• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଓସଡମାର ୩୬ ତମ  ପରିଚାଳନା କମିଟି  ବୈଠକ ଅନୁଷ୍ଠିତ

Proprietor Abhimanyu Maharana by Proprietor Abhimanyu Maharana
October 22, 2023
in ଓଡ଼ିଶା, ଖୋର୍ଦ୍ଧା, ହୋମ୍
0
ଓସଡମାର ୩୬ ତମ  ପରିଚାଳନା କମିଟି  ବୈଠକ ଅନୁଷ୍ଠିତ
Share on FacebookShare on TwitterWhatsapp

ବିଜୁଳି ଓ ବଜ୍ରପାତ ସତର୍କତା ସଂପର୍କରେ ଦିଆଯିବ ପ୍ରଶିକ୍ଷଣ

ଭୂକମ୍ପ, ପାଣିରେ ବୁଡିଯିବା, ସାପ କାମୁଡା ଭଳି ଆକସ୍ମିକ  ବିପର୍ଯ୍ୟୟ ଓ ଦୁର୍ଦ୍ଦଟଣାକୁ ତୁରନ୍ତ ଓ ତ୍ୱରିତ ମୁକାବିଲା  ପାଇଁ କରାଯିବ ସଚେତନ ।

୨୧ ଅକ୍ଟୋବର ୨୦୨୩ (ଓଡ଼ିଶା ତାଜା ନ୍ୟୁଜ ) ଭୁବନେଶ୍ୱର :-> ଓଡ଼ିଶା ବିପର୍ଯ୍ୟୟ ପରିଚାଳନା କର୍ତ୍ତୃପକ୍ଷ(ଓସଡମା)ର ୩୬ତମ ପରିଚାଳନା କମିଟି ବୈଠକ ଗୁରୁବାର   ମୁଖ୍ୟ ଶାସନ ସଚିବ ଶ୍ରୀ ପ୍ରଦୀପ କୁମାର ଜେନାଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନଠାରେ ଅନୁଷ୍ଠିତ  ହୋଇଯାଇଛି  । ଏହି ବୈଠକରେ  ଅତିରିକ୍ତ ମୁଖ୍ୟ ଶାସନ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ତଥା ସ୍ୱତନ୍ତ୍ର ରିଲିଫ କମିଶନର ଶ୍ରୀ ସତ୍ୟବ୍ରତ ସାହୁ,  ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ  ପ୍ରମୁଖ ଶାସନ ସଚିବ  ଶ୍ରୀ ସୁଶୀଲ କୁମାର ଲୋହାନୀ, ଅର୍ଥ ବିଭାଗ ପ୍ରମୁଖ ଶାସନ ସଚିବ  ଶ୍ରୀ  ବିଶାଳ କୁମାର ଦେବ, ଅଗ୍ନିଶମ ଓ ଆପାତକାଳୀନ ସେବା  ମହାନିର୍ଦ୍ଦେଶକ  ଡଃ. ସୁଧାଂଶୁ ଷଡଙ୍ଗୀ, ବିଦ୍ୟାଳୟ ଓ ଗଣଶିକ୍ଷା ସଚିବ  ଆଶ୍ୱଥୀ ଏସ୍‌, ଯୋଜନା ଓ ସଂଯୋଜନ ବିଭାଗ  ସ୍ୱତନ୍ତ୍ର ଶାସନ ସଚିବ  ଶ୍ରୀମତୀ ଚିତ୍ରା ଆରୁମୁଗମ, ପୂର୍ବତନ ପ୍ରଶାସନିକ ଅଧିକାରୀ  ଡଃ. ଅରବିନ୍ଦ ବେହେରା, ବରିଷ୍ଠ ସମାଜସେବୀ ଶ୍ରୀ ଜଗଦାନନ୍ଦ,  ଓସଡମାର  ପରିଚାଳନା ନିର୍ଦ୍ଦେଶକ  ଶ୍ରୀ ଜ୍ଞାନ ଦାସଙ୍କ ସମେତ ପରିଚାଳନା  କମିଟିର ଅନ୍ୟ  ସଦସ୍ୟମାନେ ଉପସ୍ଥିତ ଥିଲେ ।

