• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଜୀବା ସରକାରୀ ଉଚ୍ଚ ବିଦ୍ୟାଳୟ ଛାତ୍ର ଓ ଛାତ୍ରୀ ମାନଙ୍କ ବିଜ୍ଞାନ କଂଗ୍ରେସ ପକ୍ଷରୁ ପୁଷ୍କରିଣୀ ଓ ଏହାର ରକ୍ଷଣା ବେକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ

Proprietor Abhimanyu Maharana by Proprietor Abhimanyu Maharana
October 14, 2023
in ଓଡ଼ିଶା, ଗଜପତି, ଦେଶ, ହୋମ୍
0
ଜୀବା ସରକାରୀ ଉଚ୍ଚ ବିଦ୍ୟାଳୟ ଛାତ୍ର ଓ ଛାତ୍ରୀ ମାନଙ୍କ ବିଜ୍ଞାନ କଂଗ୍ରେସ ପକ୍ଷରୁ ପୁଷ୍କରିଣୀ ଓ ଏହାର ରକ୍ଷଣା ବେକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ
Share on FacebookShare on TwitterWhatsapp

୧୪ ଅକ୍ଟୋବର  ୨୦୨୩ (ଓଡ଼ିଶା ତାଜା ନ୍ୟୁଜ ) ପାରଳାଖେମୁଣ୍ଡି :- ଗଜପତି ଜିଲ୍ଲା ଗୁମ୍ମା ବ୍ଲକ ଅନ୍ତର୍ଗତ ଜୀବା ଗ୍ରାମରେ ଥିବା ସରକାରୀ ଉଚ୍ଚ ବିଦ୍ୟାଳୟ ଛାତ୍ର ଓ ଛାତ୍ରୀ ମାନଙ୍କ ବିଜ୍ଞାନ କଂଗ୍ରେସ ଦ୍ଵାରା ଜୀବା ଗ୍ରାମରେ ପୁଷ୍କରିଣୀ ଓ ଏହାର ସଂରକ୍ଷଣ ନେଇ ଏକ ସାମାଜିକ ଦାୟିତ୍ଵ ଏହାକୁ ନେଇ ଏକ କାର୍ଯ୍ୟକ୍ରମ ହାଇ ସ୍କୁଲର ପ୍ରଧାନ ଶିକ୍ଷୟିତ୍ରୀ ମିନାକ୍ଷୀ ପାଢୀଙ୍କ ନେତୃତ୍ୱରେ ଅନୁଷ୍ଠିତ ହୋଇଥିଲା l ଏହି ପରିପକ୍ଷୀରେ ଜୀବା ସରକାରୀ ହାଇସ୍କୁଲର ୫ଜଣ ଛାତ୍ର ଛାତ୍ରୀ ତଥ୍ୟ ସଂଗ୍ରହ କରିଛନ୍ତି l ପିଲାଙ୍କ ବିଜ୍ଞାନ କଂଗ୍ରେସର ୨୦୨୩-୨୪ ବିଷୟ ବସ୍ତୁ ହେଲା ଆମେ ଆମ ପରିସଂସ୍ଥା କୁ ଜାଣିବା , ଶିକ୍ଷକ ବୋମାଲି ରାମକ୍ରୀଷ୍ଣା ଙ୍କ ତ୍ଵତା ବଧାନରେ ଅଷ୍ଟମ ଶ୍ରେଣୀ ଛାତ୍ର ତେଜା ଶବର , ଇନ୍ଦୁ ଶବର ଓ ଅନ୍ୟ ଛାତ୍ର ଛାତ୍ରୀ ମାନେ ଏହି ବିଷୟ ବସ୍ତୁ ଉପରେ ତଥ୍ୟ ସଂଗ୍ରହ କରିଛନ୍ତି ମନୁଷ୍ୟର କାର୍ଯ୍ୟକଳାପ ଦ୍ଵାରା ପୁଷ୍କରିଣୀର ଜଳ ପ୍ରଦୂଷଣ ସମ୍ବଧିୟ ସର୍ବେକ୍ଷଣ ଓ ସୁରକ୍ଷା ଦିଗରେ ପଦକ୍ଷେପ ସମ୍ପର୍କିତ ପ୍ରକଳ୍ପ ପ୍ରସ୍ତୁତି

