• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଭବାନୀପାଟଣା ଠାରେ ଜିଲ୍ଲା ସ୍ତରୀୟ ଶିଶୁ କ୍ରୀଡା ମହୋତ୍ସବ ‘ଉତ୍ସାହ’ ଆୟୋଜିତ

Proprietor Abhimanyu Maharana by Proprietor Abhimanyu Maharana
October 20, 2023
in ଓଡ଼ିଶା, କଳାହାଣ୍ଡି, ହୋମ୍
0
ଭବାନୀପାଟଣା ଠାରେ ଜିଲ୍ଲା ସ୍ତରୀୟ ଶିଶୁ କ୍ରୀଡା ମହୋତ୍ସବ ‘ଉତ୍ସାହ’ ଆୟୋଜିତ
Share on FacebookShare on TwitterWhatsapp

୧୯ ଅକ୍ଟୋବର  ୨୦୨୩ (ଓଡ଼ିଶା ତାଜା ନ୍ୟୁଜ ) କଳାହାଣ୍ଡି :-> କଳାହାଣ୍ଡି ଜିଲ୍ଲା ପ୍ରଶାସନ ଓ ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ପକ୍ଷରୁ ଗତକାଲି ବୁଧବାର ଦିନ ଭବାନୀପାଟଣା ସହର ସ୍ଥିତ ପୋଲିସ ରିଜର୍ଭ ପଡିଆ ଠାରେ ଜିଲ୍ଲାସ୍ତରୀୟ ଶିଶୁ କ୍ରୀଡା ମହୋତ୍ସବ ଉତ୍ସାହ ୨୦୨୩ ଅନୁଷ୍ଠିତ ହୋଇଯାଇଛି । ଉଦଘାଟନୀ ଉତ୍ସବରେ କଳାହାଣ୍ଡି ବିଶ୍ୱବିଦ୍ୟାଳୟର କୁଳପତି ପ୍ରଫେସର ଡଃ ସଞ୍ଜୟ କୁମାର ଶତପଥି , ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ମନୋଜ କୁମାର ବେହେରା , ଜିଲ୍ଲା କ୍ରୀଡା ଅଧିକାରୀ ରମେଶ ଚନ୍ଦ୍ର ପାଢୀ , ପୂର୍ବତନ ଶିଶୁ ମଙ୍ଗଳ ସମିତି ଅଧ୍ୟକ୍ଷ ଡା ଅଜୟ କୁମାର ମିଶ୍ର ,

ପୂର୍ବତନ ସଦସ୍ୟ ସତ୍ୟ ନାରାୟଣ ମହାପାତ୍ର ଏବଂ ବର୍ତ୍ତମାନର ଅଧ୍ୟକ୍ଷ ରୂପେଶ କୁମାର ହୋତା , ସଦସ୍ୟ ଭାରତ କୁମାର ପଣ୍ଡା , ସଦସ୍ୟ ସଞ୍ଜୟ କୁମାର ଏବଂ ସଦସ୍ୟ ଅଶୋକ କୁମାର ଚୌଧୁରୀ , କିଶୋର ନ୍ୟାୟ ବୋର୍ଡର ସଦସ୍ୟା ଭବାନୀ ପଟ୍ଟନାୟକ ଏବଂ ସ୍ଵର୍ଣ୍ଣଲତା ମହାନ୍ତି ଏବଂ ଶିଶୁ ସୁରକ୍ଷା ୟୁନିଟର ସମସ୍ତ ଅଧିକାରୀ ପ୍ରମୁଖ ଯୋଗ ଦେଇଥିଲେ ।
ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ଶୈଳେନ୍ଦୁ ଶେଖର ମହାପାତ୍ର ସ୍ଵାଗତ ଭାଷଣ ପ୍ରଦାନ କରିଥିଲେ ।ଏହି ଉତ୍ସାହ କାର୍ଯ୍ୟକ୍ରମରେ ଜିଲ୍ଲାର ୧୩ ଗୋଟି ଶିଶୁ ଯତ୍ନ ଅନୁଷ୍ଠାନର ୧୮୦ ଜଣ ଅନ୍ତେବାସୀ ବିଭିନ୍ନ ପ୍ରତିଯୋଗିତାରେ ଅଂଶଗ୍ରହଣ କରିଥିଲେ ।

