• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ରଣପୁର ବ୍ଲକ କଂଗ୍ରେସ କମିଟି ପକ୍ଷରୁ ଘରେ ଘରେ କଂଗ୍ରେସ ଘରେ ଘରେ ହାତ କାର୍ଯ୍ୟକ୍ରମ

Proprietor Abhimanyu Maharana by Proprietor Abhimanyu Maharana
October 11, 2023
in ଓଡ଼ିଶା, ମହାନଗର, ହୋମ୍
0
ରଣପୁର ବ୍ଲକ କଂଗ୍ରେସ କମିଟି ପକ୍ଷରୁ ଘରେ ଘରେ କଂଗ୍ରେସ ଘରେ ଘରେ ହାତ କାର୍ଯ୍ୟକ୍ରମ
Share on FacebookShare on TwitterWhatsapp

୧୧ ଅକ୍ଟୋବର ୨୦୨୩ (ଓଡ଼ିଶା ତାଜା ନ୍ୟୁଜ ) ରଣପୁର :-> ରଣପୁର ବ୍ଲକ କଂଗ୍ରେସ ପକ୍ଷରୁ ପ୍ରଦେଶ କଂଗ୍ରେସ ଓଡିଶା ସଭାପତି ଶରତ ପଟ୍ଟନାୟକଙ୍କ ଆହ୍ବାନ କ୍ରମେ ଆଜି ପ୍ରଦେଶ କଂଗ୍ରେସ କମିଟି ସଭ୍ୟ ତଥା ରାଷ୍ଟ୍ରୀୟ ମଜଦୁର କଂଗ୍ରେସ ଜାତୀୟ ସଂଗଠନ ସମ୍ପାଦକ ସତ୍ୟବ୍ରତ ନାୟକ ନେତୃତ୍ୱରେ ପଦଯାତ୍ରା ଆରମ୍ଭ ହୋଇଥିଲା।ଏହି ପଦଯାତ୍ରାରେ ସତ୍ୟବ୍ରତ ନାୟକ ଓଡିଶାବିଜେଡି ଓ ବଜେପି ସରକାରଙ୍କ ର ପ୍ରତିଶୃତି ଓ ପ୍ରତାରଣର ଶିକାର ହୋଇଥିବା କୃଷକ,ବେକାରୀ ଯୁବକଯୁବତୀଙ୍କୁ ଦେଇଥିବା ବର୍ଷକୁ 2 ଲକ୍ଷ ନିଯୁକ୍ତି,ରାଜ୍ୟରେ ବିପର୍ଯ୍ୟସ୍ତ ସ୍ବାସ୍ଥ୍ୟ ବ୍ୟବସ୍ଥା, ବସ୍ତି ବାସିନ୍ଦା ଗରିବ ଭୂମିହୀନଙ୍କୁ ଦେଇଥିବା ପ୍ରତିଶ୍ରୁତି,

ବିଜେଡ଼ି ସରକାରର 23ବର୍ଷର ଚିଠି ଫଣ୍ଡ,ଖଣି,ଡାଲି ମହାଦୁର୍ନୀତି।କେନ୍ଦ୍ରର ବିଜେପି ସରକାରଙ୍କ ବର୍ଷକୁ 2କୋଟି ନିଯୁକ୍ତିର ପ୍ରତିଶୃତି, ସ୍ୱିଚ ବ୍ୟାଙ୍କରେ ଥିବା କଳାଧନ ଫେରସ୍ତ,ନିତ୍ୟବ୍ୟବହାର୍ଯ୍ୟ ଦ୍ରବ୍ୟ,ରନ୍ଧନ ଗ୍ୟାସ, ପେଟ୍ରୋଲ ଓ ଡିଜେଲର ଆକାଶ ଛୁଆଁ ଦରଦାମ ସହିତ,ଖାଇଵା ତେଲ,ଡାଲି, ଚୁଡା ଗୁଡ ଉପରେ ଜି ଏସ ଟି ଲାଗୁ ଯୋଗୁଁ ଦରଦାମ ହୁ ହୁ ହୋଇ ବଢିବା ଦ୍ୱାରା ନିମ୍ନମଧ୍ୟବିତ୍ତ ଓ ମଧ୍ୟବିତ ପରିବାର ହନ୍ତସନ୍ତ ହଉଛନ୍ତି। ଜି ଏସ ଟି ଯୋଗୁଁ ଭାରତ ବର୍ଷର ବହୁ କ୍ଷୁଦ୍ର ଓ ମଧ୍ୟମ ଶିଳ୍ପ ବନ୍ଦ ହୋଇ ଯାଇଅଛି।