ଏବଂ ଗ୍ରାମବାସୀଙ୍କୁ ସଚେତନତା ମାଧ୍ୟମରେ କିପରି ପରିବେଶକୁ ରକ୍ଷା କରିବା ଏହାକୁ ନେଇ ଅବଗତ କରାଇଥିଲେ l ମନୁଷ୍ୟର କାର୍ଯ୍ୟକଳାପ ଦ୍ଵାରା ପୁଷ୍କରିଣୀ ର ଜଳ କିପରି ଦୂଷିତ ହେଉଛି ଯାହା ଦ୍ଵାରା ଜନସାଧାରଣ ସେହି ଜଳକୁ ପାନ କରିବା ଦ୍ୱାରା ବିଭିନ୍ନ ରୋଗରେ ଶୀକାର ହେଉଛନ୍ତି ତାକୁ ନେଇ ଜନସାଧାରଣଙ୍କୁ ସଚେତନତା ସଭା ମାଧ୍ୟମରେ କରଯାଇଥିଲା l ଜୀବା ସରକାରୀ ହାଇସ୍କୁଲର ପ୍ରଧାନ ଶିକ୍ଷୟତ୍ରୀ ଶ୍ରୀମତୀ ମିନାକ୍ଷୀ ପାଢ଼ୀ ଏଥି ପାଇଁ ସମସ୍ତ ସହାୟତା ଯୋଗାଇ ଦିଆଯିବ ବୋଲି କହିଥିଲେ l ଏହି ସଚେତନତା କାର୍ଯ୍ୟକ୍ରମ ରେ ଜୀବା ଗ୍ରାମ ପଞ୍ଚାୟତ ର ସରପଞ୍ଚ ଶ୍ରୀ ଏଡେଙ୍ଗା ଶବର ସମେତ ସ୍କୁଲର ସମସ୍ତ ଶିକ୍ଷକ ଶିକ୍ଷୟତ୍ରୀ ଉପସ୍ଥିତ ରହି କାର୍ଯ୍ୟକ୍ରମ କୁ ସହଯୋଗ କରିଥିଲେ

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ବ୍ୟକ୍ତିତ୍ୱ ବିକାଶ ହିଁ ସଫଳତାର ଚାବିକାଠି : ଶକ୍ତିଶ୍ରୀ ସଚେତନତା କାର୍ଯ୍ୟକ୍ରମ

ବ୍ୟକ୍ତିତ୍ୱ ବିକାଶ ହିଁ ସଫଳତାର ଚାବିକାଠି : ଶକ୍ତିଶ୍ରୀ ସଚେତନତା କାର୍ଯ୍ୟକ୍ରମ

September 20, 2026
ନକଲି ଏମ୍‌ଭିଆଇ ଅଧିକାରୀ ଗିରଫ

ନକଲି ଏମ୍‌ଭିଆଇ ଅଧିକାରୀ ଗିରଫ

September 20, 2026
ଡିଜେ ସାଉଣ୍ଡରେ ଅସ୍ତବ୍ୟସ୍ତ ଜନଜୀବନ : ହୃଦ୍‌ରୋଗୀଙ୍କ ପାଇଁ ବିପଦ, ମେଡିକାଲରେ ରୋଗୀଙ୍କ ଚିକିତ୍ସାରେ ବାଧା

ଡିଜେ ସାଉଣ୍ଡରେ ଅସ୍ତବ୍ୟସ୍ତ ଜନଜୀବନ : ହୃଦ୍‌ରୋଗୀଙ୍କ ପାଇଁ ବିପଦ, ମେଡିକାଲରେ ରୋଗୀଙ୍କ ଚିକିତ୍ସାରେ ବାଧା

September 20, 2026
ଜନଭାଗିଦାରୀ ରେ ସ୍ବଛତା ଦୀର୍ଘସ୍ଥାୟୀ : ଉପ ମୁଖ୍ୟମନ୍ତ୍ରୀ

ଜନଭାଗିଦାରୀ ରେ ସ୍ବଛତା ଦୀର୍ଘସ୍ଥାୟୀ : ଉପ ମୁଖ୍ୟମନ୍ତ୍ରୀ

September 20, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ବ୍ୟକ୍ତିତ୍ୱ ବିକାଶ ହିଁ ସଫଳତାର ଚାବିକାଠି : ଶକ୍ତିଶ୍ରୀ ସଚେତନତା କାର୍ଯ୍ୟକ୍ରମ

ବ୍ୟକ୍ତିତ୍ୱ ବିକାଶ ହିଁ ସଫଳତାର ଚାବିକାଠି : ଶକ୍ତିଶ୍ରୀ ସଚେତନତା କାର୍ଯ୍ୟକ୍ରମ

September 20, 2026
ନକଲି ଏମ୍‌ଭିଆଇ ଅଧିକାରୀ ଗିରଫ

ନକଲି ଏମ୍‌ଭିଆଇ ଅଧିକାରୀ ଗିରଫ

September 20, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version