• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ଗଜପତି ଜିଲ୍ଲାରେ ଆଉ ୧୭ ପଜେଟିଭ ଚିହ୍ନଟ ହେବା ପରେ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇ ୫୩୬ ରେ ପହଞ୍ଚିଛି

Proprietor Abhimanyu Maharana by Proprietor Abhimanyu Maharana
July 9, 2020
in Uncategorized, ଓଡ଼ିଶା, କରୋନା, ଦେଶ, ହୋମ୍
0
ଗଜପତି ଜିଲ୍ଲାରେ ଆଉ ୧୭ ପଜେଟିଭ ଚିହ୍ନଟ ହେବା ପରେ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇ ୫୩୬ ରେ ପହଞ୍ଚିଛି
Share on FacebookShare on TwitterWhatsapp

ଓଡିଶା ତାଜା ନ୍ୟୁଜ୍ (୦୯ ଜୁଲାଇ ଗୁରୁବାର )ଗଜପତି ,ପାରଳାଖେମୁଣ୍ଡି :- ଗଜପତି ଜିଲ୍ଲାରେ ଆଉ ୧୭ ପଜେଟିଭ ଚିହ୍ନଟ ହେବା ପରେ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇ ୫୩୬ ରେ ପହଞ୍ଚିଛି । ଆଜି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ୭ ଜଣ କୋଭିଡ ଯୋଦ୍ଧା, ଅସ୍ଥାୟୀ ସ୍ବାସ୍ଥ୍ୟ କେନ୍ଦ୍ରରେ ରହୁଥିବା ୪ ଜଣ ପ୍ରବାସୀ, ଜଣେ ଅନ୍ୟ ଜଣେଙ୍କ ସଂସ୍ପୋରସ ରେ ଆସିଥିବା ବେଳେ ଅନ୍ୟ ୫ ଜଣ ଘର ଘର ବୁଲି ସ୍ବାସ୍ଥ୍ୟ ପରୀକ୍ଷା କରାଯିବା ବେଳେ ଚିହ୍ନଟ ହୋଇଥିବା ଜଣା ପଡିଛି ।

ପାରଳଖେମୁଣ୍ଡି ପୌରପରିସଦରେ ଚିହ୍ନଟ ହୋଇଥିବା ୭ ପଜେଟିଭ ହେଉଛନ୍ତି ଇନ୍ଦିରା ନଗର, ବଡବ୍ରlହ୍ମଣ ସାହି, ଶ୍ରୀଧର ନଗର-୧, ରଧାଗୋବିନ୍ଦ ନଗର ଓ ବେତାଗୁଡ଼ । ରିଜର୍ଭ ପୋଲିସ କାର୍ଯ୍ୟାଳୟ ର,୫ ଜଣ ରାୟଗଡ଼ ବ୍ଲକ ନାରାୟଣପୁର ପଞ୍ଚାୟତର ନାରାୟଣପୁର ଗ୍ରାମର,୪ ଜଣ କାଶୀନଗର ଓ ରାୟଗଡ଼ ବ୍ଲକ ର ବିଭିନ୍ନ ଅସ୍ଥାୟୀ ସ୍ବାସ୍ଥ୍ୟ କେନ୍ଦ୍ରରେ ରହୁଥିବା ବେଳେ ଜଣେ କାଶୀନଗର ସହରର ବୋଲି ଗଜପତି ଜିଲ୍ଲାପାଳ ଅନୁପମ ଶାହା ଏକ ପ୍ରେସ ବିଜ୍ଞପ୍ତି ରେ ଜଣାଇଛନ୍ତି । (ରିପୋର୍ଟ-ଗରୁଡ ଧ୍ୱଜ ଚୌଧୁରୀ)

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ନୟାଗଡ଼ ଜିଲ୍ଲା ଟ୍ରେଡ଼ ୟୁନିଅନସ ସମନ୍ୱୟ କମିଟିର ବାର୍ଷିକ ସମୀକ୍ଷ୍ୟା ବୈଠକ

June 17, 2026
ଜନ ଶିକ୍ଷଣ ସଂସ୍ଥାନ, ନୟାଗଡରେ ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ଭାଗିରଥୀ ହାଇସ୍କୁଲ ପକ୍ଷରୁ ସଚେତନତା ନେଇ ସାଇକେଲ ରାଲି ଗ୍ରାମ ପରିକ୍ରମା କଲା

ପ୍ରସ୍ତାବରେ ଅଟକିଛି ରାଉତପଡା-ଡିମିରିଆ ମହାନଦୀ ବ୍ୟାରେଜ ଅନୁଦାନ ମିଳିଛି, କ୍ୟାବିନେଟ ମଂଜୁରୀକୁ ଅପେକ୍ଷା : ନୟାଗଡ ଜିଲ୍ଲା ସାମ୍ବାଦିକ ସଂଘର ୧୫ ଜଣିଆ ଟିମ୍‍ର ପ୍ରସ୍ତାବିତ ଅଞ୍ଚଳ ପରିଦର୍ଶନ

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ନୟାଗଡ଼ ଜିଲ୍ଲା ଟ୍ରେଡ଼ ୟୁନିଅନସ ସମନ୍ୱୟ କମିଟିର ବାର୍ଷିକ ସମୀକ୍ଷ୍ୟା ବୈଠକ

ନୟାଗଡ଼ ଜିଲ୍ଲା ଟ୍ରେଡ଼ ୟୁନିଅନସ ସମନ୍ୱୟ କମିଟିର ବାର୍ଷିକ ସମୀକ୍ଷ୍ୟା ବୈଠକ

June 17, 2026
ଜନ ଶିକ୍ଷଣ ସଂସ୍ଥାନ, ନୟାଗଡରେ ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ଜନ ଶିକ୍ଷଣ ସଂସ୍ଥାନ, ନୟାଗଡରେ ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 17, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version