• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

୪୨ମୌଜା ଶ୍ରୀରାମ ଶନିମନ୍ଦିର ଗଡା ନଦୀବନ୍ଧ କଡରୁ ଗଛକଟା ସହିତ ଚୋରି : ପ୍ରକୃତିପ୍ରେମୀ ଓ ନଦୀବନ୍ଧ ସୁରକ୍ଷା କର୍ମୀମାନଙ୍କ ବିରୋଧ – ରାଜସ୍ୱ ବିଭାଗ ଓ ପୋଲିସ୍ ପ୍ରଶାସନ ପଦକ୍ଷେପ ପାଇଁ ଦାବି  

Proprietor Abhimanyu Maharana by Proprietor Abhimanyu Maharana
October 7, 2023
in ଓଡ଼ିଶା, କଟକ, ହୋମ୍
0
୪୨ମୌଜା ଶ୍ରୀରାମ ଶନିମନ୍ଦିର ଗଡା ନଦୀବନ୍ଧ କଡରୁ ଗଛକଟା ସହିତ ଚୋରି : ପ୍ରକୃତିପ୍ରେମୀ ଓ ନଦୀବନ୍ଧ ସୁରକ୍ଷା କର୍ମୀମାନଙ୍କ ବିରୋଧ – ରାଜସ୍ୱ ବିଭାଗ ଓ ପୋଲିସ୍ ପ୍ରଶାସନ ପଦକ୍ଷେପ ପାଇଁ ଦାବି  
Share on FacebookShare on TwitterWhatsapp

୦୬ ଅକ୍ଟୋବର ୨୦୨୩ (ଓଡ଼ିଶା ତାଜା ନ୍ୟୁଜ ) ବୟାଳିଶମୌଜା :-> କଟକସଦର ୪୨ମୌଜା ବ୍ରହ୍ମପୁର ପଂଚାୟତସ୍ଥ ଶ୍ରୀରାମ ରାଜସ୍ୱ ମୌଜା ଅନ୍ତର୍ଗତ ପ୍ରଭୂ ଶନି ଦେବଙ୍କ ମନ୍ଦିର ଗଡା ଓ ଲକ୍ଷ୍ମୀଘର ପାଶ୍ୱର୍ ନଦୀବନ୍ଧ କଡରେ ଥିବା ସରକାରୀ ଜମିରେ ବହୁ ଦେବଦାରୁ ଓ ଚାକୁଣ୍ଡା ଗଛ ଲଗାଯାଇଥିଲା । ଯଦ୍ୱାରା କାଠଯୋଡୀ ନଦୀବନ୍ଧ ସୁରକ୍ଷା ହେବା ସହିତ ପରିବେଶକୁ ସୁନ୍ଦର , ସ୍ୱାସ୍ଥ୍ୟକର ବାତାବରଣ ସୃଷ୍ଟି ହେଉଥିଲା । କିନ୍ତୁ ଗତ ୩ଦିନ ଧରି ଏହି ନଦୀବନ୍ଧ ଜନବସତି ଆଡକୁ ଥିବା ଗଛ ଗୁଡିକୁ କେତେକ ଆଂଚଳିକ ଦୁର୍ବୁତମାନେ ଲୋକ ଲଗାଇ ଗଛ କାଟି ନେଇଯାଇଛନ୍ତି ଓ ବିକ୍ରୀ କରି ବହୁ ମୁନାଫା କମାଉଥିବା ବର୍ତମାନ ପ୍ରକୃତିପ୍ରେମୀ ଓ ନଦୀବନ୍ଧ ସୁରକ୍ଷା କର୍ମୀମାନଙ୍କ ମଧ୍ୟରେ ଅଶାନ୍ତିର ବାତାବରଣ ସୃଷ୍ଟି କରିଛି ।

ସେହିପରି ନଦୀବନ୍ଧ କଡରୁ ଗଛଗୁଡିକ କଟାଯିବା ଦ୍ୱାରା ନଦୀବନ୍ଧ ଦୁର୍ବଳ ହେବା ସହିତ ବନ୍ଧ ଭାଙ୍ଗିବା, ଅତଡା ଖସିବା ଓ ରାସ୍ତା ଧସିଯିବା ନିଶ୍ଚିତ ହୋଇଛି । ସେହିପରି ପରିବେଶ ସମ୍ପୂର୍ଣ୍ଣ ଅସ୍ୱାସ୍ଥ୍ୟକର ଏବଂ ଜନ ମାରଣ ହୋଇଯାଇଥିବା ଅଂଚଳର ବହୁ ବୁଦ୍ଧିଜିବୀ ସୂଚନା ଦେଇଛନ୍ତି । ରାଜ୍ୟ ସରକାର ଓ ଜିଲ୍ଲା ପ୍ରଶାସନ ଅଂଚଳର ପରିବେଶ ସୁରକ୍ଷା ପାଇଁ ବୃକ୍ଷରୋପଣ କରାଯାଉଥିବା ବେଳେ ଗଛଗୁଡିକୁ ବେଆଇନ୍ ଭାବରେ କାଟି ବିକ୍ରୀ କରି ମୁନାଫା କମାଇବା ଏକ ପ୍ରକାର ଜନବିରୋଧି କାର୍ଯ୍ୟ ବୋଲି ପ୍ରକୃତି ବନ୍ଧୁ ଓ ସୁଚିନ୍ତକ ସମାଜର କର୍ମକର୍ତା ମତବ୍ୟକ୍ତ କରିଛନ୍ତି ।

