• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ପୂର୍ବତନ ବ୍ଲକ ଅଧ୍ୟକ୍ଷ ତଥା ବିଜେଡ଼ି ଦକ୍ଷ ସଙ୍ଗଠକ ଙ୍କ ପରଲୋକ

Proprietor Abhimanyu Maharana by Proprietor Abhimanyu Maharana
October 7, 2023
in ଓଡ଼ିଶା, ନୟାଗଡ଼ ନିଉଜ୍, ହୋମ୍
0
ପୂର୍ବତନ ବ୍ଲକ ଅଧ୍ୟକ୍ଷ ତଥା ବିଜେଡ଼ି ଦକ୍ଷ ସଙ୍ଗଠକ ଙ୍କ ପରଲୋକ
Share on FacebookShare on TwitterWhatsapp

୦୬ ଅକ୍ଟୋବର ୨୦୨୩ (ଓଡ଼ିଶା ତାଜା ନ୍ୟୁଜ ) ନୂଆଗାଁ :-> ନୂଆଗାଁ ବ୍ଲକର ବିଜୁ ଜନତା ଦଳର ଜଣେ ଦକ୍ଷ ସଂଗଠକ ତଥା କନ୍ଧମାଳ ସାଂସଦଙ୍କ ପ୍ରତିନିଧି ଏବଂ ନୂଆଗାଁ ଉଚ୍ଚ ବିଦ୍ୟାଳୟର ଶିକ୍ଷା ପରିଚାଳନା କମିଟିର ସଭାପତି ବିଜୟ କୁମାର ଶାସମଲ ଙ୍କ ଦେହ ଅସୁସ୍ଥ ହୋଇଥିବାରୁ ଗତ ଚାରିଦିନ ଧରି ଭୁବନେଶ୍ଵର ଆପୋଲ ହସ୍ପିଟାଲ ଠାରେ ଚିକିତ୍ସିତ ହେଉଥିବା ବେଳେ ରାତ୍ର ୮ଘଟିକା ସମୟରେ ପରଲୋକ ହୋଇଛି । ତାଙ୍କୁ ୪୮ ବର୍ଷ ହୋଇଥିଲା । ତାଙ୍କ ରାଜନୈତିକ ଜୀବନରେ ଦୁଇ ଦୁଇ ଥର ବ୍ଲକ ଅଧ୍ୟକ୍ଷ , ବ୍ଲକ ଉପାଧ୍ୟକ୍ଷ, ବ୍ଲକ ବିଜେଡ଼ି ସଭାପତି ଭାବେ ନିଜକୁ ପ୍ରତିଷ୍ଠିତ କରିପାରିଥିଲେ ।

ସ୍ବର୍ଗତ ଶାସମଲ , ପ୍ରମେୟ ର ନୂଆଗାଁ ବ୍ଲକ ସାମ୍ୱାଦିକ ହୃଦୟାନନ୍ଦ ଶାସମଲ ଙ୍କ ବଡ଼ଭାଇ । ସେ ଜଣେ ମେଳାପି, ପରୋଉପକାରି, କର୍ତ୍ତବ୍ୟନିଷ୍ଟ ବ୍ୟକ୍ତି ଥିଲେ। ତାଙ୍କ ଶବାଧାରକୁ ଦଶପଲ୍ଲା ବିଧାୟକ ରମେଶ ଚନ୍ଦ୍ର ବେହେରା,ପୁଅ, ଭାଇ , ପରିବାର ସହିତ ବିଭିନ୍ନ ଅଞ୍ଚଳରୁ ଶହ ଶହ ଲୋକ ଉପସ୍ଥିତ ରହି ତାଙ୍କ ମରଶରୀରକୁ ଏକ ଶୋଭାଯାତ୍ରାରେ ଗ୍ରାମ ପରିକ୍ରମା କରାଯାଇ ଶ୍ମଶାନକୁ ନିଆଯାଇଥିଲା । ସେଠାରେ ଏକ ମାତ୍ର ପୁତ୍ର ନବୀନଗୌରବ ଶାସମଲ ମୁଖାଗ୍ନି ଦେଇଥିଲେ । ଖବର ପାଇ ବ୍ଲକ ଅଧ୍ୟକ୍ଷା ଙ୍କ ପ୍ରତିନିଧି ଶଙ୍କର୍ଷଣ ବେହେରା, ଦଶପଲ୍ଲା ବ୍ଲକ ଅଧ୍ୟକ୍ଷା ଙ୍କ ପ୍ରତିନିଧି ଉପେନ୍ଦ୍ର କୁମାର ସାହୁ, ଗଣିଆ ଅଧ୍ୟକ୍ଷା ଝୁନା ଜେନା, ଜିଲ୍ଲା ବିଜେଡ଼ି ଉପସଭାପତି ଦିଲ୍ଲୀପ କୁମାର ଦଳବେହେରା ,