ପ୍ରାରମ୍ଭରେ ଓସଡମାରେ ୩୫ ତମ ପରିଚାଳନା କମିଟି ବୈଠକରେ ନିଆଯାଇଥିବା ନିଷ୍ପତ୍ତି ଓ ଏହାର କାର୍ଯ୍ୟକାରିତା ସମ୍ପର୍କରେ ସମୀକ୍ଷା କରାଯାଇ ପରେ ପରେ ଅନୁଷ୍ଠିତ ୩୬ତମ ବୈଠକରେ ବିଭିନ୍ନ ପ୍ରସ୍ତାବ ଆଗତ  କରାଯାଇଥିଲା । ବୈଠକରେ ବ୍ଲକ, ପଂଚାୟତ ଓ ଗ୍ରାମ୍ୟ ସ୍ତରରେ ବିପର୍ଯ୍ୟୟ ପରିଚାଳନା ପ୍ରସ୍ତୁତି ଯୋଜନା କାର୍ଯ୍ୟକାରିତା ସଂପର୍କରେ ଆଲୋଚନା କରାଯାଇଥିଲା । ବନ୍ୟା, ବାତ୍ୟା ଭଳି ପ୍ରାକୃତିକ ବିପର୍ଯ୍ୟୟ ମୁକାବିଲା ସହିତ  ବିଜୁଳି ଓ  ବଜ୍ରପାତ ଭଳି ବିପର୍ଯ୍ୟୟର ପରିଚାଳନା ଉପରେ ବୈଠକରେ  ଗୁରୁତ୍ୱ ଦିଆଯାଇଥିଲା । ପ୍ରଥମ ପର୍ଯ୍ୟାୟରେ ବିଜୁଳି ଓ ବଜ୍ରପାତରେ  ଅଧିକ ମୃତାହତ  ଘଟୁଥିବା ମୟୂରଭଂଜ, ଗଂଜାମ, କେନ୍ଦୁଝର, ବାଲେଶ୍ୱର, କଟକ, ସୁନ୍ଦରଗଡ଼, ନବରଙ୍ଗପୁର, ଯାଜପୁର, ବଲାଙ୍ଗିର, କୋରାପୁଟ ଆଦି ୧୦ଟି ଜିଲ୍ଲାରେ ସତର୍କତା ସଂପର୍କରେ ଜନସାଧାରଣଙ୍କୁ ପ୍ରଶିକ୍ଷଣ ଦିଆଯିବ ଓ ପରବର୍ତ୍ତୀ ସମୟରେ ଅନ୍ୟ ସମସ୍ତ ଜିଲ୍ଲାରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହେବା ନେଇ ବୈଠକରେ ନିଷ୍ପତ୍ତି ନିଆଯାଇଛି  ।

ସେହିପରି ସମସ୍ତ ବଦ୍ୟାଳୟରେ ବଜ୍ରପାତ ନିରୋଧକ ବ୍ୟବସ୍ଥା( ଲାଇଟନିଂ ଆରେଷ୍ଟର) ରହିବା ଓ ଏହାର କାର୍ଯ୍ୟକାରିତା ତଦାରଖ ସଂପର୍କରେ ଆଲୋଚନା କରାଯାଇଛି । ବଜ୍ରପାତ ସମୟରେ ଛାତ୍ରଛାତ୍ରୀମାନଙ୍କୁ ସତର୍କ ରହିବା ପାଇଁ ଶିକ୍ଷକ ଶିକ୍ଷୟତ୍ରୀମାନେ ଆବଶ୍ୟକ ସଚେତନ କରିବେ । ଏଥି ପାଇଁ ଫାୟାର ଆଲାରାମ ବ୍ୟବସ୍ଥା ସହ ଅଗ୍ନିଶମ  ବିଭାଗ ତରଫରୁ ମକଡ୍ରିଲ କରାଯିବା ପାଇଁ  ସ୍ୱତନ୍ତ୍ର  ପଦକ୍ଷେପ ନିଆଯିବା ପାଇଁ  ବୈଠକରେ ଗୁରୁତ୍ୱାରୋପ  କରାଯାଇଥିଲା ।   ସେହିଭଳି ଭୂକମ୍ପ, ପାଣିରେ ବୁଡିଯିବା, ସାପ କାମୁଡା ଭଳି ଆକସ୍ମିକ  ବିପର୍ଯ୍ୟୟ ଓ ଦୁର୍ଦ୍ଦଟଣାକୁ କିପରି ତୁରନ୍ତ ଓ ତ୍ୱରିତ ମୁକାବିଲା  କରାଯାଇ ପାରିବ,  ସେ ଦିଗରେ  ମଧ୍ୟ ସଚେତନ କରିବାକୁ  ମୁଖ୍ୟ ଶାସନ ସଚିବ  ଗୁରୁତ୍ୱାରୋପ କରି ଆବଶ୍ୟକ   କାର୍ଯ୍ୟାନୁଷ୍ଠାନ ପାଇଁ    ନିର୍ଦ୍ଦେଶ ଓ ପରାମର୍ଶ ଦେଇଥିଲେ । ମରାମତି ଆବଶ୍ୟକ ଥିବା ବନ୍ୟା-ବାତ୍ୟା ଆଶ୍ରୟସ୍ଥଳୀଗୁଡିକର ରକ୍ଷଣାବେକ୍ଷଣ ଉପରେ ଆଲୋଚନା କରାଯାଇଥିଲା ।

