• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ବିଜୁ ଛାତ୍ର ଜନତା ଦଳର ଜୀବନ ବିନ୍ଦୁ ରକ୍ତଦାନ ଶିବିର ୧୬୨ ୟୁନିଟ୍ ରକ୍ତ ସଂଗୃହିତ

Proprietor Abhimanyu Maharana by Proprietor Abhimanyu Maharana
July 10, 2020
in Uncategorized, ଓଡ଼ିଶା, ଦେଶ, ବାଣିଜ୍ୟ, ହୋମ୍
0
ବିଜୁ ଛାତ୍ର ଜନତା ଦଳର ଜୀବନ ବିନ୍ଦୁ ରକ୍ତଦାନ ଶିବିର ୧୬୨ ୟୁନିଟ୍ ରକ୍ତ ସଂଗୃହିତ
Share on FacebookShare on TwitterWhatsapp

ଓଡିଶା ତାଜା ନ୍ୟୁଜ୍ (୧୦ ଜୁଲାଇ ଶୁକ୍ରବାର) ଭୁବନେଶ୍ୱର :- ଭୁବନେଶ୍ୱର,୧୦.୭ : ରାଜ୍ୟରେ ରକ୍ତର ଅଭାବ ଦୂର କରିବା ଲକ୍ଷ୍ୟରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କ ଆହ୍ୱାନ କ୍ରମେ ଏହି ମହାମାରୀ କନୋରା ସମୟରେ ସାମାଜିକ ଦୂରତା ବଜାୟ ରଖି ବିଜୁ ଛାତ୍ର ଜନତା ଦଳର ରାଜ୍ୟ ସାଧାରଣ ସମ୍ପାଦକ ବିଜୟ ବସନ୍ତିଆଙ୍କ ନେତୃତ୍ୱରେ ୯ ଏବଂ ୧୦ ତାରିଖ ଦୁଇଦିନ ଧରି ଜୀବନ ବିନ୍ଦୁ ରକ୍ତଦାନ ଶିବିର ବିଜୁ ଜନତା ଦଳ ରାଜ୍ୟ କାର୍ଯ୍ୟାଳୟରେ ଆୟୋଜନ କରାଯାଇଥିଲା । ଏହି ରକ୍ତଦାନ ଶିବିରରେ ପ୍ରଥମ, ଦ୍ୱିତୀୟ ଦିନରେ ସମୁଦାୟ ୧୬୨ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିଲା । ଏହି ଶିବିରରେ ଯୁବକ ଏବଂ ଯୁବତୀମାନେ ସ୍ୱେଚ୍ଛାକୃତ ଭାବେ ରକ୍ତ ଦାନ କରିଥିଲେ ।

ଉକ୍ତ ଶିବିରରେ ଦୃଷ୍ଟି ଆକର୍ଷଣ ସାଜିଥିଲେ ଦୃଷ୍ଟିହୀନ ଛାତ୍ରଛାତ୍ରୀମାନେ । ବର୍ତ୍ତମାନ ମହାମାରୀ କରୋନା ସମୟରେ ମଧ୍ୟ ୧୫ ଜଣ ଦୃଷ୍ଟିହୀନ ଛାତ୍ରଛାତ୍ରୀଙ୍କ ରକ୍ତଦାନ ସମସ୍ତଙ୍କ ପାଇଁ ଏକ ଉଦାହରଣ ପାଲଟିଥିବା ବେଳେ ଅନ୍ୟମାନଙ୍କୁ ରକ୍ତଦାନ କରିବା ପାଇଁ ଉତ୍ସାହିତ କରିଛି । ଉକ୍ତ ରକ୍ତଦାନ ଶିବିରର ଉଦ୍‌ଘାଟନୀ ଉତ୍ସବରେ ଜଳସମ୍ପଦ ମନ୍ତ୍ରୀ ଶ୍ରୀ ରଘୁନନ୍ଦନ ଦାସ, ମୋ ପରିବାରର ଅଧ୍ୟକ୍ଷ ଅରୁପ ପଟ୍ଟନାୟକ, ସାଂସଦ ରାଜଶ୍ରୀ ମଲ୍ଲିକ, ବିଜୁ ଛାତ୍ର ଜନତା ଦଳର କାର୍ଯ୍ୟକାରୀ ସଭାପତି ତଥା ବିଧାୟକ ଦେବୀ ରଞ୍ଜନ ତ୍ରିପାଠୀ, ବିଜୁ ଜନତା ଦଳର ସାଧାରଣ ସମ୍ପାଦକ ବିଶ୍ୱଜିତ ମହାନ୍ତି,

