• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ସତ୍ୟରଞ୍ଜନ ମତ୍ତା ରଣପୁର ନଗର କଂଗ୍ରେସ ନୂତନ ସଭାପତି

Proprietor Abhimanyu Maharana by Proprietor Abhimanyu Maharana
October 15, 2023
in ଓଡ଼ିଶା, ନୟାଗଡ଼ ନିଉଜ୍, ରାଜନୀତି, ହୋମ୍
0
ସତ୍ୟରଞ୍ଜନ ମତ୍ତା ରଣପୁର ନଗର କଂଗ୍ରେସ ନୂତନ ସଭାପତି
Share on FacebookShare on TwitterWhatsapp

୧୪ ଅକ୍ଟୋବର  ୨୦୨୩ (ଓଡ଼ିଶା ତାଜା ନ୍ୟୁଜ ) ରଣପୁର :-> ପ୍ରଦେଶ କଂଗ୍ରେସ କମିଟି ସଭାପତି ଶରତ ପଟ୍ଟନାୟକ ରଣପୁର ନଗର କଂଗ୍ରେସ କମିଟି ସଭାପତି ଭାବେ ରଣପୁର ବାର୍ ଆସୋସିଏସନ୍ ସମ୍ପାଦକ ଆଇନ୍ ଜିବୀ ସତ୍ୟରଞ୍ଜନ ମତ୍ତା ଙ୍କୁ ମନୋନୀତ କରିଛନ୍ତି । ସତ୍ୟରଞ୍ଜନ ମତ୍ତା ଦୀର୍ଘବର୍ଷ ଧରି ଛାତ୍ର କଂଗ୍ରେସ,ଯୁବ କଂଗ୍ରେସ,ଓ କାଉନସିଲର ଭାବରେ ଦୀର୍ଦ୍ଧବର୍ଷ ଧରି କଂଗ୍ରେସ ସଙ୍ଗଠନରେ କାର୍ଯ୍ୟ କରି ଆସୁଛନ୍ତି ।

ଆଗାମୀ ଦିନରେ ରଣପୁର ନିର୍ବାଚନ ମଣ୍ଡଳୀରେ କଂଗ୍ରେସ ସଂଗଠନକୁ ସୁଦୃଢ କରି ବିଜେଡି,ବିଜେପି ବିରୁଦ୍ଧରେ ସଂଗଠନକୁ ଦୃଢ଼ କରିବା ପାଇଁ ମତବ୍ୟକ୍ତ କରିଛନ୍ତି ।ଏହି ନୂତନ ନିଯୁକ୍ତି ପାଇଁ ସତ୍ୟବ୍ରତ ନାୟକ ଜାତୀୟ ସଂଗଠନ ସମ୍ପାଦକ ରାଷ୍ଟ୍ରୀୟ ମଜଦୁର କଂଗ୍ରେସ , ବ୍ଲକ ସଭାପତି ଶତ୍ରୁଘ୍ନ ପାଇକରାୟ, ଧ୍ରୁବଚରଣ ପରିଡ଼ା ,

ମୀର୍ ଆବୁବାକର ସିଧିକ,ପ୍ରକାଶ ଚନ୍ଦ୍ର ନାୟକ ,ବାଳକୃଷ୍ଣ ସଢ଼ଙ୍ଗି,ବିଭୂତି କୁମାର ଜେନା,ସୁରେନ୍ଦ୍ର କଳସ, ଉମେଶ ସାହୁ,ସୁଦର୍ଶନ ପ୍ରଧାନ ,ନବ ସାଠୁଆ,ପ୍ରତିମା ଜେନା ,ଜିତେନ୍ଦ୍ର ପ୍ରଧାନ ,ଦିଲୀପ ବେହେରା ,ସୁରେଶ ମହାରଣା, ବାଦଲ ପ୍ରଧାନ, ଭିକାରି ପାତାଳ ସିଂହ ପ୍ରମୁଖ କଂଗ୍ରେସ କର୍ମ କର୍ତ୍ତା ମାନେ ପ୍ରଦେଶ କଂଗ୍ରେସ କମିଟି ସଭାପତିଙ୍କୁ କୃତଜ୍ଞତା ଜଣେଇବା ସହ ନୂତନ ନଗର ସଭାପତିଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । 

