• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ସାଇବର ସଚେତନତା ରଥ କୁ ରାଇରଙ୍ଗପୁର ସହର ବାସୀ ଙ୍କ ଦ୍ବାରା ସ୍ବାଗତ ସମ୍ବର୍ଦ୍ଧନା

Proprietor Abhimanyu Maharana by Proprietor Abhimanyu Maharana
October 6, 2023
in ଓଡ଼ିଶା, ମୟୁରଭଞ୍ଜ, ହୋମ୍
0
ସାଇବର ସଚେତନତା ରଥ କୁ ରାଇରଙ୍ଗପୁର ସହର ବାସୀ ଙ୍କ ଦ୍ବାରା ସ୍ବାଗତ ସମ୍ବର୍ଦ୍ଧନା
Share on FacebookShare on TwitterWhatsapp

୦୬ ଅକ୍ଟୋବର ୨୦୨୩ (ଓଡ଼ିଶା ତାଜା ନ୍ୟୁଜ ) ରାଇରଙ୍ଗପୁର :-> ଓଡିଶା ପୋଲିସ ବିଭାଗ ର ପ୍ରଚେଷ୍ଟାରେ କିପରି ଜନ ମାନସରେ ଦୈନନ୍ଦିନ କୌଣସି ନା କୌଣସି ଲୋକ ସାଇବର ଠକଙ୍କ ର ଶିକାର ହେଉଥିବା ନଜର କୁ ଆସୁଛି । ତେଣୁ ଏହି ସାଇବର ଠକଙ୍କ କବଳରୁ କିପରି ରକ୍ଷା ପାଇବା ସେ ନେଇ ଓଡିଶା ସରକାରଙ୍କ ନିର୍ଦ୍ଦେଶ ରେ ସାଇବର ଅପରାଧ ଉପରେ ସଚେତନତା କାର୍ଯ୍ୟକ୍ରମ ହାତକୁ ନେଇଛନ୍ତି । ଓଡିଶାରେ ସାଇବର ସଚେତନତା କାର୍ଯ୍ୟକ୍ରମ ୩୦ ସେପ୍ଟଟେମ୍ବର ରୁ ଆରମ୍ଭ ହୋଇ ୧୫ ଅକ୍ଟୋବର ପର୍ଯ୍ୟନ୍ତ ଚାଲୁ ରହିବ |

ସାଇବର ଅପରାଧ ସହାୟତା ନଂ ୧୯୩୦ | ଏଥିପାଇଁ ମୁଖ୍ୟତଃ ଭାବେ ସାଇବର ଅପରାଧରୁ ମୁକ୍ତ ହେବା ପାଇଁ ପାର୍ସୱାର୍ଡ ,ଆଇଡି ନ ଦେବା ସହିତ ସୋସିଆଲ ମିଡିଆ ବ୍ୟବହାର ରେ ମଧ୍ୟ ସତର୍କତା ଅବଲମ୍ବନ କରିବା ଉଚିତ ବୋଲି ସଚେତନ ବାର୍ତ୍ତା ପ୍ରଦାନ କରିଥିଲେ । ସଚେତନକାର୍ଯ୍ୟକ୍ରମକୁ ନେଇ ଆଜି ରାଇରଙ୍ଗପୁର ପୌରପରିଷଦ ଅନ୍ତର୍ଗତ ରାଇରଙ୍ଗପୁର ମହାବିଦ୍ୟାଳୟ ପରିସରରୁ ବାହାରି ରାଇରଙ୍ଗପୁର ବ୍ଳକ୍ ପର୍ଯ୍ୟନ୍ତ ପହଞ୍ଚିଥିଲା ,