ବରିଷ୍ଠ ନାଗରିକଙ୍କ ଟ୍ରେନ ଯାତ୍ରା କରିବା ନିମନ୍ତେ ସୁବିଧା ସୁଯୋଗକୁ ବନ୍ଦ କରିଦିଆ ଗଲା।ଏହି ସବୁ ସମସ୍ୟା ନେଇ କଂଗ୍ରେସ କର୍ମୀ ରଣପୁର ବିଜ୍ଞାପିତ ଅଞ୍ଚଳ ପରିଷଦସାହି ସାହି ଘର ଘର ବୁଲି ପ୍ରଚାରପତ୍ର ମାଧ୍ୟମରେ ଲୋକଙ୍କୁ ସଚେତନ କରାଇଥିଲେ।ବିଜେଡି ଓ ବିଜେପିର ପ୍ରତିଶୃତି ଓଡ଼ିଶାର ଦୁର୍ନୀତି ସ୍ଲୋଗାନ ଏବଂ ପ୍ରଗତିର ସଂକଳ୍ପ ରାଜ୍ୟରେ କଂଗ୍ରେସ ହିଁ ବିକଳ୍ପ ସ୍ଲୋଗାନ ଦେଇଥିଲେ ।

ଏହି କାର୍ଯ୍ୟକ୍ରମରେ ବାଳକୃଷ୍ଣ ଷଡ଼ଙ୍ଗୀ ,ମୀର ଅବୁବକର ସିଦ୍ଧିକ,ପ୍ରତିମାଜେନା,ପ୍ରକାଶ ଚନ୍ଦ୍ର ନାୟକ,ସୁଦର୍ଶନ ପ୍ରଧାନ ଶରତ ମହାପାତ୍ର ,ନବ ସାଠୁଆ ସୁଧାକର ପାଇକରା,ଦିଲ୍ଲୀପ ସେନାପତି,ସୁରେଶ ମହାରଣା,ଶିଶିର ଭଞ୍ଜ, ମିଟୁ ପ୍ରଧାନ,ହୃଦାନନ୍ଦ କାଣ୍ଡି,ବୁଲୁ ନାୟକ ଦିଲୀପ ମାଲିକ, ଜିତେନ୍ଦ୍ର ରଣସିଂହ, ଅଖିଳ ପ୍ରଧାନ,ପ୍ରମୁଖ ଶତାଧିକ କଂଗ୍ରେସକର୍ମୀ ବିଭିନ୍ନ ସ୍ଲୋଗାନ ଦେଇ ରଣପୁର ଘର ଘର ବୁଲିଥିଲେ l

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
 ଦିଲ୍ଲୀ ହାଉଜ ଖାସ ମନ୍ଦିରରେ ରଥଯାତ୍ରା ପାଇଁ ପ୍ରସ୍ତୁତି 

 Preparations on for Ratha Yatra at Delhi’s Hauz Khas Temple 

June 27, 2026
 ଦିଲ୍ଲୀ ହାଉଜ ଖାସ ମନ୍ଦିରରେ ରଥଯାତ୍ରା ପାଇଁ ପ୍ରସ୍ତୁତି 

 ଦିଲ୍ଲୀ ହାଉଜ ଖାସ ମନ୍ଦିରରେ ରଥଯାତ୍ରା ପାଇଁ ପ୍ରସ୍ତୁତି 

June 27, 2026
ଏସ୍. ଏନ୍. କ୍ଲାସେସ୍ ର ଗ୍ରୀଷ୍ମକାଳୀନ ଉଜ୍ଜାପନି ଉତ୍ସବ ପାଳିତ

ଏସ୍. ଏନ୍. କ୍ଲାସେସ୍ ର ଗ୍ରୀଷ୍ମକାଳୀନ ଉଜ୍ଜାପନି ଉତ୍ସବ ପାଳିତ

June 27, 2026
କଣ୍ଟାବାଞ୍ଜି ଏନ.ଏ.ସି.ରେ ବିକାଶର ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅନୁଷ୍ଠିତ – କଣ୍ଟାବାଞ୍ଜି

କଣ୍ଟାବାଞ୍ଜି ଏନ.ଏ.ସି.ରେ ବିକାଶର ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅନୁଷ୍ଠିତ – କଣ୍ଟାବାଞ୍ଜି

June 27, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

 ଦିଲ୍ଲୀ ହାଉଜ ଖାସ ମନ୍ଦିରରେ ରଥଯାତ୍ରା ପାଇଁ ପ୍ରସ୍ତୁତି 

 Preparations on for Ratha Yatra at Delhi’s Hauz Khas Temple 

June 27, 2026
 ଦିଲ୍ଲୀ ହାଉଜ ଖାସ ମନ୍ଦିରରେ ରଥଯାତ୍ରା ପାଇଁ ପ୍ରସ୍ତୁତି 

 ଦିଲ୍ଲୀ ହାଉଜ ଖାସ ମନ୍ଦିରରେ ରଥଯାତ୍ରା ପାଇଁ ପ୍ରସ୍ତୁତି 

June 27, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version