• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଗଜପତି ଜିଲ୍ଲାର ସଦର ମହକୁମା ପାରଳା ଖେମୁଣ୍ଡି ଠାରେ ଲକ୍ଷ୍ମୀ ବସ ଯୋଜନାର ଶୁଭାରମ୍ଭ

Proprietor Abhimanyu Maharana by Proprietor Abhimanyu Maharana
October 22, 2023
in ଓଡ଼ିଶା, ଗଜପତି, ହୋମ୍
0
ଗଜପତି ଜିଲ୍ଲାର ସଦର ମହକୁମା ପାରଳା ଖେମୁଣ୍ଡି ଠାରେ ଲକ୍ଷ୍ମୀ ବସ ଯୋଜନାର ଶୁଭାରମ୍ଭ
Share on FacebookShare on TwitterWhatsapp

୨୧ ଅକ୍ଟୋବର ୨୦୨୩ (ଓଡ଼ିଶା ତାଜା ନ୍ୟୁଜ ) ପାରଳାଖେମୁଣ୍ଡି :-> ଗଜପତି ଜିଲ୍ଲାରେ ଲକ୍ଷ୍ମୀ ବସ ସେବାର ଶୁଭାରମ୍ଭ ହୋଇଯାଇଛି. ମାଲକାନଗିରି ପରେ ଆଜି ଗଜପତି ଜିଲ୍ଲା ପାଇଁ ଲକ୍ଷ୍ମୀ ବସ ସେବା ଭିଡିଓ କନଫେରେନ୍ସି ଜରିଆରେ ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ.ଏହି ଅବସରରେ ମୁଖମନ୍ତ୍ରୀ ଶ୍ରୀ ପଟ୍ଟନାୟକ କହିଛନ୍ତି ଯେ ଦେଶରେ ଅନେକ କ୍ଷେତ୍ରରେ ଅଗ୍ରଣୀ ରାଜ୍ୟ ଭାବେ ବେଶ ପରିଚିତ ଓଡିଶା ସ୍ୱାସ୍ଥ୍ୟ, ଶିକ୍ଷା, ନାରୀ ସଶକ୍ତିକରଣ, କୃଷି, ଜଳ ସେଚନ, ଖାଦ୍ୟ ଆଦି ଅନେକ କ୍ଷେତ୍ରରେ ନିଜର ଉତ୍କୃଷ୍ଟତା ପ୍ରମାଣ କରିସାରିଛି.

ଏବେ ଏହା ସହିତ ଯୋଡି ହେଉଛି ନୂଆ ଏକ ଐତିହାସିକ ପଦକ୍ଷେପ. ଆମ ସରକାର ଆମ ଜୀବନ ସହ ଯୋଡୁଛନ୍ତି ଏକ ଉତ୍ତମ ସାଧକ ଯାହା ଆମ ଜୀବନର ଗତିପଥକୁ ବଦଳେଇ ଦେବ. ଆଉ ବଢ଼େଇବ ଜୀବନ ଧାରଣାର ମାନ. ଏହାଦ୍ୱାରା ସମୃଦ୍ଧିର ଶୀର୍ଷକ ଛୁଇଁବ ଆମ ଓଡିଶା. ତାହା ହେଉଛି ଲକ୍ଷ୍ମୀ ଯୋଜନା. ଲକ୍ଷ୍ମୀ ମାଧ୍ୟମରେ ରାଜ୍ୟର ଦୁର୍ଗମ ଅପହଞ୍ଚ ଅଞ୍ଚଳ ସହିତ ସମଗ୍ର ଓଡିଶାବାସୀ ପାଇବେ ଅନ୍ତର୍ଜାତିକ ବସ ସେବା. ଏହା କେବଳ ଲୋକଙ୍କ ଗମନାଗମନ ବ୍ୟବସ୍ଥାକୁ ସୁଗମ କରିବ ତାହା ନୁହେଁ ଓଡିଶାବାସୀଙ୍କ ଜୀବନରେ ଭରି ଦେବ ସ୍ୱତନ୍ତ୍ରତା, ପ୍ରଗତି, ଆର୍ଥୀକ ଉନ୍ନତି ଓ ଭରିଦେବ ସମୃଦ୍ଧିର ଉତ୍ସ.