ସମସ୍ତ ଆଶ୍ରୟସ୍ଥଳୀଗୁଡିକରେ  ବଜ୍ରପାତ ନିରୋଧକ ବ୍ୟବସ୍ଥା କାର୍ଯ୍ୟକ୍ଷମ ରଖିବା, କାର୍ଯ୍ୟକ୍ଷମ ନଥିବା କରତ ଓ ଟାୱାର ଆଲୋକସବୁକୁ ଅପସାରଣ କରାଯାଇ ଓ ନୂଆ ସଂସ୍ଥାପନ କରାଯିବା,  ବଜ୍ରପାତ ସଂପର୍କରେ ଜନସାଧାରଣଙ୍କୁ ମୋବାଇଲ  ଯୋଗେ ବାର୍ତ୍ତା ପ୍ରେରଣ ଆଦି ସଂପର୍କରେ  ବୈଠକରେ ଗୁରୁତ୍ୱାରୋପ କରାଯାଇଛି । ସବୁ  ସରକାରୀ କର୍ମଚାରୀମାନଙ୍କୁ ବିପର୍ଯ୍ୟୟ ପରିଚାଳନା ସଂପର୍କିତ ଦକ୍ଷତା ବୃଦ୍ଧି  ପ୍ରଶିକ୍ଷଣ ପ୍ରଦାନ, ବିପର୍ଯ୍ୟୟ ସଂପର୍କରେ  ପୂର୍ବାନୁମାନ ଓ ଆଗୁଆ ସତର୍କ ସୂଚନା ବ୍ୟବସ୍ଥା ସଂପର୍କରେ ବୈଠକରେ ଆଲୋଚନା କରାଯାଇଛି । ପ୍ରତି ଶିଳ୍ପାନୁଷ୍ଠାନମାନଙ୍କରେ ସିଭିଲ ଡିଫେନ୍‌ସ ସ୍ୱେଚ୍ଛାସେବୀମାନଙ୍କୁ ପ୍ରଶିକ୍ଷଣ ଦିଆଯିବ ।  ସେମାନେ ପ୍ରାରମ୍ଭିକ ପର୍ଯ୍ୟାୟରେ ସମ୍ଭାବ୍ୟ  ବିପର୍ଯ୍ୟୟ ମୁକାବିଲା ପାଇଁ  ପ୍ରସ୍ତୁତ ରହିବେ । ବୈଠକରେ ଓସଡମାର ପୁନର୍ଗଠନ ଏବଂ  ରାଜ୍ୟ ବିପର୍ଯ୍ୟୟ ପରିଚାଳନା ପ୍ରତିଷ୍ଠାନ ଗଠନ ସଂପର୍କରେ ମଧ୍ୟ ପ୍ରସ୍ତାବ ଦିଆଯାଇଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଖୋର୍ଦ୍ଧାରୋଡ଼ ମଣ୍ଡଳ ଦ୍ୱାରା ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଖୋର୍ଦ୍ଧାରୋଡ଼ ମଣ୍ଡଳ ଦ୍ୱାରା ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 21, 2026
ବ୍ରହ୍ମାକୁମାରୀ ସେବାକେନ୍ଦ୍ରରେ ବିଶ୍ଵ ଯୋଗ ଦିବସ ପାଳିତ

ବ୍ରହ୍ମାକୁମାରୀ ସେବାକେନ୍ଦ୍ରରେ ବିଶ୍ଵ ଯୋଗ ଦିବସ ପାଳିତ

June 21, 2026
ଟିପିଏସ୍ଓଡିଏଲ୍ ତରଫରୁ ଅନ୍ତର୍ଜାତୀୟ ଯୋଗ ଦିବସ

ଟିପିଏସ୍ଓଡିଏଲ୍ ତରଫରୁ ଅନ୍ତର୍ଜାତୀୟ ଯୋଗ ଦିବସ

June 21, 2026
ସୃଷ୍ଟି ଏକାଡେମୀରେ ଚତୁର୍ଥ ଆନ୍ତର୍ଜାତୀୟ ସମ୍ମିଳନୀ ସଫଳତାର ସହ ଅନୁଷ୍ଠିତ

ସୃଷ୍ଟି ଏକାଡେମୀରେ ଚତୁର୍ଥ ଆନ୍ତର୍ଜାତୀୟ ସମ୍ମିଳନୀ ସଫଳତାର ସହ ଅନୁଷ୍ଠିତ

June 21, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଖୋର୍ଦ୍ଧାରୋଡ଼ ମଣ୍ଡଳ ଦ୍ୱାରା ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଖୋର୍ଦ୍ଧାରୋଡ଼ ମଣ୍ଡଳ ଦ୍ୱାରା ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 21, 2026
ବ୍ରହ୍ମାକୁମାରୀ ସେବାକେନ୍ଦ୍ରରେ ବିଶ୍ଵ ଯୋଗ ଦିବସ ପାଳିତ

ବ୍ରହ୍ମାକୁମାରୀ ସେବାକେନ୍ଦ୍ରରେ ବିଶ୍ଵ ଯୋଗ ଦିବସ ପାଳିତ

June 21, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version