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଏମ୍ ଏମ୍ ଡି ଆର ସଂଶୋଧନ ବିରୋଧରେ ବିଜେଡିର ବିକ୍ଷୋଭ

ଏମ୍ ଏମ୍ ଡି ଆର ସଂଶୋଧନ ବିରୋଧରେ ବିଜେଡିର ବିକ୍ଷୋଭ

September 28, 2026
କାଶୀନଗର ବ୍ଲକ କେ.ସିତପୁରରେ ଗ୍ରାମ ଠାରେ ମାଇ ଭାରତ ଗଜପତି ପକ୍ଷରୁ ଚିକିତ୍ସା ଶିବିର ଅନୁଷ୍ଠିତ

କାଶୀନଗର ବ୍ଲକ କେ.ସିତପୁରରେ ଗ୍ରାମ ଠାରେ ମାଇ ଭାରତ ଗଜପତି ପକ୍ଷରୁ ଚିକିତ୍ସା ଶିବିର ଅନୁଷ୍ଠିତ

September 28, 2026
ଗଜପତି:ମହେନ୍ଦ୍ରଗିରିରେ ଅକ୍ଟୋବର ୧ରୁ ୪ ଯାଏଁ ୨୩ତମ ଜାତୀୟ ସ୍ତରୀୟ ମାଉଣ୍ଟେନ୍ ବାଇକ୍ ସାଇକ୍ଲିଂ ଚାମ୍ପିଅନ୍‌ସିପ୍ ଅନୁଷ୍ଠିତ ହେବ

ଗଜପତି:ମହେନ୍ଦ୍ରଗିରିରେ ଅକ୍ଟୋବର ୧ରୁ ୪ ଯାଏଁ ୨୩ତମ ଜାତୀୟ ସ୍ତରୀୟ ମାଉଣ୍ଟେନ୍ ବାଇକ୍ ସାଇକ୍ଲିଂ ଚାମ୍ପିଅନ୍‌ସିପ୍ ଅନୁଷ୍ଠିତ ହେବ

September 28, 2026
HATSUN AGRO PRODUCT LTD. PARTNERS WITH GOVERNMENT OF ODISHA AND STATE BANK OF INDIA TO LAUNCH ‘GO-DHAN’ TO EMPOWER DAIRY FARMERS

‘ଗୋ-ଧନ’ ଜରିଆରେ ଓଡ଼ିଶାର ଦୁଗ୍ଧଚାଷୀଙ୍କୁ ସଶକ୍ତ କରିବ ହଟ୍‌ସନ୍ ଏଗ୍ରୋ

September 28, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଏମ୍ ଏମ୍ ଡି ଆର ସଂଶୋଧନ ବିରୋଧରେ ବିଜେଡିର ବିକ୍ଷୋଭ

ଏମ୍ ଏମ୍ ଡି ଆର ସଂଶୋଧନ ବିରୋଧରେ ବିଜେଡିର ବିକ୍ଷୋଭ

September 28, 2026
କାଶୀନଗର ବ୍ଲକ କେ.ସିତପୁରରେ ଗ୍ରାମ ଠାରେ ମାଇ ଭାରତ ଗଜପତି ପକ୍ଷରୁ ଚିକିତ୍ସା ଶିବିର ଅନୁଷ୍ଠିତ

କାଶୀନଗର ବ୍ଲକ କେ.ସିତପୁରରେ ଗ୍ରାମ ଠାରେ ମାଇ ଭାରତ ଗଜପତି ପକ୍ଷରୁ ଚିକିତ୍ସା ଶିବିର ଅନୁଷ୍ଠିତ

September 28, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version