ସେହିପରି ଏହି ବିଷୟରେ ରାଜସ୍ୱ ବିଭାଗ , ପୋଲିସ୍ ପ୍ରଶାସନ ଓ ବନାଂଚଳ ଅଧିକାରୀମାନଙ୍କର ଦୃଷ୍ଟି ଆକର୍ଷଣ କରାଯାଇଛି । ଏଥିପାଇଁ ତୁରନ୍ତ ସରକାରୀ ଯାଗାରୁ ବିନା ସରକାରୀ ପରମିସନ୍ ନନେଇ ଗଛକାଟି ଚୋରି କରିନେଉଥିବା ବ୍ୟକ୍ତିପ୍ରତି ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ପ୍ରକୃତିବନ୍ଧୁ ନବକିଶୋର ପଣ୍ଡା ତଥା ପ୍ରକୃତିପ୍ରେମୀ ଲକ୍ଷ୍ମଣ ସିଂହ, ନାରାୟଣ ମହାରଣା, ସୀମାଞ୍ଜଳ ଭୋଇ ଓ ଅନ୍ୟ ସମସ୍ତ କର୍ମକର୍ତା ଦାବି କରିଛନ୍ତି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଦୋଳପୂର୍ଣ୍ଣିମା ଉପଲକ୍ଷେ ବାଦୀପlଲା ଉଦଯାପିତ

ଦୋଳପୂର୍ଣ୍ଣିମା ଉପଲକ୍ଷେ ବାଦୀପlଲା ଉଦଯାପିତ

March 10, 2026
ପୁରୀ କୋର୍ଟରେ ବୋମା ଗୁଜବ ପୋଲିସ ଅନୁସନ୍ଧାନ ପରେ କୋର୍ଟକାର୍ଯ୍ଯ ସ୍ବାଭାବିକ

ପୁରୀ କୋର୍ଟରେ ବୋମା ଗୁଜବ ପୋଲିସ ଅନୁସନ୍ଧାନ ପରେ କୋର୍ଟକାର୍ଯ୍ଯ ସ୍ବାଭାବିକ

March 10, 2026
ମହିଳାଙ୍କ ଉନ୍ନତିରେ ଦେଶର ପ୍ରଗତି : ସଙ୍ଗଶ୍ରୀ ଫାଉଣ୍ଡେସନ ଟ୍ରଷ୍ଟ ପକ୍ଷରୁ ଆନ୍ତର୍ଜାତୀୟ ମହିଳା ଦିବସ ପାଳିତ

ମହିଳାଙ୍କ ଉନ୍ନତିରେ ଦେଶର ପ୍ରଗତି : ସଙ୍ଗଶ୍ରୀ ଫାଉଣ୍ଡେସନ ଟ୍ରଷ୍ଟ ପକ୍ଷରୁ ଆନ୍ତର୍ଜାତୀୟ ମହିଳା ଦିବସ ପାଳିତ

March 10, 2026
ଭାରତୀୟ କ୍ରିକେଟ ଦଳ ବିଜୟୀ ପାଇଁ ବାଲୁକା ଆନିମେସନ

ଭାରତୀୟ କ୍ରିକେଟ ଦଳ ବିଜୟୀ ପାଇଁ ବାଲୁକା ଆନିମେସନ

March 10, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଦୋଳପୂର୍ଣ୍ଣିମା ଉପଲକ୍ଷେ ବାଦୀପlଲା ଉଦଯାପିତ

ଦୋଳପୂର୍ଣ୍ଣିମା ଉପଲକ୍ଷେ ବାଦୀପlଲା ଉଦଯାପିତ

March 10, 2026
ପୁରୀ କୋର୍ଟରେ ବୋମା ଗୁଜବ ପୋଲିସ ଅନୁସନ୍ଧାନ ପରେ କୋର୍ଟକାର୍ଯ୍ଯ ସ୍ବାଭାବିକ

ପୁରୀ କୋର୍ଟରେ ବୋମା ଗୁଜବ ପୋଲିସ ଅନୁସନ୍ଧାନ ପରେ କୋର୍ଟକାର୍ଯ୍ଯ ସ୍ବାଭାବିକ

March 10, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version