ଅନ୍ତେବାସୀଙ୍କ ମଧ୍ୟରେ ୧୦୦ ମିଟର ଦୌଡ ପ୍ରତିଯୋଗୀତା ଏବଂ ୨୦୦ ମିଟର ଦୌଡ , ଲମ୍ବଡିଆ , ଉଚ୍ଚଡିଆଁ, ଚେସ , କେରମ ଓ ଫୁଟବଲ ପ୍ରତୋଯୋଗିତାରେ ଅଂଶଗ୍ରହଣ କରି କୃତି ପ୍ରତିଯୋଗୀ ମାନେ ପୁରସ୍କୃତ ହୋଇଥିଲେ।୧୦୦ ମିଟର ଦୌଡରେ ବାଳକ ବିଭାଗର ଶୁଭମ ମାଝୀ ( ଏନ୍ଏ‌ସ ଏମ) , ୨୦୦ ମିଟର ଦୈ।ଡରେ ବାଳକ ବିଭାଗର ମାଣିକ ନାୟକ ( ବିଏସ୍ଏସ ) , ଉଚ୍ଚଡିଆଁରେ ମାଣିକ ନାୟକ ( ବିଏସ୍ଏସ ) , ଲମ୍ବଡିଆଁରେ ସୁରେନ୍ଦ୍ର ସୁନାନୀ , ଚେସ ରେ ସୁଶାନ୍ତ ରାଉତ , କେରମରେ ମାଣ୍ଟୁ ମାଝୀ ପ୍ରଥମ ସ୍ଥାନ ଅଧିକାର କରି ରାଜ୍ୟସ୍ତରୀୟ ପ୍ରତିଯୋଗିତାରେ ଅଂଶଗ୍ରହଣ କରିବା ପାଇଁ ଯୋଗ୍ୟ ବିବେଚିତ ହୋଇପାରିଛନ୍ତି ।

ବାଳିକା ବିଭାଗରେ ୧୦୦ମିଟର ଦୌଡ ରେ ରାଇମତି ମାଝୀ , ୨୦୦ ମିଟର ଦୌଡରେ ରାଇମତି ମାଝୀ , ଉଚ୍ଚ ଡିଆଁ ରେ ପୂଜା ମାଝୀ , ଲମ୍ବ ଡିଆଁରେ ବେଲମତି ମାଝୀ , କେରମରେ ଗୌରୀ ଜାଲ , ଚେସରେ ଲୋପମୁଦ୍ରା ବିହାରୀ ପ୍ରଥମ ସ୍ଥାନ ଅଧିକାର କରି ରାଜ୍ୟସ୍ତରୀୟ ପ୍ରତିଯୋଗିତାରେ ଅଂଶଗ୍ରହଣ କରିବା ପାଇଁ ଯୋଗ୍ୟ ବିବେଚିତ ହୋଇଛନ୍ତି ଏବଂ ଫୁଟବଲ ପ୍ରତିଯୋଗିତାରେ ବାଳକ ବିଭାଗର(ଏନ୍ ଏସ ଏମ) ଏବଂ ବାଳିକା ବିଭାଗର(ଏନ୍ ଏସ ଏସ)ଜିଲ୍ଲାସ୍ତରୀୟ ପ୍ରତିଯୋଗୀତାରେ କୃତକାର୍ଯ୍ୟ ହୋଇ ରାଜ୍ୟସ୍ତରୀୟ ପ୍ରତିଯୋଗିତାରେ ଅଂଶଗ୍ରହଣ କରିବା ପାଇଁ ଯୋଗ୍ୟ ବିବେଚିତ ହୋଇ ପାରିଛନ୍ତି ।