ରାଇରଙ୍ଗପୁର ମହାବିଦ୍ୟାଳୟରେ ଅଧ୍ଯୟନ କରୁଥିବା ଛାତ୍ରଛାତ୍ରୀମାନଙ୍କୁ ମାନଙ୍କୁ ପ୍ରଥମେ ସାଇବର ସଚେତନ ସମ୍ପର୍କ ରେ ଆଲୋଚନା ଅନୁଷ୍ଠିତ ହୋଥିଲା ଓ ସାଇବର ସଚେତନତ ସୁରକ୍ଷା ଆକ୍ରମଣ ରୁ କିପରି ସୁରକ୍ଷିତ ହେବା ସେ ସମ୍ପର୍କରେ ଅଧିକାରୀ ମାନେ ଆଲୋକପାତ କରିଥିଲେ । | କାର୍ଯ୍ୟକ୍ରମ କୁ ରାଇରଙ୍ଗପୁର ଏସଡିପିଓ ଗୋକୁଳାନନ୍ଦ ସାହୁ ସଭାପତିତ୍ବ ରେ ଅନୁଷ୍ଠିତ ହୋଇଥିଲା ।

ଉକ୍ତ ସଚେତନତା ସଭାରେ ମୁଖ୍ୟ ଅତିଥି ଭାବେ ବାମନଘାଟୀ ଉପଜିଲ୍ଲାପାଳ ସରୋଜ କୁମାର ଦାସ, ସମ୍ମାନିତ ଅତିଥି ଭାବେ ଏବିଡିଓ ସୁରାଇ ମାର୍ଣ୍ଡି, ଏସ ବି ଆଇ ଚିଫ୍ ମ୍ୟାନେଜର ସୁଶାନ୍ତ କୁମାର ମହାପାତ୍ର, ବ୍ୟାଙ୍କ ଅଫ୍ ଇଣ୍ଡିଆ ମ୍ୟାନେଜର ବନମାଳୀ ରଣା, ସାଇବର ଦକ୍ଷ ସୁଶାନ୍ତ ମଣ୍ଡଳ, ରାଇରଙ୍ଗପୁର ବିଇଓ ଭାଗିରଥି ମହାନ୍ତି, ରାଇରଙ୍ଗପୁର ବ୍ଲକ ଅଧ୍ୟକ୍ଷ ଜ୍ଞାନରଂଜନ ହେମ୍ବ୍ରମ,

ରାଇରଙ୍ଗପୁର ମ୍ୟୁନିସିପାଲିଟି ଉପାଧ୍ୟକ୍ଷା ମମିତା ଚୌଧୂରୀ, ୪୬ ନଂ ଜୋନ ଜିଲ୍ଲାପରିଷଦ ସଦସ୍ୟା ଲିପିକା ମଣ୍ଡଳ, ଏ ଏସ ପି ଉମାଶଙ୍କର ମହାରଣା ଯୋଗ ଦେଇ ସାଇବର ସଚେତନତା ଉପରେ ସାରଗର୍ଭକ ବକ୍ତବ୍ୟ ରଖିଥିଲେ | ଏହି ସଭାରେ ରାଇରଙ୍ଗପୁର ଟାଉନ ପୋଲିସ ଅଧିକାରୀ ରୋଜାଲିନ ବେହେରା ତଥା ପୋଲିସ ଅଧିକାରୀ ଡମ୍ବୁରୁଧର ମହାନ୍ତ,

ଆଲୋକ କୁମାର ସିଂ, ବିରଞ୍ଚି ନାୟକ, ସୁନାରାମ ମାର୍ଣ୍ଡି, ବିଜୟ କୁମାର ଗିରି, ଯୋଗେନ୍ଦ୍ର ନାଏକ, ଶିକ୍ଷକ ଦିଲ୍ଲୀପ କୁମାର ମହାନ୍ତି ପ୍ରମୁଖ ସହଯୋଗ କରିଥିଲେ | ଏହି ସଭା ତଥା ସଚେତନତା କାର୍ଯ୍ୟକ୍ରମରେ ଆଶା,ଅଙ୍ଗନୱାଡି କର୍ମୀ, ମଶିନ ଶକ୍ତି ଗ୍ରୁପ୍, କଲେଜ ଛାତ୍ରଛାତ୍ରୀ , ରେଡି ଭଲେଟିୟାର ଓ ସ୍ଥାନୀୟ ଜନସାଧାରଣ ବହୁ ସଂଖ୍ୟାରେ ସାମିଲ ହୋଇଥିଲେ |

