• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଅପରାଧ

ପୃଥକ୍ ପୃଥକ୍ ସ୍ଥାନରେ ତିନି ଜଣଙ୍କ ଆତ୍ମହତ୍ୟା ଅଭିଯୋଗ

Proprietor Abhimanyu Maharana by Proprietor Abhimanyu Maharana
October 10, 2023
in ଅପରାଧ, ଓଡ଼ିଶା, ମୟୁରଭଞ୍ଜ, ହୋମ୍
0
ପୃଥକ୍ ପୃଥକ୍ ସ୍ଥାନରେ ତିନି ଜଣଙ୍କ ଆତ୍ମହତ୍ୟା ଅଭିଯୋଗ
Share on FacebookShare on TwitterWhatsapp

୦୯ ଅକ୍ଟୋବର ୨୦୨୩ (ଓଡ଼ିଶା ତାଜା ନ୍ୟୁଜ ) ରାଇରଙ୍ଗପୁର :-> ମୟୂରଭଞ୍ଜ ଜିଲ୍ଲାର ବଆମନଘଆଟଈ ଉପଖଣ୍ଡର ପୃଥକ୍ ପୃଥକ୍ ସ୍ଥାନରେ ତିନି ଜଣ ବ୍ୟକ୍ତି ଆତ୍ମହତ୍ୟା କରିଥିବା ଅଭିଯୋଗ । ଆତ୍ମହତ୍ୟା ମହାପାତ୍ର ।ଦିନକୁ ଦିନ ଆତ୍ମହତ୍ୟା ବୃଦ୍ଧି ପାଉଥିବା ନେଇ ସାମାଜିକ କର୍ମୀ, ବୁଦ୍ଧିଜୀବୀ, ସ୍ବେଛାସେବୀ ମହଲରେ ଚିନ୍ତାର ବିଷୟ ପାଲଟିଛି । ବିଜ୍ଞାନ ଯେତେ ଆଗେଇଲେ ମଧ୍ୟ ଆତ୍ମହତ୍ୟା ବ୍ୟାଧି ରୋଗ ପାଇଁ ଆଜିଯାଏଁ କିଛି ବ୍ୟବସ୍ଥା ହୋଇ ପାରିଲା ନାହିଁ । ଆର୍ଥିକ, ପାରିବାରିକ କଳହ,ପ୍ରେମ ଜନିତ ବ୍ୟାପାର, ସରକାରୀ ଅଫିସରେ କାର୍ଯ୍ୟ ଚାପ, ବେସରକାରୀ କାର୍ଯ୍ୟାଳୟରେ ଚାପ ,ଋଣ କାରବାର, ମୋବାଇଲର ବିଭିନ୍ନ ଭିଡିଓ କୁ ନେଇ କଳହ ଓ ନିଜ ଦେହକୁ ନେବାବିଭିନ୍ନ ପରିସ୍ଥିତିରେ ନେଇ ମଣିଷ ଦୁର୍ଲଭ ମୂଲ୍ୟବାନ ଜୀବନକୁ ନିମିଷେ ମାତ୍ରେ ହରାଇବାକୁ ପଛାଉ ନାହାନ୍ତି ।

ସୂଚନା ଅନୁଯାୟୀ ଗୋରୁମହିଷାଣୀ ଥାନା ଅନ୍ତର୍ଗତ ଆମଦାବେଢ଼ା ଗ୍ରାମର ରୁବେନ୍ଦ୍ର ମହାରଣା (୩୮) କୌଣସି ନ କୌଣସି କାରଣରୁ ମାନସିକ ଭାରସାମ୍ୟ ହରାଇ ବେକରେ ରଶି ଲଗାଇ ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି। ରୁବେନ୍ଦ୍ର ଗତ ଶୁକ୍ରବାର ଦିନ ମଧ୍ୟ ଘରଛାଡି ପଳାଇ ଯାଇଥିଲେ ଆଉ ଘରକୁ ଫେରିନଥିଲେ ପରିବାର ଲୋକେ ବହୁ ଖୋଜା ଖୋଜି କରିବା ପରେ ଆଜି ଗ୍ରାମ ନିକଟସ୍ଥ ଏକ ବିଲ ମଝିରେ ଥିବା ଗଛରେ ତାଙ୍କର ମୃତ ଦେହ ଝୁଲୁ ଥିବାର ଦେଖିବାକୁ ପାଇ ଗ୍ରାମବାସୀମାନେ ଗୋରୁମହିଷାଣୀ ଥାନାରେ ସୂଚନା ଦେଇଥିଲେ।ଗୋରୁମହିଷାଣୀ ଏଏସଆଇ ଲମ୍ବଦର ବାରିକ ଶବକୁ ଜବତ କରି ବ୍ୟବଛେଡ ପାଇଁ ରାଇରଙ୍ଗପୁର ଉପଖଣ୍ଡ ଚିକିତ୍ସାଳୟକୁ ପଠାଇ ଘଟଣାର ଅଧିକ ତଦନ୍ତ କରୁଛନ୍ତି। ଏନେଇ ଗୋରୁମହିଷାଣୀ ଥାନାରେ କେଶ୍ ନଂ ୧୯/୨୩ ରେ ଏକ ଅପମୃତ ମାମଲା ରୁଜୁ ହୋଇଛି।

