• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଙ୍କ ଦ୍ବାରା ୨୪ ଘଣ୍ଟିଆ ଡ୍ରିଙ୍କ ଫ୍ରମ ଟେପ’ ଜଳ ଯୋଗାଣ ଉଦ୍ଘାଟିତ

Proprietor Abhimanyu Maharana by Proprietor Abhimanyu Maharana
October 10, 2023
in ଓଡ଼ିଶା, ମୟୁରଭଞ୍ଜ, ହୋମ୍
0
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଙ୍କ ଦ୍ବାରା ୨୪ ଘଣ୍ଟିଆ ଡ୍ରିଙ୍କ ଫ୍ରମ ଟେପ’ ଜଳ ଯୋଗାଣ ଉଦ୍ଘାଟିତ
Share on FacebookShare on TwitterWhatsapp

୧୦ ଅକ୍ଟୋବର ୨୦୨୩ (ଓଡ଼ିଶା ତାଜା ନ୍ୟୁଜ ) ରାଇରଙ୍ଗପୁର :-> କଥାରେ ଅଛି ଜଳ ହିଁ ଜୀବନ । ମଣିଷ ଜଳ ପାଇଁ ଆଉ ହନ୍ତସନ୍ତ ହେବେ ନାହିଁ କି ଦୂଷିତ ଜଳ ପିଇ ଦୁରାରୋଗ୍ୟ ପୀଡ଼ିତ ହୋଇ ଛଟପଟ ରେ ମରିବେ ନାହିଁ । କାରଣ ମଣିଷର ଅମୂଲ୍ୟ ଜୀବନକୁ ସୁରକ୍ଷିତ ରଖିବା ପାଇଁ ଏବେ ୨୪ ଘଣ୍ଟିଆ ଜଳଯୋଗାଣ ଓ ସିଧାସଳଖ ବିଶୁଦ୍ଧ ପାଣି ବିଶୁଦ୍ଧ ପାଣି ପାଇବା ପାଇଁ ‘ ଡ୍ରିଙ୍କ ଫ୍ରମ ଟେପ’ ଜଳଯୋଗାଣ ଯୋଜନା ।

ଆଜି ଲୋକସେବା ସଦନ ଭବନରେ ସମସ୍ତ ବରିଷ୍ଠ ପ୍ରଶାସନିକ ଉପସ୍ଥିତିରେ ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓଡିଶାର ପଛୁଆ ଆଦିବାସୀ ଅଧ୍ୟୁଷିତ ଜିଲ୍ଲାର ୫ ଟି ପୌରାଞ୍ଚଳ ରାଇରଙ୍ଗପୁର,ଚମ୍ପୁଆ, ବୀରମିତ୍ରପୁର, ରାଜଗାଙ୍ଗପୁର,ନିମାପଡ଼ା ସହର ପାଇଁ ୨୪ ଘଣ୍ଟିଆ ‘ ଡ୍ରିଙ୍କ ଫ୍ରମ ଟେପ’ ଯୋଜନାର ଲୋକାର୍ପିତ କରିବା ସହ ଅନ୍ୟ ୧୩ ଟି ସହରର ପାଇଁ ଶୁଭାରମ୍ଭ କରିଛନ୍ତି ।

ମୟୂରଭଞ୍ଜ ଜିଲ୍ଲାର ଦିତୀୟ ବୃହତ୍ତମ ସହରର ୧୫ ଟି ଓ୍ବାର୍ଡର ବସବାସ କରୁଥିବା ୫,୫୯୬ ପରିବାରର ୩୩,୭୬୭ ଲୋକ ଉପକୃତ ହେବା ସହ ସହରକୁ ଆସୁଥିବା ଲୋକେ ମଧ୍ୟ ଉପକୃତ ହେବ । ମିନେରାଲ ଓ୍ବାଟର ଭଳି ସିଧାସଳଖ ଟେପରୁ ବିଶୁଦ୍ଧ ପାଣି ଉପଲବ୍ଧ ହେବ । ରାଇରଙ୍ଗପୁର ଷ୍ଟାଡିୟମ ପଡ଼ିଆରେ ଆୟୋଜିତ ହୋଇଥିବା ‘ଡ୍ରିଙ୍କ ଫ୍ରମ ଟେପ’ ଜଳଯୋଗାଣ ଉଦଘାଟନ କାର୍ଯ୍ୟକ୍ରମରେ ରାଜ୍ୟ ମହିଳା ଶିଶୁ ବିକାଶ ମନ୍ତ୍ରୀ ବାସନ୍ତୀ ହେମ୍ବ୍ରମ ,

ରାଜ୍ଯସଭା ସାଂସଦ ମମତା ମହାନ୍ତ, ମୟୂରଭଞ୍ଜ ଜିଲ୍ଲାପାଳ ବିନୀତ ଭରଦ୍ୱାଜ, ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଡାକ୍ତର ଦେବାଶିଷ ମାରାଣ୍ଡି,ଉପଜିଲ୍ଲାପାଳ ସରୋଜ ଦାସ,ପୌରାଧ୍ଯକ୍ଷ ଅଭିଷେକ ପଟ୍ଟନାୟକ ,ଉପାଧ୍ୟକ୍ଷଙ୍କ ମମିତା ଚୌଧୁରୀ , ସମସ୍ତ କାଉନସିଲ ଵୃନ୍ଦ,ପୌରାଧିକାରୀ ଧର୍ମେନ୍ଦ୍ର ଶତପଥୀ ,

