂକଳ୍ପ ନେବା – ବାବୁ ସିଂ

May 5, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ମୁଁ ହାରି ନାହିଁ : ତେଣୁ ରାଜ ଭବନ ଯିବି ନାହିଁ – ମୁଁ ଇସ୍ତଫା ଦେବି ନାହିଁ – ଦିଦି

ମୁଁ ହାରି ନାହିଁ : ତେଣୁ ରାଜ ଭବନ ଯିବି ନାହିଁ – ମୁଁ ଇସ୍ତଫା ଦେବି ନାହିଁ – ଦିଦି

May 5, 2026
ଏପ୍ରିଲ୍ ମାସରେ ୧୮ ଲକ୍ଷ ଲୋକଙ୍କୁ ୫ କି.ଗ୍ରା ଗ୍ୟାସ୍ ସିଲିଣ୍ଡର ଗଲା କୁଆଡ଼େ ..?  – ମହାସଂଘ

ଏପ୍ରିଲ୍ ମାସରେ ୧୮ ଲକ୍ଷ ଲୋକଙ୍କୁ ୫ କି.ଗ୍ରା ଗ୍ୟାସ୍ ସିଲିଣ୍ଡର ଗଲା କୁଆଡ଼େ ..? – ମହାସଂଘ

May 5, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version