ସେହିପରି ରାଇରଙ୍ଗପୁର ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ସାନପାଖନା ଗ୍ରାପ ବଡ଼ଗାଁ ଗ୍ରାମର ବାଦଲ ମାଝୀଙ୍କ ପୁଅ ଆକାଶ(୨୭) ଆଜି ସନ୍ଧ୍ୟା ବେଳେ ନିଜ ଘରେ ରଶି ଲଗାଇ ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି । ପରିବାର ଲୋକେ ଶବକୁ ଉଦ୍ଧାର ରାଇରଙ୍ଗପୁର ଉପଖଣ୍ଡ ଚିକିତ୍ସାଳୟରେ ଭର୍ତି କରିଛନ୍ତି । ରାଇରଙ୍ଗପୁର ଗ୍ରାମାଞ୍ଚଳ ଥାନା ପୋଲିସ୍ ହସ୍ପଟାଲ୍ ପହଞ୍ଚି ଘଟଣାର ଅଧିକ ତଦନ୍ତ କରୁଛନ୍ତି । ସେହିପରି ତିରିଂ ଥାନା ଅନ୍ତର୍ଗତ ତିରିଂ ଗ୍ରାମର ଭରତ ଚନ୍ଦ୍ର ମହାନ୍ତ (୫୭) ଆଜି ଏକ ଗଛରେ ରଶି ଲଗାଇ ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି । ଏନେଇ ତିରିଂ ପୋଲିସ୍ କେସ ନଂ ୧୮/୨୩ ରେ ଏକ ଅପମୃତ ମାମଲା ରୁଜ୍ଜୁ କରି ଘଟଣାର ଅଧିକ ତଦନ୍ତ ଜାରି ରଖିଛି । ତଦସହ ପୋଲିସ ଶବ ବ୍ୟବଚ୍ଛେଦ କରାଇ ପରିବାର ବର୍ଗଙ୍କୁ ହସ୍ତାନ୍ତର କରିଛି ।  

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ପ୍ରଶାସନର ସବୁ ବ୍ଯବସ୍ଥା ଫେଲ ବଡଦାଣ୍ଡ ପାଲଟିଲା ମାଳିନୀ ନଦୀ

ପ୍ରଶାସନର ସବୁ ବ୍ଯବସ୍ଥା ଫେଲ ବଡଦାଣ୍ଡ ପାଲଟିଲା ମାଳିନୀ ନଦୀ

July 27, 2026
CSIR-IMMT strengthens industry partnerships with Engineers India Limited and LOHUM to accelerate indigenous critical minerals technologies

ସ୍ୱଦେଶୀ ଗୁରୁତ୍ୱପୂର୍ଣ୍ଣ ଖଣିଜ ପ୍ରଯୁକ୍ତିର ବିକାଶକୁ ତ୍ୱରାନ୍ୱିତ କରିବା ଳକ୍ଷ ନେଇ ସିଏସ୍‌ଆଇଆର୍‌-ଆଇଏମ୍‌ଏମ୍‌ଟି ଇଞ୍ଜିନିୟର୍ସ ଇଣ୍ଡିଆ ଲିମିଟେଡ୍ ଏବଂ ଲୋହମ୍‌ ମଧ୍ୟରେ ଶିଳ୍ପ ସହଭାଗିତା

ଲବଣଗିରି ପାହାଡ଼ରେ ଶ୍ରୀ ଜଗନ୍ନାଥ ମନ୍ଦିରରେ ବାହୁଡ଼ାଯାତ୍ରା ଅନୁଷ୍ଠିତ ହୋଇଯାଇଛି

ଲବଣଗିରି ପାହାଡ଼ରେ ଶ୍ରୀ ଜଗନ୍ନାଥ ମନ୍ଦିରରେ ବାହୁଡ଼ାଯାତ୍ରା ଅନୁଷ୍ଠିତ ହୋଇଯାଇଛି

July 27, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ପ୍ରଶାସନର ସବୁ ବ୍ଯବସ୍ଥା ଫେଲ ବଡଦାଣ୍ଡ ପାଲଟିଲା ମାଳିନୀ ନଦୀ

ପ୍ରଶାସନର ସବୁ ବ୍ଯବସ୍ଥା ଫେଲ ବଡଦାଣ୍ଡ ପାଲଟିଲା ମାଳିନୀ ନଦୀ

July 27, 2026
CSIR-IMMT strengthens industry partnerships with Engineers India Limited and LOHUM to accelerate indigenous critical minerals technologies

ସ୍ୱଦେଶୀ ଗୁରୁତ୍ୱପୂର୍ଣ୍ଣ ଖଣିଜ ପ୍ରଯୁକ୍ତିର ବିକାଶକୁ ତ୍ୱରାନ୍ୱିତ କରିବା ଳକ୍ଷ ନେଇ ସିଏସ୍‌ଆଇଆର୍‌-ଆଇଏମ୍‌ଏମ୍‌ଟି ଇଞ୍ଜିନିୟର୍ସ ଇଣ୍ଡିଆ ଲିମିଟେଡ୍ ଏବଂ ଲୋହମ୍‌ ମଧ୍ୟରେ ଶିଳ୍ପ ସହଭାଗିତା

July 27, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version