ଉଦଯାପନୀ ସନ୍ଧ୍ୟାରେ ଜିଲ୍ଲା କ୍ରୀଡା ଅଧିକାରୀ ଶ୍ରୀଯୁକ୍ତ ରମେଶ ଚନ୍ଦ୍ର ପାଢି, ଅତିରିକ୍ତ ସମାଜ କଲ୍ୟାଣ ଅଧିକାରୀ ଦୁଲାଳ ସେନାପତି , ଜିଲ୍ଲା ଶିଶୁ ମଙ୍ଗଳ ସମିତିର ବର୍ତମାନର ଅଧ୍ୟକ୍ଷ ରୁପେଶ ହୋତା , ପୂର୍ବତନ ଅଧ୍ୟକ୍ଷ ଡା. ଅଜୟ ମିଶ୍ର ଏବଂ ରାଜେଶ ନାୟକ ତଥା ସମସ୍ତ ସଦସ୍ୟ ଗଣ , କିଶୋର ନ୍ୟାୟ ବୋର୍ଡର ସଦସ୍ୟଗଣ ବିଭିନ୍ନ ଖେଳକୁଦକୁ ପରିଚାଳନା କରୁଥିବା ପିଇଟି ଓ ବିଚାରକ ବୃନ୍ଦ ତଥା ଶିଶୁ ସୁରକ୍ଷା କାର୍ଯ୍ୟ।ଳୟର ସମସ୍ତ କର୍ମକର୍ତ୍ତା ମାନେ କୃତି ପ୍ରତିଯୋଗୀମାନ ଙ୍କୁ ପୁରସ୍କାର ପ୍ରଦାନ କରିଥିଲେ । ଶେଷରେ ଉତ୍ସାହ ୨୦୨୩ର ଧ୍ଵଜା ଅବତରଣ କରାଯାଇ କାର୍ଯ୍ୟକ୍ରମକୁ ସମାପ୍ତ ଘୋଷଣା କରାଯାଇଥିଲା । ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ସମସ୍ତ ଅତିଥି ମାନଙ୍କୁ ଓ ପ୍ରତିଯୋଗୀମାନଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ବିଶ୍ୱକର୍ମା ପୂଜା ପାଳିତ : ଠିକାଦାର, ଶ୍ରମିକ, ଦିନମଜୁରିଆ ଓ ବସ୍‌ କର୍ମଚାରୀଙ୍କ ଉତ୍ସାହପୂର୍ଣ୍ଣ ସାମିଲ

ବିଶ୍ୱକର୍ମା ପୂଜା ପାଳିତ : ଠିକାଦାର, ଶ୍ରମିକ, ଦିନମଜୁରିଆ ଓ ବସ୍‌ କର୍ମଚାରୀଙ୍କ ଉତ୍ସାହପୂର୍ଣ୍ଣ ସାମିଲ

September 18, 2026
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ

ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ

September 18, 2026
ରାସନ ସାମଗ୍ରୀଠାରୁ ପନିପରିବା ଯାଏଁ ମହଙ୍ଗା ମାଡ଼ ଦରବୃଦ୍ଧିରେ ହନ୍ତସନ୍ତ ଖାଉଟି, ବଜାର ଦର ନିୟନ୍ତ୍ରଣ ଦାବି

ରାସନ ସାମଗ୍ରୀଠାରୁ ପନିପରିବା ଯାଏଁ ମହଙ୍ଗା ମାଡ଼ ଦରବୃଦ୍ଧିରେ ହନ୍ତସନ୍ତ ଖାଉଟି, ବଜାର ଦର ନିୟନ୍ତ୍ରଣ ଦାବି

September 18, 2026
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ

ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ

September 18, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ବିଶ୍ୱକର୍ମା ପୂଜା ପାଳିତ : ଠିକାଦାର, ଶ୍ରମିକ, ଦିନମଜୁରିଆ ଓ ବସ୍‌ କର୍ମଚାରୀଙ୍କ ଉତ୍ସାହପୂର୍ଣ୍ଣ ସାମିଲ

ବିଶ୍ୱକର୍ମା ପୂଜା ପାଳିତ : ଠିକାଦାର, ଶ୍ରମିକ, ଦିନମଜୁରିଆ ଓ ବସ୍‌ କର୍ମଚାରୀଙ୍କ ଉତ୍ସାହପୂର୍ଣ୍ଣ ସାମିଲ

September 18, 2026
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ

ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ

September 18, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version