ବ୍ଲକ ବିଜେଡ଼ି ସଭାପତି ସନାତନ ସାମଲ, ଯୁବ ଜିଲ୍ଲା ଉପସଭାପତି ଗୋଲଖ ବିହାରୀ ଗୋଚ୍ଛାୟତ, ଛାତ୍ର ବିଜେଡ଼ି ସଭାପତି ସୁବ୍ରତ ପରିଡ଼ା,ଦେବରାଜ ଖଣ୍ଡୁଆଳ, ମାଇଛେଳି ସରପଞ୍ଚ ଙ୍କ ପ୍ରତିନିଧି ଦାଶରଥି ପ୍ରଧାନ, ଜାକେଡା ସରପଞ୍ଚ ଙ୍କ ପ୍ରତିନିଧି ବୁଲୁ ମଳିକ ଏବଂ ୨୨ ଟି ପଞ୍ଚାୟତର ସମସ୍ତ ଜନପ୍ରତିନିଧି ପ୍ରମୁଖ ଉପସ୍ଥିତ ହୋଇ ସ୍ବର୍ଗତ ଶାସମଲ ଙ୍କ ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାରକୁ ସମବେଦନା ଜଣାଇଥିଲେ। ତତ୍ ସହିତ ନୂଆଗାଁ ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଓ ସମସ୍ତ ଛାତ୍ର ଛାତ୍ରୀ ସମେତ ଶିକ୍ଷକ ମାନେ ବିଦ୍ୟାଳୟରେ ନୀରବ ପ୍ରାର୍ଥନା କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ତିନିରଥର ସିଂହାସନ ବେଦୀ ନିର୍ମାଣ ଶେଷ ପର୍ଯ୍ୟାୟରେ : ବେଦୀରେ ପଟା ପଡ଼ିବା କାର୍ଯ୍ୟ ଜାରୀ

ତିନିରଥର ସିଂହାସନ ବେଦୀ ନିର୍ମାଣ ଶେଷ ପର୍ଯ୍ୟାୟରେ : ବେଦୀରେ ପଟା ପଡ଼ିବା କାର୍ଯ୍ୟ ଜାରୀ

June 28, 2026
ଭାରତର ସର୍ବବୃହତ ଆନିମେସନ୍‌ ଟ୍ରେଲର ଉନ୍ମୋଚନ ସହିତ ମହାପ୍ରଭୁ ଜଗନ୍ନାଥ ଇତିହାସ ରଚିଲେ

ଭାରତର ସର୍ବବୃହତ ଆନିମେସନ୍‌ ଟ୍ରେଲର ଉନ୍ମୋଚନ ସହିତ ମହାପ୍ରଭୁ ଜଗନ୍ନାଥ ଇତିହାସ ରଚିଲେ

June 28, 2026
ପୁନଃଅବସ୍ଥାପିତ ହେଲେ ବରିଷ୍ଠ ଅଧ୍ୟାପକ ଡ଼ ବାନାମ୍ବର ପୃଷ୍ଟି

ପୁନଃଅବସ୍ଥାପିତ ହେଲେ ବରିଷ୍ଠ ଅଧ୍ୟାପକ ଡ଼ ବାନାମ୍ବର ପୃଷ୍ଟି

June 28, 2026
ରାଜସୁନାଖଳା ଫାଣ୍ଡିରେ ଯୋଗ ଦେଲେ ନୂତନ ଅଧିକାରୀ

ରାଜସୁନାଖଳା ଫାଣ୍ଡିରେ ଯୋଗ ଦେଲେ ନୂତନ ଅଧିକାରୀ

June 28, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ତିନିରଥର ସିଂହାସନ ବେଦୀ ନିର୍ମାଣ ଶେଷ ପର୍ଯ୍ୟାୟରେ : ବେଦୀରେ ପଟା ପଡ଼ିବା କାର୍ଯ୍ୟ ଜାରୀ

ତିନିରଥର ସିଂହାସନ ବେଦୀ ନିର୍ମାଣ ଶେଷ ପର୍ଯ୍ୟାୟରେ : ବେଦୀରେ ପଟା ପଡ଼ିବା କାର୍ଯ୍ୟ ଜାରୀ

June 28, 2026
ଭାରତର ସର୍ବବୃହତ ଆନିମେସନ୍‌ ଟ୍ରେଲର ଉନ୍ମୋଚନ ସହିତ ମହାପ୍ରଭୁ ଜଗନ୍ନାଥ ଇତିହାସ ରଚିଲେ

ଭାରତର ସର୍ବବୃହତ ଆନିମେସନ୍‌ ଟ୍ରେଲର ଉନ୍ମୋଚନ ସହିତ ମହାପ୍ରଭୁ ଜଗନ୍ନାଥ ଇତିହାସ ରଚିଲେ

June 28, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version