ପୂର୍ବତନ କର୍ପୋରେଟର ଅମରେଶ ଜେନା, ଜୟ ଓଡ଼ିଶାର ଅଧ୍ୟକ୍ଷ ରୁଦ୍ରନାରାୟଣ ସାମନ୍ତରାୟ, ବିଜୁ ଜନତା ଦଳର ଯୁବନେତା ସୌମ୍ୟଜିତ ମହାପାତ୍ର, ପ୍ରମୋଦ ସାମଲ, ବିପିୟୁଟି ଡ଼ିପ୍ଲୋମା ଛାତ୍ର ସଂଘର ଉପଦେଷ୍ଟା ସ୍ମରଜିତ ଆର୍ଯ୍ୟ, ବିପିୟୁଟିର ପୂର୍ବତନ ସଭାପତି ଜିତେନ୍ଦ୍ର ଦାସ, ମାନସ ରଞ୍ଜନ ସ୍ୱାଇଁ, ଡ଼ିପ୍ଲୋମା ଛାତ୍ରସଂଘର ସଭାପତି ରାକେଶ ବେହେରା, ଛାତ୍ରନେତା ସଞ୍ଜୀବ କୁମାର ଧଳ, ରକି ପଟ୍ଟନାୟକ, ରିଷି ମଙ୍ଗରାଜ, ଦିବ୍ୟ ଶ୍ରୀଚନ୍ଦନ, ସୁଜିତ କୁମାର ରାଉତରାୟ, ମହେନ୍ଦ୍ର ନାୟକ, ବିକାଶ ପତି, ଜ୍ଞାନେନ୍ଦ୍ର ନାୟକ, ଝାମେଲି ମାଝୀ, ସନ୍ଦୀପ ମିଶ୍ର ପ୍ରମୁଖ ରକ୍ତଦାନ କରିବା ସହ ଅନ୍ୟ ଛାତ୍ରଛାତ୍ରୀମାନଙ୍କୁ ଉତ୍ସାହିତ କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ଗୋଷାଣୀ ବ୍ଲକ ଗୁରାଣ୍ଡି ଠାରେ ସେଞ୍ଚୁରିଆନ୍ ବିଶ୍ୱବିଦ୍ୟାଳୟ (ସି.ୟୁ.ଟି.ଏମ୍.), – ଅମୃତ ଇଣ୍ଟର୍ଣ୍ଣସିପ୍ କାର୍ଯ୍ୟକ୍ରମ ଅଧୀନରେ କିଷାନ ମେଳା ଅନୁଷ୍ଠିତ

ପାରଳାଖେମୁଣ୍ଡି ଠାରେ ଜିଲ୍ଲାସ୍ତରୀୟ ବିଶ୍ୱ ପର୍ଯ୍ୟଟନ ଦିବସ ପାଳିତ

September 28, 2026
ସ୍ଵତନ୍ତ୍ର ରିଲିଫ୍ କମିଶନରଙ୍କ ଅତିରିକ୍ତ ସଚିବ ସିଦ୍ଧାର୍ଥ ଶଙ୍କର ଆଚାର୍ଯ୍ୟଙ୍କ ଗଜପତି ଜିଲ୍ଲାର ଭୂଷ୍ଫଳନ ଅଞ୍ଚଳର ସ୍ଥିତି ଅନୁଧ୍ୟାନ କଲେ

VISWASS ସ୍କୁଲ୍ ଆଣ୍ଡ କଲେଜ୍ ଅଫ୍ ନର୍ସିଂ ପକ୍ଷରୁ ଚେୟାରମ୍ୟାନ୍ ଡଃ ପ୍ରଜ୍ଞାନ ରଞ୍ଜନ ଘଡ଼ାଇଙ୍କ ଉପସ୍ଥିତିରେ B.Sc. ନର୍ସିଂ ପ୍ରଥମ ଓ ଦ୍ୱିତୀୟ ବର୍ଷର ଛାତ୍ରଛାତ୍ରୀଙ୍କ ପାଇଁ ଏକ ଆଧ୍ୟାତ୍ମିକ ଓ ପ୍ରେରଣାଦାୟକ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା

September 27, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଗୋଷାଣୀ ବ୍ଲକ ଗୁରାଣ୍ଡି ଠାରେ ସେଞ୍ଚୁରିଆନ୍ ବିଶ୍ୱବିଦ୍ୟାଳୟ (ସି.ୟୁ.ଟି.ଏମ୍.), – ଅମୃତ ଇଣ୍ଟର୍ଣ୍ଣସିପ୍ କାର୍ଯ୍ୟକ୍ରମ ଅଧୀନରେ କିଷାନ ମେଳା ଅନୁଷ୍ଠିତ

ପାରଳାଖେମୁଣ୍ଡି ଠାରେ ଜିଲ୍ଲାସ୍ତରୀୟ ବିଶ୍ୱ ପର୍ଯ୍ୟଟନ ଦିବସ ପାଳିତ

September 28, 2026
ସ୍ଵତନ୍ତ୍ର ରିଲିଫ୍ କମିଶନରଙ୍କ ଅତିରିକ୍ତ ସଚିବ ସିଦ୍ଧାର୍ଥ ଶଙ୍କର ଆଚାର୍ଯ୍ୟଙ୍କ ଗଜପତି ଜିଲ୍ଲାର ଭୂଷ୍ଫଳନ ଅଞ୍ଚଳର ସ୍ଥିତି ଅନୁଧ୍ୟାନ କଲେ

ସ୍ଵତନ୍ତ୍ର ରିଲିଫ୍ କମିଶନରଙ୍କ ଅତିରିକ୍ତ ସଚିବ ସିଦ୍ଧାର୍ଥ ଶଙ୍କର ଆଚାର୍ଯ୍ୟଙ୍କ ଗଜପତି ଜିଲ୍ଲାର ଭୂଷ୍ଫଳନ ଅଞ୍ଚଳର ସ୍ଥିତି ଅନୁଧ୍ୟାନ କଲେ

September 28, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version