ଏହି ଭବ୍ୟ କାର୍ଯ୍ୟକ୍ରମ ସଭାକୁ ଶିକ୍ଷକ ରଂଜନ କୁମାର ନନ୍ଦ ପରିଚାଳନା କରିଥିବା ବେଳେ ଅଧ୍ୟାପକ ବିଜୟ କୁମାର ରାମ ଧନ୍ୟବାଦ ଅର୍ପଣ କରିଥିଲେ | କାର୍ଯ୍ୟକ୍ରମ ରେ ଆଦିବାସୀ ନୃତ୍ଯ , ଡ୍ରାମା , ଦାସକାଠିଆ ଓ ଝୁମର ନୃତ୍ଯ ପରିବେଷଣ ହୋଇଥିଲା ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ରଣପୁର ଚକାଶିଳା କ୍ଷେତ୍ରରେ ଲକ୍ଷାଧିକ ଭକ୍ତ ରୂପା ବେଶ ରେ ସଜେଇ ହେଲେ ତିନି ଠାକୁର ଶ୍ରୀଜିଉଙ୍କ ଦର୍ଶନ ପାଇ ପ୍ରବଳ ଭିଡ

ରଣପୁର ଚକାଶିଳା କ୍ଷେତ୍ରରେ ଲକ୍ଷାଧିକ ଭକ୍ତ ରୂପା ବେଶ ରେ ସଜେଇ ହେଲେ ତିନି ଠାକୁର ଶ୍ରୀଜିଉଙ୍କ ଦର୍ଶନ ପାଇ ପ୍ରବଳ ଭିଡ

July 26, 2026
ଜଙ୍ଗଲ ରାସ୍ତାରେ ଡକାୟତି ଅଭିଯୋଗ ରେ ଦୁଇ ଗିରଫ

ଜଙ୍ଗଲ ରାସ୍ତାରେ ଡକାୟତି ଅଭିଯୋଗ ରେ ଦୁଇ ଗିରଫ

July 26, 2026
ଜନ୍ମବେଦୀରେ ସରିଲା ଶ୍ରୀଜିଉଙ୍କ ଲୀଳାଖେଳ : “ଜୟ ଜଗନ୍ନାଥ” ଧ୍ୱନିରେ ପ୍ରକମ୍ପିତ ସାରା ଅଞ୍ଚଳ

ଜନ୍ମବେଦୀରେ ସରିଲା ଶ୍ରୀଜିଉଙ୍କ ଲୀଳାଖେଳ : “ଜୟ ଜଗନ୍ନାଥ” ଧ୍ୱନିରେ ପ୍ରକମ୍ପିତ ସାରା ଅଞ୍ଚଳ

July 26, 2026
ଶ୍ରୀଜଗନ୍ନାଥ ଜୟୁଙ୍କ ସୁନାବେଶ, ଶତାଧିକ ଶ୍ରଦ୍ଧାଳୁ ଭକ୍ତଙ୍କ ସମାବେଶ

ଶ୍ରୀଜଗନ୍ନାଥ ଜୟୁଙ୍କ ସୁନାବେଶ, ଶତାଧିକ ଶ୍ରଦ୍ଧାଳୁ ଭକ୍ତଙ୍କ ସମାବେଶ

July 26, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ରଣପୁର ଚକାଶିଳା କ୍ଷେତ୍ରରେ ଲକ୍ଷାଧିକ ଭକ୍ତ ରୂପା ବେଶ ରେ ସଜେଇ ହେଲେ ତିନି ଠାକୁର ଶ୍ରୀଜିଉଙ୍କ ଦର୍ଶନ ପାଇ ପ୍ରବଳ ଭିଡ

ରଣପୁର ଚକାଶିଳା କ୍ଷେତ୍ରରେ ଲକ୍ଷାଧିକ ଭକ୍ତ ରୂପା ବେଶ ରେ ସଜେଇ ହେଲେ ତିନି ଠାକୁର ଶ୍ରୀଜିଉଙ୍କ ଦର୍ଶନ ପାଇ ପ୍ରବଳ ଭିଡ

July 26, 2026
ଜଙ୍ଗଲ ରାସ୍ତାରେ ଡକାୟତି ଅଭିଯୋଗ ରେ ଦୁଇ ଗିରଫ

ଜଙ୍ଗଲ ରାସ୍ତାରେ ଡକାୟତି ଅଭିଯୋଗ ରେ ଦୁଇ ଗିରଫ

July 26, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version