ଗଣମାଧ୍ୟମ ପ୍ରତିନିଧି,ସହରର ମାନ୍ୟଗଣ୍ୟ ବ୍ୟକ୍ତି, ଜଳସାଥୀ,ଓ୍ବାଟକୋ କର୍ମଚାରୀ, ପିଏଚଇଡି ଜେନେରାଲ ମେନେଜର ଶ୍ରୀ ପୂର୍ଣଚନ୍ଦ୍ର ମଲ୍ଲିକ, ସହକାରୀ ମେନେଜର ଶ୍ରୀ ବଲ୍ଲଭ ରଂଜନ ପରିଡ଼ା ପ୍ରମୁଖ ଉପସ୍ଥିତ ଥିଲେ । ବିଶେଷ ଭାବରେ ଜଳସାଥୀ ଇନ୍ଦୁମତୀ ମହାନ୍ତ ନିଜର ୩ ବର୍ଷର ଅଭିଜ୍ଞତା ପ୍ରକାଶ କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ରଣପୁର ଚକାଶିଳା କ୍ଷେତ୍ରରେ ଲକ୍ଷାଧିକ ଭକ୍ତ ରୂପା ବେଶ ରେ ସଜେଇ ହେଲେ ତିନି ଠାକୁର ଶ୍ରୀଜିଉଙ୍କ ଦର୍ଶନ ପାଇ ପ୍ରବଳ ଭିଡ

ରଣପୁର ଚକାଶିଳା କ୍ଷେତ୍ରରେ ଲକ୍ଷାଧିକ ଭକ୍ତ ରୂପା ବେଶ ରେ ସଜେଇ ହେଲେ ତିନି ଠାକୁର ଶ୍ରୀଜିଉଙ୍କ ଦର୍ଶନ ପାଇ ପ୍ରବଳ ଭିଡ

July 26, 2026
ଜଙ୍ଗଲ ରାସ୍ତାରେ ଡକାୟତି ଅଭିଯୋଗ ରେ ଦୁଇ ଗିରଫ

ଜଙ୍ଗଲ ରାସ୍ତାରେ ଡକାୟତି ଅଭିଯୋଗ ରେ ଦୁଇ ଗିରଫ

July 26, 2026
ଜନ୍ମବେଦୀରେ ସରିଲା ଶ୍ରୀଜିଉଙ୍କ ଲୀଳାଖେଳ : “ଜୟ ଜଗନ୍ନାଥ” ଧ୍ୱନିରେ ପ୍ରକମ୍ପିତ ସାରା ଅଞ୍ଚଳ

ଜନ୍ମବେଦୀରେ ସରିଲା ଶ୍ରୀଜିଉଙ୍କ ଲୀଳାଖେଳ : “ଜୟ ଜଗନ୍ନାଥ” ଧ୍ୱନିରେ ପ୍ରକମ୍ପିତ ସାରା ଅଞ୍ଚଳ

July 26, 2026
ଶ୍ରୀଜଗନ୍ନାଥ ଜୟୁଙ୍କ ସୁନାବେଶ, ଶତାଧିକ ଶ୍ରଦ୍ଧାଳୁ ଭକ୍ତଙ୍କ ସମାବେଶ

ଶ୍ରୀଜଗନ୍ନାଥ ଜୟୁଙ୍କ ସୁନାବେଶ, ଶତାଧିକ ଶ୍ରଦ୍ଧାଳୁ ଭକ୍ତଙ୍କ ସମାବେଶ

July 26, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ରଣପୁର ଚକାଶିଳା କ୍ଷେତ୍ରରେ ଲକ୍ଷାଧିକ ଭକ୍ତ ରୂପା ବେଶ ରେ ସଜେଇ ହେଲେ ତିନି ଠାକୁର ଶ୍ରୀଜିଉଙ୍କ ଦର୍ଶନ ପାଇ ପ୍ରବଳ ଭିଡ

ରଣପୁର ଚକାଶିଳା କ୍ଷେତ୍ରରେ ଲକ୍ଷାଧିକ ଭକ୍ତ ରୂପା ବେଶ ରେ ସଜେଇ ହେଲେ ତିନି ଠାକୁର ଶ୍ରୀଜିଉଙ୍କ ଦର୍ଶନ ପାଇ ପ୍ରବଳ ଭିଡ

July 26, 2026
ଜଙ୍ଗଲ ରାସ୍ତାରେ ଡକାୟତି ଅଭିଯୋଗ ରେ ଦୁଇ ଗିରଫ

ଜଙ୍ଗଲ ରାସ୍ତାରେ ଡକାୟତି ଅଭିଯୋଗ ରେ ଦୁଇ ଗିରଫ

July 26, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version