ଓଡିଶାର ଗ୍ରାମାଞ୍ଚଳକୁ ଏବେ ସହରାଞ୍ଚଳ ସହ ଯୋଡିବ ଲକ୍ଷ୍ମୀ ଯୋଜନା. ସବୁଠୁ ବଡ଼ କଥା ସାଧାରଣ ଲୋକଙ୍କ କଥାକୁ ମନରେ ରଖି ଆମ ରାଜ୍ୟ ସରକାର ବସ ଭଡାକୁ ସୁଲଭ ମୂଲ୍ୟରେ ପରିଚାଳନା କରିଛନ୍ତି. ଲକ୍ଷ୍ମୀ ବସର ପରିଚାଳନାକୁ ଅଧିକ ଉନ୍ନତ ଓ ସର୍ବଶ୍ରେଷ୍ଠ କରିବା ପାଇଁ ଜିଲ୍ଲା ଗୁଡିକର ବରିଷ୍ଠ କର୍ମଚାରୀଗୁଡିକୁ ଭାରତର ଅନ୍ୟତମ ଟ୍ରାଫିକ ତାଲିମ ଅନୁଷ୍ଠାନରେ କରାଯାଇଛି ପ୍ରଶିକ୍ଷକ. ଏବେ ଗାଁର ଗମନାଗମନ ହେବ ଆହୁରି ସୁଗମ ହୋଇପାରିଛି. ଆଜିର ଏହି ଉଦଘାଟନୀ ଉତ୍ସବ ପାରଳାଖେମୁଣ୍ଡି ଠାରେ ଥିବା ଗଜପତି ଷ୍ଟାଡିୟମରେ ଅନୁଷ୍ଠିତ ହୋଇଯାଇଛି. ଏଥିରେ ମୁଖ୍ୟ ଅତିଥି ଭାବେ ରାଜ୍ୟ ପରିବହନ ମନ୍ତ୍ରୀ ଟୁକୁନି ସାହୁ ଯୋଗ ଦେଇ ମୁଖ୍ୟମନ୍ତ୍ରୀଙ୍କ ଲକ୍ଷ୍ମୀ ବସ ଯୋଜନା ଏକ ଦୁଗାନ୍ତକରି ପଦକ୍ଷେପ ବୋଲି ପ୍ରକାଶ କରିଛନ୍ତି. ଅନ୍ୟମାନଙ୍କ ମଧ୍ୟରେ ବ୍ରହ୍ମପୁର ସାଂସଦ ଚନ୍ଦ୍ର ଶେଖର ସାହୁ, ପାରଳା ବିଧାୟକ କେ. ନାରାୟଣ ରାଓ, ଗଜପତି ଜିଲ୍ଲା ପରିଷଦ ଅଧକ୍ଷ ଜି. ତିରୁପତି ରାଓ, ଏସଡିସି ଅଧକ୍ଷା ମରିୟମ ରଇତ ପ୍ରମୁଖ ଯୋଗ ଦେଇଥିଲେ.

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ବାଣପୁର : ପଣ୍ଡିତ ଗୋପବନ୍ଧୁ ଦାସଙ୍କ ପୂଣ୍ୟତିଥିରେ ଆଇନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ

ବାଣପୁର : ପଣ୍ଡିତ ଗୋପବନ୍ଧୁ ଦାସଙ୍କ ପୂଣ୍ୟତିଥିରେ ଆଇନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ

July 15, 2026
ମହାପ୍ରଭୂଙ୍କ ନବଯୌବନ ଦର୍ଶନ ନିମନ୍ତେ ପୁରୀ ବାସୀ ବଞ୍ଚିତ

ମହାପ୍ରଭୂଙ୍କ ନବଯୌବନ ଦର୍ଶନ ନିମନ୍ତେ ପୁରୀ ବାସୀ ବଞ୍ଚିତ

July 15, 2026
ମହାପ୍ରଭୁଙ୍କ ନବଯୌବନ ଦର୍ଶନ ଓ ନେତ୍ରୋତ୍ସବ : ଝିପିଝିପି ବର୍ଷା ସତ୍ୱେ ଭକ୍ତ ଗହଳି ବଢୁଛି

ମହାପ୍ରଭୁଙ୍କ ନବଯୌବନ ଦର୍ଶନ ଓ ନେତ୍ରୋତ୍ସବ : ଝିପିଝିପି ବର୍ଷା ସତ୍ୱେ ଭକ୍ତ ଗହଳି ବଢୁଛି

July 15, 2026
ମହିଳା ପରିବର୍ତ୍ତନ ସୃଷ୍ଟିକାରୀ କ୍ଷେତ୍ରରେ ଦୀର୍ଘ ୨୮ ବର୍ଷର ଉଲ୍ଲେଖନୀୟ ଅବଦାନ ପାଇଁ ସମ୍ମାନିତ

ମହିଳା ପରିବର୍ତ୍ତନ ସୃଷ୍ଟିକାରୀ କ୍ଷେତ୍ରରେ ଦୀର୍ଘ ୨୮ ବର୍ଷର ଉଲ୍ଲେଖନୀୟ ଅବଦାନ ପାଇଁ ସମ୍ମାନିତ

July 14, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ବାଣପୁର : ପଣ୍ଡିତ ଗୋପବନ୍ଧୁ ଦାସଙ୍କ ପୂଣ୍ୟତିଥିରେ ଆଇନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ

ବାଣପୁର : ପଣ୍ଡିତ ଗୋପବନ୍ଧୁ ଦାସଙ୍କ ପୂଣ୍ୟତିଥିରେ ଆଇନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ

July 15, 2026
ମହାପ୍ରଭୂଙ୍କ ନବଯୌବନ ଦର୍ଶନ ନିମନ୍ତେ ପୁରୀ ବାସୀ ବଞ୍ଚିତ

ମହାପ୍ରଭୂଙ୍କ ନବଯୌବନ ଦର୍ଶନ ନିମନ୍ତେ ପୁରୀ ବାସୀ ବଞ୍ଚିତ

July 15, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version